Home Left

ବିନା ଡାକ୍ତରରେ ଚାଲିଛି ୫ ସ୍ବାସ୍ଥ୍ୟକେନ୍ଦ୍ର

କେନ୍ଦୁଝର,୩୦ା୩(ସ୍ବ.ପ୍ର.): ଖଣିଖାଦାନ ଭରା କେନ୍ଦୁଝର ଜିଲାର ହାଟଡ଼ିହୀ ବ୍ଲକ୍‌ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବ୍ଲକ୍‌ରେ ଥିବା ୫ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ବିନା ଡାକ୍ତରରେ ଚାଲିଛି। ଏଥିସହ ଶାଳନୀୟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ସମେତ ୧୪ କର୍ମଚାରୀ ପଦବୀ ଖାଲିପଡ଼ିଛି। ତଳିଆ କର୍ମଚାରୀ…

କନଷ୍ଟେବଲ ନିଯୁକ୍ତି ମାମଲା: ହାଇକୋର୍ଟଙ୍କ ରାୟ ଉପରେ ନିର୍ଭର କରିବ ନିଯୁକ୍ତି

କଟକ ଅଫିସ,୩୦ା୩: ରାଜ୍ୟରେ କନ୍‌ଷ୍ଟେବଲ ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାଏର ୫ଟି ମାମଲାର ଏକତ୍ର ଶୁଣାଣି ବୁଧବାର ହୋଇଛି। ବିଚାରପତି ଆଦିତ୍ୟ କୁମାର ମହାପାତ୍ରଙ୍କ ଖଣ୍ଡପୀଠ ମାମଲାଗୁଡ଼ିକର ଶୁଣାଣି କରି ହାଇକୋର୍ଟଙ୍କ ରାୟ ଉପରେ କନ୍‌ଷ୍ଟେବଲ ନିଯୁକ୍ତି ପ୍ରକ୍ରିୟା…

ନକଲି ଟିପିରେ ଖଣିକୁ ବାଲି ଚାଲାଣ

ଯାଜପୁର ଅଫିସ,୩୦।୩: ନକଲି ଟ୍ରାନ୍‌ଜିଟ୍‌ ପାସ୍‌(ଟିପି) ତିଆରି କରି ଯାଜପୁର ଜିଲା କାଳିଆପାଣି ଇମ୍ଫା ଏବଂ ଓଏମ୍‌ସି ଖଣି ଅଞ୍ଚଳକୁ ବାଲି, ପଥର ଆଦି ଲଘୁ ଖଣିଜ ଦ୍ରବ୍ୟ ପରିବହନ ହେଉଛି। ଯାଜପୁର ଜିଲା ସୀମାନ୍ତ ତଥା ଢେଙ୍କାନାଳ ଜିଲା ଭୂବନ…

ଆମେରିକାରେ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ପିଲାଙ୍କୁ ଗାଳିଗୁଲଜ କଲେ ଖଲିସ୍ତାନ ସମର୍ଥକ

ନ୍ୟୁୟର୍କ,୩୦।୩: ଭାରତ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଖଲିସ୍ତାନ ସମର୍ଥକମାନେ ଆମେରିକାରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ଙ୍କ ପିଲାମାନଙ୍କୁ ଗାଳିଗୁଲଜ କରିବା ସହ ହଇରାଣ କରିବାକୁ ଯୋଜନା କରୁଛନ୍ତି। ଖଲିସ୍ତାନର ସମର୍ଥକମାନେ ଏବେ ଲଜ୍ଜାଜନକ କାର୍ଯ୍ୟ କରିଛନ୍ତି। ସେ କେବଳ ପଞ୍ଜାବର…

ୟୁକ୍ରେନ ଯୁଦ୍ଧ ପରେ ବିଶ୍ୱ ଶିଖିଲା ଶକ୍ତି କ୍ଷେତ୍ରରେ ଆତ୍ମନିର୍ଭଶୀଳତା ଜରୁରୀ: ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୩୦।୩: ୟୁକ୍ରେନ୍‌ ଯୁଦ୍ଧ ପରେ ସମଗ୍ର ବିଶ୍ୱ ବୁଝିଛି, ଦେଶ ଯେତେ ବଡ଼ ଏବଂ ବିକଶିତ ହେଲେ ମଧ୍ୟ ଏହାର କୌଣସି ଫରକ ପଡ଼ିବ ନାହିଁ। ଯଦି ଶକ୍ତି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ନୁହେଁ, ତେବେ ଏହାର ବିକାଶରେ ବାଧା ସୃଷ୍ଟି ହୋଇପାରେ…

ଚଣ୍ଡିତାଳରୁ ୧୦୦୦ ବର୍ଷର କୂଅ ଠାବ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଚଣ୍ଡିତାଳ ଗ୍ରାମରୁ ଠାବ ହୋଇଛି ଏକ ପ୍ରାଚୀନ କୂଅ। ଐତିହ୍ୟ ଓ ସଂସ୍କୃତି ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍‌ ଆର୍ଟ ଆଣ୍ଡ କଲଚର ହେରିଟେଜ (ଇନ୍‌ଟାକ୍‌)ର ସଦସ୍ୟମାନେ ଏହି ପ୍ରାଚୀନ…

ଆଜିଠୁ ଓଡ଼ଗାଁରେ ଶ୍ରୀରାମ ନବମୀ ଯାତ୍ରା

ଓଡ଼ଗାଁ,୩୦ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ପ୍ରସିଦ୍ଧ ଶ୍ରୀରାମ ନବମୀ ଯାତ୍ରା ଗୁରୁବାରଠାରୁ ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ମନ୍ଦିର ପ୍ରଶାସନ ଓ ସ୍ଥାନୀୟ ବାସିନ୍ଦା ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି। ରାଧାକାନ୍ତ ମଠଠାରୁ…

ମୋଦିଙ୍କ ଫଟୋ ନିକଟରେ ହୃଦୟର କଥା କହିଲେ କୃଷକ

ବେଙ୍ଗାଲୁରୁ,୩୦।୩: କର୍ନାଟକର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ କୃଷକ ବସ୍‌ରେ ଲାଗିଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ସହିତ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳିଛି। କୃଷକ ଜଣଙ୍କ ମୋଦିଙ୍କୁ ବହୁତ ପ୍ରଶଂସା କରିଥିଲେ ଏବଂ ଫଟୋକୁ ଚୁମ୍ବନ…

ଦିଗହରା ହେଉଛି ଖଣ୍ଡପଡ଼ାର ବିକାଶ

ଖଣ୍ଡପଡ଼ା,୩୦ା୩(ସ୍ବ.ପ୍ର.): ଦୀର୍ଘଦିନ ପରେ ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି। ଏଥିପାଇଁ ବ୍ୟୟ ବରାଦ ସହିତ ଆବଶ୍ୟକ ଅର୍ଥ ମଞ୍ଜୁର ହୋଇଛି। ହେଲେ ସେହି କାମର ସ୍ବଚ୍ଛତା…

ୟୁପିଏ ସରକାର ଅମଳରେ ମୋଦିଙ୍କୁ ଫସାଇବାକୁ ସିବିଆଇ ପକାଇଥିଲା ଚାପ: ଅମିତ ଶାହା

ନୂଆଦିଲ୍ଲୀ,୩୦ା୩: କେନ୍ଦ୍ରର ମୋଦି ସରକାର ସିବିଆଇ ଏବଂ ଇଡିକୁ ହାତମୁଠାରେ ରଖିଥିବା ଅଭିଯୋଗ କରୁଛନ୍ତି ବିରୋଧୀ। ଏନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ, କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ସରକାର ସମୟରେ ଗୁଜରାଟରେ ହୋଇଥିବା ନକଲି ଏନ୍‌କାଉଣ୍ଟର ମାମଲାରେ…

୨୨୧ବର୍ଷରେ କାଷ୍ଠମୁଖାଧାରୀ ରାମଲୀଳା

ନୟାଗଡ଼ ଅଫିସ/ ଦଶପଲ୍ଲା,୩୦।୩(ଡି.ଏନ.ଏ.): ଗୁରୁବାର ରାମନବମୀରୁ ଆରମ୍ଭ ହେଉଛି ଭାରତ ପ୍ରସିଦ୍ଧ ଲଙ୍କାପୋଡ଼ି ଯାତ୍ରା। ରାମାୟଣର ବିଭିନ୍ନ ପ୍ରସଙ୍ଗକୁ ନେଇ ୧୪ଦିନ ଧରି ଏହା ମଙ୍ଗଳରାତି ବୁଧ ପାହାନ୍ତିରେ ରାବଣ ବଧ ପରେ ଲଙ୍କାପୋଡି ଯାତ୍ରା ଉଦ୍‌ଯାପିତ ହେବ। ୧୮୦୨ରୁ ଏହି…

ଫିଲିପିନ୍ସରେ ବଡ ଦୁର୍ଘଟଣା: ୨୫୦ ଲୋକଙ୍କୁ ନେଇ ଯାଉଥିବା ଫେରିଲେ ଲାଗିଲା ନିଆଁ ଜୀବନ୍ତ ଜଳିଗଲେ ଲୋକେ

ମାନିଲା,୩୦ ।୩: ଦକ୍ଷିଣ-ପୂର୍ବ ଏସିଆ ଦେଶ ଫିଲିପିନ୍ସରେ ଗୁରୁବାର ଏକ ବଡ ଦୁର୍ଘଟଣା ହୋଇଛି । ଏଠାରେ ୨୫୦ ଲୋକଙ୍କୁ ନେଇ ଯାଉଥିବା ଏକ ଫେରିରେ ନିଆଁ ଲାଗିଯାଇଛି । ଏଥିରେ ଅନେକ ଲୋକ ଜୀବନ୍ତ ଜଳିଯାଇଥିବା ସୂଚନା ମିଳିଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri