Home Left

୧୮ ବିପକ୍ଷ ଦଳକୁ ନେଇ ଖାର୍ଗେଙ୍କ ଘରେ ଚାଲିଲା ମନ୍ଥନ

ନୂଆଦିଲ୍ଲୀ,୨୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ବାସଭବନରେ ୧୮ ବିପକ୍ଷ ଦଳର ଏକ ବୈଠକ ବସିଛି। ଏହି ବୈଠକରେ ତୃଣମୂଳ କଂଗ୍ରେସ ସମେତ ଅନ୍ୟ ଦଳ ଅଂଶଗ୍ରହଣ କରିଥିଲେ, କିନ୍ତୁ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଶିବସେନା ଯୋଗ ଦେଇ ନ ଥିଲା।…

ମଙ୍ଗୋଲୀୟ ବାଳକଙ୍କୁ ତୃତୀୟ ଧର୍ମଗୁରୁ ମାନ୍ୟତା

ତିବ୍ବତ:୨୮।୩: ତିବ୍ବତୀୟ ଧର୍ମଗୁରୁ ଦଲାଇ ଲାମା(୮୭) ଜଣେ ୮ ବର୍ଷୀୟ ବାଳକଙ୍କୁ ଜଣେ ଆଧ୍ୟାତ୍ମିକ ନେତାଙ୍କ ଅବତାର ମାନ୍ୟତା ପ୍ରଦାନ କରିଛନ୍ତି। ଆମେରିକାରେ ଜନ୍ମିତ ମଙ୍ଗୋଲୀୟ ବାଳକଙ୍କୁ ତୃତୀୟ ଗୁରୁତ୍ୱପୂର୍ଣ୍ଣ ତିବ୍ବତୀୟ ନେତା (୧୦ମ ଖାଲଖା ଜେଟ୍‌ସନ୍‌ ଧମ୍ପ ରିନ୍‌ପୋଚେ) ଭାବେ…

ସୋଲୋମନ ଦ୍ୱିପରେ ୬.୦ ତୀବ୍ରତାର ଭୂକମ୍ପ

ମଲଂଗୋ,୨୮ ।୩: ସୋଲୋମନ ଦ୍ୱିପରେ ମଙ୍ଗଳବାର ଭୋର ସମୟରେ ଏକ ଭୂକମ୍ପ ଅନୁଭୁତ ହୋଇଛି । ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର(ଏନସିଏସ) ଅନୁଯାୟୀ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୦ ମପାଯାଇଛି । ନୂଆଦିଲ୍ଲୀ ସ୍ଥିତ ଏନସିଏସ ତା’ର ଅଫିସିୟାଲ ଟୁଇଟର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟର ଚିରିବା ମାମଲା: କଂଗ୍ରେସ ବିଧାୟକଙ୍କ ଉପରେ ୯୯ ଟଙ୍କା ଜୋରିମନା

ନୂଆଦିଲ୍ଲୀ,୨୮।୩: ଗୁଜରାଟର ନଭସାରିର ଏକ କୋର୍ଟ ୨୦୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୋଷ୍ଟର ଚିରିବା ମାମଲାରେ କଂଗ୍ରେସ ବିଧାୟକ ଅନନ୍ତ ପଟେଲଙ୍କ ଉପରେ ୯୯ ଟଙ୍କା ଜୋରିମନା କରିଛନ୍ତି। ଛାତ୍ର ବିରୋଧ ପ୍ରଦର୍ଶନବେଳେ ନଭସାରୀ କୃଷି ବିଶ୍ୱବିଦ୍ୟାଳୟର କୁଳପତିଙ୍କ ଚାମ୍ବରରେ ପ୍ରବେଶ…

ପୋଲରେ ପିଟି ହେବାରୁ ଯାତ୍ରୀବାହି ବସରେ ଲାଗିଲା ନିଆଁ: ୨୦ ମୃତ

ରିୟାଦ,୨୮ ।୩: ସୌଦି ଆରବର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ସୋମବାର ଏକ ଯାତ୍ରୀବାହି ବସ ଦୁର୍ଘଟଣା ଗ୍ରସ୍ତ ହେବାରୁ ଅତିକମରେ ୨୦ ଜଣଙ୍କ ମୃତ୍ୟ ହୋଇଥିବା ଜଣାପଡିଛି । ସୌଦି ଅରବର ସରକାରୀ ମିଡିଆ କହିଛି ଦୁର୍ଘଟଣାରେ ଆଉ ୨୯ ଜଣ ଆହତ…

ଆଫଗାନିସ୍ତାନ ରାଜଧାନୀରେ ଆତ୍ମଘାତୀ ବିସ୍ଫୋରଣ: ୬ମୃତ, ଅନେକ ଆହତ

କାବୁଲ,୨୭ା୩: ଆଫଗାନିସ୍ତାନ ରାଜଧାନୀ କାବୁଲ ସ୍ଥିତ ବହିର୍ବ୍ୟାପାର ମନ୍ତ୍ରଣାଳୟ ବାହାରେ ସୋମବାର ଆତ୍ମଘାତୀ ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ଆଫଗାନିସ୍ତାନର ମନ୍ତ୍ରଣାଳୟ ନିକଟରେ ଆକ୍ରମଣ ଚଳିତ ବର୍ଷର ଏହା ଦ୍ୱିତୀୟ ଘଟଣା।…

ପୁଣି ଚିନ୍ତା ବଢ଼ାଇଲା କରୋନା: ମୁମ୍ବାଇ ହସ୍ପିଟାଲରେ ଖୋଲିଲା କୋଭିଡ୍‌ ଓ୍ବାର୍ଡ

ମୁମ୍ବାଇ, ୨୭ା୩: ମହାରାଷ୍ଟ୍ରରେ କୋଭିଡ୍‌ ସଂକ୍ରମଣ ବଢ଼ୁଥିବାରୁ ମୁମ୍ବାଇର କେତେକ ଘରୋଇ ହସ୍ପିଟାଲରେ ସ୍ବତନ୍ତ୍ର କୋଭିଡ୍‌ ଓ୍ବାର୍ଡ ଖୋଲିଛି। କେତେକ ହସ୍ପିଟାଲରେ ମାସ୍କ ବ୍ୟବହାର ଏବଂ କୋଭିଡ୍‌ ପରୀକ୍ଷା ବଢ଼ାଇ ଦିଆଯାଇଛି। ଗତ ଶନିବାର ମହାରାଷ୍ଟ୍ରରେ ୪୩୭ ସଂକ୍ରମିତ ଚିହ୍ନଟ ହୋଇଥିବା…

ସ୍ତ୍ରୀ ସହିତ ସମ୍ପର୍କ ରଖିବାକୁ ବାରଣ କରୁଥିଲେ ଶାଶୁ : ୭ ବର୍ଷ ଜେଲ ଗଲେ ଅଭିଯୁକ୍ତ ଜ୍ୱାଇଁ

କେନ୍ଦୁଝର,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଏକ ହତ୍ୟା ମାମଲାର ରାୟ ଶୁଣାଇଛନ୍ତି। ରାୟରେ ଅଭିଯୁକ୍ତ ଜଗନ୍ନାଥ ମୁଣ୍ଡାଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫୦ ଜହାର ଟଙ୍କା ଜରିମାନା ଓଅନାଦାୟେ ଅତିରିକ୍ତ ୧ ବର୍ଷ ଦଣ୍ଡାଦେଶ…

ଇଡି ସମନ ବିରୋଧରେ କବିତାଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ,୨୭ା୩: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା ସହ ସମ୍ପୃକ୍ତ ମନିଲଣ୍ଡରିଂ ଅଭିଯୋଗର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ସମନକୁ ଚ୍ୟାଲେଞ୍ଜ କରି ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ନେତ୍ରୀ କେ. କବିତା ଦାଏର କରିଥିବା ପିଟିଶନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଡିଭାଇଡର ଉପରେ ଚଢିଗଲା ମାଲବାହୀ ଟ୍ରକ୍‌

ହିଞ୍ଜିଳିକାଟୁ, ୨୭।୩(ଡି.ଏନ.ଏ.): ହିଞ୍ଜିଳିକାଟୁ ବଇଁଚବଣିଆ ଛକ ଏନ୍‌ଏଚଥ ନଂ- ୫୯ ଉପରେ ଏକ ପଥର ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢିଯାଇଛି। ଡ୍ରାଇଭର ଆହତ ହୋଇଥିବା ବେଳେ ଟ୍ରକ୍‌ ସମ୍ମୁଖ ଭାଗ ନଷ୍ଟ ହୋଇଯାଇଛି। ପ୍ରକାଶ ଯେ, ଟ୍ରକ୍‌ଟି…

କେକେଆରକୁ ମିଳିଲା ନୂଆ ଅଧିନାୟକ, ଶ୍ରେୟସଙ୍କ ସ୍ଥାନରେ ନୀତୀଶ ରାଣା

ନୂଆଦିଲ୍ଲୀ,୨୭।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୩ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ ରାଇଡର୍ସ(କେକେଆର) ନୂଆ ଅଧିନାୟକ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ସ୍ଥାନରେ ଷ୍ଟାର ବ୍ୟାଟ୍ସମ୍ୟାନ ନୀତୀଶ ରାଣାଙ୍କୁ ଦଳର ଅଧିନାୟକତ୍ୱ ପ୍ରଦାନ କରାଯାଇଛି। ପିଠିରେ ଆଘାତ ଯୋଗୁ…

ବାଲି ନିଲାମକୁ ଗ୍ରାମବାସୀଙ୍କ ବିରୋଧ: ସଙ୍କଟରେ ବୋଇତବାଙ୍କ ଗାଁ

ବାଲେଶ୍ୱର ଅଫିସ,୨୭।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ଘୁଙ୍ଗି ମୌଜାର ସୋନ ନଦୀକୂଳରେ ଅବସ୍ଥିତ ବୋଇତବାଙ୍କ ଗ୍ରାମ ଆଜି ସଂକଟରେ। ଭୌଗୋଳିକ ଅବସ୍ଥିତି ବଦଳିଲେ ସମ୍ପୂର୍ଣ୍ଣ ଗ୍ରାମ ନଦୀଗର୍ଭରେ ଲୀନ ହୋଇଯିବାର ଆଶଙ୍କା ଦେଖାଦେଇଛି। ତେଣୁ ଏହାପୂର୍ବରୁ ବୋଇତବାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri