ମାଡ଼ମାରି ଲୁଟ୍ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ
ବାଲିଗୁଡ଼ା,୧୪ା୨(ଡି.ଏନ୍.ଏ.): ବାଲିଗୁଡ଼ା ପୋଲିସ ଏକ ଲୁଟ ଘଟଣାର ୪ଦିନ ପରେ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡଙ୍କୁ ଗିରଫ କରିଛି। ସେ ହେଲେ ଅଜୟ ଦିଗାଳ। ତାଙ୍କ ନିକଟରୁ ଗୋଟିଏ କାର୍, ଦୁଇଟି ମୋବାଇଲ ଫୋନ୍ ଓ ୩ ହଜାର ଟଙ୍କା ଜବତ…
ଶିକ୍ଷୟିତ୍ରୀଙ୍କ ବଦଳି ଦାବି ନେଇ ସ୍କୁଲରେ ତାଲା
ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୪ା୨: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବି ଜୋର ଧରିଛି। ସୋମବାର ଅଭିଭାବକଙ୍କ ସମେତ ଗ୍ରାମବାସୀ ଏହି ଦାବି ନେଇ ବିଦ୍ୟାଳୟରେ ତାଲା ପକାଇଛନ୍ତି…
କେନ୍ଦ୍ରୀୟ ଯୋଜନା ହଡ଼ପ ବିରୋଧରେ ଆନ୍ଦୋଳନ
କେନ୍ଦୁଝର/ଚମ୍ପୁଆ,୧୪ା୨(ସ୍ବ.ପ୍ର.): କେନ୍ଦୁଝର ଲୋକସଭା କ୍ଷେତ୍ରର ବିଭିନ୍ନ ସାଂଗଠନିକ ଚର୍ଚ୍ଚାକୁ ନେଇ ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି ଶନିବାର କେନ୍ଦୁଝର ଗସ୍ତ କରିଥିଲେ। ଜିଲା ଭାଜପା କାର୍ଯ୍ୟାଳୟରେ ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ସଂଯୋଜନାରେ ଏକ ବୈଠକ ଅନୁଷ୍ଠିତ…
ତେଜିଲେ ଚିଟ୍ଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀ
ବାଲେଶ୍ୱର ଅଫିସ, ୧୪।୨: ବାଲେଶ୍ୱର ଜିଲାରେ ବିଭିନ୍ନ ଚିଟ୍ଫଣ୍ଡ କମ୍ପାନୀରେ ଟଙ୍କା ଜମା ରଖି କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନେ ଟଙ୍କା ଫେରସ୍ତ ପାଇଁ ‘ଆର୍ଥତ୍କ ସଂସ୍ଥାମାନଙ୍କ ଦ୍ୱାରା କ୍ଷତିଗ୍ରସ୍ତଙ୍କ ମିଳିତ ମଞ୍ଚ’ ମାଧ୍ୟମରେ ୫ଦିନ ଧରି ଜିଲାର ବିଭିନ୍ନ ତହସିଲ ଅଫିସ୍…
ନାଗାଲାଣ୍ଡ ନିର୍ବାଚନ ପାଇଁ ଘୋଷଣାପତ୍ର ଜାରି କରିବେ ନଡ୍ଡା
ନୂଆଦିଲ୍ଲୀ,୧୪।୨: ଆସନ୍ତା ଫେବୃୟାରୀ ୨୭ରେ ନାଗାଲାଣ୍ଡ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ସବୁ ଦଳଙ୍କ ମଧ୍ୟରେ ପ୍ରସ୍ତୁତି ଜୋରଦାର ଚାଲିଛି। ତେବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ମଙ୍ଗଳବାର ଦୁଇ ଦିନିଆ ନାଗାଲାଣ୍ଡ ଏବଂ ମେଘାଳୟ…
ରେଳ ବିକାଶରେ ଜିଲାକୁ ଅବହେଳା
ବାରିପଦା ଅଫିସ,୧୪।୨: କେନ୍ଦ୍ରର ଭାଜପା ସରକାର ରେଳ ବଜେଟ୍ରେ ମୟୂରଭଞ୍ଜ ଜିଲାକୁ ଅବହେଳା କରିଥିବା ଅଭିଯୋଗ ଆଣି ବିଜେଡି ପକ୍ଷରୁ ସୋମବାର ତିନି ଘଣ୍ଟିଆ ପ୍ରତିବାଦ କରାଯାଇଛି। ଜିଲା ମୁଖ୍ୟାଳୟ ବାରିପଦା, ରାଇରଙ୍ଗପୁର, କରଞ୍ଜିଆ ଓ ଉଦଳାରେ ଦଳ ବିକ୍ଷୋଭ ପ୍ରଦର୍ଶନ…
ପୁଲୱାମା ଆକ୍ରମଣକୁ ପୂରିଲା ୪ ବର୍ଷ: ଶହୀଦଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୪।୨: ୨୦୧୯ ଫେବୃୟାରୀ ୧୪ରେ ହୋଇଥିବା ପୁଲୱାମା ଆକ୍ରମଣକୁ ଆଜି ୪ ବର୍ଷ ପୂରିଛି। ମଙ୍ଗଳବାର ଶହୀଦ ଯବାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନେ ପକାଇଛନ୍ତି। ଟୁଇଟ୍ରେ କରି ପ୍ରଧାନମନ୍ତ୍ରୀ କହିଛନ୍ତି,ପୁଲୱାମାରେ ଏହି ଦିନ ଆମେ ଆମର ବୀର ଯବାନଙ୍କୁ ହରାଇଥିଲୁ।…
ପେଟ୍ରୋଲ ଢାଳି ନିଆଁ ଲଗାଯାଇଛି: ଭାଜପା
ଦେବଗଡ଼,୧୪।୨(ଡି.ଏନ୍.ଏ.) : ଦେବଗଡ଼ ପୌରପରିଷଦ କାଉନସିଲ ହଲରେ ରବିବାର ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ଘଟଣାକୁ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି ଭାଜପା । ଭାଜପା ପକ୍ଷରୁ ସ୍ଥାନୀୟ ବିଧାୟକଙ୍କ ବାସଭବନରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଧାୟକ…
ତୁର୍କୀ-ସିରିଆ ଭୂକମ୍ପ କ୍ଷତିଗ୍ରସ୍ତଙ୍କୁ ସାହାର୍ଯ୍ୟ କରିବାକୁ ନିବେଦନ କଲେ ପ୍ରିୟଙ୍କା
ମୁମ୍ବାଇ: ତୁର୍କୀ-ସିରିଆରେ ହୋଇଥିବା ଭୟଙ୍କର ଭୂକମ୍ପ ଯୋଗୁ ୩୬ ହଜାରରୁ ଅଧିକ ଜୀବନ ଗଲାଣି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଆହୁରି ଅନେକ ଭୁଶୁଡି ପଡିଥିବା କୋଠା ମଧ୍ୟରେ ଫସି ରହିଥିବା ଆଶଙ୍କା କରାଯାଉଛି। ତେବେ ତୁର୍କୀ…
ଅଫିସରଙ୍କ ସାମ୍ନାରେ ମା’-ଝିଅ ଜୀବନ୍ତ ଦଗ୍ଧ
କାନପୁର,୧୪।୨: କାନପୁର ଦେହାଟର ମୈଥା ତହସିଲର ମଦୌଲି ପଞ୍ଚାୟତର ଚାହଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିରୁ ଅନଧିକାର ପ୍ରବେଶ ହଟାଇବାକୁ ଯାଇଥିବା ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ସାମ୍ନାରେ ଝୁମ୍ପୁଡି ଭିତରେ ମା’-ଝିଅ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଉଭୟଙ୍କୁ…
କ୍ଷୀର ଲିଟର ୨୧୦, ଚିକେନ୍ କିଲୋ ୭୦୦
ଇସଲାମାବାଦ୍,୧୪।୨:ପାକିସ୍ତାନ କ୍ରମାଗତ ଭାବରେ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ମୁଦ୍ରାସ୍ଫୀତି ବଢୁଥିବା ଲୋକମାନେ ଅସୁବିଧାରେ ପଡ଼ୁଛନ୍ତି। ଦେଶର ଅନିଶ୍ଚିତ ଅର୍ଥନୈତିକ ପରିସ୍ଥିତି ମଧ୍ୟରେ, କରାଚିରେ କ୍ଷୀରର ମୂଲ୍ୟ ଲିଟର ୧୯୦ ରୁ ଲିଟର ପିଛା ୨୧୦କୁ ବୃଦ୍ଧି ହୋଇଛି। ସେହିପରି…
ବିନା ଡିଶ୍ରେ ଦେଖିହେବ ୨୦୦ ଚ୍ୟାନେଲ୍, ଦେବାକୁ ପଡିବନି ଗୋଟିଏ ବି ଟଙ୍କା
ନୂଆଦିଲ୍ଲୀ,୧୪।୨: ଟେଲିଭିଜନ ସମ୍ବନ୍ଧରେ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଏକ ନୂତନ ଆରମ୍ଭ କରିବାକୁ ଯାଉଛି। ଏଣିକି ଲୋକମାନେ ସେଟ-ଟପ ବକ୍ସ କିମ୍ବା ଫ୍ରି ଡିଶ୍ରେ ୨୦୦ରୁ ଅଧିକ ଚ୍ୟାନେଲକୁ ଦେଖିବାକୁ ସମର୍ଥ ହେବେ। ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ…
Archives


