Home Left

ଆୟର୍ଲାଣ୍ଡ ସହ ଟି୨୦ ସିରିଜ ଖେଳିବ ଭାରତ

ଡବଲିନ୍‌, ୧୭ା୩: ଭାରତୀୟ ଟି୨୦ ଦଳ ଆସନ୍ତା ଅଗଷ୍ଟରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ୩ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଖେଳିବ। କ୍ରିକେଟ ଆୟର୍ଲାଣ୍ଡ ପକ୍ଷରୁ ଶୁକ୍ରବାର ଏକ ବିବୃତିରେ ଏହି ସୂଚନା ଦିଆଯାଇଛି। ସିରିଜ ମାଲାହାଇଡ୍‌ରେ ଖେଳାଯିବ। ଏହାଦ୍ୱାରା ସ୍ଥାନୀୟ ଖେଳପ୍ରେମୀ…

ନିର୍ବାଚନ ପୂର୍ବରୁ ସିଏମ୍‌ ଅଶୋକ ଗେହଲେଟ୍‌ଙ୍କ ବଡ଼ ଘୋଷଣା: ରାଜସ୍ଥାନରେ ଗଠନ ହେବ ୧୯ ନୂଆ ଜିଲା

ଜୟପୁର,୧୭।୩: ଚଳିତ ବର୍ଷ ରାଜସ୍ଥାନରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲେଟ୍‌ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସେ ୧୯ ନୂତନ ଜିଲା ଗଠନ କରିବାକୁ ଘୋଷଣା କରିଛନ୍ତି। ପୂର୍ବରୁ ରାଜସ୍ଥାନରେ ୩୩ ଜିଲା ଥିଲା।…

ବନ କର୍ମଚାରୀଙ୍କୁ ଆଶ୍ୱସ୍ତି ଦେଲା ଝଡ଼ବର୍ଷା

ମାଲକାନଗିରି,୧୭।୨(ଡି.ଏନ୍‌.ଏ.): ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ବ୍ୟାପିବାରେ ଲାଗିଥିଲା। ଏପରି କି ନିଆଁକୁ ଆୟତ୍ତ କରିବା ପାଇଁ ବନ କର୍ମଚାରୀଙ୍କୁ ନାକେଦମ୍‌ ହେବାକୁ ପଡୁଥିଲା। ଜଙ୍ଗଲ ନିଆଁକୁ ଲିଭାଇବାରେ ସରକାର ବିଫଳ ହୋଇଥିବା ଅଭିଯୋଗ କରି ସରକାରଙ୍କୁ ଟାର୍ଗେଟ…

ଗୋରୁ ବେପାରୀଙ୍କୁ ମାଡ଼ମାରି ଟଙ୍କା ମାଗିବା ପଡ଼ିଲା ମହଙ୍ଗା: ବନ୍ଧା ହେଲେ ୨ ଅଭିଯୁକ୍ତ

ଆନନ୍ଦପୁର,୧୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା କେଶଦୁରାପାଳ ଅଞ୍ଚଳରେ ଗୋରୁ ବେପାରୀଙ୍କଠାରୁ ଚାନ୍ଦା ଆଦାୟ କରିବା ଘଟଣା ଯୁବକଙ୍କୁ ମହଙ୍ଗା ପଡିଛି। ଘସିପୁରା ପୋଲିସ ତଦନ୍ତ କରି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରୁ ଜଣେ ଗଣମାଧ୍ୟମ…

ପନ୍ତଙ୍କୁ ‘ବେବିସିଟର୍‌’ କହିଥିବା ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ନେଲେ ସନ୍ନ୍ୟାସ

ନୂଆଦିଲ୍ଲୀ,୧୭।୩: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଟିମ୍‌ ପେନ୍‌ ଶୁକ୍ରବାର ସନ୍ନ୍ୟାସ ଘୋଷଣା କରିଛନ୍ତି। ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ପେନ୍‌ କ୍ୱିନ୍ସଲ୍ୟାଣ୍ଡ ବିପକ୍ଷରେ ଶେଫିଲ୍ଡ ସିଲ୍ଡ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଶେଷ ହେବା ପରେ ଏନେଇ ଘୋଷଣା କରିଛନ୍ତି। ସେ ଅଷ୍ଟ୍ରେଲିଆ ପାଇଁ ମୋଟ…

ଟ୍ରକ୍‌ରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୭ା୩: ବଡ଼ବଜାର ଥାନା ଅଧୀନ ଫାଷ୍ଟଗେଟ୍‌ ସ୍ଥିତ ଛେଳିକଟା ଘର ସମ୍ମୁଖରେ ଛିଡ଼ା ହୋଇଥିବା ଏକ ମାଲବାହୀ ଟ୍ରକରେ କେତେକ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ଡ୍ରାଇଭର୍‌ ପ୍ରଦୀପ କୁମାର (୩୧) ବଡ଼ବଜାର ଥାନାରେ…

ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ସ୍ଥଗିତ ରହିଲା ପୱନ ଖେରାଙ୍କ ଆବେଦନ ଶୁଣାଣି

ନୂଆଦିଲ୍ଲୀ,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ପିତାଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ମାମଲାରେ କଂଗ୍ରେସ ନେତା ପୱନ ଖେରାଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ମାର୍ଚ୍ଚ ୨୦ପର୍ଯ୍ୟନ୍ତ ସ୍ଥଗିତ ରହିଛି। ଶୁକ୍ରବାର ଖେରାଙ୍କ ଓକିଲ…

ସ୍ବତନ୍ତ୍ର ଏଡିଜେ କୋର୍ଟରେ ହାଜର ହେଲେ ଜୟନାରାୟଣ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଭୁବନେଶ୍ବର ସ୍ବତନ୍ତ୍ର ଏଡିଜେ କୋର୍ଟରେ ଶୁକ୍ରବାର ହଜାର ହୋଇଛନ୍ତି। ଜୟନାରାୟଣଙ୍କ ସହ ଆଉ ୧୨ ଜଣ ମଧ୍ୟ ହାଜର ହୋଇଥିବା ଜଣାପଡ଼ିଛି । ବିଜେପୁର ଦିଲେଶ୍ବର ସାହୁ ହତ୍ୟା ମାମଲାରେ ଜୟନାରାୟଣଙ୍କ ସହ…

ଶଳାଙ୍କ ବିବାହରେ ଧୁମ୍‌ ନାଚିଲେ ଅଧିନାୟକ ରୋହିତ ଶର୍ମା, ଭିଡିଓ ଦେଖି ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧୭।୩: ଭାରତୀୟ ଟିମ୍‌ର ଅଧିନାୟକ ରୋହିତ ଶର୍ମାଙ୍କୁ ଶାନ୍ତ ଖେଳାଳି ଭାବେ ବିବେଚନା କରାାଏ। କାରଣ ଦଳର କୌଣସି ମଜାମସ୍ତି କଥା ଉଠେ ସେ ଏକ କୋଣରେ ଛିଡ଼ା ହୋଇ ଉପଭୋଗ କରୁଥିବା ନଜର ଆସିଥାଏ। ହେଲେ ଯେତେବେଳେ ତାଙ୍କର ଶଳାଙ୍କ…

୭ରାଜ୍ୟରେ ପ୍ରତିଷ୍ଠା କରାଯିବ ଟେକ୍ସଟାଇଲ ପାର୍କ: ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ନୂଆଦିଲ୍ଲୀ,୧୭।୩: ଦେଶର ୭ଟି ରାଜ୍ୟରେ ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କରାଯିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। ସେ କହିଛନ୍ତି, ତାମିଲନାଡୁ, ତେଲେଙ୍ଗାନା, କନର୍ର୍ାଟକ, ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ଏବଂ ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ ମିତ୍ର ମେଗା ଟେକ୍ସଟାଇଲ ପାର୍କ…

ବାପା ହେଲେ ଏହି ଅଭିନେତା

ବମ୍ବେ: ବାପା ହୋଇଛନ୍ତି ଦେବୋ କେ ଦେବ ମହାଦେବ ଫେମ୍‌ ଅଭିନେତା ମୋହିତ ରାଇନା। ତାଙ୍କ ପତ୍ନୀ ଅଦିତି କନ୍ୟା ସନ୍ତାନର ଜନନୀ ହୋଇଛନ୍ତି। ନିଜର ସୋସିଆଲ ମିଡିଆ ଜରିଆରେ ଅଭିନେତା ଏହି ଖୁସିଖବର ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି। ମୋହିତ ଶେୟାର…

ହାଇଦ୍ରାବାଦ ଅଗ୍ନିକାଣ୍ଡରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ: ମୃତକଙ୍କ ପରିବାରକୁ ୫ଲକ୍ଷ ସହାୟତା ରାଶି ଘୋଷଣା

ହାଇଦ୍ରାବାଦ,୧୭।୩: ହାଇଦ୍ରାବାଦ ସିକନ୍ଦରାବାଦରେ ଗୁରୁବାର ସନ୍ଧ୍ୟାରେ ଏକ ବହୁ ମହଲା କର୍ମସିଆଲ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଦୁର୍ଘଟଣାରେ ୪ମହିଳାଙ୍କ ସମେତ ୬ଜଣଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି। ଦୁର୍ଘଟଣା ସମୟରେ ହାଇଡ୍ରୋଲିକ କ୍ରେନ ସାହାଯ୍ୟରେ ୧୨ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri