Home Left

ମୋଦିଙ୍କୁ ଉତ୍ତର ଦେବାକୁ ପଡ଼ିବ

ନୂଆଦିଲ୍ଲୀ,୧୮ା୨: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ବ୍ୟବସାୟିକ ସାମ୍ରାଜ୍ୟକୁ ନେଇ ଚାଲିଥିବା କୋଳାହଳ ଭାରତ ସରକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦଖଲକୁ ଦୁର୍ବଳ କରିଦେବ ବୋଲି ଶୁକ୍ରବାର ବିଲିୟନେୟାର ଫିଲାନ୍‌ଥ୍ରୋପିଷ୍ଟ ଜର୍ଜ ସୋରୋସ୍‌ କହିଛନ୍ତି। ଅନ୍ୟପକ୍ଷେ ସୋରୋସ୍‌ଙ୍କ ମନ୍ତବ୍ୟ ଭାରତୀୟ ଗଣତନ୍ତ୍ରକୁ…

ମୟୂରଭଞ୍ଜକୁ ଅବହେଳା କରାଯାଇନାହିଁ: ରେଳମନ୍ତ୍ରୀ

ବାରିପଦା ଅଫିସ,୧୮ା୨: ମୟୂରଭଞ୍ଜ ଏମ୍‌ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାରମନ୍ତ୍ରୀ ଇଂ. ବିଶ୍ୱେଶ୍ୱର ଟୁଡୁ ରେଳ ବଜେଟ୍‌ରେ ଜିଲା ପାଇଁ ଦିଆଯାଇଥିବା ଦାବି ଗୁଡ଼ିକ ସମ୍ପର୍କରେ ଗୁରୁବାର ଦିଲ୍ଲୀରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ବିସ୍ତୃତ ଆଲୋଚନା କରିଛନ୍ତି।…

ରାସ୍ତା ଖୋଳାକୁ ନେଇ ଉତ୍ତେଜନା

ଲଙ୍ଗଳେଶ୍ୱର,୧୮।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ସାଉଡ଼ି ପଞ୍ଚାୟତର ମହାନ୍ତି ଛକଠାରେ ସରକାରୀ ରାସ୍ତାକୁ ରାତି ଅଧରେ ଜେସିବି ମେଶିନ ଲଗାଇ ଖୋଳି ଦିଆଯିବା ନେଇ ଉତ୍ତେଜନା ପ୍ରକାଶ ପାଇଛି। ଯାତାୟତ ବାଧାପ୍ରାପ୍ତ ହେବାରୁ ସ୍ଥାନୀୟ ଲୋକେ ଟାୟାର ଜାଳି…

ବାଲେଶ୍ୱରରେ ଖୋଲିଲା ଶ୍ରୀଲେଦର ଶୋ’ରୁମ୍‌

ବାଲେଶ୍ୱର ଅଫିସ,୧୮।୨: ବାଲେଶ୍ୱର ସହରର ଷ୍ଟେଶନ ରାସ୍ତାରେ ଦେଶର ଅନ୍ୟତମ ପ୍ରମୁଖ ଜୋତା କମ୍ପାନୀ ‘ଶ୍ରୀଲେଦର’ର ଶୋ’ରୁମ୍‌ ଖୋଲିଛି। ବାଲେଶ୍ୱର ବିଧାୟକ ସ୍ବରୂପ କୁମାର ଦାସ ଓ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା ମିଳିତ ଭାବେ ଏହି ଶୋ’ରୁମ୍‌କୁ ଉଦ୍‌ଘାଟନ…

ଜାଗର ପାଇଁ ପୋଲିସ ସଜାଗ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରାତି ୧୦ ଟାରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଥିବାବେଳେ ରାଜ୍ୟ ଓ ବାହାରୁ ଭକ୍ତଙ୍କ ସମାଗମ ହୋଇପାରେ। ତେଣୁ ସେମାନଙ୍କ ଶୃଙ୍ଖଳିତ ଦର୍ଶନ…

ସହରାଞ୍ଚଳ ବିକାଶ କାମ କରିବ ଏସ୍‌ଡିସି

କେନ୍ଦୁଝର,୧୮ା୨(ସ୍ବ.ପ୍ର.): ଆଗରୁ କେବଳ ଆଦିବାସୀ ବହୁଳ ଗ୍ରାମାଞ୍ଚଳରେ ସ୍ବତନ୍ତ୍ର ଉନ୍ନୟନ କାଉନ୍‌ସିଲ(ଏସଡିସି) କାମ କରୁଥିଲା। ଚଳିତ ବର୍ଷଠାରୁ ଏହା ସହରାଞ୍ଚଳରେ ଥିବା ଅବହେଳିତ ଆଦିବାସୀ ଗ୍ରାମମାନଙ୍କରେ କାମ କରିବ। ଦିନିକିଆ ଆଦିବାସୀ ସମ୍ମିଳନୀରେ ଯୋଗଦେବାକୁ କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ରାଜ୍ୟ…

ଧରମ ପୁଅ ନିର୍ଯାତନାରେ ମହିଳା ଅତିଷ୍ଠ

କେନ୍ଦୁଝର,୧୮।୨ (ସ୍ବ.ପ୍ର.): ନିଜର ପୁଅ ନ ଥିବାରୁ ଧରମ ପୁଅ କରି ଆଣି ପାଳିଥିଲେ। ଏବେ ସେହି ଧରମ ପୁଅ ତାଙ୍କୁ ନିର୍ଯାତନା ଦେଉଛନ୍ତି। ନିର୍ଯାତନାରେ ଅତିଷ୍ଠ ହୋଇ ବିଧବା ମହିଳା ଜଣକ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉକ୍ତ ମହିଳା ହେଲେ…

ରାତି ୩ରେ ଉଠିବ ମହାଦୀପ

ପୁରୀ ଅଫିସ, ୧୮ା୨: ମହାଶିବରାତ୍ରି ତଥା ଜାଗର ପାଇଁ ପୁରୀ ଜିଲାର ପ୍ରମୁଖ ଶୈବପୀଠଗୁଡ଼ିକ ଚଳଚଞ୍ଚଳ ହୋଇଉଠିଛି। ଶନିବାର ମହାଶିବରାତ୍ରି ତଥା ଜାଗରରେ ଶ୍ରଦ୍ଧାଳୁମାନେ ଉପବାସ କରିବା ସହ ରାତି ଉଜାଗର ରହି ଜାଗର ଦୀପ ଜାଳିବେ। ବିଶେଷକରି ପୁରୀ ସହରର…

ଝଲସୁଛି ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର,୧୮ା୨(ଡି.ଏନ୍‌.ଏ.): ଶନିବାର ମହାଶିବରାତ୍ରି ତଥା ଜାଗରଯାତ୍ରା। ଉତ୍ସବ ମୁଖରିତ ହୋଇଉଠିଛି ଏକାମ୍ର କ୍ଷେତ୍ର। ଫୁଲରେ ଝଲୁସୁଛି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର। ପ୍ରଶାସନର ସୌନ୍ଦର୍ଯ୍ୟକରଣ ଓ ବିକାଶମୂଳକ କାର୍ଯ୍ୟ ଜାରି ରହିଥିବା ବେଳେ ଏଥର ନୂଆ ରୂପରେ ଦୃଶ୍ୟମାନ ହେଉଛି ସାରା…

ଠକେଇ ଟଙ୍କାରେ ଯାତ୍ରା ପାର୍ଟି

ଭୁବନେଶ୍ୱର,(ବ୍ୟୁରୋ)/ବାଲିଅନ୍ତା, ୧୮ା୨ (ଡି.ଏନ୍‌.ଏ.): କେତେବେଳେ କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ତ ଆଉ କେତେବେଳେ ଡାକ୍ତର ପରିଚୟ ଦେଇ ଫସାଉଥିଲେ। ଏଏସ୍‌ଓ, ଫାର୍ମାସିଷ୍ଟ ଆଦି ବିଭିନ୍ନ ଚାକିରି ଦେବା ଆଳରେ ବହୁ ଯୁବତୀଯୁବକ ଓ ଚାକିରି ଆଶାୟୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିଲେ। ଆଉ…

ସ୍ବତନ୍ତ୍ର ତଦନ୍ତ ଟିମ୍‌ ଗଠିତ, ବାରାଣସୀ ଯିବ

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ ନେଇ ତଦନ୍ତ ଜୋରଦାର କରାଯାଇଛି। ଔଷଧ ପ୍ରବର୍ତ୍ତକ ସ୍କ୍ବାଡ୍‌ (ଡ୍ରଗ୍ସ ଏନ୍‌ଫୋର୍ସମେଣ୍ଟ ଟିମ୍‌) ନକଲି ଔଷଧର ଆନ୍ତଃରାଜ୍ୟ ଯୋଗାଣ ଓ କାରବାର ସମ୍ପର୍କରେ ବିଶ୍ୱାସଯୋଗ୍ୟ ତଥ୍ୟ ଦେବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ନମ୍ବିରା ପିଲୋ ଲାଭାସ୍ଥଳକୁ ଜିଓ ହେରିଟେଜ ମାନ୍ୟତା

ମାନସ ରଞ୍ଜନ ମହାନ୍ତି ଯୋଡ଼ା,୧୮ା୨(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ ନମ୍ବିରା ଗ୍ରାମରେ ଜିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ (ଜିଏସ୍‌ଆଇ) ପକ୍ଷରୁ ୧୯୭୬ରେ ଚିହ୍ନଟ ପିଲୋ ଲାଭା ଉତ୍ପତ୍ତି ସ୍ଥଳକୁ ଜିଓ ହେରିଟେଜ ଅଞ୍ଚଳ ଭାବେ ମାନ୍ୟତା ମିଳିଛି। ଏନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri