Home Left

କେନାଲରେ ପଡ଼ି ଚାଲିଗଲା ଜୀବନ

ମୋରଡ଼ା,୧୩।୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅନ୍ତର୍ଗତ ଚିତ୍ରଡ଼ା ଫାଣ୍ଡି ଅଧୀନ ଘାସିଡିହି ସୁବର୍ଣ୍ଣରେଖା କେନାଲରେ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଘାସିଡିହି ଗ୍ରାମର ଜଗନ୍ନାଥ ବାସ୍କେ। ଚିତ୍ରଡ଼ା ଫାଣ୍ଡି ଅଧିକାରୀ ନିରଞ୍ଜନ ସୋରେନଙ୍କଠାରୁ ମିଳିଥିବା ସୂଚନା…

ଆତ୍ମହତ୍ୟା କଲେ ଭାଜପା ବିଧାୟକଙ୍କ ପୁଅ

ଧାନବାଦ,୧୩।୨: ଝାଡ଼ଖଣ୍ଡର ଧାନବାଦରେ ଭାଜପା ବିଧାୟକ ଇନ୍ଦ୍ରଜିତ ମହତୋଙ୍କ ପୁଅ ବିବେକ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ରବିବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏସମ୍ପର୍କରେ ବିବେକଙ୍କ ପରିବାର ଲୋକ ଓ…

ଦାବି ପୂରଣ ନ ହେଲେ ଆନ୍ଦୋଳନ

ଭଦ୍ରକ ଅଫିସ,୧୩।୨: ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍‌ ଓଡ଼ିଶା ଅଙ୍ଗନୱାଡି ଲେଡିଜ୍‌ ୱାର୍କର୍ସ ଆସୋସିଏଶନ ଭଦ୍ରକ ଜିଲା ଶାଖାର ବାର୍ଷିକ ଜିଲା ସମ୍ମିଳନୀ ନୂଆବଜାରସ୍ଥିତ ମଞ୍ଜୁଳ ମଞ୍ଜରୀ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲା…

‘କୃଷି ଯନ୍ତ୍ରପାତି ମେଳା କୃଷି ପ୍ରତି କୃଷକଙ୍କୁ ଆକୃଷ୍ଟ କରିବ’

ପାରଳାଖେମୁଣ୍ଡି,୧୩ା୨(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଷ୍ଟାଡିୟମରେ ୩ ଦିନ ଧରି ଚାଲିଥିବା ଜିଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ସୋମବାର ଉଦ୍‌ଯାପିତ ହୋଇଛି। ଉଦ୍‌ଯାପନୀରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ମେଳାର ଆବଶ୍ୟକତା ଓ କୃଷକଙ୍କୁ…

ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ ୪ ଜାତୀୟ ଟୁର୍ନାମେଣ୍ଟ

ରାଉରକେଲା,୧୩।୨(ସ୍ପୋଟର୍‌ସ ବ୍ୟୁରୋ): ଭାରତୀୟ ଖେଳାଳଙ୍କୁ ଅନ୍ତର୍ଜାତୀୟ ଅଭିଜ୍ଞତା ପ୍ରଦାନ ପାଇଁ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ ୪ଟି ଜାତୀୟ ଟୁର୍ନାମେଣ୍ଟ। ବିଭିନ୍ନ ବୟସ ବର୍ଗରେ ଏହି ଟୁର୍ନାମେଣ୍ଟ ଆୟୋଜିତ ହେବ। ଏପ୍ରିଲ ୧୩-୨୩ ମଧ୍ୟରେ ଜାତୀୟ ଜୁନିୟର ମହିଳା…

ଜଳିଗଲା ୬ ବଖରା : ୨ ଗାଈ, ୭ ଛେଳି ଜୀବନ୍ତ ଦଗ୍ଧ

ସିଂହପୁର,୧୩।୨(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ତହସିଲ ଅନ୍ତର୍ଗତ ଜରୀ ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୬ ପରିବାରର ୬ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ପ୍ରକାଶ ଯେ, ରବିବାର ବିଳମ୍ବିତ ରାତିରେଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଜରୀ ଗ୍ରାମର ରାଜେନ୍ଦ୍ର ମଲିକ,…

ଗାଡ଼ି ଯାଞ୍ଚରୁ ମିଳିଲା ୟୁପି ବିଧାନସଭାର ପାସ୍‌, ୪ ବୋମା, ୫୦କେଜି ଗଞ୍ଜେଇ

ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଠେଲକୋଲି ଥାନା ଅଧୀନ ଖିଣ୍ଡା ଛକରେ ପୋଲିସ ଗାଡ଼ି ଯାଞ୍ଚ ବେଳେ ଏକ କାରରୁ ୪ଟି ବୋମା, ୫୦ କେଜି ଗଞ୍ଜେଇ ସହ ଉତ୍ତରପ୍ରଦେଶ ବିଧାନସଭା ପ୍ରବେଶ ପାଇଁ ପାସ୍‌ ଓ ଏକାଧିକ ନମ୍ବର ପ୍ଳେଟ ଜବତ…

ବେଙ୍ଗାଲୁରୁରେ କନ୍ନଡ ତାରକାଙ୍କୁ ଭେଟିଲେ ମୋଦି

ବେଙ୍ଗାଲୁରୁ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏରୋ ଇଣ୍ଡିଆର ଉଦ୍‌ଘାଟନ ପାଇଁ ବେଙ୍ଗାଲୁରୁ ଗସ୍ତ ବେଳେ କନ୍ନଡ ଇଣ୍ଡଷ୍ଟ୍ରିର ଅନେକ ତାରକାଙ୍କୁ ଭେଟିଛନ୍ତି। ସୋସିଆଲ ମିଡିଆରେ ଏହାର କିଛି ଫଟୋ ସାମ୍ନାକୁ ଆସିଛି ,ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ‘କେଜିଏଫ-୨’ର ସଫଳତା ପରେ…

ବଲିଉଡ୍‌ର ଏହି ସୁପରଷ୍ଟାର ହଲିଉଡ୍‌ ଫିଲ୍ମକୁ କରିଛନ୍ତି ପ୍ରତ୍ୟାଖ୍ୟାନ

ମୁମ୍ବାଇ: ବଲିଉଡ୍‌ ଷ୍ଟାରମାନେ ସବୁବେଳେ ହଲିଉଡ୍‌ରେ କାମ କରିବା ପାଇଁ ଇଚ୍ଛା ପ୍ରକାଶ କରିଥାନ୍ତି। ମାତ୍ର ଅନେକ ବଲିଉଡ୍‌ ଷ୍ଟାର ଅଛନ୍ତି, ଯେଉଁମାନଙ୍କ ପାଖରେ ଅନେକ ପ୍ରତିଭା ରହିଛି, ତଥାପି ସେମାନେ ହଲିଉଡ୍‌ରେ କାମ କରିବାକୁ ସମ୍ପୂର୍ଣ୍ଣ ଭାବେ ମନା କରିଦେଇଛନ୍ତି।…

ପୂର୍ବତନ ମନ୍ତ୍ରୀ ରବି ନାରାୟଣ ଅସୁସ୍ଥ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଅସୁସ୍ଥ ଅଛନ୍ତି ପୂର୍ବତନ ଶିକ୍ଷାମନ୍ତ୍ରୀ ତଥା କୋରାପୁଟ ଜିଲାର ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ। ତାଙ୍କୁ ବିଶାଖାପାଟଣା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ୨୦୦୦, ୨୦୦୪ ଓ ୨୦୦୯ରେ ଓଡ଼ିଶା ବିଧାନସଭା ନିର୍ବାଚନରେ ରବି ନାରାୟଣ…

ଥାନା ସମ୍ମୁଖରୁ ମିଳିଲା ଝୁଲନ୍ତା ମୃତଦେହ

ବ୍ରହ୍ମପୁର ଅଫିସ,୧୩।୨: ଗୋଶାଣିନୁଆଗାଁ ଥାନା ସମ୍ମୁଖରୁ ପୋଲିସ ସୋମବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ମୃତକଙ୍କ ପରିଚୟ ମିଳି ନ ଥିବା ପୋଲିସ କହିଛି। ଏପରି କି ସେ ପିନ୍ଧିଥିବା ଏକ ପ୍ୟାଣ୍ଟ ଅଣ୍ଟାରୁ ଖସି ତଳେ ପଡିଯାଇଥିବାରୁ…

ଲଗଜରୀ ହେବ ନତାଶା-ହାର୍ଦ୍ଦିକଙ୍କ ବିବାହ

ମୁମ୍ବାଇ: କିଛିଦିନ ହେବ ବଲିଉଡରେ ଶୁଣିବାକୁ ମିଳିଛି ବିବାହ ଖବର । କେଏଲ ରାହୁଲ ଓ ଆଥିୟା ସେଟ୍ଟି ବିବାହ କରିବା ପରେ ଏବେ କିଆରା ଆଡଭାନୀ ଓ ସିଦ୍ଧାର୍ଥ ମାଲହୋତ୍ରା ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଏବେ ଶୁଣିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri