Home Left

ଜଷ୍ଟିସ୍‌ ସଞ୍ଜୟ ମିଶ୍ର ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୧୮ା୨: ଓଡ଼ିଆ ବିଚାରପତି ଜଷ୍ଟିସ୍‌ ସଞ୍ଜୟ ମିଶ୍ରଙ୍କୁ ଶୁକ୍ରବାର ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ରୂପେ ନିଯୁକ୍ତି ଦିଆଯାଇଛି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରୀ କିରେନ୍‌ ରିଜିଜୁ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ଉତ୍ତରାଖଣ୍ଡ ହାଇକୋର୍ଟରେ ଜଜ୍‌ ଭାବେ କାର୍ଯ୍ୟରତ…

ଜିଲାରେ ୨୬୫ ବଦଳରେ ଅଛନ୍ତି ୧୦୬ ଡାକ୍ତର

ନବରଙ୍ଗପୁର,୧୮।୨(ବି.ପ୍ର.): ସ୍ବାସ୍ଥ୍ୟ ହିଁ ସମ୍ପଦ। ସରକାର ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବାସ୍ତବରେ ତାହାର ଓଲଟା ଚିତ୍ର ଦେଖିବାକୁ ମିଳୁଛି। ନବରଙ୍ଗପୁରରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଥିବା ନେଇ ସରକାର ଡିଣ୍ଡିମ…

ବଜରଙ୍ଗ ଦଳ କର୍ମୀ ଅପହରଣ ପରେ ଜାଳିଦେଲେ

ଜୟପୁର,୧୮ା୨(ପି.ଟି.): ହରିୟାଣାରେ ଏକ କାର୍‌ରୁ ୨ ମୁସଲମାନଙ୍କ ପୋଡ଼ିଯାଇଥିବା ମୃତଦେହ ମିଳିବା ଘଟଣାରେ ପୋଲିସ ଶୁକ୍ରବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ହରିୟାଣା ନୁହ ଜିଲାର ଫିରୋଜପୁର ଝିର୍କା ଅଞ୍ଚଳର ରିଙ୍କୁ ସାଇନି(୩୨)ଙ୍କୁ ଜେରା ପରେ ଗିରଫ କରାଯାଇଛି। ଟ୍ୟାକ୍ସି ଡ୍ରାଇଭର…

୨ ସାଇବର ଲୁଟେରା ଗିରଫ

ମାଲକାନଗିରି,୧୮ା୨(ଡି.ଏନ୍‌.ଏ.): ରାଜ୍ୟରେ ଗତ ଦୁଇ ବର୍ଷ ଧରି ସାଇବର ଲୁଟେରାଙ୍କ ପାଦୁର୍ଭାବ ବୃଦ୍ଧି ପାଇଚାଲିଛି। ଶୁକ୍ରବାର ମାଲକାନଗିରି ପୋଲିସ ୨ଜଣ ସାଇବର ଲୁଟେରାଙ୍କୁ ଗିରଫ କରିଥିବା ମାଲକାନଗିରି ଏସ୍‌.ପି. ନିତିଶ୍‌ ଓ୍ବାଧ୍ୱାନି କହିଛନ୍ତି। ଏ ସମ୍ପର୍କରେ ଓ୍ବାଧାନି କହିଛନ୍ତି, ଗତ ମେ…

ଡାକ୍ତର ପଦବୀ ପୂରଣ ନେଇ ଜନ ପ୍ରତିନିଧିଙ୍କ ଦାବି

କୁନ୍ଦୁରା, ୧୮।୨(ଡି.ଏନ୍‌.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ଦୀର୍ଘ ୧୦ ମାସ ପରେ ପଞ୍ଚୟାତ ସମିତି ବୈଠକ ବସିଛି। ଅଧ୍ୟକ୍ଷା ରାଜେଶ୍ୱରୀ ପରଜାଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏମପି ରମେଶ ଚନ୍ଦ୍ର ମାଝୀ,ବିଡିଓ ସନ୍ଧ୍ୟା ସମରଥ, କୋଟପାଡ଼ ବିଧୟିକା ପଦ୍ମିନୀ ଦିଆନ,…

ଗର୍ଭଧାରଣ ଖବର ଉପରେ ନୀରବତା ଭାଙ୍ଗିଲେ ଅଙ୍କିତା

ମୁମ୍ବାଇ: ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଆଜିକାଲି ତାଙ୍କର ଚଳଚ୍ଚିତ୍ର ‘ଦ ଲାଷ୍ଟ କଫି’ ପାଇଁ ଲାଇମ ଲାଇଟରେ ଅଛନ୍ତ। ବୃତ୍ତିଗତ ଜୀବନ ବ୍ୟତୀତ ଅଙ୍କିତା ତାଙ୍କ ବ୍ୟକ୍ତିଗତ ଜୀବନ ହେତୁ ଅନେକ ଲାଇମଲାଇଟରେ ରୁହନ୍ତି। ଅଭିନେତ୍ରୀ ବିବାହ ପରଠାରୁ ତାଙ୍କ ଗର୍ଭଧାରଣକୁ…

ବଜେଟ୍‌ରେ ମହିଳା ସଶକ୍ତୀକରଣକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ବର, ୧୮ା୨(ବ୍ୟୁରୋ): ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ପ୍ରତ୍ୟେକ ବର୍ଷ କେନ୍ଦ୍ରୀୟ ବଜେଟକୁ ଅଧିକରୁ ଅଧିକ ଜନପ୍ରିୟ କରିବାରେ ଲାଗିଛନ୍ତି। ଚଳିତ ବର୍ଷ ଆଗତ ହୋଇଥିବା ‘ଅମୃତ କାଳ’ ବଜେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା ସଶକ୍ତୀକରଣକୁ ସର୍ବାଧିକ…

ଆଜି ପ୍ରସିଦ୍ଧ ଜାଗରଯାତ୍ରା

ଢେଙ୍କାନାଳ ଅଫିସ, ୧୮।୨: କପିଳାସ ଶୈବପୀଠରେ ଶନିବାର ଅନୁଷ୍ଠିତ ହେଉଛି ପ୍ରସିଦ୍ଧ ମହାଜାଗର। କୋଭିଡ୍‌ କାରଣରୁ ଦୁଇବର୍ଷ ହେଲା ମହାଦେବଙ୍କ ଏହି ବାର୍ଷିକ ଯାତ୍ରାରୁ ଶ୍ରଦ୍ଧାଳୁ ବଞ୍ଚତ୍ତ ହୋଇ ରହିଥିଲେ। ତେଣୁ ଚଳିତବର୍ଷ ବହୁଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବା ସମ୍ଭାବନା ରହିଛି।…

ଅନୁଦାନ ମିଳିଲା, ଆଶଙ୍କାରେ ଉନ୍ନତି

ଢେଙ୍କାନାଳ ଅଫିସ,୧୮।୨: କପିଳାସ କ୍ଷେତ୍ରାଧିପତି ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ଆସ୍ଥାନ ତଥା ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ ପୀଠର ଗର୍ଭଗୃହ ଦୁର୍ବଳ ହୋଇପଡ଼ିଛି। ସାମାନ୍ୟ ବର୍ଷା ହେଲେ ଭିଜୁଛନ୍ତି ମହାଦେବ। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ଅବହେଳାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା…

ଜୟନାରାୟଣ, ଇରାଶିଷ ଅଭ୍ୟାସଗତ ଅପରାଧୀ: ଚିନ୍ମୟ

ଭୁବନେଶ୍ବର,୧୮ା୨(ବ୍ୟୁରୋ): ରାଜ୍ୟର ଆଇନଶୃଙ୍ଖଳାକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ମୁହଁାମୁହିଁ ସ୍ଥିତି ଜଟିଳ ହେଉଥିବା ଦେଖିବାକୁ ମିଳୁଛି। ଭାଜପା ଯୁବମୋର୍ଚ୍ଚା ଶାସକ ଦଳକୁ ଟାର୍ଗେଟ କରିଥିବା ବେଳେ ବିଜୁ ଯୁବ ଜନତା ଦଳ ଏହାର ପାଲଟା ଜବାବ ରଖିଛି। ଭାଜପା…

ବିରୋଧୀ ଏକାଠି ହେଲେ ୨୦୨୪ରେ ଭାଜପା କଠିନ ସମୟର ସମ୍ମୁଖୀନ ହେବ: ଥରୁର

ନୂଆଦିଲ୍ଲୀ,୧୮ା୨(ପି.ଟି.): ୨୦୨୪ ଲୋକ ସଭା ନିର୍ବାଚନ ଉତ୍କଣ୍ଠାପୂର୍ଣ୍ଣ ହେବ ବୋଲି ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର ପୂର୍ବାନୁମାନ କରିଛନ୍ତି। ଭାଜପାକୁ ପରାସ୍ତ କରିବା ଲାଗି ଯଦି ବିରୋଧୀମାନେ ଏକାଠି ହୋଇ ପ୍ରତି ଆସନରେ ପ୍ରାର୍ଥୀ ଦିଅନ୍ତି ତେବେ ଶାସକ ଦଳକୁ…

୫ ଶ୍ରେଣୀକୁ ଗୋଟିଏ କୋଠରି

ମାଧପୁର, ୧୭ା୨(ଡି.ଏନ୍‌.ଏ): ପ୍ରାଥମିକ ବିଦ୍ୟାଳୟରେ ନାହିଁ ଉପଯୁକ୍ତ ଭିତ୍ତିଭୂମି। ଶିକ୍ଷାନୁଷ୍ଠାନରେ ଥିବା ୨ଟି କୋଠରି ମଧ୍ୟରୁ ଗୋଟିଏ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଆଉ ଗୋଟିଏ କୋଠରିରେ ବସୁଛନ୍ତି ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରୀଛାତ୍ର। ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କିଆକଟା ପଞ୍ଚାୟତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri