Home Left

ହାତୀ ଆକ୍ରମଣରେ ଜଣେ ମୃତ

ଢେଙ୍କାନାଳ ଅଫିସ,୧୯।୨: ଢେଙ୍କାନାଳ ଜିଲା ସଦର ରେଞ୍ଜ କାକୁଡ଼ିଭାଗ ଗାଁରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ଉକ୍ତ ଗାଁର ୫୮ ବର୍ଷୀୟ ଜୟନନ୍ଦ ସୁତାର। ଜୟନନ୍ଦ ସକାଳୁ ଶୌଚ ହେବା ପାଇଁ ଘର ପଛପଟ ଗୁହାଳ…

ଆୟର ୧୦ ପ୍ରତିଶତ ଭୂକମ୍ପ ପ୍ରଭାବିତଙ୍କ ପାଇଁ ଦାନ କରିବେ ସନ୍ନି…

ମୁମ୍ବାଇ,୧୯।୨ : ନିକଟରେ ତୁର୍କୀ-ସିରିଆରେ ହୋଇଥିବା ଭୂକମ୍ପ ପରେ ସେଠାରେ ଥିବା ଲୋକଙ୍କ ଅବସ୍ଥା ଖରାପ ହେବାରେ ଲାଗିଛି। ଫେବୃଆରୀ ୬ ରେ ତୁର୍କୀରେ ୭.୮ ତୀବ୍ରତାଯୁକ୍ତ ଭୂକମ୍ପ ପରେ ତୁର୍କୀରେ ଧ୍ୱଂସାବଶେଷରେ ପରିଣତ ହୋଇଛି। ବର୍ତ୍ତମାନ ସୁଦ୍ଧା ସେଠାରେ ମୃତ୍ୟୁ…

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ କମଲ ହାସନ

ଚେନ୍ନାଇ,୧୯।୨: ଅଭିନେତା-ରାଜନେତା କମଲ ହାସନ ତାମିଲନାଡୁର ଏରୋଡ ଇଷ୍ଟ ଆସନ ଉପନିର୍ବାଚନରେ ଶାସକ ଡିଏମକେ ନେତୃତ୍ୱରେ ସିକ୍ୟୁଲାର ପ୍ରଗତିଶୀଳ ମିଳିତ ମେଣ୍ଟ ପାଇଁ ପ୍ରଚାର କରିବେ। ଏହି ଆସନରୁ ମିଳିତ ମେଣ୍ଟ କଂଗ୍ରେସ ପ୍ରାର୍ଥୀ ଇଭିକେଏସ୍‌ ଏଲାଙ୍ଗୋଭାନଙ୍କୁ ପ୍ରାର୍ଥୀ କରିଛି। ପ୍ରଥମ…

ପାକିସ୍ତାନ ରିଲିଫ୍‌ ସାମଗ୍ରୀ ଫେରାଇ ଦେଲା ତୁର୍କୀ

ଇସଲାମାବାଦ୍‌,୧୯।୨: ବିଦେଶୀ ଋଣ ଏବଂ ଅର୍ଥ ଅଭାବ ଦେଇ ଗତି କରୁଥିବା ପାକିସ୍ତାନ ଅନ୍ୟ ଦେଶକୁ ସାହାଯ୍ୟ କରିବାକୁ ଆଗେଇ ଆସିଛି। ଭୂମିକମ୍ପ ପ୍ରଭାବିତ ତୁର୍କୀକୁ ରିଲିଫ ସାମଗ୍ରୀ ପଠାଇ ଏବେ ପୁଣି ଅନ୍ତର୍ଜାତୀୟ ସ୍ତରରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ…

ଜାଗର ଜାଳିବାକୁ ଯାଇ ଘରକୁ ଫେରିଲେନି ଶିଶୁପୁତ୍ର: କୂଅରେ ପଡ଼ି ଜୀବନଗଲା

ନିରାକାରପୁର,୧୯।୨(ଡି.ଏନ୍‌.ଏ.): ପରିବାର ସହ ଜାଗର ଜାଳିବାକୁ ଯାଇଥିବା ବେଳେ କୂଅରେ ପଡ଼ି ଚାଲିଗଲା ଶିଶୁଙ୍କ ଜୀବନ। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଞ୍ଚଳରେ। ରମାବିଲିର ଇଷ୍ଟ ଦେବ ବାବା ଶ୍ରୀ ନୀଳକଣ୍ଠେଶର ଦେବଙ୍କ ପୀଠକୁ ପରିବାର ସହ…

ସ୍କୁଲ୍‌ ଡ୍ରେସ୍‌ରେ ଥିବା ଏହି କୁନି ଝିଅ ଏବେ ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ସେଲିବି୍ରିଟିମାନେ ବେଳେବେଳେ ସେମାନଙ୍କର ପିଲାଦିନର ଫଟୋ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ଯାହାକୁ ଚିହ୍ନିବାରେ ପ୍ରଶଂସକମାନେ ଦ୍ୱନ୍ଦ୍ୱରେ ପଡ଼ିଥାନ୍ତି। ଏବେ ସେମିତି ଜଣେ ଅଭିନେତ୍ରୀଙ୍କ ପିଲାଦିନର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଫଟୋରେ ସ୍କୁଲ୍‌ ଡ୍ରେସ୍‌ ପିନ୍ଧି…

ଛୋଲେ-ଭଟୁରେ ଅର୍ଡର ଦେଲେ କୋହଲି

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ସମୟରେ ବିରାଟ କୋହଲିଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସେ ଛୋଲେ-ଭଟୁରେ ଦେଖି କେତେ ଖୁସି ହୋଇଯାଉଛନ୍ତି ତାହା ଦେଖାଯାଇଛି।…

ଧିମେଇ ଚାଲିଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌

କେନ୍ଦ୍ରାପଡା ଅଫିସ,୧୯।୨: ଚଳିତ ଆର୍ଥିକ ବର୍ଷ ଶେଷ ପାଇଁ ମାତ୍ର ଦେଢ଼ ମାସ ରହିଲା ା ହେଲେ ଗତ ସାଢ଼େ ଦଶ ମାସ ମଧ୍ୟରେ କେନ୍ଦ୍ରାପଡ଼ା ଜିଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ଶ୍ରମିକଙ୍କୁ ଆଶାନୁରୂପକ…

ଗୋବରୀ ନଦୀ ଖନନ ସତ୍ତ୍ୱେ କାମରେ ଲାଗୁନି

ପଟ୍ଟାମୁଣ୍ଡାଇ,୧୯।୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାରେ ପଟ୍ଟାମୁଣ୍ଡାଇ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ଚିରସ୍ରୋତା ବ୍ରାହ୍ମଣୀ ନଦୀର ଶାଖା ନଦୀ ସହ ଗୋବରୀ ନଦୀର ସଂଯୋଗ ଥିଲା। ଏଥିରେ ନୌବାଣିଜ୍ୟ ସହ ଚାଷ ପାଇଁ ପାଣି ମିଳୁଥିଲା। ୧୮୬୮ମସିହାରେ କଟକ-ଚାନ୍ଦବାଲି ରାସ୍ତା ନିର୍ମାଣ ସମୟରେ…

ମରାମତିର ୨ ମାସ ନ ପୂରୁଣୁ ରାସ୍ତାରେ ଖାଲ

ନାଉଗାଁ,୧୯।୨(ସ୍ବ.ପ୍ର): ନାଉଗାଁ ବ୍ଳକ ଅନ୍ତର୍ଗତ ଶିଖରଘାଟ-ବାଲି ଭଉଁରି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ୨ ମାସ ପୂର୍ବେ ବିଭାଗ ପକ୍ଷରୁ ମରାମତି କରାଯାଇଥିଲା। ମାତ୍ର ଏବେ ପୁଣି ରାସ୍ତା ଦବି ଖାଲ ସୃଷ୍ଟି ହୋଇଛି। ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ…

ଜିଲାରେ ତୁରନ୍ତ ଶୀତଳ ଭଣ୍ଡାର ନିର୍ମାଣ କର

ଜଗତ୍‌ସିଂହପୁର ଅଫିସ, ୧୯।୨: ଜଗତ୍‌ସିଂହପୁର ଏକ କୃଷିପ୍ରଧାନ ଜିଲା। କିନ୍ତୁ ଜିଲାରେ ଶୀତଳଭଣ୍ଡାର ନ ଥିବାରୁ ଚାଷୀ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ଅଭାବୀ ବିକ୍ରି ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଦେଉଛି। ଅର୍ଥାତ୍‌ ଉତ୍ପାଦିତ ପନିପରିବା ଓ…

ଗଛ ପ୍ରେମରେ ରବିନାରାୟଣ

ବାଲିକୁଦା,୧୯।୨(ସ୍ବ.ପ୍ର.): ଆଧୁନିକ ମଣିଷ ଏବେ ବଣଜଙ୍ଗଲ କାଟି ଧ୍ୱଂସକରି ଚାଲିଥିବାବେଳେ ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଳକ ଅନନ୍ତପୁର ପଞ୍ଚାୟତ ଭୁଆସୁଣୀ ଗ୍ରାମର ରବିନାରାୟଣ ପରିଡ଼ା (୪୫) ଗଛ ପ୍ରେମରେ ପଡ଼ିଯାଇଛନ୍ତି। ସେ ନିଜ ବାଡ଼ିରେ ଶତାଧିକ ଜାତିର ଫୁଲ, ଫଳ, ପରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri