୧୪ ବିରୋଧୀ ଦଳ ଆବେଦନର ଶୁଣାଣି ୫ରେ
ନୂଆଦିଲ୍ଲୀ, ୨୫ା୩(ପି.ଟି.): କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାଗୁଡ଼ିକର ଦୁରୁପଯୋଗକୁ ନେଇ ୧୪ଟି ବିରୋଧୀ ଦଳ ପକ୍ଷରୁ ଦାଏର ପିଟିଶନର ଶୁଣାଣି ଏପ୍ରିଲ ୫ରେ କରିବା ଲାଗି ଶୁକ୍ରବାର ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ବିରୋଧୀ ଦଳର ନେତାମାନଙ୍କୁ ଗିରଫ କରାଇବା ଲାଗି କେନ୍ଦ୍ର ସରକାର…
କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪% ବଢ଼ିଲା
ନୂଆଦିଲ୍ଲୀ, ୨୫ା୩ : କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ଶୁକ୍ରବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହାଦ୍ୱାରା ୪୭.୫୮ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଓ ୬୯.୭୬ ଲକ୍ଷ ପେନସନଭୋଗୀ ଉପକୃତ ହେବେ।…
ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଡିଲ୍ମା ରୁସେଫ ବ୍ରିକ୍ସ ବ୍ୟାଙ୍କର ନୂଆ ମୁଖ୍ୟ, ନେଲେ ମାର୍କୋସଙ୍କ ସ୍ଥାନ
ବେଜିଂ,୨୫ ।୩: ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଡିଲମା ରୁସେଫ ଶୁକ୍ରବାର ନ୍ୟୁ ଡେଭଲପମେଣ୍ଟ ବ୍ୟାଙ୍କ୍(ଏନଡିବି)ର ନୂଆ ମୁଖ୍ୟ ନିର୍ବାଚିତ ହୋଇଛନ୍ତି । ଏନଡିବି ବ୍ରିକ୍ସ ଦେଶ(ବ୍ରାଜିଲ, ଭାରତ, ରୁଷିଆ, ଚାଇନା ଓ ଦକ୍ଷିଣ ଆଫ୍ରିକା) ଦ୍ୱାରା ସ୍ଥାପିତ ଏକ ବିତ୍ତିୟ ସଂସ୍ଥା,…
ସର୍ବୋଚ୍ଚ ବଳିଦାନ ପାଇଁ ପ୍ରବର୍ତ୍ତାଉଥିଲେ ଅମ୍ରିତ୍ପାଲ
ଚଣ୍ଡିଗଡ଼, ୨୪ା୩: ଖଲିସ୍ତାନୀ ନେତା ଅମ୍ରିତପାଲ୍ ସିଂ ପଞ୍ଜାବ ପୋଲିସ ହାବୁଡ଼ରୁ ଖସି ପଳାଇଯିବା ପୂର୍ବରୁ ୧୦ ଦିନରେ ୫ଟି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମଗୁଡ଼ିକରେ ଉଦ୍ବୋଧନ ଦେଇ ସେ ଶିଖ୍ମାନଙ୍କୁ କଠୋରପନ୍ଥୀ ହେବା ଲାଗି ପରାମର୍ଶ ଦେଇଥିଲେ। ୮୦୦ରୁ…
ଆଇଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୪ା୩(ବ୍ୟୁରୋ)-ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୧ ବ୍ୟାଚ୍ ଆଇଏଏସ୍ ଅଫିସର ତଥା ରାଜସ୍ବ…
ନନ୍ଦନକାନନରେ ଧଳା ମୟୂରର ମୃତ୍ୟୁ
ବାରଙ୍ଗ,୨୪।୩(ଡି.ଏନ୍.ଏ.)- ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଗୁରୁବାର ଏକ କୋକିଶିଆଳିର ମୃତ୍ୟୁ ଘଟିଥିବାବେଳେ ଶୁକ୍ରବାର ଏକ ଧଳାମୟୂର ମୃତ୍ୟୁ କରିଛି। ପ୍ରାୟ ୫ ବର୍ଷର ଏହି ଧଳାମୟୂରଟି ଗତଦୁଇଦିନ ହେବ ଅସୁସ୍ଥ ହେବା ସହ ଛୋଟେଇ ଛୋଟେଇ ଚାଲୁଥିଲା। ସେ ରହୁଥିବା ପକ୍ଷୀଶାଳାର…
ଅଜୟ ବାଙ୍ଗା କରୋନା ଚିହ୍ନଟ ପରେ ବାତିଲ ହେଲା ବୈଠକ
ନୂଆଦିଲ୍ଲୀ, ୨୪ା୩: ବିଶ୍ୱବ୍ୟାଙ୍କ ଅଧ୍ୟକ୍ଷ ମନୋନୀତ ହୋଇଥିବା ଅଜୟ ବାଙ୍ଗା ନୂଆଦିଲ୍ଲୀରେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ପରେ ତାଙ୍କ ବୈଠକକୁ ବାତିଲ କରିଦିଆଯାଇଛି। ୩ ସପ୍ତାହ ହେଲା ବିଶ୍ୱ ଭ୍ରମଣରେ ଥିବା ବାଙ୍ଗା ଆଫ୍ରିକା, ୟୁରୋପ, ଦକ୍ଷିଣ ଆମେରିକା…
ପ୍ରଫେସର ଅମୀୟ କୁମାର ରଥ ବିପିୟୁଟି ନୂଆ କୁଳପତି
ଭୁବନେଶ୍ୱର, ୨୪।୩(ବ୍ୟୁରୋ) – ପ୍ରଫେସର ଅମୀୟ କୁମାର ରଥ ବିଜୁ ପଟ୍ଟନାୟକ ଟେକ୍ନୋଲୋଜି ୟୁନିଭର୍ସିଟି(ବିପିୟୁଟି)ର ନୂଆ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ଏହି ନିଯୁକ୍ତିକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଞ୍ଜୁରୀ ଦେଇଛନ୍ତି। ପ୍ରଫେସର ରଥ ଏହି ପଦରେ ୫ ବର୍ଷ…
କରୋନାରେ ମୁକ୍ତ ହୋଇଥିବା ଅପରାଧୀଙ୍କୁ ଆତ୍ମସମର୍ପଣ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୪ା୩ କୋଭିଡ୍-୧୯ ମହାମାରୀ ବେଳେ ଜେଲରୁ ଗହଳି କମାଇବା ପାଇଁ ବହୁସଂଖ୍ୟାରେ ଅପରାଧୀ ଓ ବିଚାରାଧୀନ କଏଦୀଙ୍କୁ ମୁକ୍ତ କରିଦିଆଯାଇଥିଲା। ସେମାନଙ୍କୁ ୧୫ ଦିନ ମଧ୍ୟରେ ଆତ୍ମସମର୍ପଣ କରିବା ଲାଗି ସୁପ୍ରିମକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ବିଚାରାଧୀନ କଏଦୀମାନେ ଜରୁରୀ…
ନଳକୂପରୁ ବାହାରୁଛି ସୁନା ଭଳି ପଦାର୍ଥ
ଖପ୍ରାଖୋଲ,୨୪ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ସୁନା ଖଣି ଥିବା ନେଇ ସବୁଠି ଚର୍ଚ୍ଚା। ବ୍ଲକର ନାନ୍ଦୁପଲା ଗାଁର ଜଣେ ବ୍ୟକ୍ତିଙ୍କ ଗଭୀର ନଳକୂପରୁ ସୁନା ଭଳି ଚକ୍ ଚକ୍ କରୁଥିବା ପଦାର୍ଥ ବାହାରୁଥିବା ଜଣାପଡିବା ପରେ ଘଟଣାସ୍ଥଳରେ ପ୍ରଶାସନ…
‘ଅଫିସ ବାହାରକୁ ଯାଉଛି ଫାଇଲ’
ଗଞ୍ଜାମ,୨୪ା୩(ଡି.ଏନ.ଏ.): ଗଞ୍ଜାମ ଏନ୍ଏସିର ଉନ୍ନୟନ କାର୍ଯ୍ୟ ଫାଇଲ ଅଫିସ ବାହାରକୁ ଯାଉଥିବା ନେଇ ଶୁକ୍ରବାର ଏନ୍ଏସି ଉପାଧ୍ୟକ୍ଷ ସୁରେନ୍ଦ୍ର କୁମାର ବାରିକଙ୍କ ସମେତ ସମସ୍ତ ବିଜେଡି କାଉନସିଲର ନିର୍ବାହୀ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଜିଲାପାଳ ଏବଂ ଜିଲା ପ୍ରକଳ୍ପ ଅଧିକାରୀଙ୍କ…
ରୁଦ୍ରାଂଶଙ୍କୁ ବ୍ରୋଞ୍ଜ ପଦକ
ଭୋପାଳ,୨୪ା୩: ଇଣ୍ଟରନ୍ୟାଶନାଲ ଶୁଟିଂ ସ୍ପୋର୍ଟ ଫେଡେରେଶନ (ଆଇଏସ୍ଏସ୍ଏଫ୍) ଆନୁକୂଲ୍ୟରେ ଚାଲିଥିବା ଶୁଟିଂ ବିଶ୍ୱକପ୍ରେ ଭାରତର ରୁଦ୍ରାଂଶ ପାଟିଲ ୧୦ ମିଟର ଏୟାର ରାଇଫଲରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ଅନ୍ୟପକ୍ଷେ ଚାଇନା କ୍ରମାଗତ ଦୁଇ ସ୍ବର୍ଣ୍ଣ ହାସଲ କରିଛି। ଟୋକିଓ ଅଲିମ୍ପିକ୍ସ ରୌପ୍ୟ…
Archives


