ସୋନୁ ସୁଦଙ୍କର ନିର୍ମାଣ ହେଲା ମନ୍ଦିର, ଅଭିନେତା କହିଲେ ମୁଁ ଏଥିପାଇଁ ଯୋଗ୍ୟ ନୁହେଁ
ମୁମ୍ବାଇ: ବଲିଉଡ ଅଭିନେତା ସୋନୁ ସୁଦଙ୍କ ସମ୍ମାନରେ ତେଲେଙ୍ଗାନା ସୀମାରେ ଆଉ ଏକ ମନ୍ଦିର ନିର୍ମାଣ କରାଯାଇଛି । ଏହାକୁ ନେଇ ଅଭିନେତା କହିଛନ୍ତି, ମୁଁ ଏଥିପାଇଁ ସମ୍ମାନବୋଧ କରୁଛି । ସେଲିବ୍ରିଟି ପାପରାଜି ଭିରଲ ଭୟାନିଙ୍କ ଦ୍ୱାରା ଶେୟାର କରାଯାଇଥିବା…
ଆଦିଲଙ୍କୁ ଜାମିନ ନ ମିଳିବାକୁ କୋର୍ଟରେ ଆବେଦନ କରିବେ ରାଖୀ
ମୁମ୍ବାଇ: ଡ୍ରାମା କୁଇନ୍ ରାଖୀ ସାୱନ୍ତଙ୍କ ସ୍ବାମୀ ଆଦିଲ ଖାନ ଗିରଫ ହୋଇଛନ୍ତି। ନିକଟରେ ସ୍ବାମୀ ଆଦିଲ ତାଙ୍କୁ ନିର୍ଯାତନା ଦେଉଥିବା ଅଭିନେତ୍ରୀ ଅଭିଯୋଗ କରିଥିଲେ। ଯାହା ପରେ ପୋଲିସ ଆଦିଲଙ୍କୁ ଗିରଫ କରିଥିଲା। ତେବେ ଆଦିଲଙ୍କୁ କୌଣସି ପ୍ରକାରେ ଜାମିନ…
ବସ୍ରୁ ୧୮ ଲକ୍ଷ ଟଙ୍କା ଜବତ, ଜଣେ ଅଟକ
ବ୍ରହ୍ମପୁର ଅଫିସ,୯ା୨: ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଗୁରୁବାର ଅପରାହ୍ନରେ ଯାନବାହନ ଯାଞ୍ଚ କରାଯାଉଥିଲା। ୧୬ ନମ୍ବର ଜାତୀୟ ରାଜପଥର ଲାଞ୍ଜିପଲ୍ଲୀ ଦେଇ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍କୁ ଅବକାରୀ ଟିମ୍ ଯାଞ୍ଚ କରୁଥିଲା। ଗଞ୍ଜେଇ ଗାଡ଼ି…
ରାହୁଲଙ୍କ ପରେ ଖର୍ଗେଙ୍କ ଭାଷଣର ହେଲା ‘ସେଂସର’, ବାଜପେୟୀଙ୍କ ଉଦାହରଣ ଦେଲେ କଂଗ୍ରେସ ଅଧ୍ୟକ୍ଷ
ନୂଆଦିଲ୍ଲୀ,୯ ।୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ ଗୁରୁବାର(୯ ଫେବୃୟାରୀ)ରେ ରାଜ୍ୟ ସଭାର ସଭାପତି, ଉପରାଷ୍ଟ୍ରପତି ଜଗଦିପ ଧନଖଡଙ୍କୁ ପ୍ରଶ୍ନ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ଉପରେ ତାଙ୍କ ଭାଷଣର କିଛି ଅଂଶକୁ ସଂସଦର ରେକର୍ଡରୁ କାହିଁକି ହଟାଇ ଦିଆଗଲା ।…
ପୁଟିନଙ୍କୁ ଭେଟିଲେ ଡୋଭାଲ
ମସ୍କୋ,୯।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଗୁରୁବାର ଭାରତୀୟ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ରୁଷିଆରେ ଭାରତୀୟ ଦୂତାବାସ ଏ ବିଷୟରେ ସୂଚନା ଦେଇଛି। ଆଫଗାନିସ୍ତାନ ଉପରେ ବହୁପକ୍ଷୀୟ ସୁରକ୍ଷା ଉପରେ ଏକ ବୈଠକରେ ଯୋଗଦେବା…
ବଡ଼ ଉପଲବ୍ଧି ହାସଲ କଲେ ଅଶ୍ୱିନ୍
ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ଆଜିଠାରୁ ଆରମ୍ଭ ହୋଇଛି। ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ମ୍ୟାଚର ପ୍ରଥମ ଦିନରେ ଟିମ ଇଣ୍ଡିଆର ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି…
ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ବ୍ରଜରାଜନଗର,୯।୨(ଡି.ଏନ.ଏ.): ସ୍ବର୍ଗତ ନବ ଦାସଙ୍କୁ ଗୁରୁବାର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଝାରସୁଗୁଡା ସରବାହାଲ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବ ଦାସଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହାସହ ସେଠାରେ ଉପସ୍ଥିତ ପରିବାର…
ଆଜି ଦିଲ୍ଲୀରେ ରିସେପ୍ଶନ ପାର୍ଟି ଦେବେ କିଆରା-ସିଦ୍ଧାର୍ଥ
ମୁମ୍ବାଇ: ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରା ନିକଟରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବିବାହ ପରେ ଉଭୟ ଦମ୍ପତି ଦିଲ୍ଲୀ ଫେରିଛନ୍ତି। ସିଦ୍ଧାର୍ଥଙ୍କ ପରିବାର ଲୋକେ ଦମ୍ପତିକୁ ସ୍ବାଗତ କରି ଘରକୁ ନେଇଛନ୍ତି। ତେବେ ସିଦ୍ଧାର୍ଥ ଏବଂ କିଆରା…
ବସ୍-ହାଇଓ୍ବା ମୁହାଁମୁହିଁ ଧକ୍କା: ୧୦ରୁ ଊର୍ଦ୍ଧ୍ୱ ଗୁରୁତର
ଜେନାପୁର,୯ା୨(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଭଡ଼ଙ୍ଗା ଛକ ନିକଟରେ ଗୁରୁବାର ଏକ ବସ୍ ସହ ହାଇଓ୍ବା ଧକ୍କା ହେବାରୁ ୧୦ରୁ ଅଧିକ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବସ୍ଟି ଡୁବୁରୀରୁ ଚଣ୍ଡିଖୋଲ ଅଭିମୁଖେ…
ରଶ୍ମିକା ପିନ୍ଧିଥିବା ଟପ୍ର ମୂଲ୍ୟ ଜାଣିଲେ…
ମୁମ୍ବାଇ: ସାଉଥ୍ ସୁନ୍ଦରୀ ରଶ୍ମିକା ମନ୍ଦାନା ଆଜିକାଲି ପ୍ରଶଂସକଙ୍କ ହୃଦୟରେ ରାଜ୍ କରୁଛନ୍ତି। ନିଜର ଦମ୍ଦାର ଅଭିନୟ ପାଇଁ ସାଉଥ୍ରୁ ବଲିଉଡ ପର୍ଯ୍ୟନ୍ତ ତାଙ୍କର କ୍ରେଜ୍ ବଢିବାରେ ଲାଗିଛି। ନିକଟରେ ରଶ୍ମିକା ମୁମ୍ବାଇ ବିମାନବନ୍ଦରରେ ଜିନ୍ସ ସହିତ ଏକ ଟପ୍ ପିନ୍ଧିଥିବାର…
ତ୍ରିପୁରା ବିଧାନସଭା ନିର୍ବାଚନ: ଘୋଷଣାପତ୍ର ଜାରି କଲା ଭାଜପା
ଅଗରତାଲା,୯।୨: ତ୍ରିପୁରା ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ଭାଜପା ଘୋଷଣାପତ୍ର ଜାରି କରିଛି। ଭାଜପାର ଜାତୀୟ ସଭାପତି ଜେପି ନଡା ଅଗରତାଲାରେ ଦଳର ଘୋଷଣାପତ୍ର ପ୍ରକାଶ କରିଛନ୍ତି। ଏହି ସମୟରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ସାହା ତାଙ୍କ ସହ ଉପସ୍ଥିତ ଥିଲେ।…
ଟ୍ୟାଙ୍କର୍ ସଫାବେଳେ ଅଘଟଣ: ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୭ କର୍ମଚାରୀଙ୍କ ଜୀବନ
ହାଇଦ୍ରାବାଦ୍,୯।୨: ଆନ୍ଧ୍ରପ୍ରଦେଶର ରାଗମ୍ପେଟା ଗ୍ରାମରେ ଏକ ବଡ଼ ଅଘଟଣ ଘଟିଛି। ଏଠାରେ ଏକ ଖାଇବା ତେଲ ଉତ୍ପାଦନକାରୀ କମ୍ପାନୀରେ ଟ୍ୟାଙ୍କର୍ ସଫା କରୁଥିବାବେଳେ ୭ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ପୋଲିସ କହିଛି, ଶ୍ୱାସରୁଦ୍ଧ ହୋଇ ସମସ୍ତ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା…
Archives


