Home Left

ଜ୍ୟୋତିର୍ଗମୟ ସହ ଟିଏସ୍‌ଏଫ୍‌ର ବୁଝାମଣା

ଭୁବନେଶ୍ୱର, ୯।୭ (ଅଭୟ ଦାଶ): ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ (ଟିଏସ୍‌ଏଫ୍‌) ପକ୍ଷରୁ ସକ୍ଷମ ଓ ଆଇଆଇଟି ଦିଲ୍ଲୀର ଆସିଷ୍ଟେକ୍‌ ଲାବ୍‌ର ଅଭିଯାନ ଜ୍ୟୋତିର୍ଗମୟ ସହ ନିକଟରେ ଏକ ବୁଝାମଣା ପତ୍ର(ଏମ୍‌ଓୟୁ) ସ୍ବାକ୍ଷର କରାଯାଇଛି। ବିଶେଷକରି ଆସିଷ୍ଟିଭ୍‌ ଟେକ୍ନୋଲୋଜି ଜରିଆରେ ଦୃଷ୍ଟିହୀନମାନଙ୍କୁ ଚିହ୍ନଟ…

ପରିଚାଳନା ଅଭାବରୁ ପରିତ୍ୟକ୍ତ

ଢେଙ୍କାନାଳ,୯।୭(ରତନ ନାୟାର)ଢେଙ୍କାନାଳ ସଦର ବ୍ଲକ କାଇମାଟି ପ୍ରାଣୀଧନ ଚିକିତ୍ସାଳୟ ପରିଚାଳନା ଅଭାବରୁ ପରିତ୍ୟକ୍ତ ହୋଇପଡ଼ିଛି। ଏଠାକୁ ନିୟମିତ ଡାକ୍ତର, ଏଲ୍‌ଆଇ ଆସୁନାହାନ୍ତି। ଫଳରେ ଚାଷୀମାନେ ସେମାନଙ୍କ ରୋଗଗ୍ରସ୍ତ ଗୃହପାଳିତ ପ୍ରାଣୀଙ୍କୁ ଢେଙ୍କାନାଳ ଆଣିବାକୁ ବାଧ୍ୟ ହେଉଛନ୍ତି। ବିଭାଗୀୟ ଉଦାସୀନତାରୁ ଏଭଳି ଅବ୍ୟବସ୍ଥା…

ଅପରେଶନ ‘କ୍ଲିନ୍‌’ ଆରମ୍ଭ

ଢେଙ୍କାନାଳ,୯।୭(ରତନ ନାୟାର)ଢେଙ୍କାନାଳ ଜିଲାକୁ ଅପରାଧ ମୁକ୍ତ କରିବା ଲାଗି ଆରମ୍ଭ ହୋଇଛି ‘ଅପରେଶନ କ୍ଲିନ୍‌’। ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ଥିବା ଅପରାଧୀଙ୍କୁ ମୁଖ୍ୟସ୍ରୋତକୁ ଫେରିବା ଲାଗି ଶେଷ ସୁଯୋଗ ଦିଆଯାଇଛି। ସାମାଜିକ ସ୍ରୋତରେ ସାମିଲ ହେଲେ ଆବଶ୍ୟକତା ଅନୁଯାୟୀ ସେମାନଙ୍କ ଥଇଥାନ…

ବ୍ୟବସ୍ଥା ଥାଇ ବାହାରେ

ରୂପାନ୍ତରୀକରଣ ପରେ ବଦଳିଛି ବିଦ୍ୟାଳୟର କଳେବର। ସୁଦୃଢ଼ ହୋଇଛି ଶୈଖିକ ଭିତ୍ତିଭୂମି। ହେଲେ ସରକାର କରିଥିବା ସୁବିଧାର ହେଉନି ସଦ୍‌ବ୍ୟବହାର। ଚକାଚକ୍‌ ଡାଇନିଂ ହଲ୍‌ ବ୍ୟବସ୍ଥା ଥାଇ ମଧ୍ୟ ବାହାରେ ମଧ୍ୟାହ୍ନଭୋଜନ ଖାଉଛନ୍ତି ପିଲା। ଅନୁଗୋଳସ୍ଥିତ ଖଲାରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ…

ରିଅଲ୍‌ମିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୯।୭: ରିଅଲ୍‌ମିର ନୂତନ ଉତ୍ପାଦ ରିଅଲ୍‌ମି ନାର୍‌ଜୋ ୬୦ ସିରିଜ୍‌ ୫ଜି ଓ ରିଅଲ୍‌ମି ବଡ୍‌ସ ୱାୟାରଲେସ୍‌ ୩’ର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ରିଅଲ୍‌ମି ନାର୍‌ଜୋ ୬୦ସିରିଜ୍‌ ୫ଜି ୨ଟି ଅତ୍ୟାଧୁନିକ ସ୍ମାର୍ଟଫୋନ୍‌ ରିଅଲ୍‌ମି ନାର୍‌ଜୋ ୬୦ପ୍ରୋ ୫ଜି…

ଶ୍ୱଶୁରଘରେ ସ୍ତ୍ରୀଙ୍କୁ ହତ୍ୟା

ଯାଜପୁର ଟାଉନ/ଯାଜପୁର ସଦର,୯।୭(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି/ସମର ବିଜୟ ଶରଣ):ଯାଜପୁର ସଦର ଥାନା ଅନ୍ତର୍ଗତ ଭୂଇଁପୁର ପଞ୍ଚାୟତ କତରାପୁର ଗ୍ରାମରେ ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ସ୍ବାମୀ ହତ୍ୟା କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ମହିଳାଙ୍କ ସ୍ବାମୀଙ୍କୁ ଅଟକ ରଖି ତଦନ୍ତ…

ଫ୍ଲିପ୍‌କାର୍ଟ ସହ ଆକ୍ସିସ୍‌ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୯।୭: ଦେଶର ଅଗ୍ରଣୀ ଇ-କମର୍ସ ସଂସ୍ଥା ଫ୍ଲିପ୍‌କାର୍ଟ ଏବଂ ଆକ୍ସିସ୍‌ ବ୍ୟାଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସ୍ଥାପନ କରାଯାଇଛି। ଉକ୍ତ ସହଭାଗିତା ଜରିଆରେ ଗ୍ରାହକମାନଙ୍କୁ ବ୍ୟକ୍ତିଗତ ଋଣ ସୁବିଧା ପ୍ରଦାନ କରାଯିବ। ଫଳରେ ଉଭୟ ସଂସ୍ଥାର ୪୫କୋଟି ଗ୍ରାହକ ସୁବିଧାରେ…

କଣ୍ଡିଆସାହିବାସୀଙ୍କୁ ପୁଣି ଘାରିଲାଣି ବନ୍ୟା ଭୟ

ସୁଲପୁର,୯।୭(ରଞ୍ଜିତ ରାଉତ):ଯାଜପୁର ଜିଲା ରସୁଲପୁର ବ୍ଲକ ବନ୍ଧଡ଼ିହ ପଞ୍ଚାୟତର କଣ୍ଡିଆ ସାହିବାସୀଙ୍କୁ ପୁଣି ଘାରିଲାଣି ବନ୍ୟା ଭୟ। ୨୯ ଅଗଷ୍ଟ ୨୦୨୦ରେ ବ୍ରାହ୍ମଣୀ ନଦୀରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟାରେ କଣ୍ଡିଆ ସାହି ନିକଟରେ ଘାଇ ସୃଷ୍ଟି ହୋଇଥିଲା। ଫଳରେ ସେଠାକାର ରମଣି…

ଛତା କିଣିବା ପୂର୍ବରୁ…

ଆରମ୍ଭ ହୋଇଯାଇଛି ବର୍ଷାଦିନ। ଏବେ ପ୍ରାୟ ସଭିଙ୍କୁ ଲୋଡ଼ା ଛତା। ମାର୍କେଟ୍‌ରେ ମଧ୍ୟ ବିକ୍ରି ହେଲାଣି ବହୁ ସଂଖ୍ୟାରେ ଭଳିକି ଭଳି ରଙ୍ଗିନ ଛତା। ହେଲେ ଛତା କିଣିବା ପୂର୍ବରୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବାକୁ ଆଦୌ ଭୁଲନ୍ତୁ ନାହିଁ……

୩୫ ଦିନ ପରେ ବିଏଲଏଫ୍‌ ପ୍ରକୋଷ୍ଠରୁ ଖୋଲିଲା ତାଲା

ଡେରାବିଶ,୯।୭(ବେବର୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ମିଶନଶକ୍ତି ବିଭାଗ ପକ୍ଷରୁ ଏମ୍‌ବିକେ, ସିଆର୍‌ପି ଓ ବ୍ୟାଙ୍କମିତ୍ର ପଦବୀ ପାଇଁ ଗତ ମାର୍ଚ୍ଚ ୧ରୁ ଆରମ୍ଭ ହୋଇଥିବା ଚୟନ ପ୍ରକ୍ରିୟାକୁ ନେଇ ଗତ ୪ ମାସ ହେବ ବିବାଦ ଲାଗି ରହିଛି…

ଘୁଞ୍ଚୁନି ୨୮୪୦ ଶ୍ରମିକଙ୍କ ଫାଇଲ

ନୟାଗଡ଼,୯।୭ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାର ଅନୁଦାନ ରାଶି ଖର୍ଚ୍ଚ କରିବାରେ ଜିଲା ଶ୍ରମ ଅଧିକାରୀ(ଡିଏଲଓ) ଓ ଜିଲାପାଳଙ୍କ କାର୍ଯ୍ୟାଳୟ ଅସଫଳ ହୋଇଛି। ଶ୍ରମ ଆୟୁକ୍ତ ଓଡ଼ିଶାଙ୍କ ପତ୍ରାଙ୍କ ସଂଖ୍ୟା ୮୪୭/ତା ୨୮।୬।୨୦୨୩କୁ ଅନୁଧ୍ୟାନ କଲେ ଜିଲାପାଳ…

ମର୍ନିଂ ଓ୍ବାକ୍‌

ଆଜିର ପରିବର୍ତ୍ତିତ ଜୀବନଶୈଳୀ ଅନେକଙ୍କଠାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜୁଛି। ଯେଉଁଥିରୁ ଦୂରେଇ ରହିବା ଲାଗି ସନ୍ତୁଳିତ ଖାଦ୍ୟ ଖାଇବା ସହ ପ୍ରତିଦିନ କିଛି ସମୟ ବ୍ୟାୟାମ କରିବା ଅତ୍ୟନ୍ତ ଆବଶ୍ୟକ ହୋଇପଡିଛି। ଏମିତିରେ ମର୍ନିଂ ଓ୍ବାକ୍‌ ପାଲଟିଛି ଅନେକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?