Home Left

ଗର୍ଲଫ୍ରେଣ୍ଡଙ୍କ ପାଇଁ ଏତିକି କୋଟି ଟଙ୍କାର ସମ୍ପତ୍ତି ଛାଡିଯାଇଛନ୍ତି ଇଟାଲୀର ପୂର୍ବତନ ପ୍ରଧାନମନ୍ତ୍ରୀ

ରୋମ,୧୦।୭: ସାଧାରଣତଃ ଲୋକମାନେ ମୃତ୍ୟୁ ବେଳକୁ ସେମାନଙ୍କର ପରିବାର ସଦସ୍ୟଙ୍କ ନାଁରେ ସମ୍ପତ୍ତି କରିଚାଲିଯାଆନ୍ତି, କିନ୍ତୁ କେହି ଜଣେ ତାଙ୍କ ପ୍ରେମିକା ପାଇଁ କୋଟି କୋଟି ସମ୍ପତ୍ତି ଛାଡିଯିବା ନିହାତି ଆଶ୍ଚର୍ଯ୍ୟର ବିଷୟ। କିନ୍ତୁ ନିକଟରେ ଏମିତି ଏକ ଘଟଣା ଘଟିଛି।…

ମଣିପୁରର କଙ୍ଗପୋକପି ଅଞ୍ଚଳରେ ହିଂସାକାଣ୍ଡ: ଜଣେ ପୋଲିସ କର୍ମଚାରୀ ମୃତ, ୧୦ ଆହତ

ଇମ୍ଫାଲ,୧୦।୭: ମଣିପୁରରେ ହିଂସା ଜାରି ରହିଛି। ରବିବାର ମଣିପୁରର ପଶ୍ଚିମ କଙ୍ଗପୋକପି ଅଞ୍ଚଳରେ ରାତିସାରା ହିଂସାକାଣ୍ଡ ଘଟିବା ପରେ ସୋମବାର ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏଥିସହ ଅତି କମ୍‌ରେ ୧୦ ଜଣ ଲୋକ ଆହତ ହୋଇଛନ୍ତି। ଅଧିକାରୀ କହିଛନ୍ତି,…

ବନ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୦।୭: ଦିଲ୍ଲୀରେ ବନ୍ୟା ପରିସ୍ଥିତି ଉପୁଜିଲେ ଏହାର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଥିବା ସୋମବାର ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି। ଏପରିକି ଆବଶ୍ୟକ ହେଲେ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…

ପାନର ଦାମ୍‌ ୯୯୯

ମହଙ୍ଗା ପାନ। ପାନର ମୂଲ୍ୟରେ ଜଣେ ବ୍ରାଣ୍ଡେଡ ଜୋତା ଏବଂ ଚଷମା କିଣାଯାଇପାରିରେ। ଏହି ସ୍ବତନ୍ତ୍ର ପାନର ନାମ ହେଉଛି ସୁନା ପାନ, ଯାହାର ମୂଲ୍ୟ ୯୯୯ ଟଙ୍କା। ଏହି ବିଶେଷ ପ୍ରକାରର ପାନ ଭିତରେ ରୂପା ଏବଂ ବାହାରେ ସୁନା…

ଝିଅ ସହ ପ୍ରଥମଥର ବିମାନ ଯାତ୍ରା କରିବାକୁ ନେଇ ଖୁସି ଅଛନ୍ତି ବିପାଶା

ମୁମ୍ବାଇ: ବଲିଉଡର ସବୁଠାରୁ ପସନ୍ଦିତା କପଲ୍ସ ମଧ୍ୟରୁ ଗୋଟିଏ ବିପାଶା ବସୁ ଓ କରଣ ସିଂ ଗ୍ରୋଭର ଏବେ ଖୁବ ଖୁସିଥିବା ନଜର ଆସିଛି। ଏବେ ସୋସିଆଲ ମିଡିଆରେ ଏମାନଙ୍କର ଭଲ ଫ୍ୟାନ ଫଲୋଇଂସ ଥିବା ବେଳେ ଏମାନେ ନିଜ ପସନ୍ଦର…

ତିନି ଦିନିଆ ମାଲେସିଆ ଗସ୍ତରେ ରାଜନାଥ, ପ୍ରତିପକ୍ଷ ହସନଙ୍କୁ ଭେଟି ପ୍ରତିରକ୍ଷା ସହଯୋଗ ଉପରେ କଲେ ଚର୍ଚ୍ଚା

ନୂଆଦିଲ୍ଲୀ/କୁଆଲା ଲମ୍ପୁର,୧୦।୭: ଭାରତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ତିନି ଦିବସୀୟ ମାଲେସିଆ ଗସ୍ତରେ ଅଛନ୍ତି। ସୋମବାର ରାଜନାଥ ସିଂ କୁଆଲା ଲମ୍ପୁରରେ ମାଲେସିଆର ପ୍ରତିରକ୍ଷା ମନ୍ତ୍ରୀ ମହମ୍ମଦ ହସନଙ୍କୁ ଭେଟିଛନ୍ତି। ଏହି ସମୟରେ ଉଭୟ ନେତା ପ୍ରତିରକ୍ଷା ସହଯୋଗ ଉପରେ…

ଛାୟାପଥ ତିଆରି କାରଖାନା

ରାତିରେ ମେଘମୁକ୍ତ ଆକାଶକୁ ଚାହିଁଲେ ତାରାଗୁଡ଼ିକୁ ତ ଦେଖୁ। କିନ୍ତୁ ଆଉ ଟିକିଏ ଭଲ କରି ଲକ୍ଷ୍ୟ କଲେ ଗୋଟିଏ ଉଜ୍ଜ୍ୱଳ ରାସ୍ତା ଉତ୍ତରରୁ ଦକ୍ଷିଣ ଆଡ଼କୁ ଲମ୍ବିଥିବାର ଦେଖାଯାଏ। ପ୍ରକୃତରେ ଆକାଶର ଅନ୍ୟ ଅଞ୍ଚଳ ତୁଳନାରେ ସେହି ଅଞ୍ଚଳରେ ତାରାଗୁଡ଼ିକ…

କୃତ୍ରିମ ମେଧା-କିଛି କଥା

ସମ୍ପ୍ରତି ଗଣମାଧ୍ୟମ ଓ ସାମାଜିକ ମାଧ୍ୟମରେ କୃତ୍ରିମ ମେଧା ବା କୃତ୍ରିମ ବୁଦ୍ଧିମତ୍ତାକୁ (ଇଂଲିଶରେ ଯାହାକୁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କୁହାଯାଉଛି) ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ଏଥିପାଇଁ ଦାୟୀ ମାର୍କିନ ପ୍ରଯୁକ୍ତି ସଂସ୍ଥା ‘ଓପେନଏଆଇ’ ଦ୍ୱାରା ନିର୍ମିତ ହୋଇଥିବା ଚାଟବଟ (ଚାଟ…

ଦଳର ନାଁ ପରିବର୍ତ୍ତନ କରିବାର ଅଧିକାର ଇସିଙ୍କ ପାଖରେ ନାହିଁ: ଉଦ୍ଧବ

ମୁମ୍ବାଇ.୧୦।୭: ଶିବସେନାର ନାମ ଏବଂ ନିର୍ବାଚନୀ ଚିହ୍ନକୁ ନେଇ ଲଢେଇ ବର୍ତ୍ତମାନ ସୁପ୍ରିମକୋର୍ଟରେ ଚାଲିଛି। ଏହି ପ୍ରସଙ୍ଗରେ ଉଦ୍ଧବ ଠାକରେଙ୍କ ଆବେଦନ ଶୁଣାଣି କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ଅନୁମତି ଦେଇଛନ୍ତି। ସେପଟେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ରମନ୍ତ୍ରୀ ଉଦ୍ଧବ ଠାକରେ ନିର୍ବାଚନ ଆୟୋଗଙ୍କୁ…

ଅଫିସ ଦୌଡୁଥିଲେ ବି ମିଳୁନି ଭତ୍ତା

ସମ୍ବଲପୁର,୧୦ା୭(ଶୁଭାଶିଷ ପାଢୀ) : ରାଜ୍ୟ ସରକାର ବିଧବା, ଦିବ୍ୟାଙ୍ଗ, ବୃଦ୍ଧାବୃଦ୍ଧଙ୍କ ପଇଁ ଭତ୍ତା ବ୍ୟବସ୍ଥା କରିଛନ୍ତି। ଏବେ ଭତ୍ତା ଟଙ୍କା ଜମାଖାତାରେ ଦେବା ବ୍ୟବସ୍ଥା ଲାଗୁ ହେବା ପରେ ହିତାଧିକାରୀଙ୍କ ଦୁଃଖ ବଢିଯାଇଛି। ମାସ ମାସ ଧରି ଭତ୍ତା ପାଇବାରୁ ବଞ୍ଚିତ…

ପ୍ରଥମ ମହିଳା କ୍ରିକେଟର ଭାବେ ଏମିତି କୀର୍ତ୍ତିମାନ ହାସଲ କଲେ ସୁଜି

କଲମ୍ବୋ,୧୦।୭: ନ୍ୟୁଜିଲାଣ୍ଡର କ୍ରିକେଟର ସୁଜି ବେଟ୍ସ ଏକ ନିଆରା ରେକର୍ଡ ହାସଲ କରିଛନ୍ତି। ସେ ୧୦ଟି ଦେଶରେ ଟି-୨୦ ଅର୍ଦ୍ଧଶତକ ହାସଲ କରିଥିବା ପ୍ରଥମ ମହିଳା କ୍ରିକେଟର ହୋଇଛନ୍ତି। ନିକଟରେ ବେଟ୍ସ କଲମ୍ବୋରେ ଶ୍ରୀଲଙ୍କା ବିପକ୍ଷରେ ଏକ ଅର୍ଦ୍ଧଶତକ ହାସଲ କରିଥିଲେ।…

ପଛେଇଛି ଚାଷ କାର୍ଯ୍ୟ, ଚିନ୍ତାରେ ଚାଷୀ

ସୁନ୍ଦରଗଡ଼,୧୦ା୭(ଜୟନାରାୟଣ ମେଣ୍ଡୁଳି): ଚଳିତ ବର୍ଷ ବିଳମ୍ବିତ ବର୍ଷା ଯୋଗୁଁ ସୁନ୍ଦରଗଡ଼ ଜିଲାରେ ଚାଷ କାର୍ଯ୍ୟ ପଛେଇ ଯାଇଛି। ବର୍ତ୍ତମାନ ଯେଉଁଠି ରୁଆ ବିହୁଡା ହେବା କଥା ଏବେ ସେଇଠି ଧାନ ବୁଣାବୁଣି ଓ ତଳିପକା କାର୍ଯ୍ୟ ଚାଲିଛି। ଏପରିକି ଜିଲାର ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?