Home Left

ରାସ୍ତା ମଝିରେ ଗାତ ଖୋଳି ଚାଲିଛି ପାଇପ ବିଛା କାମ

ଉମରକୋଟ, ୫।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପୌରାଞ୍ଚଳରେ ଜନସ୍ବାସ୍ଥ୍ୟ ବିଭାଗର ପାନୀୟ ଜଳ ଯୋଗାଣ କାର୍ଯ୍ୟ ଶୈଳୀକୁ ନେଇ ଲୋକେ ନାପସନ୍ଦ କରିଛନ୍ତି। ଲୋକଙ୍କୁ ପାନୀୟ ଜଳ ଯୋଗାଣ ନାମରେ ଉମରକୋଟ ପୌର ପରିଷଦ ଅଧୀନ ଦର୍ଗାଗୁଡ଼ା ରାସ୍ତା ମଝିରେ…

ଗାଁରେ ପହଞ୍ଚତ୍ ଚିକିତ୍ସା କଲା ଡାକ୍ତରୀ ଟିମ୍‌

ଝରିଗାଁ,୫।୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମରା ପଞ୍ଚାୟତ ଚେପଟିଆମ୍ବା ଗ୍ରାମରେ ଗତ ୧୫ଦିନ ମଧ୍ୟରେ ୨୦ରୁ ଊର୍ଦ୍ଧ୍ୱ ଶିଶୁ ଚର୍ମରୋଗରେ ଆକ୍ରାନ୍ତ ହେବା ଖବର ପ୍ରକାଶ ପରେ ମଙ୍ଗଳବାର ଝରିଗାଁ ସ୍ବାସ୍ଥ୍ୟ ବିଭାଗର ଏମ୍‌ଏଚ୍‌ୟୁ ଟିମ୍‌ ସେଠାରେ…

ଅଢ଼େଇଘଣ୍ଟା ଧରି ଏସ୍‌ଟିଏର ଅନୁଧ୍ୟାନ

ଅନୁଗୋଳ, ୫।୭ (ଅମିତ କୁମାର ସାମଲ): ଅନୁଗୋଳ କରଡ଼ାଗାଡ଼ିଆଠାରେ ଗତ ରବିବାର ଟ୍ରକ୍‌ ଧକ୍କାରେ ଏକ ଦମ୍ପତିଙ୍କ ମୃତ୍ୟୁ ହୋଇଥିଲା। ୨ ଟ୍ରକ୍‌ ମଝିରେ ଚାପି ହୋଇ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ଅକ୍ଷୟ ବେହେରା ଓ ତାଙ୍କ ସ୍ତ୍ରୀ ମମତା…

୩ ସୋମବାର ଜଳଲାଗି

ଢେଙ୍କାନାଳ, ୫।୭(ରତନ ନାୟାର): ଯୋଡ଼ା ଶ୍ରାବଣରେ ଜଳାଭିଷେକକୁ ନେଇ ଦୂର ହୋଇଛି ଦ୍ୱନ୍ଦ୍ୱ। ବିଶ୍ୱପ୍ରସିଦ୍ଧ ଶୈବପୀଠ କପିଳାସ ସମେତ ଢେଙ୍କାନାଳ ଜିଲାର ୧୨ ଶୈବ କ୍ଷେତ୍ରରେ ଜୁଲାଇ ୧୦, ଅଗଷ୍ଟ ୨୧ ଏବଂ ୨୮ ତାରିଖରେ ପଡୁଥିବା ସୋମବାରରେ ଜଳଲାଗି କରାଯିବ।…

ବର୍ଷାରେ ବେହାଲ ଏନ୍‌ଏଚ୍‌ ୫୫

ଢେଙ୍କାନାଳ, ୫।୭(ରତନ ନାୟାର): ଧାର୍ଯ୍ୟ ସମୟ ବିତିଲା। ହେଲେ ୫୫ନଂ. ଜାତୀୟ ରାଜପଥ କାର୍ଯ୍ୟ ଶେଷ ହେଲାନାହିଁ। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହୋଇଥିବାବେଳେ ବର୍ଷାରେ ବେହାଲ ହୋଇପଡ଼ିଛି ୪ ଜିଲାବାସୀଙ୍କ ଜୀବନରେଖା। କଟକ,…

ବିଧାୟକଙ୍କୁ କିଣି ସରକାର ଗଠନ କରୁଛନ୍ତି ମୋଦି: ଲାଲୁ ଯାଦବ

ପାଟନା,୫।୭: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପାକୁ ଟାର୍ଗେଟ କରିଛନ୍ତି। ଦଳର ପ୍ରତିଷ୍ଠା ଦିବସରେ ରାଜ୍ୟ କାର୍ଯ୍ୟାଳୟରେ ସମାବେଶକୁ ସମ୍ବୋଧିତ କରି ଲାଲୁ କହିଛନ୍ତି, ଆଜି ଆରଜେଡି ୨୭ ବର୍ଷ ପୂରଣ କରିଛି।…

ଶରଦ ପାୱାରଙ୍କୁ ସମର୍ଥନ କରିବା ପାଇଁ ବୈଠକରେ ସାମିଲ ହେବାକୁ ଏନସିପି ନେତାଙ୍କୁ ସୁପ୍ରିୟାଙ୍କ ଅପିଲ

ମୁମ୍ବାଇ,୫।୭: ଜାତୀୟତାବାଦୀ କଂଗ୍ରେସ ପାର୍ଟି(ଏନସିପି)ର କାର୍ଯ୍ୟକାରୀ ଅଧ୍ୟକ୍ଷ ସୁପ୍ରିୟା ସୁଲେ ପାର୍ଟି ବିଧାୟକ ଏବଂ କର୍ମୀଙ୍କୁ ବୁଧବାର ଶରଦ ପାୱାରଙ୍କ ଦ୍ୱାରା ଡକାଯାଇଥିବା ବୈଠକରେ ଯୋଗଦେବାକୁ ଅନୁରୋଧ କରିଛନ୍ତି। ଅଜିତ ପାୱାରଙ୍କ ନେତୃତ୍ୱରେ ପ୍ରତିଦ୍ୱନ୍ଦ୍ୱୀ ଦଳ ମଧ୍ୟ ଆଜି ସମସ୍ତ ଦଳର…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସୱ ନିରୀକ୍ଷକ

ମାଲକାନଗିରି,୫।୭(ଦୁର୍ଯ୍ୟଧନ ପାତ୍ର): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ରାଜସ୍ବ ନିରୀକ୍ଷକ । ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲାରେ। ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲର ରାଜସ୍ବ ନିରକ୍ଷକ ସୀମାଞ୍ଚଳ ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା…

ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ପହଞ୍ଚିଲେ ଜ୍ୟାକଲିନ

ନୂଆଦିଲ୍ଲୀ,୫।୭: ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ବଲିଉଡ ଅଭିନେତ୍ରୀ ତଥା ତିହାର ଜେଲରେ ରହୁଥିବା ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ଘନିଷ୍ଠ ସମ୍ପର୍କୀୟ ଜ୍ୟାକଲିନ ଫର୍ନାଣ୍ଡିସ ହାଜର ହୋଇଛନ୍ତି। କିଛି ଦିନ ପୂର୍ବରୁ ଜ୍ୟାକଲିନଙ୍କୁ ଦିଲ୍ଲୀର ପଟିଆଲା ହାଉସ କୋର୍ଟ ମହାଠକ ସୁକେଶ…

ଟୁଇଟର୍‌କୁ ଟକ୍କର ଦେବ ଥ୍ରେଡ୍‌ସ ଆପ୍‌

ଟୁଇଟର୍‌କୁ ଟକ୍କର ଦେବାକୁ ଆସୁଛି ଥ୍ରେଡ୍‌ସ ଆପ୍‌। ଫେସବୁକ ଏବଂ ଇନଷ୍ଟାଗ୍ରାମ ମାଲିକାନା ମେଟା ଟୁଇଟର୍‌ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଥ୍ରେଡ୍‌ସ ଆପ ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି। ଏହାର ଶୁଭାରମ୍ଭ ଜୁଲାଇ ୬ରେ ହେବାକୁ ଯାଉଛି। ପ୍ରଥମେ ଏହାକୁ ଆଇଫୋନରେ…

କ୍ରମାଗତ ୨ ଥର ହାରିବା ପରେ ଇଂଲଣ୍ଡ ଦଳରେ ହେବ ବଡ଼ ପରିବର୍ତ୍ତନ

ଲଣ୍ଡନ,୫।୭: ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ୨୦୨୩ ଆଶେସ ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ଆସନ୍ତାକାଲିଠାରୁ ଅର୍ଥାତ୍‌ ୬ ଜୁଲାଇରୁ ଲିଡ୍ସର ହେଡିଙ୍ଗଲିରେ ଖେଳାଯିବ। ପ୍ରଥମ ଦୁଇଟି ଟେଷ୍ଟରେ ପରାଜୟ ପରେ ଆୟୋଜକ ଦଳ ଅନେକ ପରିବର୍ତ୍ତନ ସହିତ ତୃତୀୟ ଟେଷ୍ଟକୁ ଯିବେ।…

ଜିଲା ମୁଖ୍ୟ ଚିକିତ୍ସାଳୟରେ ଔଷଧ, କେମିକାଲ ଅଭାବ

କେନ୍ଦୁଝର, ୫।୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନା (ଜିଲା ମୁଖ୍ୟ ଚିକିତ୍ସାଳୟ)ରେ ଔଷଧ ଓ କେମିକାଲ ଅଭାବ ଯୋଗୁ ରୋଗୀସେବା ବାଧାପ୍ରାପ୍ତ ହେଉଛି। ଏଣୁ ରୋଗୀମାନେ ବାହାରୁ ଔଷଧ କିଣିବା ସହ ବିଭିନ୍ନ ପ୍ରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?