ଅଫିସ ଭିତରେ ପଶି ଆର୍ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…
ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି ଘୋଷାଡ଼ି ମାଡ଼ ମାରି ବାହାରେ ମାଡ଼ ମାରିବା ଘଟଣା ସିସିଟିଭି କ୍ୟାମେରାରେ ରେକର୍ଡ…
ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ
ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା ଫଳରେ ଏହି ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ତଥାପି, ଏହା ଏକ ଆଶ୍ୱସ୍ତିର…
ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍ ମାଗଣାରେ ବାଛିପାରିବେ
ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ କରିଛି। ଏଣିକି ବିମାନରେ ୬୦% ସିଟ୍ ମାଗଣାରେ ବାଛିପାରିବେ ଯାତ୍ରୀ। ପ୍ରମୁଖ ପରିବର୍ତ୍ତନ…
ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!
ନୂଆଦିଲ୍ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ସାଉଦି ଆରବ ଏବେ ଲାଲ ସାଗର ମାର୍ଗ ଦେଇ…
ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ
ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି ବାହାନଗା ବ୍ଲକ ତାଳକୁରୁଣିଆଁ ବଜ଼ାରରେ। ଏହି ବଜ଼ାରର ଏକ ଲୁଗା ଦୋକାନ ପଛପଟେ…
ତେଲକୁ ନେଇ ରୁଷିଆ-ପାକିସ୍ତାନ ଭିତରେ ବଡ଼ ଡିଲ୍, ଭାରତକୁ ଜୋରଦାର ଝଟ୍କା!
ମସ୍କୋ,୧୮।୩: ବିଶ୍ୱର ଗଭୀର ଶକ୍ତି ସଙ୍କଟ ଏବଂ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ରୁଷିଆ ପାକିସ୍ତାନ ପ୍ରତି ବନ୍ଧୁତାର ହାତ ବଢ଼ାଇଛି। ପାକିସ୍ତାନରେ ରୁଷିଆର ରାଷ୍ଟ୍ରଦୂତ ଆଲବର୍ଟ ଖୋରେଭ ସ୍ପଷ୍ଟ କରିଛନ୍ତି ଯେ ତାଙ୍କ ଦେଶ ରିହାତି…
କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍ପି
କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ ବିଭିନ୍ନ ନୂତନ ରେଳ ପ୍ରକଳ୍ପ ପାଇଁ ଗତକାଲି ବିଭିନ୍ନ ଦାବି ଜଣାଇଥିଲେ ଏବଂ…
ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର
ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ ବିଜେଡି। ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ବିଧାନସଭା ପରିସର।…
ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍ ଡେଲିଭରି ସେବା
ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ନୂଆଦିଲ୍ଲୀରେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଦିଲ୍ଲୀ, କୋଲକାତା, ମୁମ୍ବାଇ,…
ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ
ପୁରୀ,୧୮ା୩(ଅଜିତ୍ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ ମିଳୁଛି। ଚୂନରା ସେବକ ଶ୍ରୀମନ୍ଦିର ପତିତପାବନ ବାନା ପରିବର୍ତ୍ତନ ସମୟରେ ଏକ ଚିଲ…
ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି
ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା ଥାନା ଅଧୀନ ନରସିଂହସିଲା ବସ୍ତିରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ବେତେଇ…
ଡାକ୍ତରଖାନା ଆଗରେ ଜେଏମ୍ଏମ୍ର ଧାରଣା
ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍ଏମ୍) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ ଧାରଣା ଦିଆଯାଇଛି। ଜେଏମ୍ଏମ୍ ଜିଲା ସଭାପତି କୃଷ୍ଣଚନ୍ଦ୍ର ଦାସଙ୍କ ନେତୃତ୍ୱରେ କର୍ମୀମାନେ ଶାନ୍ତିପୂର୍ଣ…
Archives


