Home Left

ଗୋପିକା ବର୍ମା ପାଇଲେ ‘ମାହାରୀ ସମ୍ମାନ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଗୁରୁ ପଙ୍କଜ ଚରଣ ଓଡ଼ିଶୀ ପ୍ରତିଷ୍ଠାନ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ୩ଦିନ ଧରି ଚାଲିଥିବା ‘ଗୁରୁ ପଙ୍କଜ ଉତ୍ସବ’ ରବିବାର ଶେଷ ହୋଇଛି। ଉଦ୍‌ଯାପନୀ ସାରେ ମୋହିନୀ ଆଟ୍ଟମ୍‌ ନୃତ୍ୟାଙ୍ଗନା ଗୋପିକା ବର୍ମାଙ୍କୁ ଚଳିତ ବର୍ଷର ‘ମାହାରୀ ସମ୍ମାନ’ରେ ସମ୍ମାନିତ…

ଆରମ୍ଭ ହେଲା ସୁନାନଦୀ ପୋଲ କାମ

ଯୋଡ଼ା,୨୦ା୩(ଡି.ଏନ.ଏ):କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅନ୍ତର୍ଗତ ପୁରୁଣା କାରଖାନାରୁ ମୁସଲିମ ବସ୍ତିକୁ ସଂଯୋଗ କରୁଥିବା ସୁନାନଦୀ ଉପରେ ପୋଲ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ନିର୍ମାଣ ନିମନ୍ତେ ଡିଏମ୍‌ଏଫ ପାଣ୍ଠିରୁ ପ୍ରାୟ ୪ କୋଟି ୫୦ ଲକ୍ଷ ବ୍ୟୟ ଅଟକଳ ରହିଥିବା…

ଷ୍ଟେଟ୍‌ ଡେଣ୍ଟାଲ କାଉନ୍‌ସିଲ୍‌ ପୁନଃଗଠିତ: ଏସ୍‌ସିବିର ଡା. ଆଶିଷ ବାରିକ ନୂତନ ସଭାପତି

କଟକ ଅଫିସ,୨୦ା୩: ବହୁ ବର୍ଷ ପରେ ଷ୍ଟେଟ୍‌ ଡେଣ୍ଟାଲ କାଉନ୍‌ସିଲ୍‌ ପୁନଃଗଠିତ ହୋଇଛି। ରାଜ୍ୟ ସରକାରଙ୍କ ସହାୟତାରେ ଅତିରିକ୍ତ ଡିଏମ୍‌ଇଟି ପ୍ରଫେସର ଡା. ଉମାକାନ୍ତ ଶତପଥୀ ଓ ଭାରପ୍ରାପ୍ତ ରେଜିଷ୍ଟ୍ରାର ଡା. ସୁବାସ ଚନ୍ଦ୍ର ରାଜ ନୂତନ ସଦସ୍ୟ ଓ କର୍ମକର୍ତ୍ତା…

ପ୍ରଗତି, ସରଳତା ମୁଖ୍ୟମନ୍ତ୍ରୀଙ୍କ ପୁଞ୍ଜି

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଦୀର୍ଘ ୨୫ ବର୍ଷ ଧରି ରାଜନୀତିରେ ଅବିଚଳିତ ଓ ଅଲଂଘ୍ୟ ହୋଇ ରହିଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ ଚିନ୍ତାଧାରା ବିରଳ। ଜନତାଙ୍କ ପ୍ରିୟଭାଜନ ହୋଇ ନିରନ୍ତର ସଫଳତା ହାସଲ କରିଥିବା ମୁଖ୍ୟମନ୍ତ୍ରୀଙ୍କ ପୁଞ୍ଜି ହେଉଛି ପ୍ରଗତି ଓ…

କାର୍‌ ଦୁର୍ଘଟଣାରେ ଟେକ୍‌ କମ୍ପାନୀ ସିଇଓଙ୍କ ମୃତ୍ୟୁ

ମୁମ୍ବାଇ, ୨୦। ୩: ମୁମ୍ବାଇର ଓ୍ବେରଲିରେ ରବିବାର ସକାଳେ କାର୍‌ ଧକ୍କାରେ ଟେକ୍‌ କମ୍ପାନୀ ସିଇଓ ରାଜଲକ୍ଷ୍ମୀ ରାମଙ୍କ ମୃତ୍ୟୁ ଘଟିଛି। ଦାଦର ମାଟୁଙ୍ଗା ଅଞ୍ଚଳରେ ରାଜଲକ୍ଷ୍ମୀଙ୍କ ଘର। ରବିବାର ସକାଳ ପ୍ରାୟ ସାଢ଼େ ୬ଟାବେଳେ ସେ ଶିବାଜୀ ପାର୍କ ନିକଟରେ…

ନବବଧୂଙ୍କୁ ବାନ୍ଧି ସଶସ୍ତ୍ର ଡକାୟତି

ଖଇରା,୨୦ା୩(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ଥାନା ସାରୁଗଁା ପଞ୍ଚାୟତ ଅଧୀନ ମିଟୁଆଣି ଗ୍ରାମର ଜଣେ ନବବଧୂଙ୍କୁ ଦଉଡ଼ିରେ ବାନ୍ଧି ଦୁଇ ଦୁର୍ବୃତ୍ତ ୧ଲକ୍ଷ ଟଙ୍କା ଓ ୫ଲକ୍ଷରୁ ଊର୍ଦ୍ଧ୍ୱ ମୂଲ୍ୟର ଗହଣା ଲୁଟି ନେଇଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ନବବଧୂ ଆହତ ହୋଇ…

କଲରଙ୍ଗୀ କ୍ରୋମାଇଟ ମାଇନ୍ସ ଖୋଲିବାକୁ ଦାବି

ଯାଜପୁର ଅଫିସ,୨୦ା୩ : ଶିଳ୍ପପତି, କର୍ପୋରେଟ ହାଉସ, ଖଣି ମାଲିକ, ଠିକାଦାର, ମନ୍ତ୍ରୀ, ବିଧାୟକଙ୍କଠୁ ଆରମ୍ଭକରି ବଡ଼ ଅଫିସର ପର୍ଯ୍ୟନ୍ତ ବିଭିନ୍ନ ଖଣିରୁ ବିପୁଳ ଟଙ୍କା ହଡପ କଲେଣି। ଶାହା କମିଶନ ସୁପାରିଶକୁ ମଧ୍ୟ ଅଣଦେଖା କରାଯାଇଛି। ଏପରି କି ହାଇକୋର୍ଟ,…

ମିଲେଟ ମ୍ୟାନ୍‌ ପି.ଭି. ସତୀଶଙ୍କ ପରଲୋକ

ହାଇଦ୍ରାବାଦ, ୨୦ା୩: ମାଣ୍ଡିଆକୁ ଏକ ବିକଳ୍ପ, ପରିବେଶ ଅନୁକୂଳ କୃଷି ଉତ୍ପାଦ ଭାବେ ପ୍ରଦର୍ଶିତ କରିବାରେ ପ୍ରମୁଖ ଭୂମିକା ନେଇ ‘ମିଲେଟ୍‌ ମ୍ୟାନ୍‌’ର ପରିଚୟ ହାସଲ କରିଥିବା ପି.ଭି. ସତୀଶଙ୍କର ରବିବାର ସକାଳେ ହାଇଦ୍ରାବାଦରେ ପରଲୋକ ହୋଇଯାଇଛି। ତାଙ୍କୁ ୭୭ ବର୍ଷ…

ଫାଷ୍ଟ ଫୁଡ୍‌ ଦୋକାନ ଆଳରେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି

ଭୁବନେଶ୍ୱର,(ବ୍ୟୁରୋ)/ବୌଦ୍ଧ,୨୦ା୩(ସ୍ବ.ପ୍ର.):ଫାଷ୍ଟଫୁଡ୍‌ ଦୋକାନ ଆଳରେ ଚଳାଇଥିଲେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି କାରବାର। ଖବର ପାଇ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)ରବିବାର ରାତିରେ ବୌଦ୍ଧ ଜିଲା ହରଭଙ୍ଗା ଥାନା ଅଞ୍ଚଳରେ ଚଢାଉ କରି ଜଣଙ୍କୁ ଗିରଫ କରିଛି। ସେ ହେଲେ ଉକ୍ତ ଅଞ୍ଚଳର…

କିଡ୍‌ନୀ ରୋଗ କବଳରେ ୧୦ରୁ ଊର୍ଦ୍ଧ୍ୱ ଗାଁ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୨୦ା୩ : ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ୧୦ରୁ ଊର୍ଦ୍ଧ୍ୱ ଗାଁ ଲୋକଙ୍କ ଜୀବନ କିଡ୍‌ନୀ ରୋଗ ପାଇଁ ଦୁର୍ବିସହ ହୋଇପଡିଛି। ୪୦ ବର୍ଷ ଟପିଲେ ବହୁ ଲୋକଙ୍କ ଜୀବନ ସଙ୍କଟାପନ୍ନ ହେଉଛି। ଅତି ପ୍ରଦୂଷିତ ୬ଟି କ୍ରୋମାଇଟ…

ବିଭିନ୍ନ କାର୍ଯ୍ୟର ସମୀକ୍ଷା ସହ ଲୋକଙ୍କ ସହିତ ମତ ବିନିମୟ କଲେ ୫-ଟି ସଚିବ

ଭୁବନେଶ୍ବର, ୨୦ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ ଦୁଇଦିନିଆ ନବରଙ୍ଗପୁର ଜିଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ସମୀକ୍ଷା କରି ଫେରିଛନ୍ତି। ଏହାସହ ବିଭିନ୍ନ ବ୍ଲକରେ ଚାଲିଥିବା ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଲାଗି ସେ ଜିଲା ପ୍ରଶାସନକୁ…

ଶୁଷ୍କ ଗୋବରୀ ନଦୀ ଜମି ଜବରଦଖଲ ବଢ଼ୁଛି

ପଟ୍ଟାମୁଣ୍ଡାଇ,୨୦ା୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ପାଖ ଦେଇ ପ୍ରବାହିତ ଗୋବରୀ ନଦୀ ଶୁଷ୍କ ହୋଇଯିବାରୁ ଜବରଦଖଲକାରୀମାନେ ନଦୀ କିସମ ଜମିକୁ ଜବରଦଖଲ କରି ଘରଦ୍ୱାର କରିବାରେ ଲାଗିପଡ଼ିଛନ୍ତି। ଏହି ନଦୀ ୧୫ ଦଶନ୍ଧି ପୂର୍ବରୁ ଚିରସ୍ରୋତା ସହ ନୌକା ଚଳାଚଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri