ସ୍ବତନ୍ତ୍ର ଜିଲା ଘୋଷଣା ଦାବି ଜୋରଧରିଲା: କଣ୍ଟାବାଞ୍ଜି ବନ୍ଦ
କଣ୍ଟାବାଞ୍ଜି,୨୫ା୩(ଡି.ଏନ୍.ଏ.): ବଲାଙ୍ଗୀର ଜିଲାର କଣ୍ଟାବାଞ୍ଜିକୁ ସ୍ବତନ୍ତ୍ର ଜିଲା ଘୋଷଣା ଦାବିରେ ଶନିବାର ଜିଲା ସଂଘର୍ଷ ସମିତି ପକ୍ଷରୁ କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି। ଫଳରେ ସମସ୍ତ ଦୋକାନ ବଜାର, ବ୍ୟବସାୟିକ ଅନୁଷ୍ଠାନ ବନ୍ଦ ରହିଛି। ଜରୁରିକାଳୀନ ସେବା ବ୍ୟତୀତ ଅନ୍ୟ ଗାଡ଼ି…
ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦକୁ ବିରୋଧ କରି ସୁପ୍ରିମକୋର୍ଟରେ ପିଟିସନ ଦାଖଲ
ନୂଆଦିଲ୍ଲୀ,୨୫।୩: ମାନହାନୀ ମାମଲାରେ ସୁରଟ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶର ଗୋଟିଏ ଦିନ ପରେ ରାହୁଲଙ୍କ ସଦସ୍ୟତା ପଦ ରଦ୍ଦ କରାଯାଇଛି। ତେବେ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ…
ଗାଧୋଇବାକୁ ଯାଇଥଇଲେ ୨ ସଉତୁଣୀ: ନାଳରେ ଜଣେ ଚିପିଲେ ଜଣଙ୍କ ତଣ୍ଟି
କେନ୍ଦୁଝର,୨୪ା୩(ସ୍ବ.ପ୍ର): କେନ୍ଦୁଝର ଜିଲା ଟାଉନ ଥାନା ଅଧୀନ ଡିମ୍ବୋ ପଞ୍ଚାୟତ ନଇଗାଁ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ସଉତୁଣୀଙ୍କ କଳିରୁ ଜଣଙ୍କ ଜୀବନ ଯାଇଛି। ଜଣେ ଅନ୍ୟଜଣଙ୍କ ତଣ୍ଟିଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ…
କନିଆ ଦେଖିବାକୁ ଯାଇ ଘରକୁ ଫେରିଲେନି ଯୁବକ
ବାରିପଦା ଅଫିସ,୨୬ା୩: କନିଆ ଦେଖିବାକୁ ଯାଇ ନଦୀରେ ବୁଡ଼ିଗଲେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଯଶିପୁର ଜୁଳପୋଶି ଗ୍ରାମରେ। ମୃତକ ଜଣକ ହେଲେ ବାଦାମପାହାଡ଼ ଥାନା ମଝିଗାଁ ଗ୍ରାମର ମାନସ ମହାନ୍ତି। ଏ ସଂକ୍ରାନ୍ତରେ…
ଭାସ୍କେଲ ଡ୍ୟାମ୍, ପୋଡ଼ାଗଡ଼ ପୀଠର ଉନ୍ନତି ନେଇ ସ୍ଥିତି ଅନୁଧ୍ୟାନ
ଉମରକୋଟ, ୨୫।୩(ଡି.ଏନ୍.ଏ.): ଧୋଡ୍ରାସ୍ଥିତ ଘାଟ ଘୋଷାଣୀ ମନ୍ଦିର, ଭାସ୍କେଲ ଡ୍ୟାମ୍ ଓ ଐତିହାସିକ ପୋଡ଼ାଗଡ଼ ପୀଠର ସୌନ୍ଦର୍ଯ୍ୟକରଣ କିପରି କରାଯାଇପାରିବ ତାହାର ତର୍ଜମା ନେଇ ଜିଲାସ୍ତରୀୟ ପ୍ରଶାସନିକ ଟିମ୍ ଗ୍ରାଉଣ୍ଡ ଜିରୋରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜିଲାପାଳ କମଳଲୋଚନ ମିଶ୍ରଙ୍କ…
ଭାରତର ସ୍ବର ପାଇଁ ଲଢେଇ କରୁଛି,ଏଥିପାଇଁ ସବୁ ପ୍ରକାରର ମୂଲ୍ୟ ଦେବାକୁ ପ୍ରସ୍ତୁତ: ରାହୁଲ
ନୂଆଦିଲ୍ଲୀ,୨୫।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ପାଇବାର ଗୋଟିଏ ଦିନ ପରେ ଶୁକ୍ରବାର ତାଙ୍କର ସଦସ୍ୟତା ପଦ ରଦ୍ଦ କରାଯାଇଛି। ଏହାକୁ ନେଇ ବିରୋଧୀ ବିରୋଧ କରୁଛନ୍ତି। ଏହି…
ସବୁ ବର୍ଗକୁ ସାମିଲକରି ପାଳନ ହେବ ଓଡ଼ିଶା ଦିବସ
କୋରାପୁଟ,୨୫।୩(ସ୍ବ.ପ୍ର.): ସବୁ ବର୍ଗକୁ ସାମିଲକରି ଆସନ୍ତା ଓଡ଼ିଶା ଦିବସକୁ କିପରି ମହାଆଡ଼ମ୍ବରରେ ପାଳନ କରାଯିବ ସେ ନେଇ ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକରେ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଜିଲା ପ୍ରଶାସନ ଓ ଜିଲା ସ୍ମାରକୀ କମିଟିର ମିଳିତ…
ପୁରୀରେ ୫-ଟି ସଚିବ
ପୁରୀ ଅଫିସ,୨୫।୩: ପୁରୀରେ ୫-ଟି ସଚିବ ଭି. କେ. ପାଣ୍ଡିଆନ ଶୁକ୍ରବାର ସକାଳୁ ପହଞ୍ଚିଛନ୍ତି । ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ରତ୍ନସିଂହାସନସ୍ଥ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରି ଆଶିଷ ଲାଭ କରିଥିଲେ। ଏହାସହ ମା ଲକ୍ଷ୍ମୀ, ବିମଳା ଓ…
ସଲିମା ‘ଇମର୍ଜିଂ ପ୍ଲେୟର ଅଫ୍ ଦି ଇୟର’
ନୂଆଦିଲ୍ଲୀ, ୨୫ା୩ (ପି.ଟି.): ଭାରତୀୟ ମହିଳା ହକି ଦଳର ମିଡ୍ଫିଲ୍ଡର ସଲିମା ଟେଟେ ଏସିଆନ ହକି ଫେଡେରେଶନ (ଏଏଚଏଫ୍) ‘ଇମର୍ଜିଂ ପ୍ଲେୟର ଅଫ୍ ଦି ଇୟର’ ପୁରସ୍କାର ଲାଭ କରିଛନ୍ତି। ୨୦୨୨ରେ ପ୍ରଭାବୀ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ତାଙ୍କୁ ଏହି ପୁରସ୍କାର…
ଗୁଜରାଟ, ତାମିଲନାଡୁକୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୨୫ା୩(କ୍ରୀଡ଼ା ପ୍ରତିନିଧି): ଖୋର୍ଦ୍ଧାର କେଟି ଗ୍ଲୋବାଲ ସ୍କୁଲରେ ୧୯ତମ ଜାତୀୟ ସିନିୟର ସଫ୍ଟ ଟେନିସ ଚାମ୍ପିୟନଶିପ୍ ଶେଷ ହୋଇଛି। ଏହାର ଦଳଗତ ଇଭେଣ୍ଟ ପୁରୁଷ ବିଭାଗରେ ଗୁଜରାଟ ସ୍ବର୍ଣ୍ଣ, ମଧ୍ୟପ୍ରଦେଶ ରୌପ୍ୟ ଏବଂ ଚଣ୍ଡିଗଡ଼ ଓ ପଞ୍ଜାବ ବ୍ରୋଞ୍ଜ ପଦକ…
ଜାତୀୟ ଜୁନିୟର ହ୍ୟାଣ୍ଡବଲ ପାଇଁ ଓଡ଼ିଶା ଦଳ
ଭୁବନେଶ୍ୱର, ୨୫ା୩(କ୍ରୀଡ଼ା ପ୍ରତିନିଧି): ଚଳିତ ମାସ ୨୭ରୁ ୩୧ ପର୍ଯ୍ୟନ୍ତ ଉଦୟପୁରଠାରେ ୪୫ତମ ଆନ୍ତଃ ରାଜ୍ୟ ଜୁନିୟର ବାଳକ ହ୍ୟାଣ୍ଡବଲ ପ୍ରତିଯୋଗିତ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ୧୬ ଜଣିଆ ଓଡ଼ିଶା ଦଳ ଘୋଷଣା କରାଯାଇଛି। ଆର୍ଯ୍ୟନ ବ୍ରାହ୍ମିନଙ୍କ ନେତୃତ୍ୱରେ ଓଡ଼ିଶା…
ବ୍ୟବସାୟ ପ୍ରତିଷ୍ଠାନରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା
ବ୍ୟବସାୟ ପ୍ରତିଷ୍ଠାନରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା ରାୟଗଡ଼ା,୨୫ା୩(ସ୍ବ.ପ୍ର.): ରାୟଗଡ଼ା ସହରରେ ଥିବା ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କରାଯାଇନାହିଁ। ବ୍ୟବସାୟୀମାନେ ଅଗ୍ନିଶମ ବିଭାଗ ପକ୍ଷରୁ ସୁରକ୍ଷା ସାର୍ଟିଫିକେଟ ନ ନେଇ ମନଇଚ୍ଛା ଦୋକାନ, ସପିଙ୍ଗ ମଲ୍ ଆଦି…
Archives


