Home Left

ଦିଲ୍ଲୀ ପୋଲିସକୁ ଜବାବ ଦେଲେ ରାହୁଲ

ନୂଆଦିଲ୍ଲୀ,୧୯।୩: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ‘ମହିଳାଙ୍କୁ ଯୌନ ଉତ୍ପୀଡ଼ନ’ ସମ୍ପର୍କରେ ତାଙ୍କ ଭାଷଣ ସମ୍ପର୍କରେ ଦିଲ୍ଲୀ ପୋଲିସ ନୋଟିସର ଜବାବ ଦେଇଛନ୍ତି। ସେ ଦିଲ୍ଲୀ ପୋଲିସକୁ ଏକ ଲମ୍ବା ଚଉଡା ମେଲ୍‌ ପଠାଇଛନ୍ତି। ଏଥିରେ ରାହୁଲ ଗାନ୍ଧୀ ଭାଷଣର ୪୫…

କଂଗ୍ରେସ ସରକାରକୁ ଆସିଲେ ୫୦୦ ଟଙ୍କାରେ ମିଳିବ ଗ୍ୟାସ ସିଲିଣ୍ଡର: କମଲ ନାଥ

ଭୋପାଳ,୧୯।୩: ମଧ୍ୟପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଆଉ ମାତ୍ର କିଛି ମାସ ବାକି ଅଛି। ନିର୍ବାଚନକୁ ଦୃଷ୍ଟିରେ ରଖି ବିଭିନ୍ନ ଦଳର ନେତାଙ୍କ ଦ୍ୱାରା ଜନପ୍ରିୟ ପ୍ରତିଶ୍ରୁତି ଦେବାର ପର୍ଯ୍ୟାୟ ଆରମ୍ଭ ହୋଇଛି। ରବିବାର ଜବଲପୁର ଡିଭିଜନର ନରସିଂହପୁର ଜିଲାରେ…

ଆରକ୍ଷୀ ଅଧୀକ୍ଷକଙ୍କୁ ରିପୋର୍ଟ ମାଗିଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ

କେନ୍ଦୁଝର,୧୯ା୩(ସ୍ବ.ପ୍ର.): ଘଟଗାଁ ବ୍ଲକ ବାଲିଯୋଡ଼ି ୟୁଜିୟୁପି ସ୍କୁଲର ପ୍ରଧାନଶିକ୍ଷକ ସୁଧାଂଶୁ ଶେଖର ମହାନ୍ତି ଉକ୍ତ ବିଦ୍ୟାଳୟ ପରିସରରେ ଥିବା ଛାତ୍ରାବାସର ଅନ୍ତେବାସିନୀଙ୍କୁ ଅସଦାଚରଣ ଅଭିଯୋଗରେ ଗିରଫ ହୋଇ ଜେଲରେ ଅଛନ୍ତି। ଏହି ଘଟଣାରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ ପକ୍ଷରୁ…

୪ ହଜାର କର୍ମଚାରୀ ଛଟେଇ କରିବ ଡିଜ୍‌ନୀ

କାଲିଫର୍ନିଆ,୧୯।୩: ମନୋରଞ୍ଜନ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ କମ୍ପାନୀ ଡିଜ୍‌ନୀ ଚାରି ହଜାର କର୍ମଚାରୀଙ୍କୁ ଛଟେଇ କରିବାକୁ ଯୋଜନା କରୁଛି। ଛଟେଇ ହେବାକୁ ଥିବା କର୍ମଚାରୀଙ୍କୁ ତୁରନ୍ତ ଚିହ୍ନଟ କରିବାକୁ କମ୍ପାନୀ ଏହାର ମ୍ୟାନେଜର୍‌ମାନଙ୍କୁ ନିର୍ଦ୍ଦେଶ ଦେଇଛି। କମ୍ପାନୀ ଏପ୍ରିଲରେ ଏହି ଛଟେଇ କରିବ।…

ଓଭରବ୍ରିଜ ନିର୍ମାଣରେ ବିଳମ୍ବ, ହାତୀଙ୍କ ଚଳପ୍ରଚଳରେ ସମସ୍ୟା

କେନ୍ଦୁଝର,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୪୯ନଂ ଜାତୀୟ ରାଜପଥ ଜଗମୋହନପୁରଠାରେ ପ୍ରସ୍ତାବିତ ଓଭରବ୍ରିଜ୍‌ (ଅଣ୍ଡରପାସ) ନିର୍ମାଣରେ ବିଳମ୍ବ ହେଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏହି ସ୍ଥାନରେ ହାତୀଙ୍କ ବର୍ଷର ସବୁ ସମୟରେ ଯାତାୟାତ ରହୁଥିବାରୁ ପିୟୁପି ବା ପାସେଞ୍ଜର ଅଣ୍ଡରପାସ୍‌…

ବର୍ଷା, କୁଆପଥର ମାଡ଼: ପରିବା ଚାଷ ନଷ୍ଟ ଆଶଙ୍କା

ଭଦ୍ରକ ଅଫିସ/ବାସୁଦେବପୁର,୧୯।୩(ଡି.ଏନ୍‌.ଏ.): ପଶ୍ଚିମା ଝଡ଼ ପ୍ରଭାବରେ ଭଦ୍ରକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ କେତେକ ସ୍ଥାନରେ କୁଆପଥର ମାଡ଼ ହୋଇଛି। ବର୍ଷା ପାଣି କ୍ଷେତରେ ଜମି ରହିବାରୁ ସୂର୍ଯ୍ୟମୁଖୀ, ବିରି, ମୁଗ ଓ ପରିବା ଚାଷ କ୍ଷତିଗ୍ରସ୍ତ ହେବା ଆଶଙ୍କା…

ଭାରତକୁ ୧୦ ଉଇକେଟ୍‌ରେ ପରାସ୍ତ କଲା ଅଷ୍ଟ୍ରେଲିଆ

ବିଶାଖାପାଟଣା,୧୯।୩: ମିଚେଲ ମାର୍ଶ ଏବଂ ଟ୍ରାଭିସ ହେଡଙ୍କ ଅର୍ଦ୍ଧଶତକ ସହାୟତାରେ ଅଷ୍ଟ୍ରେଲିଆ ଦଳ ଦ୍ୱିତୀୟ ଦିନିକିଆରେ ଭାରତକୁ ୧୦ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ କଙ୍ଗାରୁ ଦଳ ସିରିଜରେ ପ୍ରତ୍ୟାବର୍ତ୍ତନ କରିଛି। ମୁମ୍ବାଇରେ ଭାରତ ପ୍ରଥମ ଦିନିକିଆ ଜିତିଥିଲା।…

ଦିନିକିଆରେ କାହିଁକି ଫ୍ଲପ ହେଉଛନ୍ତି ଟି୨୦ ସୁପରଷ୍ଟାର ସୂର୍ଯ୍ୟକୁମାର? ଅଗରକର କହିଲେ…

ବିଶାଖାପାଟଣା,୧୯।୩: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ଶ୍ରେୟସ ଆୟର ଆହତ ହେବା ଯୋଗୁ ଟି୨୦ ଫର୍ମାଟ ସୁପରଷ୍ଟାର ସୂର୍ଯ୍ୟକୁମାର ଯାଦବଙ୍କୁ ସୁଯୋଗ ମିଳିଥିଲା। ହେଲେ ଉଭୟ ମୁମ୍ବାଇ ଏବଂ ବିଶାଖାପାଟଣାରେ ମିଳିଥିବା ସୁଯୋଗର ଫାଇଦା ଉଠାଇବାରେ…

ଭାରତ ଆମର ପ୍ରକୃତ ବନ୍ଧୁ: ବାଂଲାଦେଶ ପ୍ରଧାନମନ୍ତ୍ରୀ

ଢାକା,୧୯।୩: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତକୁ ପ୍ରକୃତ ବନ୍ଧୁ ଆଖ୍ୟା ଦେଇଛନ୍ତି। ଦୁଇ ଦେଶ ମଧ୍ୟରେ ବନ୍ଧୁତା ବଜାୟ ରଖିବା ଉପରେ ମଧ୍ୟ ସେ ଜୋର ଦେଇଛନ୍ତି। ବାଂଲାଦେଶ-ଭାରତ ବନ୍ଧୁତ୍ୱ ପାଇପଲାଇନର ଉଦଘାଟନ ଅବସରରେ ସେ ଏକଥା କହିଛନ୍ତି। ଶେଖ…

୧୪୦ ଲିଟର ରନ୍ଧା ମଦ ଜବତ: ବନ୍ଧାହେଲେ ୨ ଅଭିଯୁକ୍ତ

ଭଦ୍ରକ ଅଫିସ, ୧୯।୩: ଭଦ୍ରକ ଅବକାରୀ ଉପଅଧୀକ୍ଷକ ଅନୀତା ପ୍ରଧାନଙ୍କ ତତ୍ତ୍ୱାବଧାନରେ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ସନ୍ତୋଷ କୁମାର ବଳଙ୍କ ନେତୃତ୍ୱରେ ଏକ ଟିମ୍‌ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବରପଦା ଛକ ଓ ସାବରଙ୍ଗ ଥାନା ଅଧୀନ ଇଚ୍ଛାପୁର…

ବାହା ହେବାକୁ ଚାହୁଁଛନ୍ତି କାର୍ତ୍ତିକ

ମୁମ୍ବାଇ: ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ତାଙ୍କ ଅଭିନୟ ପାଇଁ ଖୁବ୍ କମ ସମୟ ମଧ୍ୟରେ ଦର୍ଶକଙ୍କ ନିକଟତର ହୋଇ ପାରିଛନ୍ତି । କିଛି ଶାନଦାର ମୁଭିରେ କାର୍ତ୍ତିକଙ୍କ ଅଭିନୟକୁ ଦେଖିବାକୁ ମିଳିଛି । ଅଳ୍ପ ଦିନର କ୍ୟାରିୟରରେ ସେ ବେଶ…

ମନ ମୋହୁଛି ଆକର୍ଷଣୀୟ ଓ୍ବାଟର ପାର୍କ

ଗଞ୍ଜାମ,୧୯ା୩(ଡି.ଏନ୍‌.ଏ.): ସଜେଇ ହେଉଛି ଗଞ୍ଜାମ ସହର। ଗଞ୍ଜାମ ସହର ଦାମୋଦରପୁରଠାରେ ପ୍ରଥମ ଥର ପାଇଁ ଶନିମନ୍ଦିରଠାରେ ଆକର୍ଷଣୀୟ ପଥରରେ ନିର୍ମିତ ଗଣେଶଙ୍କ ମୂର୍ତ୍ତି ବଡ଼ ବଜାର ଭାରତୀ ବିଦ୍ୟାପୀଠଠାରେ ରଙ୍ଗୀନ ଓ୍ବାଟର ପାର୍କ ଏବଂ ଜୟଶ୍ରୀ ଛକ ତ୍ରିବେଣୀ ମଠ ଛକଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri