ମଣ୍ଡିରୁ ଧାନ ଉଠୁନି, ରାଜପଥ ଅବରୋଧ
ବାଉଁଶୁଣୀ,୨୨।୨(ଡି.ଏନ.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ମଣ୍ଡିରୁ ଧାନ ନ ଉଠିବା ପ୍ରତିବାଦରେ ମଙ୍ଗଳବାର ଚାଷୀଙ୍କ ପକ୍ଷରୁ ବାଉଁଶୁଣୀ ଛକଠାରେ ବୌଦ୍ଧ-ବଲାଙ୍ଗୀର ୫ ୭ ନ ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ମଣ୍ଡିରେ ହଜାର ହଜାର କୁଇଣ୍ଟାଲ ଧାନ ଖୋଲା ଆକାଶ ତଳେ…
କଳା, ସଂସ୍କୃତିର ଅପୂର୍ବ ନିଦର୍ଶନ
ବରଗଡ଼ ଅଫିସ,୨୨।୨: ବରଗଡ଼ ବ୍ଲକ ଖଲିଆପାଲିରେ ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ସମାରୋହ ଅବସରରେ ଜଳନ୍ଧର ଦରବାର ଉଦ୍ଘାଟିତ ହୋଇଛି। ବରଗଡ଼ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ।…
ଅଭିନେତ୍ରୀ ସୁବି ସୁରେଶଙ୍କ ପରଲୋକ
ମାଲାୟାଲମ ହାସ୍ୟ ଅଭିନେତ୍ରୀ ତଥା ପ୍ରସିଦ୍ଧ ଟିଭି ହୋଷ୍ଟ ସୁବି ସୁରେଶଙ୍କର ପରଲୋକ ଘଟିଛି। ବୁଧବାର ସକାଳେ କୋଚିର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୧ ବର୍ଷ ବୟସ ହୋଇଥିଲା। ସୁବି ଯକୃତ ସମ୍ବନ୍ଧୀୟ…
ଜୀବେ ନିଷ୍ଠୁରତା ନିରାକରଣ ଆଇନ ସଚେତନତା
ରାୟଗଡ଼ା ଅଫିସ,୨୨।୨: ରାୟଗଡା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ ତରଫରୁ ମୁଖ୍ୟ ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀ ହାଡିବନ୍ଧୁ ଭୋଇଙ୍କ ଆବାହକତ୍ୱରେ ଓ ଜିଲାପାଳ ସ୍ବଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ଜୀବେ ନିଷ୍ଠୁରତା ଆଇନ…
ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନରେ ଦ୍ୱିତୀୟ ଦିନରେ ବି ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ପୁଣି ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରି ବାଚସ୍ପତି ସର୍ବଦଳୀୟ ବୈଠକ ଡକାଇଛନ୍ତି। ଏହାପୂର୍ବରୁ ପ୍ରଶ୍ନକାଳ ଆରମ୍ଭରୁ ଗୃହ…
ବୃହତ୍ ବିଜୟ ସହ ଶୀର୍ଷରେ ଇଂଲଣ୍ଡ
କେପ୍ ଟାଉନ, ୨୨।୨: ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍ ‘ବି’ ଶେଷ ମ୍ୟାଚରେ ଇଂଲଣ୍ଡ ୧୧୪ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଫଳରେ ଏହି ଦଳ ୪ ମ୍ୟାଚରୁ ୮ ପଏଣ୍ଟ ପାଇ ଗ୍ରୁପ୍ରେ ଶୀର୍ଷସ୍ଥାନ ଦଖଲ କରିଛି।…
ସାନିଆଙ୍କ କ୍ୟାରିୟର ଶେଷ
ନୂଆଦିଲ୍ଲୀ, ୨୨।୨(ପି.ଟି.): ଭାରତର ଭେଟେରାନ୍ ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅନ୍ତର୍ଜାତୀୟ କ୍ୟାରୟର ଶେଷ। ଦୁବାଇ ଡ୍ୟୁଟି ଫ୍ରି ଟେନିସ ଚାମ୍ପିୟନଶିପ୍ରେ ପରାଜୟ ସହିତ ସେ ତାଙ୍କ ସ୍ବର୍ଣ୍ଣିମ କ୍ୟାରିୟରରେ ପୂର୍ଣ୍ଣଛେଦ ପକାଇଛନ୍ତି। ସାନିଆ ୨୦୨୨ ସିଜନରେ ଟେନିସ୍ ଛାଡ଼ିବେ ବୋଲି…
ଯୁବ ଓପନ ବାସ୍କେଟବଲରେ ୧୬ ଦଳ
ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ଯୁବ ଓପନ ବାସ୍କେଟବଲ ଟୁର୍ନାମେଣ୍ଟର ୧୨ତମ ସଂସ୍କରଣ ଚଳିତମାସ ୨୨ରୁ ଆରମ୍ଭ ହେବ। ମ୍ୟାଚଗୁଡ଼ିକ ଶହୀଦ ନଗରସ୍ଥିତ ଇମ୍ଫାପାର୍କସ୍ଥିତ ବାସ୍କେଟବଲ କୋର୍ଟରେ ଅନୁଷ୍ଠିତ ହେବ। ଲିଗ୍ ଏବଂ ନକ୍ଆଉଟ ଭିତ୍ତିରେ ଖେଳାଯିବାକୁଥିବା ପ୍ରତିଯୋଗିତାରେ ମୋଟ ୧୬ଟି ଦଳ…
ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ ଉଦ୍ଘାଟିତ
ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ (ପୁରୁଷ) ଟୁର୍ନାମେଣ୍ଟ ମଙ୍ଗଳବାର କିଟ୍ ପରିସରରେ ଉଦ୍ଘାଟିତ ହୋଇଯାଇଛି। କିଟ୍ କ୍ରିକେଟ ଷ୍ଟାଡିୟମରେ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଜ୍ଞାନ ରଞ୍ଜନ ମହାନ୍ତି ପ୍ରତିଯୋଗିତାକୁ ଉଦ୍ଘାଟନ କରିଥିଲେ। କିଟ୍ ଓ କିସ୍ର କ୍ରୀଡ଼ା ମହାନିର୍ଦ୍ଦେଶକ…
ଜେଜଙ୍କ ଏକାଦଶରେ ଚାଲିଗଲା ନାତୁଣୀଙ୍କ ଜୀବନ
ନିଶ୍ଚିନ୍ତକୋଇଲି,୨୨।୨(ସ୍ବ.ପ୍ର.): ଜେଜଙ୍କ ଏକାଦଶରେ ନଦୀରେ ବୁଡି ନାତୁଣୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ବୁହାଳ ପଞ୍ଚୟତ ସାଧକନଗର ଅଞ୍ଚଳରେ ଘଟିଛି। ସେ ହେଲେ ଋତୁପର୍ଣ୍ଣା(୧୪)। ସୂଚନାଯୋଗ୍ୟ, ଜେଜଙ୍କ ଏକାଦଶ କର୍ମ ପାଇଁ ସାଧକନଗର…
ଓଡ଼ିଶା ସରକାରଙ୍କୁ ଅଠ୍ଓ୍ବାଲଙ୍କ ପ୍ରଶଂସା
ଭୁବନେଶ୍ୱର,୨୨।୨(ସ୍ପୋଟର୍ସ ବ୍ୟୁରୋ): ଇଣ୍ଡିଆନ୍ ସୁପର ଲିଗ୍ରେ ସିଜନରେ ଓଡ଼ିଶା ଏଫ୍ସି (ଓଏଫ୍ସି) ନିଜର ଅନ୍ତିମ ମ୍ୟାଚ ଖେଳିବାକୁ ଥିବା ବେଳେ ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ କ୍ଲବ୍ ସଭାପତି ରାଜ ଅଠଓ୍ବାଲ। ଏହି ଅବସରରେ ରାଜ୍ୟ ସରକାରଙ୍କୁ ଭୁରି ଭୁରି…
ସିଜନର ଶେଷ ଗେମ୍ ଖେଳିବ ଓଏଫ୍ସି: ବିଜୟ ସହ ପ୍ଲେ ଅଫ୍ ଲକ୍ଷ୍ୟ
ଭୁବନେଶ୍ୱର,୨୨।୨(ସ୍ପୋଟର୍ସ ବ୍ୟୁରୋ): ଇଣ୍ଡିଆନ୍ ସୁପର ଲିଗ୍ରେ ସିଜନର ନିଜର ଅନ୍ତିମ ମ୍ୟାଚ ଜାମସେଦପୁର ଏଫ୍ସି ବିପକ୍ଷରେ ଖେଳିବ ଓଡ଼ିଶା ଏଫ୍ସି (ଓଏଫ୍ସି)। କଳିଙ୍ଗ ଷ୍ଟାଡିୟମରେ ବୁଧବାର ଏହି ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ଜିତିଲେ କିମ୍ବା ଡ୍ର ରଖିଲେ ଓଏଫ୍ସି ପ୍ଲେ…
Archives


