ଧବଳେଶ୍ୱରଙ୍କ ପୀଠ ଚଳଚଞ୍ଚଳ: ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼
କଟକ ଅଫିସ,୧୮।୨: କଟକ ଜିଲା ଆଠଗଡ଼ ବାବା ଧବଳେଶ୍ୱରଙ୍କ ପୀଠରେ ମହାଶିବରାତ୍ରି ଧୁମ୍ଧାମ୍ରେ ପାଳନ ହେଉଛି। ମନ୍ଦିର ଚଳଚଞ୍ଚଳ ହୋଇଥିବା ବେଳେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି। ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ…
ଓଡ଼ିଶା ଏଫ୍ସି ପ୍ଲେ-ଅଫ୍ ନିକଟତର
ଗୁଆହାଟୀ, ୧୮ା୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ଓଡ଼ିଶା ଏଫ୍ସି (ଓଏଫ୍ସି) ପ୍ରଥମ ଥର ପ୍ଲେ-ଅଫ୍ ନିକଟତର ହୋଇଛି। ଶୁକ୍ରବାର ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମରେ ନର୍ଥଇଷ୍ଟ ୟୁନାଇଟେଡ୍ ଏଫ୍ସି ବିପକ୍ଷରେ ୩-୧ ଗୋଲରେ ବିଜୟ ହାସଲ କରିଛି। ନନ୍ଦକୁମାର ସେକର (୩୬ତମ…
ଡିନାମାଇଟ, କୀଟନାଶକ ପ୍ରୟୋଗ ଯୋଗୁ ଲୋପପାଉଛି ମତ୍ସ୍ୟସମ୍ପଦ
ବୌଦ୍ଧ,୧୮ା୨(ସ୍ବ.ପ୍ର.): ଓଡିଶାର ଜୀବନରେଖା କୁହାଯାଉଥିବା ମହାନଦୀ ବୌଦ୍ଧ ଜିଲା ଦେଇ ବୋହିଯାଇଛି। ତେବେ ମହାନଦୀରେ ପ୍ରାୟ ସମୟରେ ଡିନାମାଇଟ ଓ କୀଟନାଶକ ଔଷଧ ପକାଇ ମାଛ ମରାଯାଉଛି। ଫଳରେ ମତ୍ସ୍ୟ ସମ୍ପଦ ନଷ୍ଟ ହେବା ସହ ଏହାର ଜଳ ପ୍ରଦୂଷିତ ହେବାରେ…
ଓଡ଼ିଶା-ମହାରାଷ୍ଟ୍ର ମିଳିତ ଦଳ ରନରଅପ୍
ଭୁବନେଶ୍ୱର, ୧୮ା୨(କ୍ରୀଡ଼ା ପ୍ରତିନିଧି): ଜମ୍ମୁଠାରେ ଖେଲୋ ଇଣ୍ଡିଆ ‘ଏକ୍ ଭାରତ ଶ୍ରେଷ୍ଠ ଭାରତ’ ଜାତୀୟ ସିନିୟର ବାଳିକା ରୋଲବଲ୍ ଚାମ୍ପିୟନଶିପ୍ ଚଳିତ ମାସ ୧୪ରୁ ୧୬ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା-ମହାରାଷ୍ଟ୍ର ମିଳିତ ଦଳ ୫-୨ ଗୋଲରେ ମଧ୍ୟପ୍ରଦେଶ-ନାଗାଲାଣ୍ଡ ଦଳକୁ…
୨ ହଜାର ଟଙ୍କାରେ ରାଶନ କାର୍ଡ ବନ୍ଧା
ଭବାନୀପାଟଣା,୧୮।୨(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ କାମ ମିଳୁ ନ ଥିବା ଯୋଗୁ ଗରିବ ଲୋକେ କାମ ଅନ୍ବେଷଣରେ ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ଜିଲାର ଜୁନାଗଡ ବ୍ଲକ ମିଚାଗାଁର ଧର୍ମାନନ୍ଦ ଦୁର୍ଗା ରାଶନ କାର୍ଡକୁ ୨ ହଜାର ଟଙ୍କାରେ ବନ୍ଧା ପକାଇ…
ସର୍ବଭାରତୀୟ ସିଭିଲ ସର୍ଭିସ କବାଡ଼ି: ଭାଗନେବ ଓଡ଼ିଶା ମହିଳା, ପୁରୁଷ ଦଳ
ଭୁବନେଶ୍ୱର, ୧୮ା୨(ସ୍ପୋଟର୍ସ ବ୍ୟୁରୋ): ସେଣ୍ଟ୍ରାଲ ସିଭିଲ ସର୍ଭିସ ଆଣ୍ଡ୍ ସ୍ପୋଟର୍ସ ବୋର୍ଡ ଆନୁକୂଲ୍ୟରେ ଚଳିତ ମାସ ୨୦ରୁ ୨୪ ପର୍ଯ୍ୟନ୍ତ ସର୍ବଭାରତୀୟ ସିଭିଲ ସର୍ଭିସ କବାଡ଼ି ପ୍ରତିଯୋଗିତା ଉତ୍ତରାଖଣ୍ଡର ଡେରାଡୁନ୍ରେ ହେବ। ଏଥିରେ ଭାଗନେବାକୁ ଥିବା ଓଡ଼ିଶାର ଉଭୟ ପୁରୁଷ ଓ…
‘କ୍ରୀଡ଼ା ଏକତା ସୂତ୍ରରେ ବାନ୍ଧିଥାଏ’
ଭୁବନେଶ୍ୱର, ୧୮ା୨ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମି ବଢ଼ିବାରେ ଲାଗିଛି। ରାଜ୍ୟ ସରକାର କ୍ରମାଗତ ଦ୍ୱିତୀୟ ଥର ପାଇଁ ହକି ବିଶ୍ୱକପ୍ ଆୟୋଜନ କରିଛନ୍ତି। କେବଳ ସେତିକି ନୁହେଁ, ଏହାକୁ ଯେଭଳିଭାବେ ଆୟୋଜନ କରିଛନ୍ତି ତାହା ଉଦାହରଣ ପାଲଟିଯାଇଛି। ରାଜ୍ୟ…
ସ୍ମୃତି ଇରାନୀଙ୍କ ଝିଅ ରିସେପ୍ଶନ ପାର୍ଟିରେ ପହଞ୍ଚିଲେ ବଲିଉଡର ଏହି ସେଲିବ୍ରିଟି
ନୂଆଦିଲ୍ଲୀ,୧୮।୨: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଝିଅ ଶନେଲ ଇରାନୀ ନିକଟରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ରାଜସ୍ଥାନର ନାଗୌରର ୫୦୦ ବର୍ଷ ପୂରୁଣା ତଥା ଖୀବସର ଫୋର୍ଟରେ ସେ ଅର୍ଜୁନ ଭଲ୍ଲାଙ୍କୁ ବିବାହ କରିଛନ୍ତି। ତେବେ ବିବାହ ପରେ ଦମ୍ପତିଙ୍କ…
ଅସୁରକ୍ଷିତ ସର୍କିଟ ହାଉସ
ସମ୍ବଲପୁର,୧୮ା୨(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ଅଧୀନରେ ରହିଛି ସରକାରଙ୍କ ସର୍କିଟ ହାଉସ। ଏଠାରେ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ଭିଭିଆଇପି, ବରିଷ୍ଠ ଅଧିକାରୀ, ନେତା, ମନ୍ତ୍ରୀମାନେ ରହଣି କରନ୍ତି। ସେମାନଙ୍କୁ ପୋଲିସ ପକ୍ଷରୁ ସୁରକ୍ଷା ମଧ୍ୟ ଯୋଗାଇ ଦିଆଯାଇଥାଏ।…
ଆଶ୍ପଣ୍ଡ ଡମ୍ପିଂୟାର୍ଡକୁ ବିରୋଧ
ସମ୍ବଲପୁର,୧୮ା୨(ବ୍ୟୁରୋ): ସମ୍ବଲପୁର ଜିଲା ରେଙ୍ଗାଲି ଶିଳ୍ପାଞ୍ଚଳର କତରବଗା ଲୁଧାପାଲି ଗ୍ରାମ ନିକଟରେ ଏକ ଆସପଣ୍ଡ ଡମ୍ପିଂୟାର୍ଡକୁ ନେଇ ବିବାଦ ଲାଗିରହିଛି। ଶୁକ୍ରବାର ଏହି ବିବାଦ ଉଗ୍ରରୂପ ନେଇଥିଲା। ସ୍ଥାନୀୟ ଜନପ୍ରତିନିଧି ସହ ବିଜେଡି କର୍ମୀ ଓ ଗ୍ରାମବାସୀ ଆସପଣ୍ଡକୁ ବିରୋଧ କରିବାରୁ…
ଆଜି ଭାରତ-ଇଂଲଣ୍ଡ ମୁକାବିଲା
ଜିକ୍ୱେବର୍ହା, ୧୮ା୨(ପି.ଟି.): ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍ରେ ଭାରତ ଶନିବାର ବିଶ୍ୱର ଦୁଇ ନମ୍ବର ଦଳ ଇଂଲଣ୍ଡକୁ ଭେଟିବ। ହରମନପ୍ରୀତ କୌରଙ୍କ ଦଳ ପୂର୍ବରୁ ପାକିସ୍ତାନକୁ ୭ ଉଇକେଟ ଏବଂ ଓ୍ବେଷ୍ଟଇଣ୍ଡିଜକୁ ୬ ଉଇକେଟରେ ପରାସ୍ତ କରିଛି। ଦୁଇଟି ବିଜୟ…
ହିରୋ ଜୁମ୍ ୧୧୦ ସିସି ସ୍କୁଟରର ବଜାର ପ୍ରବେଶ
ବରଗଡ଼ ଅଫିସ୍,୧୮।୨: ବିଶ୍ୱର ଏକ ନମ୍ବର ମୋଟରସାଇକେଲ ନିର୍ମାତା ହିରୋ ମୋଟୋକର୍ପ ପକ୍ଷରୁ ୧୧୦ ସିସି ବିଶିଷ୍ଟ ସ୍କୁଟରର ସ୍କୁଟର ଜୁମ୍ର ବଜାର ପ୍ରବେଶ ହୋଇଛି । ଏହି ପରିପ୍ରେକ୍ଷୀରେ ବରଗଡ଼ସ୍ଥିତ ଅଧିକୃତ ବିକ୍ରେତା ଆକାଶ ମୋଟର୍ସ ପରିସରରେ ଏହାର ସ୍ବତନ୍ତ୍ର…
Archives


