ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ,୨୨।୩: ରାଜ୍ୟରେ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଣସଂଗଠିତ କର୍ମଚାରୀଙ୍କୁ ଚିହ୍ନଟ କରିବା ନେଇ ଆଗତ ମାମଲାର ଶୁଣାଣି କରି ଏକ ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ…
ମାର୍ଶାଘାଇରେ କାଳବୈଶାଖୀର ତାଣ୍ଡବ
ମାର୍ଶାଘାଇ,୨୨।୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୨ଟାରୁ ସାଢେ ୩ଟା ପର୍ଯ୍ୟନ୍ତ କାଳବୈଶାଖୀର ତାଣ୍ଡବ ସାଙ୍ଗକୁ କୁଆପଥର ବର୍ଷା ହୋଇଯାଇଛି। ପ୍ରବଳ ପବନ ଯୋଗୁ ବ୍ଲକ ଅନ୍ତର୍ଗତ ଦରବଛା ନିକଟରେ ଥିବା ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ଗାଡ଼ିଟି…
୧.୪୮ ଲକ୍ଷ କୋଟିର ଅତିରିକ୍ତ ବ୍ୟୟବରାଦକୁ ମଞ୍ଜୁରୀ
ନୂଆଦିଲ୍ଲୀ, ୨୨ା୩(ପି.ଟି.): ଆଦାନୀ ଗ୍ରୁପ୍ ପ୍ରସଙ୍ଗକୁ ନେଇ ବିରୋଧୀ ଦଳଗୁଡ଼ିକର ହଟ୍ଟଗୋଳ ମଧ୍ୟରେ ମଙ୍ଗଳବାର ୨୦୨୨-୨୩ ଆର୍ଥତ୍କ ବର୍ଷ ଲାଗି କେନ୍ଦ୍ର ସରକାରଙ୍କ ୧.୪୮ ଲକ୍ଷ କୋଟି ଟଙ୍କାର ଅତିରିକ୍ତ ବ୍ୟୟବରାଦ ଲୋକ ସଭାରେ ଗୃହୀତ ହୋଇଛି। ଗତ ୧୩ ତାରିଖରେ…
ରାଜ୍ୟ ସରକାର ଜବାବ ଦାଖଲ କଲେ
କଟକ ଅଫିସ,୨୨।୩ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ସମସ୍ତ ସଦସ୍ୟ ପଦବୀ ଖାଲି ପଡ଼ିବା ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ମଙ୍ଗଳବାର ଜବାବ ଦାଖଲ କରାଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗର ମାର୍ଚ୍ଚ ୧୪…
ଉତ୍ତର ଭାରତରେ ଭୂକମ୍ପ
ନୂଆଦିଲ୍ଲୀ, ୨୨ା୩(ପି.ଟି.): ଦିଲ୍ଲୀ-ଏନ୍ସିଆର୍ ସମେତ ଉତ୍ତର ଭାରତର ବିଭିନ୍ନ ରାଜ୍ୟରେ ମଙ୍ଗଳବାର ରାତି ୧୦ଟା ୨୦ରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳ ହୋଇଥିବାବେଳେ ତୀବ୍ରତା ୬.୬ ଥିବା ଜଣାପଡ଼ିଛି। ପଞ୍ଜାବ, ହରିୟାଣା, ରାଜସ୍ଥାନ,…
ଅଚଳ ନୋଟ୍ ଗ୍ରହଣ ଆବେଦନର ଶୁଣାଣି ପାଇଁ ମନାକଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୨ା୩: ବିମୁଦ୍ରୀକରଣ ଯୋଗୁ ଅଚଳ ହୋଇଯାଇଥିବା ୧,୦୦୦ ଓ ୫୦୦ ଟଙ୍କିଆ ନୋଟ୍ଗୁଡ଼ିକୁ ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଦେବାକୁ ନିବେଦନ କରି ଦାଏର କେତେକ ପିଟିଶନ୍ର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଆବେଦନକାରୀ ଏଥିପାଇଁ ସରକାରଙ୍କ ପାଖକୁ ଯାଇପାରିବେ…
ଗର୍ଭବତୀ ସ୍ତ୍ରୀଙ୍କୁ ଗୋଇଠା ମାରି ହତ୍ୟା
ଉଦଳା,୨୨।୩ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଖଣ୍ଡାଚିରା ଗ୍ରାମରେ ପାରିବାରିକ କଳହରୁ ଗର୍ଭବତୀ ସ୍ତ୍ରୀଙ୍କ ପେଟକୁ ଗୋଇଠା ମାରି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ ଗୋଲାପୀ ମୁର୍ମୁ। ପୋଲିସ ଅଭିଯୁକ୍ତ ସ୍ବାମୀ ଦାମ…
ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ ମମତା ବାନାର୍ଜୀ
ପୁରୀ ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ୩ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ସଡ଼କ ପଥରେ ପୁରୀ ଗସ୍ତ କରିଛନ୍ତି। ସେଠାରେ ୨ଦିନ ଅବସ୍ଥାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏହା ପରେ…
ବଢ଼ୁଛି କାଣ୍ଡିଡା ଅରିସ୍ ଫଙ୍ଗାଲ୍ ସଂକ୍ରମଣ
ଓ୍ବାଶିଂଟନ୍,୨୨ା୩: ଆମେରିକାରେ ପ୍ରାଣଘାତୀ କାଣ୍ଡିଡା ଆରିସ୍ ଫଙ୍ଗାଲ୍ ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ସେଣ୍ଟର୍ସ ଫର୍ ଡିଜିଜ୍ କଣ୍ଟ୍ରୋଲ୍ ଆଣ୍ଡ ପ୍ରିଭେନ୍ଶନ୍ (ସିଡିସି) ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ୨୦୧୯ରେ ଦେଶରେ ମୋଟ ୪୭୬ କାଣ୍ଡିଡା ଅରିସ…
ସରକାରୀ ସୁବିଧା ପାଇଁ ଗର୍ଭବତୀ ନାଟକ
ମାଲକାନଗିରି,୨୨ା୩(ଡି.ଏନ୍.ଏ.): ସରକାରୀ ସୁବିଧା ପାଇବା ପାଇଁ ଗର୍ଭବତୀ ହେବା ନାଟକ କରାଯାଇଛି। ଏଭଳି ଘଟଣା ମାଲାକନଗିରି ଜିଲା ମାଥିଲି ଅଞ୍ଚଳରେ ଘଟିଛି। ମାଥିଲି ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳାଙ୍କ କୋଳରୁ ଶିଶୁ ଗାଏବ ଘଟଣାର ତଦନ୍ତରୁ ଏହି ନାଟକ ଧରାପଡ଼ିଛି। ମହିଳାଙ୍କ ଅଭିଯୋଗ…
ବାଲେଶ୍ୱରରେ ସେକ୍ସ ର଼୍ୟାକେଟ ଠାବ
ବାଲେଶ୍ୱର ଅଫିସ, ୨୨।୩: ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଯୁବତୀଙ୍କୁ ଆଣି ସେକ୍ସ ର଼୍ୟାକେଟ ଚାଲିଥିବା ବେଳେ ମଙ୍ଗଳବାର ପୋଲିସ ଏହାର ପର୍ଦ୍ଦାଫାଶ କରିଛି। ବସ୍ତା, ସିଂଲା ଓ ବାଲେଶ୍ୱର ସହରର ମେଘଡମ୍ବରୁ ଅଞ୍ଚଳରୁ ଏହି ସେକ୍ସ…
ରାସ୍ତାରେ ପୁଅକୁ ଛାଡ଼ି ପଳାଇଲେ ମା’ ବାପା
ସୋର, ୨୨।୩(ଡି.ଏନ.ଏ.): ମା’ ବାପା ସହ ବାଇକରେ ଯାଉଥିଲେ ନାବାଳକ ପୁଅ। ହେଲେ ରାସ୍ତାରେ ଦମ୍ପତିଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। ଶେଷରେ ନିଜର ପୁଅକୁ ରାତି ଅଧରେ ରାସ୍ତା ଉପରେ ଛାଡି ମା’ ବାପା ନିଜ ନିଜ…
Archives


