Home Left

ସ୍ତ୍ରୀ, ୨ ଝିଅଙ୍କୁ ହତ୍ୟାକରି ନିଜ ଜୀବନ ହାରିଲେ ବ୍ୟବସାୟୀ

ଚଣ୍ଡିଗଡ଼,୮ା୧: ପଞ୍ଜାବର ଫିରୋଜପୁରରେ ଗୋଟିଏ ପରିବାରର ୪ ଜଣଙ୍କ ମୃତଦେହ ଘରୁ ଉଦ୍ଧାର ହୋଇଛି। ପରିବାରର ମୁଖ୍ୟ ଅମନଦୀପ୍‌ ସିଂ ଜଣେ ବ୍ୟବସାୟୀ। ସେ ଏକ ଲାଇସେନ୍ସପ୍ରାପ୍ତ ରିଭଲଭରରେ ତାଙ୍କ ସ୍ତ୍ରୀ ଓ ୨ ନାବାଳିକା ଝିଅଙ୍କୁ ଗୁଳିକରି ହତ୍ୟା କରିବା…

ସତେକି ଦିନିକିଆ ନୁହେଁ ଟେଷ୍ଟ: ଗୋଟିଏ ଉଇକେଟ ପାଇଁ  ଲୁଟାଇଲେ ୩୨୬ ରନ୍‌; ୬ ମ୍ୟାଚ୍‌ରେ ଫେଲ ହେଲେ…

ନୂଆଦିଲ୍ଲୀ,୮।୧: କ୍ରିକେଟର ଅର୍ଜୁନ ତେନ୍ଦୁଲକରଙ୍କ ପାଇଁ ଚଳିତ ବିଜୟ ହଜାରେ ଟ୍ରଫିର ଏହି ସିଜନ ଅତ୍ୟନ୍ତ ଖରାପ ହୋଇଛି। ବାମହାତି ଏହି ଅଲରାଉଣ୍ଡର ଉଭୟ ବୋଲିଂ ଏବଂ ବ୍ୟାଟିଂରେ ବିଫଳ ହୋଇଛନ୍ତି। ଗୋଆ ଟିମ୍‌ ଏହି ସିଜନରେ ୭ଟି ମ୍ୟାଚ୍‌ ମଧ୍ୟରୁ…

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦ ହଜାର ୩୧୮ ଚାଷୀଙ୍କଠାରୁ ୫ଲକ୍ଷ ୧୨ ହଜାର ୬୧୯ କୁଇଣ୍ଟାଲ ଧାନ କିଣାଯାଇଛି। ବିଭିନ୍ନ…

ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ ଚଢି ଯାଇଥିଲେ। ତାଙ୍କୁ ଯେତେ କହିଲେ ବି ସେ ଓହ୍ଲାଇ ନ ଥିଲେ। ଏହାକୁ…

ଚୂନଘାଟି ଜଙ୍ଗଲରେ ପଡ଼ିଛି ଯୁବକଙ୍କ ଦରପୋଡ଼ା ମୃତଦେହ, ପରିଚୟ ମିଳିବା ପରେ ପୋଲିସ… 

ବାଲିଗୁଡା, ୮।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ ଜଣେ ଯୁବକଙ୍କ ଦରପୋଡ଼ା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ଖଜୁରୀପଡ଼ା…

‘I-PAC ରେଡ ସମୟରେ ମୁଖ୍ୟମନ୍ତ୍ରୀ ତାଙ୍କ ହାତରୁ ପ୍ରମାଣ ଛଡାଇ ନେଇଥିଲେ, ଯାହା ପୂର୍ବରୁ କେବେ ହୋଇ ନ ଥିଲା’, ବଡ଼ ବାଦି କଲାଣି ଭାଜପା

କୋଲକାତା,୮।୧: କୋଇଲା ଦୁର୍ନୀତି ମାମଲାରେ ଗୁରୁବାର କୋଲକାତାର I-PAC କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଏକ ତଲାସୀ ଅଭିଯାନ ଚଳାଇଥିଲା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ EDର ତଦନ୍ତକୁ ପ୍ରଭାବିତ କରିବା ଏବଂ ପ୍ରମାଣ ସହିତ ହେରଫେର କରିବାର ଅଭିଯୋଗ ଆସିଛି,…

ଡିପୋଜିଟ୍‌ ପାଇଁ  ଏଜେଣ୍ଟ ୩ ଲକ୍ଷ ଟଙ୍କା ନେଇ ଯାଉଥିଲେ, ବାଇକରେ ଆସି ଲୁଟି ନେଲେ…

ଚାନ୍ଦବାଲି,୮।୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରେ ଅପରାଧିଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଦିବା ପ୍ରାୟ ୧.୩୦ ସମୟରେ ବାଂଶଡା ଥାନା ଅଧିନ ଜଣେ ଏଲ୍‌ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟି ନେଲେ ୩ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।…

Dipu Das Murder: ବାଂଲାଦେଶରେ ଦୀପୁ ଚନ୍ଦ୍ର ଦାସଙ୍କ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗିରଫ, ପୋଲିସ କହିଲା…

ଢାକା,୮।୧: ବାଂଲାଦେଶ ପୋଲିସ ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ସଂଖ୍ୟାଲଘୁ ନାଗରିକ ଦୀପୁ ଚନ୍ଦ୍ର ଦାସଙ୍କୁ ନିର୍ମମ ଭାବରେ ହତ୍ୟା କରିଥିବା ଭିଡ଼ର ମୁଖ୍ୟ ଅଭିଯୁକ୍ତ ୟାସିନ ଆରାଫତଙ୍କୁ ହିଂସା ଉସକାଉଥିବା ଅଭିଯୋଗରେ ଗିରଫ କରିଛି। ଅଧିକାରୀଙ୍କ ଅନୁଯାୟୀ, ପୂର୍ବତନ…

ଜାତୀୟ ଶୁଟିଂ କୋଚ୍‌ଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୮ା୧: ଭାରତୀୟ ଶୁଟିଂ ଦଳର କୋଚିଂ ଷ୍ଟାଫ୍‌ର ପ୍ରମୁଖ ସଦସ୍ୟ ଅଙ୍କୁଶ ଭରଦ୍ୱାଜଙ୍କ ବିରୋଧରେ ଜଣେ ନାବାଳିକା ଶୁଟର ଗୁରୁବାର ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏଥିଯୋଗୁ ଭରଦ୍ୱାଜଙ୍କୁ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆର୍‌ଏଆଇ) ପକ୍ଷରୁ ନିଲମ୍ୱିତ କରାଯାଇଛି।…

ମୋନାଲିସାଙ୍କୁ ଆଉ ହେଉନି ଚିହ୍ନି, ପରଦାରେ ରୋମାନ୍ସରେ ବଡ଼ ଅଭିନେତ୍ରୀଙ୍କୁ…

ମୁମ୍ବାଇ: ମହାକୁମ୍ଭ ମେଳାର ଭାଇରାଲ ଗର୍ଲ ‘ମୋନାଲିସା’କୁ କିଏ ବା ନ ଚିହ୍ନେ। ନିଜର ରୂପକୁ ନେଇ ସେ ରାତାରାତି ଷ୍ଟାର ପାଲଟି ଯାଇଥିଲେ।  ଏବେ ତାଙ୍କର ଏକ ପଞ୍ଜାବୀ ମ୍ୟୁଜିକ୍‌ ଭିଡିଓ ‘ଦିଲ ଜାନିୟା’ ରିଲିଜ ହୋଇଛି, ଯାହାକୁ ଲାଇସେଲ…

୪-୧ରେ ଆଶେସ ଜିତିଲା ଅଷ୍ଟ୍ରେଲିଆ

ସିଡ୍‌ନୀ,୮ା୧: ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ(ଏସ୍‌ସିଜି)ରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଆଶେସ ଟେଷ୍ଟ କ୍ରିକେଟ ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ଗୁରୁବାର ୫ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ ଘରୋଇ ଅଷ୍ଟ୍ରେଲିଆ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌କୁ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା

ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର ରାଜସ୍ୱ ନିରୀକ୍ଷକ ସୁରେନ୍ଦ୍ର କୁମାର ଦାଶଙ୍କୁ ରେଡ୍ ହ୍ୟାଣ୍ଡ ଧରିଛି ଭିଜିଲାନ୍ସ। ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri