Home Left

ସୁଶାନ୍ତ ପଣ୍ଡା ଓଆଇଏର ନୂତନ ସଭାପତି

କଟକ,୨୨।୨: ଓଡ଼ିଶା ଇଣ୍ଡଷ୍ଟ୍ରିଜ ଆସୋସିଏଶନ (ଓଆଇଏ)ର ନୂତନ ସଭାପତି ଭାବେ ଭାରତ ମସଲାର ପରିଚାଳନା ନିର୍ଦ୍ଦେଶକ ସୁଶାନ୍ତ କୁମାର ପଣ୍ଡା ନିଦର୍‌ବନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏପରିକି ଆଗାମୀ ୨ବର୍ଷ ପାଇଁ ସେ ଏହି ଗୁରୁଦାୟିତ୍ୱ ତୁଲାଇବେ ବୋଲି ଓଆଇଏ ପକ୍ଷରୁ କୁହାଯାଇଛି।…

ଭାରତ ଯୋଡୋ ଯାତ୍ରା ପରେ ପ୍ରଥମ ଥର ପାଇଁ ବିଦେଶ ଗସ୍ତରେ ଯିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୨।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆସନ୍ତା ସପ୍ତାହରେ ଇଂଲଣ୍ଡ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନାନୁସାରେ, କଂଗ୍ରେସ ନେତା ଫେବୃୟାରୀ ୨୮ରେ ୧୦ ଦିନିଆ ଇଂଲଣ୍ଡ ଗସ୍ତରେ ଯିବେ। ଏହାପୂର୍ବରୁ ସେ ଫେବୃୟାରୀ ୨୪ରୁ ୨୬ ଫେବୃୟାରୀ ପର୍ଯ୍ୟନ୍ତ ଛତିଶଗଡର…

ଏତେଦିନ ପରେ କିଏ ଫଟୋ ଛାଡ଼ିଲା ତଦନ୍ତ ହେଉ: ବିରୋଧୀ

ଭୁବନେଶ୍ବର,୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାର ୨୩ ଦିନ ପରେ ଗୋପାଳ କେମିତି ମାରିଲା ତାହା ଏବେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି କହିଛନ୍ତି,…

ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲେ, ଉନ୍ନୟନ କାମ ଦେଖିଲେ

ନବରଙ୍ଗପୁର,୨୨।୨(ବି.ପ୍ର): ନବରଙ୍ଗପୁର ଜିଲାପାଳ କମଳ ଲୋଚନ ମିଶ୍ର ଓ ଏସ୍‌ପି ଏସ୍‌.ସୁଶ୍ରୀ ମଙ୍ଗଳବାର ଜିଲା ମୁଖ୍ୟ ଚିକିତ୍ସାଳୟ ଗ୍ରସ୍ତ କରି ରୋଗୀ ସେବା ସମ୍ପର୍କରେ ପଚାରି ବୁଝିଥିଲେ। ସେଠାରେ କିଭଳି ରାଜ୍ୟ ସରକାରଙ୍କ ଯୋଜନା କାର୍ଯ୍ୟକାରୀ ହେଉଛି ତାହା ବୁଝିବା ସହ…

କାର୍ତ୍ତିକଙ୍କ ‘ଶେହଜାଦା’ ବକ୍ସ ଅଫିସରେ ଫ୍ଲପ୍‌

ମୁମ୍ବାଇ: ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଫିଲ୍ମ ‘ଶେହଜାଦା’ କୁ ଦେଖିବାକୁ ଦର୍ଶକ ଅପେକ୍ଷା କରି ରହିଥିଲେ। ହେଲେ ଫିଲ୍ମଟି ରିଲିଜ୍‌ ହେବା ପରେ ଦର୍ଶକଙ୍କୁ ଆକର୍ଷିତ କରିବାରେ ବିଫଳ ହୋଇଛି। ଫିଲ୍ମଟି ବକ୍ସ ଅଫିସରେ ଫ୍ଲପ୍‌ ହୋଇଛି ବୋଲି କୁହାଯାଉଛି। ‘ଶେହଜାଦା’…

୪ କି.ମି. ପାହାଡ଼ ଚଢ଼ି ଲୋକଙ୍କ ସମସ୍ୟା ବୁଝିଲେ ବିଡିଓ

ନନ୍ଦାହାଣ୍ଡି,୨୨।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକର ଅପହଞ୍ଚ ବିଚ୍ଛିନ୍ନାଞ୍ଚଳ ଝାଡ଼ବନ୍ଧଗୁଡ଼ା ପଞ୍ଚାୟତର ପୁଟଘରରେ ପହଞ୍ଚତ୍ ଗ୍ରାମବାସୀଙ୍କ ସମସ୍ୟା ବୁଝିଲେ ବିଡିଓ କ୍ଷୀରୋଦ ଚନ୍ଦ୍ର ସାହୁ। ବିଡିଓ ଏଇଇ ଶଙ୍କର ବୁଡ଼େକଙ୍କ ସହିତ ୪ କି.ମି. ପାହାଡ଼ ଚଢ଼ି ସେଠାରେ ପହଞ୍ଚତ୍ ଲୋକଙ୍କ…

ନବ ଦାସ ବିଜେଡିରେ ଯୋଗଦେବା ପରେ ଅନ୍ତର୍ଦ୍ୱନ୍ଦ୍ୱ ଜଣାପଡ଼ିଯାଇଥିଲା: ନରସିଂହ

ଭୁବନେଶ୍ବର, ୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପୁଣି ନୂଆ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ନବଙ୍କୁ ହତ୍ୟା ଏକ ସୁଚିନ୍ତିତ ଷଡଯନ୍ତ୍ର। ହୁଏତ ଏହି କଥାରେ ବ୍ୟକ୍ତିଗତ କାରଣ କିଛି ରହିଥିଲା।…

ଜିଲା କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଅନୁଗୋଳ ଅଫିସ, ୨୨।୨: ପ୍ରସ୍ତାବିତ କୋଇଲା ଡିପୋ, କୋଲ ୱାସେରି ଓ କ୍ଷୁଦ୍ରଶିଳ୍ପ ପ୍ରତିଷ୍ଠାର ନିଷ୍ପିକୁ ପ୍ରତ୍ୟାହାର କରିବା, ପୁରୁଷାନୁକ୍ରମେ ଭୋଗଦଖଲ କରିଆସୁଥିବା ଚାଷଜମି ଓ ବାସଜମି ଦଖଲଦାରଙ୍କୁ ପଟ୍ଟା ଦେବା, ସରକାରୀ ଉଦ୍ୟୋଗରେ ଜରପଡା ଠାରେ ଏକ ଶୀତଳଭଣ୍ଡାର ନିର୍ମାଣ କରିବା…

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେବେ ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ…

ଜି.ଉଦୟଗିରିରେ ୨ଶହ ଟଙ୍କା ନକଲି ନୋଟ

ଜି.ଉଦୟଗିରି, ୨୧ା୨: କନ୍ଧମାଳ ଜିଲା ଜି.ଉଦୟଗିରି ବଜାରରେ ୨ଶହ ଟଙ୍କିଆ ନକଲି ନୋଟ ଧରାପଡିଛି। ବ୍ରଜ ଖୁଣ୍ଟିଆ ନାମକ ଜଣେ ବ୍ୟକ୍ତିଙ୍କର ବଜାରରେ ଏକ ପକୋଡା ଦୋକାନ ରହିଛି। ମଙ୍ଗଳବାର ସନ୍ଧ୍ୟାରେ ଗହଳି ସୁଯୋଗ ନେଇ କେହି ଜଣେ ବ୍ୟକ୍ତି ଏକ…

ବର୍ଷାଦିନ ପୂର୍ବରୁ ଡ୍ରେନ୍‌ ମରାମତି, ନୂତନ ନିର୍ମାଣ ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୨୨।୨: ସହରର ଉନ୍ନତି ନେଇ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ନୂତନ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମେୟର ସଂଘମିତ୍ରା ଦଳେଇ ଅଧ୍ୟକ୍ଷତା କରିଥିଲେ। ୪୭ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା। ସହରର ରାସ୍ତାଘାଟ…

କେନ୍ଦ୍ର ଅବହେଳା ମୁଖ୍ୟ ପ୍ରସଙ୍ଗ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିରୋଧୀଙ୍କୁ ମୁକାବିଲା କରିବା ପାଇଁ ଶାସକ ବିଜେଡି ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ରୀୟ ଅବହେଳା ଓ ପାତରଅନ୍ତର ନୀତିକୁ ବିଜେଡି ମୁଖ୍ୟ ପ୍ରସଙ୍ଗ କରିବାକୁ ନିଷ୍ପତ୍ତି ନେଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସ୍ବତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ପ୍ରଦାନକୁ ଯେଉଁଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri