Home Left

ଦିଲ୍ଲୀରେ ପୁଣି ଭୂକମ୍ପ ଝଟ୍‌କା

ନୁଆଦିଲ୍ଲୀ,୨୨।୩: ରାଜଧାନୀ ଦିଲ୍ଲୀରେ ବୁଧବାର ପୁଣି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୨.୭ ରହିଛି। ଅପରାହ୍ନ ୪.୨୨ରେ ଏହି ଭୂକମ୍ପ ଝଟ୍‌କା ଲାଗିଥିଲା। ଏହାପୂର୍ବରୁ ମଙ୍ଗଳବାର ରାତିରେ ଦିଲ୍ଲୀରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା। ଭୂକମ୍ପ ପରେ…

ଗଞ୍ଜେଇ ଭର୍ତ୍ତି ପିକ୍‌ଅପ୍‌ ଛାଡ଼ି ଦୁଇ ମାଫିଆ ଫେରାର

ବାଲିଗୁଡ଼ା,୨୨ା୩(ଡି.ଏନ୍‌.ଏ.): ଦିନକୁ ଦିନ କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରୁ ବେଆଇନ ଗଞ୍ଜେଇ ଚୋରାଚାଲାଣ ବଢ଼ୁଥିବା ବେଳେ ଗଞ୍ଜେଇ ଚାଲାଣ ରୋକିବା ସହ ମାଫିଆଙ୍କୁ ଧରିବା ପାଇଁ ଜୋରଦାର ପ୍ରଚେଷ୍ଟା ଜାରି ରଖିଛି ପୋଲିସ। ବୁଧବାର ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର…

୧୦୦ ଫୁଟ ଉଚ୍ଚରେ ଝୁଲୁଛି ଶୌଚାଳୟ

ଯେଉଁ ଜିନିଷ ଆମେ ସବୁବେଳେ ପୃଥିବୀରେ ଦେଖି ଆସୁଛେ ତାହାକୁ ଯଦି ଆକାଶରେ ଝୁଲୁଥିବା ଦେଖିବା ତେବେ ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। ଏବେ ଏକ ଶୌଚାଳୟ ନଦୀ ଉପରେ ୧୦୦ ଫୁଟ ଉଚ୍ଚରେ ଝୁଲୁଥିବାର ଦେଖିବାକୁ ମିଳିଛି। ସାଧାରଣତଃ ଲୋକଙ୍କ…

‘ମହାଠକ’ଙ୍କ ମହାଦାନ

ନୂଆଦିଲ୍ଲୀ,୨୨।୩: ଅର୍ଥ ହେରଫେର ମାମଲାରେ ଦିଲ୍ଲୀର ମାଣ୍ଡୋଲି ଜେଲରେ ଥିବା ମହାଠକ ସୁକେଶ ଚନ୍ଦ୍ରଶେଖର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ନିଜ ଜନ୍ମଦିନ ଅବସରରେ ‘ମହାଦାନ’ କରିବା ପାଇଁ ଜେଲର ଡିଜିଙ୍କୁ ସେ ଏକ ଚିଠି ଲେଖିଛନ୍ତି। ସୁକେଶ ଚନ୍ଦ୍ରଶେଖର ଡିଜିଙ୍କୁ…

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ଚାଲିଗଲା ୬ ଜୀବନ

ଚେନ୍ନାଇ,୨୨।୩: ତାମିଲନାଡୁର କାଞ୍ଚିପୁରମ ଜିଲାରେ ଥିବା ଏକ ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି। ଏବେ ବି ସେଠାରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଏପର୍ଯ୍ୟନ୍ତ ବିସ୍ଫୋରଣର…

୪ ଛାତ୍ରଙ୍କ ଉପରେ ମାଡ଼ିଗଲା କାର୍‌: ୩ ମୃତ, ଜଣେ ଆହତ

ସୋନପୁର,୨୨ା୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ସୋନପୁର-ବିନିକା-ଡୁଙ୍ଗୁରିପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ୍‌ (ଏମ୍‌ଡିଆର)ର ଶରଧାପାଲି ଛକ ନିକଟରେ ବୁଧବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବୁଲାଣି ରାସ୍ତାରେ ଏକ ଜାଇଲୋ ବିଦ୍ୟାଳୟ ଫାଟକ ପାର୍ଶ୍ୱରେ ଛିଡ଼ା ହୋଇଥିବା ଛାତ୍ରଙ୍କୁ ଧକ୍କା ଦେବାରୁ ୩…

‘ଟାଇଗର-୩’ରେ ପୁଣି ଏକାଠି ହେବେ ଶାହରୁଖ-ସଲମାନ

ଆଜିକାଲି ଫିଲ୍ମ ‘ଟାଇଗର ୩’ର କ୍ରମର ଶୁଟିଂ ଚାଲିଛି। ସଲମାନ ଖାନଙ୍କ ଅଭିନୀତ ଏହି ଫିଲ୍ମରେ କିଙ୍ଗ୍‌ ଖାନ୍‌ ଶାହରୁଖଙ୍କୁ ଦେଖିବାକୁ ମିଳିବ। ଉଭୟଙ୍କ ଆକ୍ସନ ଦୃଶ୍ୟ ପାଇଁ ଏକ ବିରାଟ ସେଟ ନିର୍ମାଣ କରାଯିବ। ଏହାକୁ ନିର୍ମାଣ କରିବାକୁ ୪୫…

ଗୁହାରି ଶୁଣିଲାନି ପ୍ରଶାସନ: ଶ୍ରମଦାନ କରି ଗ୍ରାମବାସୀ ଗାଁରେ ପହଞ୍ଚାଇଲେ ଝରଣା ପାଣି

କୋରାପୁଟ,୨୨ା୩(ସ୍ବ.ପ୍ର.): ପାନୀୟ ଜଳ ସମସ୍ୟାକୁ ନେଇ ଗ୍ରାମବାସୀ ବହୁ ସମୟରେ ବ୍ଲକ ଓ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଗୁହାରି କରି ଆସୁଥିଲେ। ହେଲେ କେହି ତାଙ୍କ କଥାକୁ ଗୁରୁତ୍ୱ ନ ଦେବାରୁ ଗାଁଠାରୁ ଦୁଇ କିମି ଦୂର ପର୍ଯ୍ୟନ୍ତ ଶ୍ରମଦାନ…

ଏପ୍ରିଲ ୫ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ଗଲେ ମନୀଷ ସିସୋଡିଆ

ନୂଆଦିଲ୍ଲୀ,୨୨।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆଙ୍କ ବଡୁଆ ବଢିବାରେ ଲାଗିଛି। ପାଞ୍ଚ ଦିନିଆ ରିମାଣ୍ଡ ଶେଷ ହେବା ପରେ ବୁଧବାର ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟରେ ମନୀଷ ସିସୋଡିଆଙ୍କୁ ଉପସ୍ଥାପନ କରିଥିଲେ।…

ବିବାହ ମଣ୍ଡପରେ ବୁଲିଲା ବୁଲ୍‌ଡୋଜର

ବଲାଙ୍ଗୀର ଅଫିସ,୨୨ା୩: ବଲାଙ୍ଗୀର ସହର ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟସ୍ଥିତ ଆର୍ଯ୍ୟ ପ୍ୟାଲେସ ନାମକ ଏକ ବିବାହ ମଣ୍ଡପରେ ବୁଲ୍‌ଡୋଜର ବୁଲିଛି। ବୁଧବାର ବଲାଙ୍ଗୀର ପୋଲିସ ଏବଂ ପ୍ରଶାସନିକ ଟିମ୍‌ ଜେସିବି ମେଶିନ ଧରି ଆର୍ଯ୍ୟ ପ୍ୟାଲେସରେ ପହଞ୍ଚି ଉଚ୍ଛେଦ ଅଭିଯାନ ଆରମ୍ଭ କରିଛନ୍ତି।…

ତାରାତାରିଣୀ କଲେଜର ସଫଳତା : ‘ଜାମ’ର ୧୬୧ ର଼୍ୟାଙ୍କରେ କଲ୍ୟାଣୀ ଶୁଭଶ୍ରୀ

ପୁରୁଷୋତ୍ତମପୁର, ୨୨/୩(ଡିଏନଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଯୁକ୍ତ ତିନି ପ୍ରାଣୀ ବିଜ୍ଞାନ ଶେଷ ବର୍ଷର ଛାତ୍ରୀ କଲ୍ୟାଣୀ ଶୁଭଶ୍ରୀ ତ୍ରିପାଠୀ ଜାମ ( ଯୁଗ୍ମ ପ୍ରବେଶିକା ପରିକ୍ଷା)ରେ ସର୍ବ ଭାରତୀୟ ସ୍ତରରେ ୧୬୧ ର଼୍ୟାଙ୍କରେ ରହି କଲେଜ ଲାଗି…

ସ୍ତ୍ରୀଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ସ୍ବାମୀ

ସବ୍‌ଡେଗା,୨୨ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକ ଡମକୁଡ଼ା ଗ୍ରାମର ଗାନ୍ଧୀପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ତ୍ରୀ ରେଶମା ଡନସନା(୨୦)ଙ୍କ ମୁହଁରେ ତକିଆ ପକାଇ ହତ୍ୟା କଲା ପରେ ସ୍ବାମୀ ହେମନ୍ତ ଡନସନା(୨୭) ଦୁଇଦିନ ପରେ ନିଜ ଘରେ ବେକରେ ଗାମୁଛା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri