ବିବାହର ୬ ବର୍ଷ ପରେ ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ
ଅଭିନୟ ସହିତ ଦର୍ଶକଙ୍କ ହୃଦୟରେ ଏକ ଭିନ୍ନ ସ୍ଥାନ ସୃଷ୍ଟି କରିଛନ୍ତି ଅଭିନେତ୍ରୀ ଇଶିତା ଦତ୍ତ। ଦୃଶ୍ୟମ୍-୨ରେ ନିଜ ଅଭିନୟର ଯାଦୁ ଦେଖାଇଥିବା ଇଶିତା ପ୍ରଶଂସକଙ୍କୁ ଖୁସି ଖବର ଦେଇଛନ୍ତି। ବିବାହର ୬ ବର୍ଷ ପରେ ସେ ମା’ ହେବାକୁ ଯାଉଛନ୍ତି।…
ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ମୁମ୍ବାଇ,୧୭।୩: ଭାରତୀୟ ଦଳ ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆକୁ ୨-୧ରେ ପରାସ୍ତ କରିଛି। ଏବେ ଉଭୟ ଦଳ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜରେ ମୁହାଁମୁହିଁ ହେବେ। ସିରିଜର ପ୍ରଥମ ମ୍ୟାଚ ଶୁକ୍ରବାର ଖେଳାଯିବ। ଦୁଇ ଦଳ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ…
ବାଜିବନି ଡିଜେ, ଫୁଟିବନି ବାଣ
ନୟାଗଡ଼ ଅଫିସ/ ରଣପୁର,୧୭।୩(ସ୍ବ.ପ୍ର.): ଶୁକ୍ରବାର ରାତିରେ ରଣପୁର ବ୍ଲକ ଚାନ୍ଦପୁରରେ ହେବ ଦଶଦୋଳ ମେଳଣ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏତିକି ବେଳେ ଗୁରୁବାର ପୂର୍ବାହ୍ନରେ ଚାନ୍ଦପୁର ଥାନା ପୋଲିସ ଦଶଦୋଳ ମେଳଣ ଉପରେ କଟକଣା ଲଗାଇ ବାଜିବନି ଡିଜେ…
ସ୍ବାମୀଙ୍କୁ ବିରୋଧକରି ରୋଗଣା ସ୍ତ୍ରୀଙ୍କୁ ନିର୍ଯାତନା
ନୟାଗଡ଼ ଅଫିସ,୧୭।୩: ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାର ପ୍ରତିବାଦ କରିବାରୁ ସ୍ବାମୀଙ୍କୁ ଦୋଷ ଦେଇ ରୋଗିଣା ସ୍ତ୍ରୀ ଉପରେ ନିର୍ଯାତନା ଦେବା ପରି ଘଟଣା ନୟାଗଡ଼ ଜିଲା ଓଡ଼ଗଁା ବ୍ଲକର ଶରଣକୁଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଘଟିଛି। ପ୍ରତିଶୋଧ ପରାୟଣ ହୋଇ ନିଦାନ ବିଭାଗର…
ଆମେରିକା, ଦକ୍ଷିଣ କୋରିଆକୁ ଚେତାବନୀ ଦେଲା ଉତ୍ତର କୋରିଆ
ସିଓଲ,୧୭।୩: ଆମେରିକା ଏବଂ ଦକ୍ଷିଣ କୋରିଆକୁ ‘କଠୋର ଚେତାବନୀ’ ଦେବା ପାଇଁ ଆନ୍ତଃ-ମହାଦୀପ ବାଲାଷ୍ଟିକ କ୍ଷେପଣାସ୍ତ୍ର (ଆଇସିବିଏମ) ‘ହ୍ବାସଙ୍ଗଫୋ -୧୭’ ପରୀକ୍ଷଣ କରିଛି ବୋଲି ଉତ୍ତର କୋରିଆ କହିଛି। ଆମେରିକା ଏବଂ ଦକ୍ଷିଣ କୋରିଆ ମଧ୍ୟରେ ଚାଲିଥିବା ଯୁଦ୍ଧ ଅଭ୍ୟାସକୁ ଉତ୍ତର…
ଧାନ ବିହନ ଉଦ୍ଭାବନ କରି ପ୍ରେରଣା ପାଲଟିଛନ୍ତି କ୍ଷେତ୍ରମୋହନ
ରଘୁନାଥପୁର,୧୭।୩(ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ ରେଢୁଆ ନୁଆଗଡ଼ ଗ୍ରାମର କ୍ଷେତ୍ରମୋହନ ବେହେରା ଚାଷୀଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି। ସେ କୃଷିଭିତ୍ତିକ ସଂସ୍ଥା ଲାଲ (ଲିଭ ଆଣ୍ଡ ଲେଟ ଲିଭ) ପ୍ରତିଷ୍ଠା କରିବା ପରେ ଗୋଟିଏ ପରେ ଗୋଟିଏ ସଫଳତା ହାସଲ…
ଅନ୍ଧାରୀ ଛକ-ସାହାଡ଼ାକୋଳି ରାସ୍ତା ନିର୍ମାଣରେ ଦୁର୍ନୀତି
କୋରେଇ,୧୭।୩(ଡି.ଏନ.ଏ.): କୋରେଇ ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ୧୩ଟି ରାସ୍ତାର ମରାମତି ଓ ପ୍ରଶସ୍ତୀକରଣ କାମ ଆରମ୍ଭ ହୋଇଛି। ଏଥିମଧ୍ୟରୁ ଏନ୍ଏଚ ୨୧୫ ଅନ୍ଧାରୀ ଛକ କିଆପଦା ଭାୟା ସାହାଡ଼ାକୋଳି ୩.୪ କି.ମି.ରାସ୍ତାକୁ ଉଦାହରଣ ଭାବେ ନିଆଯାଇଛି । ଏହି ରାସ୍ତାର…
ଧସିଲା ପୁରୁଣା ପୋଲ ଆପ୍ରୋଚ୍ ରାସ୍ତା
ରସୁଲପୁର,୧୭ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ-୨ର ଦାୟିତ୍ୱହୀନତା କାର୍ଯ୍ୟ ଯୋଗୁ ଗନ୍ଧଣ ପଞ୍ଚାୟତ ଏକତଳା ଗ୍ରାମ ସହ ମଧୁବନ ଲକ୍ଷ୍ମୀ ବଜାରକୁ ସଂଯୋଗ କରୁଥିବା ପୁରୁଣା ପୋଲ ଆପ୍ରୋଚ୍ ରାସ୍ତା ଧସି ଯାଇଛି। ଫଳରେ ଉକ୍ତ ପୋଲ…
ପ୍ରଥମେ ସ୍ଥାୟୀ ଜମି ପଟ୍ଟା ଦିଅ, ତା’ପରେ ଶିଳ୍ପ କର
ମହାକାଳପଡ଼ା,୧୭ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଶିଳ୍ପ ପ୍ରତିଷ୍ଠା ହେବା ନେଇ ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଗୁରୁବାର ପୂର୍ବାହ୍ନରେ ଏକ ମୃତ୍ତିକା ଖନନ ଟିମ୍ ସହ ସ୍ଥାନୀୟ ତହସିଲଦାର ମାନସ କୁମାର ତ୍ରିପାଠୀ, ଜମ୍ବୁ ସାମୁଦ୍ରିକ…
ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ
ମୁମ୍ବାଇ,୧୭ା୩(ପି.ଟି.):ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଶୁକ୍ରବାର ଆରମ୍ଭ ହେବ। ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଭାରତ ପ୍ରଥମ ଦିନିକିଆ ଖେଳିବା ସହିତ ନିଜର ବିଶ୍ୱକପ ପ୍ରସ୍ତୁତି ଆରମ୍ଭ କରିବ। ନିୟମିତ ଅଧିନାୟକ…
ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଅଗ୍ନିକାଣ୍ଡ ଘଟଣା: କୋଠା ମାଲିକଙ୍କୁ ନୋଟିସ୍ ଜାରି
ପୁରୀ ଅଫିସ ୧୭ା୩: ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଅଗ୍ନିକାଣ୍ଡ ଘଟଣାକୁ ପ୍ରଶାସନ ଗୁରୁତ୍ୱର ସହ ନେଇଛି। ବେଆଇନ ଭାବେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିରେ କମ୍ପ୍ଲେକ୍ସ ତିଆରି ହେବା ଜଣାପଡ଼ିବା ପରେ ମାଲିକଙ୍କୁ ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଛି। ଅପରପକ୍ଷରେ ଏହି…
ନିବେଶକଙ୍କର ୫୦ହଜାର କୋଟି ଲାଭ
ନୂଆଦିଲ୍ଲୀ,୧୭।୩:ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ମଧ୍ୟରେ ଭାରତୀୟ ଶେୟାର ମାର୍କେଟର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଗୁରୁବାର ଶେୟାର ବଜାରର କାରବାରରେ ଉତ୍ସାହ ଦେଖାଦେଇଛି। ଫଳରେ ଦଲାଲ ଷ୍ଟ୍ରିଟ୍ର ନିବେଶକମାନେ ପ୍ରାୟ ୫୦,୦୦୦ କୋଟି ଟଙ୍କାର ନିବେଶ ବଢ଼ାଇ ପାରିଛନ୍ତି। ବିଶେଷକରି…
Archives


