Home Left

ନିଃଶୁଳ୍କ ରୋଗ ନିରୂପଣ ପରୀକ୍ଷା ତାଲିକା ୨୨୧କୁ ବୃଦ୍ଧି

ଭୁବନେଶ୍ୱର, ୨୧।୩(ବ୍ୟୁରୋ):ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟ ଦିଗରେ ଅନ୍ୟଏକ ବଡ଼ ପଦକ୍ଷେପ ଭାବେ ରାଜ୍ୟ ସରକାର ଜିଲା ସ୍ତରରେ ମିଳୁଥିବା ନିଶୁଳ୍କ ରୋଗ ନିରୂପଣ ପରୀକ୍ଷା ପରିସର ୧୪୬କୁ ବୃଦ୍ଧି କରିଛନ୍ତି। ଫଳରେ ଏଣିକି ମେଡିକାଲ କଲେଜ ଓ ହସ୍ପିଟାଲ ସ୍ତରରେ ୨୨୧…

ଅନୁ ଚୌଧୁରୀ ସନ୍ତାନର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୨୧।୩: ଦେଶର ପ୍ରମୁଖ ହେଲ୍‌ଥ ଷ୍ଟାର୍ଟଅପ ସନ୍ତାନ ଫର୍ଟିଲିଟି କ୍ଲିନିକ୍‌ ଆଣ୍ଡ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ପକ୍ଷରୁ ଓଲିଉଡ୍‌ ଅଭିନେତ୍ରୀ ଅନୁ ଚୌଧୁରୀ ସନ୍ତାନର ବ୍ରାଣ୍ଡ୍‌ ଆମ୍ବାସାଡର ବୋଲି ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଶେଷ କରି ଜାତୀୟ ପୁରସ୍କାର ବିଜେତା ଓଲିଉଡ୍‌…

ଖୁବ୍‌ଶୀଘ୍ର ୨୬୧୯ ଶିକ୍ଷକ ପଦବୀ ପୂରଣ ହେବ

ଭୁବନେଶ୍ୱର, ୨୧ା୩(ବ୍ୟୁରୋ):ରାଜ୍ୟରେ ଖାଲିଥିବା ୨୬୧୯ ଶିକ୍ଷକ ପଦବୀ ପୂରଣ ହେବ। ଏନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥି ଏସ୍‌ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ବେସରକାରୀ ଅନୁଦାନପ୍ରାପ୍ତ ୨୨୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖାଲି…

‘ଏମ୍ପ୍ଲୟି ଓ୍ବେଲ୍‌ନେସମ ଆଣ୍ଡ ଲାଇଫଷ୍ଟାଇଲ ପ୍ରୋଗ୍ରାମ’

ଭୁବନେଶ୍ୱର,୨୧।୩: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଏକ ଅଭିନବ କାର୍ଯ୍ୟକ୍ରମ ‘ଏମ୍ପ୍ଲୟି ଓ୍ବେଲ୍‌ନେସ ଆଣ୍ଡ ଲାଇଫଷ୍ଟାଇଲ ପ୍ରୋଗ୍ରାମ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବିଶ୍ୱ ଖୁସି ଦିବସ ଅବସରରେ କମ୍ପାନୀ ତା’ର କର୍ମଚାରୀ ଏବଂ ସେମାନଙ୍କ…

୨ ଲକ୍ଷ କୋଟି ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୧।୩: ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ସାଙ୍ଗକୁ ମାନ୍ଦାବସ୍ଥାର ପ୍ରଭାବ ଘରୋଇ ପୁଞ୍ଜି ବଜାର ଉପରେ ପଡୁଥିବା ଦେଖାଦେଇଛି। ଏପରିକି ସୋମବାର ଭାରତୀୟ ଶେୟାର ବଜାର କାରବାର ହ୍ରାସ ସହ ବନ୍ଦ ହୋଇଛି। ଫଳରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ)ର ୩୦…

ନୂଆ ରୂପ ନେବ ୩ ଶକ୍ତିପୀଠ

ଭୁବନେଶ୍ୱର,୨୧ା୩(ବ୍ୟୁରୋ):ରାଜ୍ୟର ୩ଟି ପ୍ରମୁଖ ଶକ୍ତିପୀଠ କାକଟପୁର ମା’ ମଙ୍ଗଳା, ଭୂଷଣ୍ଡପୁରର ମା’ ଉଗ୍ରତାରା ଓ ବାଣପୁରର ମା’ ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଛନ୍ତି। ୫-ଟି ଉପକ୍ରମରେ ଏହି…

ଲିଭ୍‌-ଇନ୍‌ ଯୋଡ଼ି ପଞ୍ଜୀକରଣ ଆବେଦନ ଖାରଜ

ନୂଆଦିଲ୍ଲୀ, ୨୧ା୩ : ଲିଭ୍‌-ଇନ୍‌ ରିଲେଶନରେ ରହୁଥିବା ଯୋଡ଼ିମାନଙ୍କର ପଞ୍ଜୀକରଣ ଲାଗି ଦାଏର ପିଟିଶନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ଏହା ଚଞ୍ଚଳମନା ଚିନ୍ତାଧାରା ବୋଲି ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ କହିଛନ୍ତି। ଲିଭ୍‌-ଇନ୍‌ ଯୋଡ଼ିମାନଙ୍କ ପାଇଁ ଗାଇଡ୍‌ଲାଇନ ଜାରି ସହ ସେମାନଙ୍କ…

ଅନ୍‌ଲାଇନ ଆର୍‌ଟିଆଇ ପୋର୍ଟାଲ ସ୍ଥାପନ ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୧ା୩:ପର୍ଯ୍ୟାପ୍ତ ତଥ୍ୟ ଯୋଗାଇବାରେ ସୁବିଧା ପାଇଁ ଅନ୍‌ଲାଇନ ସୂଚନା ଅଧିକାର (ଆର୍‌ଟିଆଇ) ପୋର୍ଟାଲ ସ୍ଥାପନ ଲାଗି ସୁପ୍ରିମକୋର୍ଟ ସୋମବାର ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୦୫ରେ ଆର୍‌ଟିଆଇ ଆଇନ କାର୍ଯ୍ୟକାରୀ ହୋଇଥିଲା। ଏହାର ୧୭ ବର୍ଷ ପରେ ମଧ୍ୟ…

ଇଟାଭାଟିରେ ବିସ୍ଫୋରଣ: ଚାଲିଗଲା ୪ ମହିଳାଙ୍କ ଜୀବନ

ପାଟନା, ୨୧ା୩: ବିହାରର ମାନେର ଥାନା ଅଧୀନ ବ୍ୟାପୁର ଗ୍ରାମରେ ଥିବା ଏକ ଇଟାଭାଟିରେ ବିସ୍ଫୋରଣ ଘଟି ୪ ମହିଳା ଶ୍ରମିକ ପ୍ରାଣ ହରାଇଛନ୍ତି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଏକ କାନ୍ଥ ଭୁଶୁଡ଼ି ପଡ଼ିବାରୁ ମହିଳାମାନେ ଭାଟି ଭିତରେ…

ଜଉମୁଦ ଲଫାପା ରିପୋର୍ଟକୁ ସିଜେଆଇଙ୍କ ଅଗ୍ରାହ୍ୟ

ନୂଆଦିଲ୍ଲୀ, ୨୧ା୩(ପି.ଟି.): ଅବସରପ୍ରାପ୍ତ ସେନା କର୍ମଚାରୀମାନଙ୍କ ଓ୍ବାନ୍‌ ର଼୍ୟାଙ୍କ୍‌ ଓ୍ବାନ୍‌ ପେନ୍‌ସନ(ଓଆର୍‌ଓପି)ର ବକେୟା ପ୍ରାପ୍ୟ ପୈଠ କରିବା ଲାଗି ସର୍ବୋଚ୍ଚ ଅଦାଲତ ପୂର୍ବରୁ ଦେଇଥିବା ରାୟକୁ ଅନୁପାଳନ କରିବା ଲାଗି କେନ୍ଦ୍ର ସରକାର ବାଧ୍ୟ ବୋଲି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ…

ରାଜ୍ୟରେ ବଢ଼ିଛି ଅପରାଧ

ଭୁବନେଶ୍ୱର,୨୧ା୩(ବ୍ୟୁରୋ):ରାଜ୍ୟରେ ଅପରାଧ ବଢ଼ି ଚାଲିଛି। ଏକଥା ଖୋଦ୍‌ ରାଜ୍ୟ ଗୃହ ବିଭାଗ ପକ୍ଷରୁ ସୋମବାର ୨୦୨୨ ବର୍ଷ ପାଇଁ ପ୍ରକାଶିତ ଶ୍ୱେତପତ୍ରରେ ଉଲ୍ଲେଖ ରହିଛି। ୨୦୨୧ରେ ରାଜ୍ୟରେ ୧,୫୫, ୪୨୦ ଆପରାଧିକ ମାମଲା ରୁଜୁ ହୋଇଥିବାବେଳେ ୨୦୨୨ରେ ୧ଲକ୍ଷ ୭୮ ହଜାର…

ୟୁଏଇରେ ଷଷ୍ଠ ଶତାବ୍ଦୀର ସହର ଠାବ

ସିନିୟାହ ଆଇଲାଣ୍ଡ, ୨୧ା୩:ୟୁନାଇଟେଡ୍‌ ଆରବ ଏମିରାଟ୍ସ (ୟୁଏଇ)ର ଭୂତତ୍ତ୍ୱବିଦ୍‌ମାନେ ନର୍ଦ୍ଦର୍ନ ଶେଖଡୋମ୍ସର ଦ୍ୱୀପରୁ ଷଷ୍ଠ ଶତାବ୍ଦୀର ଏକ ସହର ଠାବ କରିଛନ୍ତି। ଉମ ଅଲ-କୁଓ୍ବେନର ସିନିୟାହ ଦ୍ୱୀପରେ ଅବସ୍ଥିତ ଏହି ସହରରେ ଅନେକ ହଜାର ଲୋକ ବାସ କରୁଥିବାବେଳେ ଏଠାରେ ଶତାଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri