ଜୟପୁର ବୋମା ବିସ୍ଫୋରଣ ମାମଲା: ୪ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ
ଜୟପୁର,୨୯।୩: ଜୟପୁର ବୋମା ବିସ୍ଫୋରଣ ମାମଲାରେ ସମସ୍ତ ଚାରି ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଏହି ଚାରିଜଣଙ୍କ ମୃତ୍ୟୁଦଣ୍ଡକୁ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହାପୂର୍ବରୁ ଚାରି ଅଭିଯୁକ୍ତଙ୍କୁ ଟ୍ରାଏଲ କୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ଦିଆଯାଇଥିଲା। ମୃତ୍ୟୁ ଦଣ୍ଡାଦେଶ ଶୁଣାଣିରେ ହାଇକୋର୍ଟ ନିଷ୍ପତ୍ତି…
କୋର୍ଟ ମୋତେ ଦୋଷୀ ସାବ୍ୟସ୍ତ କଲେ,କଳା ଶର୍ଟ ପିନ୍ଧିବା ପରିବର୍ତ୍ତେ ଆମେ ଉପର ଅଦାଲତ ଯିବୁ: ଆସାମ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୯।୩: ଲୋକ ସଭାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଦସ୍ୟ ପଦ ରଦ୍ଦ ହେବା ପରେ କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳ ଏମ୍ପିମାନେ କଳା ପୋଷାକ ପିନ୍ଧି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ବୁଧବାର କଂଗ୍ରେସର…
କୋଲାବ ଜଳଭଣ୍ଡାରକୁ ଡେଇଁ ପୋଷ୍ଟମାଷ୍ଟରଙ୍କ ଆତ୍ମହତ୍ୟା
କୋରାପୁଟ,୨୯ା୩(ସ୍ବ.ପ୍ର.): କୋରାପୁଟସ୍ଥିତ କୋଲାବ ଜଳଭଣ୍ଡାରର ଟିକରପଡ଼ା ଘାଟରେ ବୁଧବାର ଅପରାହ୍ନରେ ଟିକରପଡ଼ା ପୋଷ୍ଟମାଷ୍ଟର ପ୍ରିୟଙ୍କା ପ୍ରହରାଜ ପାଣିକୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାଯାଇଛି। ହେଲେ ଆତ୍ମହତ୍ୟାର ପ୍ରକୃତ କାରଣ ଏବେବି ଜଣାପଡ଼ି ନ ଥିବା ବେଳେ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ…
କର୍ନାଟକରେ ସବୁ ଆସନରେ ଲଢିବ ଏଏପି
ବେଙ୍ଗାଲୁରୁ,୨୯।୩: କର୍ନାଟକରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ପ୍ରଥମଥର ପାଇଁ କର୍ନାଟକ ବିଧାନସଭାର ସମସ୍ତ ଆସନରେ ଆମ୍ ଆଦ୍ମୀ ପାର୍ଟି ପ୍ରାର୍ଥୀ ଦେବ ବୋଲି ଦଳର ସଭାପତି ଅରବିନ୍ଦ କେଜ୍ରିୱାଲ ଘୋଷଣା କରିଛନ୍ତି। ଏଥର ଆମେ…
ଆଇପିଏଲ ଉଦଘାଟନୀ ସମାରୋହରେ ଗ୍ଲାମର୍ ଜଲଓ୍ବା
ଆଇପିଏଲ ସିଜନ ୧୬ ମାର୍ଚ୍ଚ ୩୧ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିଅନ ଗୁଜରାଟ ଟାଇଟାନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ଦଳ ମୁହାଁମୁହିଁ ହେବେ। ଅହମ୍ମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ହେବାକୁ ଥିବା ଆଇପିଏଲ ୧୬ର…
ଏହି ଦୁଇ ଭାଇ ଖାଆନ୍ତି ୧୩୦୦୦ କ୍ୟାଲୋରୀ ଖାଦ୍ୟ, ୨ କ୍ୱିଣ୍ଟାଲ ଉଠାଇବା ତାଙ୍କ ବାମ ହାତର ଖେଳ
ଦୁନିଆରେ ବହୁତ ଶକ୍ତିଶାଳୀ ଲୋକ ଅଛନ୍ତି, ଯାହାଙ୍କ ଶକ୍ତି ଯୋଗୁ ଅନ୍ୟମାନେ ପରାସ୍ତ ହୋଇଥାନ୍ତି। ଆଜିକାଲି ଲୋକମାନେ ବଡି ବିଲ୍ଡିଂ ମାଧ୍ୟମରେ ଶକ୍ତିଶାଳୀ ହେବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ ଅନେକଙ୍କର ସ୍ବାସ୍ଥ୍ୟ ଭଲ ହୋଇ ନ ଥାଏ କାରଣ ସେମାନେ ସୁସ୍ଥ…
‘ଆଦିପୁରୁଷ’ ରିଲିଜ୍ ଡେଟ୍ ଘୋଷଣା
ସାଉଥ ସିନେମାର ସୁପରଷ୍ଟାର ପ୍ରଭାସଙ୍କ ଅଭିନୀତ ବହୁପ୍ରତୀକ୍ଷିତ ଫିଲ୍ମ ‘ଆଦିପୁରୁଷ’ ରିଲିଜକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ପ୍ରଶଂସକଙ୍କ ଅପେକ୍ଷା ଅନ୍ତଃ ହୋଇଛି। ନିର୍ମାତା ‘ଆଦିପୁରୁଷ’ର ନୂତନ ରିଲିଜ ତାରିଖ ଘୋଷଣା କରିଛନ୍ତି। ଏହି ଫିଲ୍ମଟି ଚଳିତ ବର୍ଷ ଜୁନ…
ରାଘବଙ୍କ ସହ ସମ୍ପର୍କକୁ ନେଇ ଏମିତି ପ୍ରତିକ୍ରିୟା ଦେଲେ ପରିଣୀତି
ଆଜିକାଲି ଅଭିନେତ୍ରୀ ପରିଣୀତି ଚୋପ୍ରା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏବେ ତାଙ୍କ ନାମ ଆମ ଆଦମୀ ପାର୍ଟି ଏମ୍ପି ରାଘବ ଚଢାଙ୍କ ସହ ଯୋଡା ଯାଉଛି। ଖୁବ୍ଶୀଘ୍ର ଉଭୟ ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି କୁହାଯାଉଛି।…
୩୧ରୁ ନୟାଗଡ଼-ଭଦ୍ରକକୁ ଗଡ଼ିବ ମେମୁ ଟ୍ରେନ୍
ନୟାଗଡ଼ ଅଫିସ,୨୯ା୩: ଚଳିତ ମାସ ୩୧ତାରିଖରୁ ନୟାଗଡ଼ ଟାଉନ ଏବଂ ଭଦ୍ରକ ମଧ୍ୟରେ ଏକ ନୂଆ ପାସେଞ୍ଜର ମେମୁ ଟ୍ରେନ ନିୟମିତ ଚଳାଚଳ କରିବ ବୋଲି ପୂର୍ବତଟ ରେଳ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ,…
ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ବିରୋଧରେ କଂଗ୍ରେସର ବିକ୍ଷୋଭ
କେନ୍ଦୁଝର,୨୯ା୩(ସ୍ବ.ପ୍ର): ମୋଦି ଆଦାନୀ ମହା ଦୁର୍ନୀତିର ପର୍ଦ୍ଦାଫାଶ କରିଥିବା ରାହୁଲ ଗାନ୍ଧୀଙ୍କର ସଦସ୍ୟତା ରଦ୍ଦ ବିରୋଧରେ ବୁଧବାର କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାଜପା ଶାସିତ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…
ଆଇପିଏଲ୍ର ସବୁଠୁ ସଫଳ ଅଧିନାୟକଙ୍କ ମନର କଥା
ନୂଆଦିଲ୍ଲୀ,୨୯।୩: ଆଇପିଏଲ ୨୦୨୩ ଆରମ୍ଭ ହେବାକୁ ଆଉ କିଛି ଦିନ ବାକି ଅଛି। ମାର୍ଚ୍ଚ ୩୧ରୁ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ। ଏହାପୂର୍ବରୁ ମୁମ୍ବାଇ ଇଣ୍ଡିଆନ ଅଧିନାୟକ ରୋହିତ ଶର୍ମା ଆଇପିଏଲ ଯାତ୍ରା ବିଷୟରେ ଅନେକ କଥା କରିଥିଲେ। ରୋହିତ ଚଳିତ…
ପ୍ରଧାନ ବିଚାରପତିଙ୍କ କ୍ଷମତାକୁ ହ୍ରାସ କରିବ ପାକିସ୍ତାନ, ପ୍ରସ୍ତାବ ସଂସଦରେ ଆଗତ…
ଇସଲାମାବାଦ,୨୯।୩ : ଦେଶର ପ୍ରଧାନ ବିଚାରପତିଙ୍କ କ୍ଷମତାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ପାକିସ୍ତାନ ସରକାର ସଂସଦରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ କହିଥିଲେ ଯେ ଯଦି ପ୍ରଧାନ ବିଚାରପତିଙ୍କ କ୍ଷମତାକୁ ହ୍ରାସ କରିବାକୁ ସଂସଦ ଆଇନ…
Archives


