ବିକ୍ରି ହେଲେନି ଓଡ଼ିଶା ଖେଳାଳି
ଭୁବନେଶ୍ୱର,୧୪ା୨(ସ୍ପୋଟର୍ସ ବ୍ୟୁରୋ): ଓମେନ୍ସ ପ୍ରିମିୟର ଲିଗ୍(ଡବ୍ଲ୍ୟୁପିଏଲ)ର ପ୍ରଥମ ସଂସ୍କରଣ ପାଇଁ ୮୭ ଖେଳାଳିଙ୍କ ନିଲାମ ହୋଇଥିବା ବେଳେ ଜଣେ ବି ଓଡ଼ିଶା ଖେଳାଳି ବିକ୍ରି ହୋଇ ନାହାନ୍ତି। ଓଡ଼ିଶାର ସମୁଦାୟ ୮ ଜଣ ଖେଳାଳି ଏହି ନିଲାମୀରେ ସାମିଲ ଥିଲେ। ଓଡ଼ିଶା…
ନିର୍ମାଣର ୧ ମାସ ପରେ ଉଠିଯାଉଛି ପିଚୁ
ବାଲିକୁଦା,୧୪ା୨(ସ୍ବ.ପ୍ର.):ଜଗତ୍ସିଂହପୁର ଗ୍ରାମ ଉନ୍ନୟନ ବିଭାଗ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମାସେ ପୂର୍ବେ ମରିଚପୁର-ବନ୍ଦର ରାସ୍ତା ନିର୍ମାଣ ହୋଇଥିଲା। ମାତ୍ର ଏଠାରେ ନିମ୍ନମାନର କାମ ହୋଇଥିବା ଅଭିଯୋଗ ହୋଇଛି। ଜଗତ୍ସିଂହପୁର ଜିଲାର ବଙ୍ଗୋପସାଗର ଓ ଦେବୀନଦୀର ସଙ୍ଗମସ୍ଥଳ ହେଉଛି ବନ୍ଦର ା ଏଠାରେ ମା’…
ଡାକ୍ତରଖାନା ଛାତରେ ଚଢ଼ି ଯୁବକଙ୍କ ଉନ୍ମତ୍ତକାଣ୍ଡ
ନବରଙ୍ଗପୁର,୧୪।୨(ବି.ପ୍ର.):ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଛାତରେ ଚଢ଼ି ଜଣେ ମାନସିକ ବିକୃତ ଯୁବକ ତଳକୁ ଡେଇଁବାକୁ ଧମକ ଦେଇଥିଲେ। ଦୀର୍ଘ ୧ ଘଣ୍ଟା ପରେ ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରିଥିଲା। ଉକ୍ତ ଯୁବକଙ୍କ ନାମ ଶ୍ୟାମ ହରିଜନ। ସେ କେଉଁ…
୫ ଫ୍ରାଞ୍ଚାଇଜର ଖେଳାଳି ତାଲିକା
ମୁମ୍ବାଇ,୧୪ା୨ : ଓମେନ୍ସ ପ୍ରିମିୟର ଲିଗ୍(ଡବ୍ଲ୍ୟୁପିଏଲ)ର ପ୍ରଥମ ସଂସ୍କରଣ ପାଇଁ ଖେଳାଳିଙ୍କ ନିଲାମୀ ଶେଷ ହୋଇଛି। ୯୦ଟି ସ୍ଲଟ ପାଇଁ ୪୦୯ ଖେଳାଳିଙ୍କ ନିଲାମୀ ହୋଇଥିଲା। ୨୪୬ ଜଣ ଭାରତୀୟ ଏବଂ ୧୬୩ ବିଦେଶୀ ଖେଳାଳିଙ୍କୁ ନେଇ ନିଲାମୀ ସମ୍ପନ୍ନ ହୋଇଛି।…
ଭୁବନେଶ୍ୱର ଏମ୍ସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର, ୧୪।୨(ବ୍ୟୁରୋ):ଏମ୍ସ ଭୁବନେଶ୍ବରରେ ଜଣେ ପଙ୍ଗୁପ୍ରାୟ ମହିଳା ରୋଗୀଙ୍କ ଦୁଇ ଆଣ୍ଠୁ ଓ ଦୁଇ ହିପ୍ (ନିତମ୍ବ ଗଣ୍ଠି)ର ଏକକାଳୀନ ପ୍ରତିରୋପଣ କରାଯାଇଥିଲା। ଭୁବନେଶ୍ବର ଏମ୍ସର ଏହି ସଫଳ ଉଦ୍ୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ସୋମବାର ଟୁଇଟ୍…
‘ଜାତୀୟ ପତାକା ଭାରତର ଆତ୍ମା’
ପୁରୀ ଅଫିସ, ୧୪ା୨:ଜାତୀୟ ପତାକା ଭାରତର ଆତ୍ମା। ଏହା ଭାରତର ପ୍ରକୃତ ଚରିତ୍ର ଓ ପରିଚୟ, ଯାହା ପ୍ରତ୍ୟେକ ଭାରତୀୟଙ୍କୁ ଦେଶପ୍ରେମରେ ଉଦବୁଦ୍ଧ କରିଥାଏ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ସୋମବାର ପୁରୀ ପ୍ରବେଶ ପଥ ବୀରହରେକୃଷ୍ଣପୁର ଛକଠାରେ…
ଏଟିଏଫ୍ ଉପରୁ ୧% ଭାଟ୍ କମିଲା
ଓଡ଼ିଶାରେ ଅବସ୍ଥାପିତ ଯେକୌଣସି ବିମାନବନ୍ଦର, ହଲିପୋର୍ଟ, ହେଲିପ୍ୟାଡ୍, ଓ୍ବାଟର ଏରୋଡ୍ରମ୍ରେ ବିମାନ, ହେଲିକପ୍ଟର, ସାମୁଦ୍ରିକ ବିମାନଗୁଡ଼ିକ ପାଇଁ ରାଜ୍ୟ ସରକାର ଅଟୋମେଟିକ୍ ଟ୍ରାନ୍ସମିଶନ ଫ୍ଲୁଇଡ୍ (ଏଟିଏଫ୍) ତୈଳ ବିକ୍ରୟ ଉପରେ ଭାଟକୁ ୧% ହ୍ରାସ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ୨୦୨୭…
ଗ୍ରାଣ୍ଡ ରିସେପ୍ସନ ପାର୍ଟି ଦେଲେ ସିଦ୍ଧାର୍ଥ
ନୂଆଦିଲ୍ଳୀ: ବଲିଉଡ୍ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଓ କିଆରା ଆଡଭାନୀ ରବିବାର ଦିଲ୍ଲୀରେ ଏକ ଗ୍ରାଣ୍ଡ୍ ରିସେପ୍ସନ୍ ପାର୍ଟିର ଆୟୋଜନ କରିଥିଲେ। ଏଥିରେ ବଲିଉଡ୍ର ବହୁ ନାମୀଦାମୀ କଳାକାର ସାମିଲ ହୋଇଥିଲେ। ଅଜୟ ଦେବଗନ, କାଜଲ, ଆଲିଆ ଭଟ୍ଟ, ପ୍ରମୁଖ କଳାକାର…
ଏଭଳି ଗାଁ, ଯେଉଁଠି ନିଜର ନିୟମ ଚାଲେ
କୁଲୁ: ଭାରତରେ ଏପରି ଏକ ସ୍ଥାନ ଅଛି, ଯେଉଁଠାରେ ପାର୍ଲାମେଣ୍ଟ ନିୟମ କାମ କରୁନାହିଁ। ଏହି ସ୍ଥାନ ହିମାଚଳ ପ୍ରଦେଶରେ ଅଛି। ଏହି ଗାଁର ନିଜସ୍ବ ସମ୍ବିଧାନ ରହିଛି। ଏହାର ନିଜସ୍ବ ପାର୍ଲାମେଣ୍ଟ ଏପରିକି ’ନ୍ୟାୟପାଳିକା’ ଅଛି ଯାହା ଏହାର ରାୟ…
ଜେଲରେ ମୃତ୍ୟୁ ହେଲେ ସମ୍ପର୍କୀୟଙ୍କୁ ମିଳିବ କ୍ଷତିପୂରଣ
ଭୁବନେଶ୍ୱର,୧୪ା୨(ବ୍ୟୁରୋ):ଜେଲ ଅନ୍ତେବାସୀଙ୍କ କୌଣସି କାରଣରୁ ମୃତ୍ୟୁ ହେଲେ ସେମାନଙ୍କର ନିକଟ ସମ୍ପର୍କୀୟଙ୍କୁ ରାଜ୍ୟ ସରକାର ଆର୍ଥିକ କ୍ଷତିପୂରଣ ପ୍ରଦାନ କରିବେ। ହାଇକୋର୍ଟ ଏବଂ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଜେଲ ଅନ୍ତେବାସୀଙ୍କ ଉଦ୍ଦେଶ୍ୟରେ କ୍ଷତିପୂରଣ ପ୍ରଦାନ ରୁଲ୍ସ-୨୦୨୩ ପ୍ରଣୟନ…
ଜେଲ ଗଲେ ଦୁଇ ଏବିଭିପି ସଦସ୍ୟ
ଭୁବନେଶ୍ୱର,୧୪ା୨(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପିଜି କାଉନ୍ସିଲ୍ ହଲ୍ରେ ସିଟିଜେନ୍ସ ଫୋରମ୍ ପକ୍ଷରୁ ସେମିନାର ଚାଲିଥିବାବେଳେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ସଦସ୍ୟମାନେ ଜେଏନ୍ୟୁ ପ୍ରଫେସର, କର୍ମକର୍ତ୍ତା ଓ ଅନ୍ୟ ଅତିଥିଙ୍କୁ ଗାଳିଗୁଲଜ କରି ମାଡ଼ ମାରିବା ଘଟଣାରେ କମିଶନରେଟ ପୋଲିସ ପକ୍ଷରୁ…
ଜଳବାୟୁ ପରିବର୍ତ୍ତନରୁ ରକ୍ଷା କରିବ ଚନ୍ଦ୍ର ଧୂଳି
ଓ୍ବାଶିଂଟନ୍: ଚନ୍ଦ୍ରରେ ଉଡ଼ୁଥିବା ଧୂଳି ପୃଥିବୀକୁ ଜଳବାୟୁ ପରିବର୍ତ୍ତନରୁ ରକ୍ଷା କରିବାରେ ସହାୟକ ହୋଇପାରେ ବୋଲି ବୈଜ୍ଞାନିକମାନେ କହିଛନ୍ତି। ସେମାନଙ୍କ ମତରେ ଚନ୍ଦ୍ର ପୃଷ୍ଠର ଧୂଳି ମହାକାଶକୁ ବିସ୍ତାର କରି ଏହା ପୃଥିବୀକୁ ଆସୁଥିବା ସୌର ବିକିରଣ ପାଇଁ ଢାଲ ଭାବରେ…
Archives


