Home Left

ଘାଟିରେ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ

କେନ୍ଦୁଝର,୨୦ା୩(ସ୍ବ.ପ୍ର.): ପାଲଲହଡ଼ାରୁ କେନ୍ଦୁଝର ଅଭିମୁଖେ ଆସୁଥିବା ମା’ ବସ୍‌ ସୋମବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। କେତେକ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ଅନ୍ୟମାନେ ସୁରକ୍ଷିତ ଅଛନ୍ତି। ବସ୍‌ଟି ଘାଟି ରାସ୍ତାରେ ଆସୁଥିବା ବେଳେ ହଠାତ୍‌ ଭାରସାମ୍ୟ ହରାଇ ବାମପାର୍ଶ୍ୱକୁ…

ଚାଇନାର ନୂଆ ଚାଲ୍‌

ବେଜିଂ,୨୦।୩: ଆଜିଠାରୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ରୁଷିଆ ଗସ୍ତରେ ଯିବେ। ଏହି ଗସ୍ତ ପୂର୍ବରୁ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଶେଷ କରିବାକୁ ପଦକ୍ଷେପ ନେବାକୁ ଚାଇନା ଘୋଷଣା କରିଥିଲା। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ…

ଗଙ୍ଗୁଆ ପାଇଁ ପ୍ରଦୂଷିତ ହେଉଛି ଦୟା

ଭୁବନେଶ୍ୱର,୨୦।୩ (ବ୍ୟୁରୋ)କିମ୍ବଦନ୍ତୀ ଦୟାନଦୀ ଏବେ ପ୍ରଦୂଷଣରେ ଜର୍ଜରିତ। ଭୁବନେଶ୍ୱରର ସମସ୍ତ ବର୍ଜ୍ୟବସ୍ତୁ ଗଙ୍ଗୁଆ ଦ୍ୱାରା ଦୟାନଦୀରେ ମିଶି ଅତ୍ୟନ୍ତ ବିଷାକ୍ତ ହେଉଛି। ଏଥିସହ ଓଡ଼ିଶାର ଅନ୍ୟତମ ପ୍ରାକୃତିକ ଐଶ୍ୱର୍ଯ୍ୟ ଚିଲିକାକୁ ମଧ୍ୟ ପ୍ରଦୂଷିତ କରିଚାଲିଛି। ଏହି ସମ୍ବେଦନଶୀଳ ସମସ୍ୟାକୁ ନେଇ ରବିବାର…

କମାକଣ୍ଟିଆ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରଙ୍କ ବିରୋଧରେ ଅଭିଯୋଗ, ତଦନ୍ତ ରିପୋର୍ଟ ଚାପିଛି ଜିଲା ସ୍ବାସ୍ଥ୍ୟ ବିଭାଗ

ପୁରୀ ଅଫିସ,୨୦ା୩: ପିପିଲି ବ୍ଲକ୍‌ର କମାକଣ୍ଟିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ନିୟୋଜିତ ଥିବା ଡାକ୍ତର ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବା ନେଇ ସାମାଜିକ କର୍ମୀ ଦିଲୀପ ବରାଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଅଭିଯୋଗ କରିଥିଲେ। ଏନେଇ ବାରମ୍ବାର ଅଭିଯୋଗ ପରେ…

ବଢୁଛି ଅପରାଧ, ଚିନ୍ତାରେ ପୋଲିସ

ପୁରୀ ଅଫିସ,୨୦ା୩: ପର୍ଯ୍ୟଟନ ସହରରେ ଆପରାଧିକ କାର୍ଯ୍ୟକଳାପ ବଢିବାରେ ଲାଗିଛି। ପୋଲିସ କିଛି ମାତ୍ରାରେ ବଟି ଆଦାୟ ଓ ନିଶାଦ୍ରବ୍ୟ କାରବାର ଉପରେ ନିୟନ୍ତ୍ରଣ ପାଇଛି। ମାତ୍ର ଅନ୍ୟ ଆପରାଧିକ ମାମଲା ରୋକିବାରେ ବିଫଳ ହୋଇଥିବା ସାଧାରଣରେ ଅଭିଯୋଗ ହେଉଛି। ଏଥିଯୋଗୁ…

ଘରଠୁ ହୋଟେଲ ସବୁଠି ପଖାଳର ବାସ୍ନା

ପୁରୀ ଅଫିସ,୨୦ା୩: ପଖାଳ ହେଉଛି ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଓଡ଼ିଶା, ଓଡ଼ିଆ ଏବଂ ପଖାଳ ପରସ୍ପରର ସମ୍ପର୍କ ଅତି ନିବିଡି। ଖାଲି ଓଡ଼ିଆ କାହିଁକି ଓଡ଼ିଆ ଜାତିର ମଉଡ଼ମଣି ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ। ପ୍ରତ୍ୟେକ ଦିନ…

ଲଘୁ ଖଣିଜ ସମ୍ପଦ ଚୋରାଚାଲାଣ

ଖୋର୍ଦ୍ଧା ଅଫିସ,୨୦ା୩: ଖୋର୍ଦ୍ଧା ଜିଲାରେ ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ଚାଲିଛି। ମାଫିଆମାନେ ଦୈନିକ ଶହ ଶହ ଟ୍ରକରେ ମାଙ୍କଡ଼ା, ମୋରମ, ବାଲି, କଳାମୁଗୁନି ପଥର, ବଉଳମାଳା (ମନ୍ଦିର ନିର୍ମାଣରେ ବ୍ୟବହୃତ ମୂଲ୍ୟବାନ ପଥର) ଚାଲାଣ କରୁଛନ୍ତି। ବେଆଇନ ଭାବେ…

ପଖାଳକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳୁ

କଟକ ଅଫିସ,୨୦ା୩: ଓଡ଼ିଶାର ପାରମ୍ପରିକ ଖାଦ୍ୟ କହିଲେ ପଖାଳକୁ ବୁଝାଏ। ଯାହା ପ୍ରତ୍ୟେକ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ସୋମବାର ବିଶ୍ୱରେ ଥିବା ଓଡ଼ିଆମାନେ ପଖାଳ ଦିବସ ପାଳନ କରିବେ। କିନ୍ତୁ ଦୁର୍ଭାଗ୍ୟର ବିଷୟ ବର୍ତ୍ତମାନ ସୁଦ୍ଧା ପଖାଳକୁ ଜିଆଇ ଟ୍ୟାଗ୍‌ ମିଳିପାରିନାହିଁ।…

ଅମୃତପାଲ ସିଂଙ୍କ ଚାଚା-ଡ୍ରାଇଭର କଲେ ସରେଣ୍ଡର, ମର୍ସିଡିଜ କାରରେ ବସି ପହଞ୍ଚିଲେ ପୋଲିସ ନିକଟରେ

ଚଣ୍ଡିଗଡ଼,୨୦ ।୩: ଖଲିସ୍ତାନ ସମର୍ଥକ ଅମୃତପାଲ ସିଂଙ୍କୁ ପୋଲିସ ଖୋଜୁଥିବା ବେଳେ ଏହାକୁ ନେଇ ପଞ୍ଜାବ ପୋଲିସର ସର୍ଚ୍ଚ ଅପରେଶନ ଜୋରସୋରରେ ଚାଲିଛି । ଇତିମଧ୍ୟରେ ଅମୃତପାଲଙ୍କ ଚାଚା ହରଜିତ ସିଂ ଓ ଡ୍ରାଇଭର ହରପ୍ରିତ ସିଂ ପୋଲିସ ନିକଟରେ ସରେଣ୍ଡର…

ସଜେଇ ହେଉଛି କ୍ଷୀରନଦୀ ପୀଠ

ରସୁଲପୁର,୨୦ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ନଠୁଆବର ଓ ଶ୍ରୀବନ୍ତପୁର ପଞ୍ଚାୟତର ମଧ୍ୟବର୍ତ୍ତୀ ସ୍ଥଳ କ୍ଷୀର ନଦୀ ପୀଠରେ ମା’ ବିରଜା ବିଶ୍ୱରୂପା ନବକୁଣ୍ଡିୟ ବିଶ୍ୱକଲ୍ୟାଣ ମହାଯଜ୍ଞ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ମା’ ବିରଜାଙ୍କ ନିର୍ଦ୍ଦେଶକ୍ରମେ ଭୂମିପୂଜନ ଦିବସରୁ ଆଜ୍ଞାମାଳ ଅଣାଯାଇ…

ଜାତୀୟ ପାରା ଆଥଲେଟିକ୍ସ: ଜୟନ୍ତୀଙ୍କୁ ଦ୍ୱିତୀୟ ସ୍ବର୍ଣ୍ଣ

ଭୁବନେଶ୍ୱର,୨୦ା୩(ସ୍ପୋଟର୍‌ସ ବ୍ୟୁରୋ): ପୁଣେର ବାଲଓ୍ବୋଡ଼ିସ୍ଥିତ ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଆରମ୍ଭ ହୋଇଥିବା ଜାତୀୟ ପାରା ଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ଦ୍ୱିତୀୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଜୟନ୍ତୀ ବେହେରା। ଜୟନ୍ତୀ ୧୩.୩୭ ସେକେଣ୍ଡର ସମୟ ନେଇ ସ୍ବର୍ଣ୍ଣ ହାସଲ କରିଥିବା ବେଳେ…

୨ ଦିନିଆ ଇଞ୍ଜିନିୟର ଓ ସ୍ଥପତି ସମ୍ମିଳନୀ

ଭୁବନେଶ୍ୱର,୨୦।୩: ଚ୍ୟାନେଲ୍‌ ପାର୍ଟନର ଓ ଷ୍ଟିଲ୍‌ ଟ୍ରେଡର୍ସ ପାଟନା ପକ୍ଷରୁ ନିକଟରେ ଏକ ୨ ଦିନିଆ ଇଞ୍ଜିନିୟର ଓ ସ୍ଥପତି ସମ୍ମିଳନୀ ଗୋଆଠାରେ ଆୟୋଜିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରୁଙ୍ଗଟା ଷ୍ଟିଲ ଅଂଶଗ୍ରହଣ କରିଥିଲା। ଏପରିକି ଗୋଆର କାଲାଙ୍ଗୁଟେ ବିହାମୋ ବାଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri