Home Left

ଘଣ୍ଟାଏ ବର୍ଷାରେ ବେହାଲ ଭୁବନେଶ୍ୱର

ଭୁବନେଶ୍ୱର, ୨୯।୩ (ବ୍ୟୁରୋ): ବର୍ଷା ଜଳ ନିଷ୍କାସନ ଏବେ ରାଜଧାନୀବାସୀଙ୍କ ମୁଖ୍ୟ ସମସ୍ୟା ହୋଇଥିବାବେଳେ ବିଏମ୍‌ସି ପାଇଁ ମୁଣ୍ଡବିନ୍ଧା ପାଲଟିଛି। ଭୁବନେଶ୍ୱରକୁ ୧ ନମ୍ବର କରିବା ପାଇଁ ଯେତେ ଉନ୍ନତିମୂଳକ କାମ ବା ସୌନ୍ଦର୍ଯ୍ୟକରଣ କଲେ ବି ଅସରାଏ ବର୍ଷା ଏସବୁ…

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୨୯ା୩(ଡି.ଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ବୁଧବାର ଅନୁଷ୍ଠିତ ହେବ। ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଶେଷ ହେବା ପରେ ମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି। ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସବୁ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ରଥଖଳାରେ…

ଦିଲ୍ଲୀରେ ମୁହଁ ଲୁଚାଇ ବୁଲୁଛନ୍ତି ଅମ୍ରିତପାଲ

ନୂଆଦିଲ୍ଲୀ, ୨୯ା୩: ଖଲିସ୍ତାନୀ ସମର୍ଥକ ଅମ୍ରିତପାଲ୍‌ ସିଂ ପଞ୍ଜାବରୁ ଫେରାର୍‌ ହେବାର ୭ ଦିନରୁ ଅଧିକ ବିତିଯାଇଥିବାବେଳେ ପୋଲିସ ହାତ ଏବେ ସୁଦ୍ଧା ଖାଲି। ମଙ୍ଗଳବାର ରାଜଧାନୀ ଦିଲ୍ଲୀରୁ ଅମ୍ରିତପାଲ୍‌ଙ୍କ ଏକ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ତାଙ୍କ ମୁଣ୍ଡରେ ପଗଡ଼ି…

ଠକ କିରଣ ପଟେଲଙ୍କ ସ୍ତ୍ରୀ ଗିରଫ

ଅହମଦାବାଦ୍‌, ୨୯ା୩: ଅହମଦାବାଦର ଶିଲାଜ ଅଞ୍ଚଳରେ ଥିବା ଏକ ବଙ୍ଗଳା ହଡ଼ପ କରିବା ଅଭିଯୋଗରେ ଠକ କିରଣ ପଟେଲଙ୍କ ସ୍ତ୍ରୀ ମାଲିନୀ ପଟେଲଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। କିରଣ ନିଜକୁ ରିୟଲଇଷ୍ଟେଟ୍‌ ବିଜ୍‌ନେସ୍‌ମ୍ୟାନ୍‌ର ପରିଚୟ ଦେଇ ବଙ୍ଗଳା ମରାମତି ଲାଗି…

ସାବରକର ମନ୍ତବ୍ୟ: ହସ୍ତକ୍ଷେପ କଲେ ପାଓ୍ବାର

ନୂଆଦିଲ୍ଲୀ, ୨୯ା୩(ପି.ଟି.): ବିନାୟକ ଦାମୋଦର ସାବରକରଙ୍କୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମାଲୋଚନାକୁ ନେଇ ମହାରାଷ୍ଟ୍ର ବିକାଶ ଅଘାଡ଼ି ମେଣ୍ଟ ଭାଙ୍ଗିବା ଆଶଙ୍କା ପ୍ରକାଶ ପାଇଥିଲା। ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଏଥିରେ ହସ୍ତକ୍ଷେପ କରିବା ସହ ଶିବସେନାର ଅସନ୍ତୋଷ ସମ୍ପର୍କରେ…

ଧନ୍‌କର, ରିଜିଜୁଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲା ବମ୍ବେ ଓକିଲ ସଂଘ

ନୂଆଦିଲ୍ଲୀ, ୨୯ା୩(ପି.ଟି.): ଉପରାଷ୍ଟ୍ରପତି ଜଗଦୀପ୍‌ ଧନ୍‌କର ଏବଂ କେନ୍ଦ୍ର ଆଇନମନ୍ତ୍ରୀ କିରେନ ରିଜିଜୁ ଦେଶର ନ୍ୟାୟପାଳିକା ଏବଂ ବିଚାରପତି ନିଯୁକ୍ତି ଲାଗି ରହିଥିବା କଲେଜିୟମ ବ୍ୟବସ୍ଥା ଉପରେ ଦେଇଥିବା ମନ୍ତବ୍ୟ ବିରୋଧରେ ବମ୍ବେ ଓକିଲ ସଂଘ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।…

ବଲିଉଡ୍‌ରେ ସୁଯୋଗ ମିଳୁ ନ ଥିଲା

ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରିବା ପାଇଁ ପର୍ଯ୍ୟାପ୍ତ ସୁଯୋଗ ମିଳୁ ନ ଥିବା ହଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିକଟରେ ଏକ ସାକ୍ଷାତ୍‌କାରରେ କହିଛନ୍ତି। ୧୦ ବର୍ଷରୁ ଊର୍ଦ୍ଧ୍ୱ ସମୟ କାମ କରିବା ପରେ ମଧ୍ୟ ପ୍ରଯୋଜକମାନେ କାମ ନ…

୨ଦିନିଆ ମାଲକାନଗିରି ଗସ୍ତରେ ୫-ଟି ସଚିବ

ମାଲକାନଗିରି/ମାଥିଲି/ଚିତ୍ରକୋଣ୍ଡା/ଖଇରପୁଟ,୨୯ା୩ (ଡି.ଏନ୍‌.ଏ.): ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ ମଙ୍ଗଳବାର ୨ଦୁଇଦିନିଆ ମାଲକାନଗିରି ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜନସାଧାରଣଙ୍କୁ ସେମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ…

୨୭ରୁ ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍‌ର ତୃତୀୟ ବୈଠକ

ଭୁବନେଶ୍ୱର, ୨୯।୩ (ବ୍ୟୁରୋ): ଆସନ୍ତା ଉତ୍କଳ ଦିବସରୁ ଏପ୍ରିଲ ୨୯ ତାରିଖ ପର୍ଯ୍ୟନ୍ତ ପ୍ରାୟ ମାସେବ୍ୟାପୀ ଜି-୨୦ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଭାରତ ଜି-୨୦ ସମ୍ମିଳନୀର ଅଧ୍ୟକ୍ଷତାକୁ ସଫଳ ଓ ସୁଦୃଢ଼ କରିବା ଲାଗି ‘ଜନ ଭାଗୀଦାରି’ ପାଇଁ ପ୍ରୟାସ…

ପ୍ରଥମ ଦିନରେ ଧରାହେଲେ ୮୪ ନାବାଳକ

କଟକ ଅଫିସ୍‌,୨୯ା୩: ରାଜ୍ୟରେ ଦୁର୍ଘଟଣା ରୋକିବାକୁ ମଙ୍ଗଳବାରଠାରୁ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ ହୋଇଛି। ପରିବହନ ବିଭାଗର ଏନ୍‌ଫୋର୍ସମେଣ୍ଟ ଟିମ୍‌ ଏବଂ ପୋଲିସର ମିଳିତ ସହଯୋଗରେ ରାଜ୍ୟର ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯାଇ ପ୍ରଥମ ଦିନରେ ୮୪ଜଣ ନାବାଳକ ଚାଳକ ଧରାପଡ଼ିଛନ୍ତି। ସବୁ…

ମୁକ୍ତା ଯୋଜନା,ଜାଗା ମିଶନରେ ବ୍ୟାପକ ଦୁର୍ନୀତି ହେଉଛି:ବିରୋଧୀ

ଭୁବନେଶ୍ବର,୨୯ା୩(ବ୍ୟୁରୋ: ବିଧାନସଭାରେ ମଙ୍ଗଳବାର ଗୃହ ନିର୍ମାଣ ଓ ପୌର ଉନ୍ନୟନ ବିଭାଗ ଖର୍ଚ୍ଚଦାବି ଗୃହୀତ ହୋଇଛି। ଖର୍ଚ୍ଚଦାବି ଆଲୋଚନାରେ ଭାଗନେଇ ବିରୋଧୀ ସଦସ୍ୟମାନେ ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ନିଜ ନିଜର ନିର୍ବାଚନମଣ୍ଡଳୀ ରେ ଜାଗା ମିଶନ ଏବଂ ମୁକ୍ତା ଯୋଜନା…

୪୦ ପ୍ରତିଶତ ଡାକ୍ତର ପଦବୀ ଖାଲି: କଂଗ୍ରେସ

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସରକାରୀ ଡାକ୍ତରଖାନା ଓ ମେଡିକାଲ କଲେଜଗୁଡ଼ିକରେ ୪୦ ପ୍ରତିଶତରୁ ଅଧିକ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ସମେତ ଅନ୍ୟାନ୍ୟ ପଦବୀ ଖାଲି ପଡ଼ିଛି। ସ୍ବାସ୍ଥ୍ୟ ବିଭାଗ ଏହି ପଦବୀଗୁଡ଼ିକ ପୂରଣ ଦିଗରେ ସେପରି ଆଖିଦୃଶିଆ ପଦକ୍ଷେପ ନେଉନାହିଁ। ସରକାରୀ ମେଡିକାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri