Home Left

ଏତିକି କୋଟି ଟଙ୍କାର ମାଲିକ ଅକ୍ଷୟ ଖାନ୍ନା

ବଲିଉଡର ଜଣାଶୁଣା ଅଭିନେତା ଅକ୍ଷୟ ଖାନ୍ନା ଆଜି ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ଅକ୍ଷୟ ସ୍ବର୍ଗତ ଅଭିନେତା ବିନୋଦ ଖାନ୍ନାଙ୍କ ସାନ ପୁଅ। ସେ ବଲିଉଡ ଇଣ୍ଡଷ୍ଟ୍ରିକୁ ଅନେକ ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ଅକ୍ଷୟ ‘ରେସ’, ‘ଦିଲ ଚାହତା ହୈ’,…

ଜନ୍ମଦିନର ଥିମ୍‌ ‘ଅନ୍ତିମ ସଂସ୍କାର’

ନୂଆଦିଲ୍ଲୀ: ଜନ୍ମଦିନ ସମସ୍ତଙ୍କ ପାଇଁ ସବୁବେଳେ ଖାସ୍‌ ହୋଇଥାଏ। ସେହି ଦିନକୁ ସମସ୍ତେ ଧୁମ୍‌ଧାମ୍‌ରେ ମନେଇଥାନ୍ତି, ଯେପରି ସବୁଦିନ ପାଇଁ ତାହା ମନେରହିବ। ହେଲେ ଏଠାରେ ଜଣେ ଯୁବତୀ ତାଙ୍କ ଜନ୍ମଦିନକୁ କିଛି ଭିନ୍ନ ଢଙ୍ଗରେ ପାଳିଛନ୍ତି, ଯାହା ଶୁଣିଲେ ଲାଗିବ…

ରାହୁଲ ଗାନ୍ଧୀ ବିବାଦ ଉପରେ ନଜର ରଖିଛି ଆମେରିକା

ନ୍ୟୁୟର୍କ/ନୂଆଦିଲ୍ଲୀ,୨୮।୩: ଆମେରିକା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମାମଲା ଉପରେ ନଜର ରଖିଛି ବୋଲି ଆମେରିକାରବୈଦେଶିକ ବିଭାଗର ଉପମୁଖପାତ୍ର ବେଦାନ୍ତ ପଟେଲ କହିଛନ୍ତି। ଆଇନର ଶାସନ ଏବଂ ନ୍ୟାୟିକ ସ୍ବାଧୀନତା ପ୍ରତି ସମ୍ମାନ ହେଉଛି ଯେକୌଣସି ଗଣତନ୍ତ୍ରର ମୂଳଦୁଆ। ଭାରତୀୟ ଅଦାଲତରେ…

ନେପାଳରେ ବି ୱାଣ୍ଟେଡ ଘୋଷିତ ହେଲେ ଅମୃତପାଲ ସିଂ

କାଠମାଣ୍ଡୁ,୨୮ ।୩: ନେପାଳ ସରକାର ପଳାତକ ଅମୃତପାଲ ସିଂଙ୍କୁ ତାଙ୍କ ସର୍ଭିଲାନ୍ସ ଲିଷ୍ଟରେ ସାମିଲ କରି ଦେଇଛନ୍ତି । ଏହାପରେ ଅମୃତପାଲ ସିଂଙ୍କୁ ନେଇ ନେପାଳରେ ହାଇ ଆଲର୍ଟ ଜାରି କରାଯାଇଛି । ସୂଚନାଯୋଗ୍ୟ, ଭାରତ ସରକାରଙ୍କ ଅପିଲ ପରେ ନେପାଳ…

ବେଳାଭୂମିରେ ଶାହରୁଖଙ୍କ ଚିତ୍ର

ଇସଲାମାବାଦ୍‌: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ, ବିଦେଶରେ ମଧ୍ୟ ଦେଖିବାକୁ ମିଳେ। ତାଙ୍କ ପ୍ରଶଂସକଙ୍କ ଭଲପାଇବାର ଏକ ଉଦାହରଣ ନିକଟରେ ଦେଖିବାକୁ ମିଳିଛି। ପାକିସ୍ତାନରେ ଶାହରୁଖଙ୍କ ଚଳଚ୍ଚିତ୍ରକୁ ବ୍ୟାନ୍‌ କରାଯାଇଛି, ହେଲେ ମଧ୍ୟ ତାଙ୍କ ପ୍ରତି…

ରାମଚରଣଙ୍କ ଗେମ୍‌ ଚେଞ୍ଜର

ମୁମ୍ବାଇ: ସାଉଥ୍‌ ଅଭିନେତା ରାମଚରଣଙ୍କ ଫିଲ୍ମ ‘ଆର୍‌ଆର୍‌ଆର୍‌’ର ଗୀତ ‘ନାଟୁ ନାଟୁ’କୁ ଓସ୍କାର ମିଳିବା ପରେ ତାହା ଏବେ ଟ୍ରେଣ୍ଡିଂରେ ରହିଛି। ଏଥିସହ ଅଭିନେତା ରାମଚରଣଙ୍କ ଲୋକପ୍ରିୟତା ଆହୁରି ବଢ଼ିଯାଇଛି। ତେବେ ସେ ଏବେ ତାଙ୍କ ଆଗାମୀ ଫିଲ୍ମକୁ ନେଇ ବ୍ୟସ୍ତ…

ଡ୍ରାଇଭିଂ ଲାଇସେନ୍ସ ପାଇଁ ୯୬୦ ଟେଷ୍ଟ

ସିଓଲ: କିଛି ଜିନିଷ ହାସଲ କରିବାକୁ ହେଲେ ସେଥିପାଇଁ ଧୈର୍ଯ୍ୟ ରଖିବାକୁ ହୁଏ। ହେଲେ ୪ରୁ ୫ଥର କିମ୍ବା ୮ରୁ ୯ଥର ପ୍ରୟାସ କରିବା ପରେ ଯଦି ସେହି ଜିନିଷ ନ ମିଳେ, ସେତେବେଳେ ଆମେ ତା’ର ପାଇବା ଆଶା ଛାଡ଼ିଦେଉ।…

ରେପୋ ରେଟ୍‌ ବଢ଼ାଇପାରେ ଆରବିଆଇ

ନୂଆଦିଲ୍ଲୀ,୨୮।୩: ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ଏବଂ ମାନ୍ଦାବସ୍ଥା ଯୋଗୁ ଦେଶରେ ଖୁଚୁରା ମୁଦ୍ରାସ୍ଫୀତି ବର୍ତ୍ତମାନ ସମୟରେ ଲକ୍ଷ୍ୟଧାର୍ଯ୍ୟ ଠାରୁ ଢେର ଉପରେ ରହିଛି। ଏପରିକି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଦ୍ୱାରା ଧାର୍ଯ୍ୟ ଲକ୍ଷ୍ୟଠାରୁ ମଧ୍ୟ ଉପରେ ରହିଛି। ବିଶେଷ…

କୃଷି ଭାରତୀୟ ଅର୍ଥନୀତିର ମେରୁଦଣ୍ଡ

ଭୁବନେଶ୍ୱର,୨୮।୩: ବହୁ ରାଷ୍ଟ୍ରୀୟ ସାମାଜିକ ପ୍ରତିଷ୍ଠାନ ୱାଲ୍‌ମାର୍ଟ ଫାଉଣ୍ଡେଶନ ପକ୍ଷରୁ ଏକ ୫ ବର୍ଷିଆ କୃଷି ରଣନୀତି ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କୃଷକମାନଙ୍କ ଜୀବିକା ଉନ୍ନତ କରିବା ପ୍ରତି ଫାଉଣ୍ଡେଶନ ନିଜର ପ୍ରତିବଦ୍ଧତାକୁ ବିସ୍ତାର କରିବ, ଯାହା ସର୍ବନିମ୍ନ…

ବିଏସପି ଏମପି ଅତୁଲ ରାୟଙ୍କୁ ବଡ ଝଟକା, ଗ୍ୟାଙ୍ଗଷ୍ଟର ମାମଲାରେ ଜାମିନ ଆବେଦନ ଖାରଜ

ଲକ୍ଷ୍ନୌ,୨୮ ।୩: ଆଲ୍ଲାହାବାଦ ହାଇ କୋର୍ଟ ଲଙ୍କା ପୋଲିସ ଷ୍ଟେଶନରେ ଗ୍ୟାଙ୍ଗଷ୍ଟର ଆକ୍ଟ ଅନୁଯାୟୀ, ଅପରାଧିକ ମାମଲାରେ ବିଏସପି ଏମପି ଅତୁଲ ରାୟଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି । ଅତୁଲ ରାୟ ଘୋସି ଲୋକ ସଭା ଆସନରୁ ଏମପି…

ଏଆଇୟୁବିପିଏଆର୍‌ଏଫ୍‌ର ୪ର୍ଥ ସାଧାରଣ ଅଧିବେଶନ

ଭୁବନେଶ୍ୱର,୨୮।୩: ନିଖିଳ ଭାରତ ୟୁନିୟନ୍‌ ବ୍ୟାଙ୍କ ପେନ୍‌ସନ୍‌ଭୋଗୀ ଅବସରପ୍ରାପ୍ତ ଫେଡେରେଶନ୍‌ର ୪ର୍ଥ ସାଧାରଣ ଅଧିବେଶନ ସ୍ଥାନୀୟ ଆର୍ଯ୍ୟ ପ୍ୟାଲେସ ହୋଟେଲଠାରେ ଅନୁଷ୍ଠିତ ହୋଇଯାଇଛି। ଅଲ୍‌ ଓଡ଼ିଶା ୟୁନିୟନ୍‌ ବ୍ୟାଙ୍କ ଅବସରପ୍ରାପ୍ତ ସଂଘର ଆତିଥ୍ୟରେ ଅନୁଷ୍ଠିତ ଉକ୍ତ ଅଧିବେଶନରେ ଦେଶର ସମସ୍ତ ରାଜ୍ୟର…

ବେଦାନ୍ତ ଲାଞ୍ଜିଗଡ଼ ତୀରନ୍ଦାଜ ଟିମ୍‌କୁ ୧୪ ପଦକ

ଭୁବନେଶ୍ୱର,୨୮।୩: ବେଦାନ୍ତ ଗ୍ରୁପର ଓଡ଼ିଶା ୟୁନିଟ ପକ୍ଷରୁ ଏକ ଅଭିନବ କ୍ରୀଡା ପ୍ରୋଗ୍ରାମ ‘ବେଦାନ୍ତ ତୀରନ୍ଦାଜ ଅଭିଯାନ’ର ଆରମ୍ଭ କରାଯାଇଛି। ବିଶେଷକରି ବେଦାନ୍ତ ଲିମିଟେଡର ଲାଞ୍ଜିଗଡ଼ କ୍ଷେତ୍ରର ସ୍ଥାନୀୟ ଯୁବକ ତଥା ପିଲାମାନଙ୍କର ସାମଗ୍ରିକ ବିକାଶ ଜରିଆରେ ଉକ୍ତ ଟିମ୍‌ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri