୧୦ହଜାର କୋଟିରୁ ଊର୍ଦ୍ଧ୍ୱ ଅତିରିକ୍ତ ବଜେଟକୁ ମୋହର
ଭୁବନେଶ୍ୱର,୨୫।୧୧(ରବିନାରାୟଣ ଜେନା): ବିଧାନସଭାରେ ନଭେମ୍ବର ୨୭ରୁ ଆରମ୍ଭ ହେବାକୁ ଥିବା ଅତିରିକ୍ତ ବଜେଟ ଅଧିବେଶନର ଅବ୍ୟବହିତ ପୂର୍ବରୁ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବାଭବନର ତୃତୀୟ ମହଲାରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ…
ରାଷ୍ଟ୍ରପତିଙ୍କ ସୁରକ୍ଷାରେ ମୁତୟନ ହେବେ ୨୨ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ୱର,୨୫।୧୧(ତ୍ରିନାଥ ମହାନ୍ତି): ଆସନ୍ତା ୨୭ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ଗସ୍ତରେ ଆସିବେ। ଏଥିପାଇଁ ପୋଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଗସ୍ତ ସମୟରେ ଯେପରି କିଛି ତ୍ରୁଟି ନ ରହେ, ସେଥିଲାଗି ପୋଲିସ ବିଭିନ୍ନ ବିଭାଗ ସହ ଆଲୋଚନା କରିଛି।…
ଏଇ ଭାରତରେ
କଶ୍ମୀର ପୁଲ୍ଓ୍ବାମା ଜିଲାର କୃଷକମାନେ ଏବେ କେବଳ ଲାଭେଣ୍ଡର (ଏକପ୍ରକାର ସୁଗନ୍ଧିତ ଗଛ) ଚାଷରେ ସୀମିତ ରହିନାହାନ୍ତି। ସେମାନେ ଭାରତରେ ପ୍ରଥମେ ଲାଭେଣ୍ଡର ମହୁ ଉତ୍ପାଦନ କରିବାରେ ସଫଳ ହୋଇଛନ୍ତି। କାଉନ୍ସିଲ ଫର୍ ସାଇଣ୍ଟିଫିକ୍ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍ଆଇଆର୍) -ଇଣ୍ଡିଆନ…
ଆମକୁ କେତେ ଦରକାର
ସମୟ ଥିଲା ଅଧିକାଂଶ ଘରୋଇ ହାତତିଆରି ଜିନିଷ ସ୍ଥାନୀୟ ବଜାରରେ ବିକ୍ରି ହେଉଥିଲା। ମହିଳାମାନେ ପୁରୁଣା ପୋଷାକ ବ୍ୟବହାର କରି ଶପିଂ ବ୍ୟାଗ, ପାପୋଛ ଏବଂ ଛୋଟ ପିଲାଙ୍କ ପୋଷାକ ତିଆରି କରୁଥିଲେ। ତେବେ ସମୟର ଅଭାବ ଏବଂ ସହଜରେ ଉପଲବ୍ଧ…
ଜୀବନ ଦର୍ଶନ ହିଁ ବିଶ୍ୱ ଦର୍ପଣ
ପ୍ରତ୍ୟେକ ସଭ୍ୟତାର ପ୍ରତୀକଭାବେ ସାହିତ୍ୟ, ସଂସ୍କୃତି ଓ ଦର୍ଶନ ପ୍ରାଚୀନ ଅସ୍ତ୍ରରୂପେ ସମାଜକୁ କାଳଜୟୀ କରିବାରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ବିଶ୍ୱରେ ଗଢି ଉଠିଥିବା ଅଧିକାଂଶ ସଭ୍ୟତାର ଅନ୍ତରାଳେ ସାହିତ୍ୟ,ସଂସ୍କୃତି ଓ ଦର୍ଶନର ଝଲକ ନିଶ୍ଚତି ଦେଖିବାକୁ ମିଳେ।…
ସଙ୍ଗୀତରେ ପରିବେଶ ସୁରକ୍ଷା ବାର୍ତ୍ତା ଦେଲେ ରାହଗିର
ଭୁବନେଶ୍ୱର,୨୫। ୧୧(ସୁଚିସ୍ମିତା ସାହୁ): ଧରିତ୍ରୀ ‘ୟୁଥ୍ କନ୍କ୍ଲେଭ-୨୦୨୫’ର ଉଦ୍ଯାପନୀ କାର୍ଯ୍ୟକ୍ରମରେ ରାହଗିର ଭାବେ ପରିଚିତ ସୁନୀଲ କୁମାର ଗୁର୍ଜ୍ଜରୀ ସଙ୍ଗୀତ ପରିବେଷଣ କରିଥିଲେ। ସେ ସାଏରି ଓ ସଙ୍ଗୀତ ମାଧ୍ୟମରେ ପରିବେଶକୁ ସୁରକ୍ଷିତ ରଖିବା, ଗଛ ନ କାଟି ତା’ର ଯତ୍ନ…
ଭବାନୀପାଟଣାରେ ରାଷ୍ଟ୍ରୀୟ ଏକତା ପଦଯାତ୍ରା, ସାମିଲ ହେଲେ…
ଭବାନୀପାଟଣା,୨୫।୧୧(ଉତ୍ତମ କୁମାର ଦାଶ): ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ ସୋମବାର ଭବାନୀପାଟଣାରେ ଜିଲାସ୍ତରୀୟ ରାଷ୍ଟ୍ରୀୟ ଏକତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ, ଜିଲା କ୍ରୀଡ଼ା…
ଧରିତ୍ରୀ କ୍ଲାଇମେଟ୍ ଗ୍ରାଣ୍ଟ ବିଜେତାଙ୍କ ମୁହଁରୁ…
ଆଗାମୀ ପିଢ଼ିଙ୍କ ପାଇଁ ସମର୍ପିତ ହେବୁ ପ୍ରକୃତି ଚାହେଁ ପରିବର୍ତ୍ତନ ହେଉ, କିନ୍ତୁ ପ୍ରାକୃତିକ ଶୈଳୀରେ ନୁହେଁ, ବରଂ ମଣିଷ ଚାହୁଁଥିବା ଢାଞ୍ଚାରେ। ମଣିଷ ନିଜ ସୁବିଧା ପାଇଁ ପ୍ରକୃତିକୁ ନଷ୍ଟ କରୁଥିବାରୁ ବହୁ ସମସ୍ୟାର ସମ୍ମୁଖୀନ ହେଉଛି। ଖାଲି ମଣିଷ…
କେନ୍ଦ୍ର, ଇସିଆଇକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୫ା୧୧ :ରାଜନୈତିକ ଦଳଗୁଡ଼ିକୁ ମିଳୁଥିବା ବେନାମୀ ଚାନ୍ଦା ବିରୋଧରେ ଦାଏର ପିଟିଶନ ଉପରେ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାର ଏବଂ ଭାରତର ନିର୍ବାଚନ କମିଶନ (ଇସିଆଇ) ଏବଂ ଅନ୍ୟମାନଙ୍କୁ ନୋଟିସ ଜାରି କରି ଜବାବ ମାଗିଛନ୍ତି। ରାଜନୈତିକ ଦଳଙ୍କୁ ୨,୦୦୦ ଟଙ୍କାରୁ…
ମୃତ୍ୟୁ ଉପତ୍ୟକା ହାତୀ କରିଡର
ବାଲେଶ୍ୱର ଜିଲା ଦେଇ ଯାଇଛି ଶିମିଳିପାଳ-କୁଲଡ଼ିହା-ହଦଗଡ଼ ହାତୀ କରିଡର। ଝାଡ଼ଖଣ୍ଡ ଅଭୟାରଣ୍ୟରୁ ଭାୟା ତପୋବନ (ପଶ୍ଚିମବଙ୍ଗ) ଦେଇ ହାତୀପଲ କୁଲଡ଼ିହା ଅଭୟାରଣ୍ୟକୁ ଆସନ୍ତି। ସାଧାରଣତଃ ନଭେମ୍ବରରେ ଆସି ଡିସେମ୍ବରରେ ଫେରିଯାନ୍ତି। କିଛି ବର୍ଷ ହେଲା ଏହି ଅଭୟାରଣ୍ୟ ସେମାନଙ୍କ ପାଇଁ ପାଲଟିଛି…
ଅଧାଗଢ଼ା ୧.୮୮ଲକ୍ଷ ଘର ଡିସେମ୍ବର ସୁଦ୍ଧା ଶେଷକର
ଭୁବନେଶ୍ୱର,୨୫।୧୧(ରବିନାରାୟଣ ଜେନା): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ପ୍ରଦାନ କରାଯାଇଥିବା ଲକ୍ଷାଧିକ ଘର ଏବେ ଅଧାପନ୍ତରିଆ ହୋଇ ପଡ଼ି ରହିଛି। ଫଳରେ ସରକାର ଗରିବ ଓ ଅସହାୟଙ୍କ ପାଇଁ କରିଥିବା ଆବାସ ଲକ୍ଷ୍ୟଧାର୍ଯ୍ୟ ପୂରଣ ହୋଇପାରୁ ନାହିଁ। ଏହାକୁ ନେଇ ପଞ୍ଚାୟତିରାଜ…
ଆଜିଠୁ ଧାନ କିଣା ଆରମ୍ଭ
ଭୁବନେଶ୍ୱର, ୨୫।୧୧(ସୁନିତ୍ ମିଶ୍ର): ରାଜ୍ୟରେ ମଙ୍ଗଳବାରଠାରୁ ଧାନକିଣା ଆରମ୍ଭ ହେବ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ବଳସାମନ୍ତ କହିଛନ୍ତି, ଚାଷୀଙ୍କ ପାଇଁ ମଣ୍ଡିଗୁଡ଼ିକରେ ଏଥର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମଣ୍ଡିରେ ଖାଦ୍ୟ,…
Archives


