Home Left

୮ ଭରିର ସୁନାଗହଣା ସହ ଲୁଟିନେଲେ ଲକ୍ଷାଧିକ ଟଙ୍କା

ଭବାନୀପାଟଣା,୨୧।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଇଛାପୁର ଗାଁରେ ଏକ ବଡ଼ଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ୮ ଭରି ସୁନା ଗହଣା ସହ ୭ ଲକ୍ଷ ୬୪ ହଜାର ଟଙ୍କା ଲୁଟି ନେଇଛନ୍ତି। ପୋଲିସ ସୂଚନାନୁସାରେ, ଇଛାପୁର ଗାଁର…

ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ରାଜ୍ୟରେ ସର୍ବାଧିକ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ରହିଛି ା ପୂର୍ବ ବର୍ଷ ତୁଳନାରେ ପ୍ରତି ବର୍ଷ ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ସଂଖ୍ୟା ୧୦ ପ୍ରତିଶତ କମାଇବା ଲାଗି ସୁପ୍ରିମକୋର୍ଟ ସଡ଼କ ସୁରକ୍ଷା କମିଟିଙ୍କ…

ଗତ ୨୪ ଘଣ୍ଟାରେ ୬୪୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୧।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୪୫ ନୂଆ କରୋନା ମାମଲା ଚିହ୍ନଟ…

ଜାତୀୟସ୍ତରୀୟ ଜୁନିୟର ବାଳିକା ହ୍ୟାଣ୍ଡବଲ ପ୍ରତିଯୋଗିତା

ବ୍ରହ୍ମପୁର ଅଫିସ,୨୧ା୩: ଉତ୍ତର ପ୍ରଦେଶର ବରେଲିଠାରେ ଜାତୀୟ ହ୍ୟାଣ୍ଡବଲ୍‌ ଜୁନିୟର ବାଳିକା ପ୍ରତିଯୋଗିତା ୨୧ ରୁ ୨୫ତାରିଖ ଯାଏ ଅନୁଷ୍ଠିତ ହେବ। ଏଥି ନିମନ୍ତେ ସୋମବାର ୪ଜଣ ପ୍ରତିଯୋଗୀ ବରେଲି ଅଭିମୁଖେ ଯାତ୍ରା କରିଛନ୍ତି। ସେମାନେ ହେଲେ ସଞ୍ଜନା ସ୍ବାଇଁ ,ଲିପିକା…

ଆନ୍ତଃ ରାଜ୍ୟ ଠକଙ୍କୁ ଭବାନୀପାଟଣା ଜେଲରୁ ଆଣିଲା ପୋଲିସ

ବ୍ରହ୍ମପୁର ଅଫିସ,୨୧ା୩: ବ୍ରହ୍ମପୁର ପୋଲିସର ଏକ ଟିମ୍‌ ସୋମବାର ଭବାନୀପାଟଣା ଜିଲା କାରାଗାରରେ ଥିବା ଜଣେ ଆନ୍ତଃ ରାଜ୍ୟ ଠକଙ୍କୁ ବ୍ରହ୍ମପୁର ଆଣିଥିଲା। ଅଭିଯୁକ୍ତ ଜଣଙ୍କ ହେଲେ ଟାଉନ ଥାନା ଅନ୍ତର୍ଗତ ବିଜିପୁରର ସୁମନ ଶେଖର ରାଉତ(୩୦)। ପୋଲିସ ସୁମନଙ୍କୁ ଏସ୍‌ଡିଜେଏମ୍‌ଙ୍କ…

ଉଦ୍‌ଘାଟନ ହେଲା, କାମରେ ଲାଗୁନି

ବାଲେଶ୍ୱର ଅଫିସ, ୨୧।୩(ମାନସ ବିଶ୍ୱାଳ): ରାଜ୍ୟ ସରକାର ଅନୁସୂଚିତ ଜାତି, ଜନଜାତି, ଅନ୍ୟାନ୍ୟ ପଛୁଆବର୍ଗ ଛାତ୍ରୀଛାତ୍ରଙ୍କ ନିମନ୍ତେ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡ଼ିଏ) ନୀଳଗିରି ପକ୍ଷରୁ ବାଲେଶ୍ୱର ସହର ଏଡିଏମ୍‌ ଛକ ନିକଟସ୍ଥ ରାଜା ବଗିଚାରେ ୩ଶହ ଶଯ୍ୟା ବିଶିଷ୍ଟ…

ଜିଲାବ୍ୟାପୀ ହରତାଳ ଆଜି

ବାରିପଦା ଅଫିସ, ୨୦।୩: କୁଡୁମୀ ଜାତିକୁ ପୁନଃ ଆଦିବାସୀ ମାନ୍ୟତା ଦାବିରେ କୁଡୁମୀ ସେନା ପକ୍ଷରୁ ମଙ୍ଗଳବାର ମୟୂରଭଞ୍ଜ ଜିଲାରେ ୬ଘଣ୍ଟିଆ ହରତାଳ ଓ ବନ୍ଦ ଡାକରା ଦିଆଯାଇଛି। ଏନେଇ କୁଡୁମୀ ସେନାର ରାଜ୍ୟ ସଭାପତି ଜୟୀମୁନି ମହାନ୍ତଙ୍କ ନେତୃତ୍ୱରେ ସୋମବାର…

ନ୍ୟାୟ ଦାବିରେ ବାପଘର ଲୋକଙ୍କ ଧାରଣା

ନୀଳଗିରି, ୨୧।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଗରଡ଼ି ଗାଁରେ ପରକୀୟା ପ୍ରୀତିକୁ କେନ୍ଦ୍ର କରି ବଧୂ ହତ୍ୟା ଘଟିଥିଲା। ଏହି ଘଟଣାରେ ୩ ଜଣଙ୍କ ନାମରେ ଅଭିଯୋଗ ହୋଇଥିଲା। ମାତ୍ର ପୋଲିସ କେବଳ ଜଣଙ୍କୁ ଅଟକ ରଖି ତଦନ୍ତ କରୁଥିବା…

ରାମନବମୀ ପାଇଁ ପୋଲିସର ଫ୍ଲାଗ ମାର୍ଚ୍ଚ

ବାଲେଶ୍ୱର ଅଫିସ, ୨୧।୩: ବାଲେଶ୍ୱର ସହରରେ ରାମନବମୀ ଉତ୍ସବ ଧୁମ୍‌ଧାମ୍‌ରେ ପାଳନ ହେଉଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ପାଇଁ ସୋମବାର ସହରରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଜିଲା ଆରକ୍ଷୀ ଅଧୀକ୍ଷକ ସାଗରିକା ନାଥଙ୍କ ତତ୍ତ୍ୱାବଧାନରେ ରାପିଡ୍‌ ଆକ୍ସନ ଫୋର୍ସ…

ମା’ତାରାତାରିଣୀଙ୍କ ଚୈତ୍ର ଯାତ୍ରାର ଦ୍ୱିତୀୟ ପାଳି

ପୁରୁଷୋତ୍ତମପୁର,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନସମାଗମ ହୋଇ ପାହାଡ଼ ଚତୁଃପାର୍ଶ୍ୱ ଲୋକାରଣ୍ୟ ହୋଇପଡିଛିଛି। ଦ୍ୱିତୀୟ ପାଳିରେ ରାତି ସାଢେ ୧୨ ଟାରୁ ମନ୍ଦିର ଦ୍ୱାର ଫିଟା ହୋଇ ରିତିନୀତି…

ରାହୁଲଙ୍କୁ କ୍ଷମା ମାଗିବାକୁ ପଡ଼ିବ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୨୧।୩: ଲଣ୍ଡନରେ ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଭାରତରେ ବିବାଦ ଦେଖାଦେଇଛି। ନିଜ ମନ୍ତବ୍ୟ ପାଇଁ ରାହୁଲ କ୍ଷମା ମାଗନ୍ତୁ ବୋଲି ଭାଜପା ଦାବି କରୁଛି। ଭାଜପାର ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଏକ ଖବରଦାତା ସମ୍ମିଳନୀ କରି ରାହୁଲଙ୍କ କ୍ଷମା…

ଅଲ୍ଲୁ ଅର୍ଜୁନଙ୍କ ୪୧ତମ ଜନ୍ମଦିନ ଅବସରରେ ରିଲିଜ ହେବ ପୁଷ୍ପା-୨ ଟିଜର

ମୁମ୍ବାଇ: ତେଲୁଗୁ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ତାରକା ଅଲ୍ଲୁ ଅର୍ଜୁନଙ୍କ ଶେଷ ରିଲିଜ ଫିଲ୍ମ ‘ପୁଷ୍ପା’ ବକ୍ସ ଅଫିସରେ ସୁପରହିଟ୍‌ ଚଳଚ୍ଚିତ୍ର ହୋଇପାରିଛି। ଏହି ଚଳଚ୍ଚିତ୍ରରେ ଅଲ୍ଲୁ ଅର୍ଜୁନ ପୁଷ୍ପା ରାଜ ଭୂମିକାରେ ଅଭିନୟ କରିଥିଲେ। ଏହି ଫିଲ୍ମକୁ ସୁକୁମାର ନିର୍ଦ୍ଦେଶନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri