ବିପଦସଙ୍କୁଳ ଅବସ୍ଥାରେ ବ୍ରିଟିଶ ଅମଳର ସ୍କୁଲ
ଗୋପ,୧୭।୩ (ଡି.ଏନ୍.ଏ.): ଗୋପ ବ୍ଲକରେ ଥିବା ବ୍ରିଟିଶ ଶାସନ ଅମଳର ନିଗମାନନ୍ଦ ସ୍ମାର୍ଟ ସ୍କୁଲ ବର୍ତ୍ତମାନ ବିପଦସଙ୍କୁଳ ଅବସ୍ଥାରେ ଥିବା ଅଭିଯୋଗ ହୋଇଛି। ପୂର୍ବରୁ ସ୍କୁଲ ଛାତରୁ କଂକ୍ରିଟ୍ ପଲସ୍ତରା ଖସିଥିବାବେଳେ ଗୁରୁବାର ପୁଣି ପଲସ୍ତରା ଖସିଛି। ସ୍କୁଲ କର୍ତ୍ତୃପକ୍ଷ ଏ…
ବଢିବାରେ ଲାଗିଛି ଇସ୍ରାଏଲ ସଙ୍କଟ
ତେଲ ଆଭିବ,୧୭ ।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଦେଶର ଆଇନ ପ୍ରଣାଳୀରେ ପରିବର୍ତ୍ତନକୁ ନେଇ ଜାରି କରାଯାଇଥିବା ତାଙ୍କର ଯୋଜନାରେ କୌଣସି ପରିବର୍ତ୍ତନ ପ୍ରସ୍ତାବକୁ ପ୍ରତ୍ୟାଖାନ କରିଛନ୍ତି ରାଷ୍ଟ୍ରପତି ଆଇଜାକ ହେର୍ଜୋଗ ଟେଲିଭିଜନରେ ପ୍ରସାରିତ ଏକ ସମ୍ବୋଧନରେ ନେତନ୍ୟାହୁଙ୍କୁ ଏକ…
ଫଡ୍ନବିସ୍ଙ୍କ ସ୍ତ୍ରୀଙ୍କୁ ବ୍ଲାକ୍ମେଲ୍: ଡିଜାଇନର୍ ଗିରଫ
ମୁମ୍ବାଇ ୧୭। ୩:ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ୍ଙ୍କ ସ୍ତ୍ରୀ ତଥା ବ୍ୟାଙ୍କର ଅମୃତା ଫଡ୍ନବିସ୍ଙ୍କୁ ମୁମ୍ବାଇର ଜଣେ ଡିଜାଇନର୍ ବ୍ଲାକ୍ମେଲ୍ କରିବା ନେଇ ଥାନାରେ ଅଭିଯୋଗ ହେବାପରେ ଗୁରୁବାର ଉକ୍ତ ଡିଜାଇନରଙ୍କୁ ପୋଲିସ ଗିରଫ କରିଛି। ଅନିକ୍ସା ନାମ୍ନୀ ଡିଜାଇନଙ୍କ ବିରୋଧରେ…
ଜୁନ୍ ୨୫ ସୁଦ୍ଧା ରତ୍ନଭଣ୍ଡାର ସ୍ଥିତି ସତ୍ୟପାଠ ଦାଖଲ ହେବ
କଟକ ଅଫିସ,୧୭ା୩: ହାଇକୋର୍ଟରେ ଗୁରୁବାର ପୁରୀ ଶ୍ରୀମନ୍ଦିର ସଂସ୍କାର ସମ୍ପର୍କିତ ମାମଲାର ଶୁଣାଣି ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିରର ଜଗମୋହନ ଓ ନାଟମଣ୍ଡପ କାର୍ଯ୍ୟ ଚାଲିଥିବା ତଥ୍ୟ ଉପସ୍ଥାପନ କରାଯାଇଛି। ଏଏସ୍ଆଇ ପକ୍ଷରୁ ଗତ ୧୪ରୁ ଆରମ୍ଭ ହୋଇଥିବା ମନ୍ଦିର…
ମୋଦିଙ୍କୁ ନୋବେଲ ପୁରସ୍କାର ଗୁଜବ
ନୂଆଦିଲ୍ଲୀ,୧୬ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ପାଇଁ ଅନବରତ ପ୍ରୟାସ କରୁଛନ୍ତି। ତେଣୁ ମୋଦି ନୋବେଲ ଶାନ୍ତି ପୁରସ୍କାର ପାଇବା ପାଇଁ ଦୃଢ଼ ଦାବିଦାର। ଏହି ପୁରସ୍କାର ଲାଗି ତାଙ୍କ ନାମ ବିଚାରକୁ ନିଆଯାଇପାରେ ବୋଲି ନରଓ୍ବେଜିଆନ୍ ନୋବେଲ…
ଅସ୍ତରଙ୍ଗରେ ହେବ ଦ୍ୱିତୀୟ ମାଛଧରା ବନ୍ଦର
ଅସ୍ତରଙ୍ଗ,୧୭।୩(ଡି.ଏନ୍.ଏ.): ପୁରୀ ଜିଲା ଅସ୍ତରଙ୍ଗ ନୂଆଗଡରେ ପୁଣି ଏକ ମାଛଧରା ବନ୍ଦର ରାଜ୍ୟ ଓ କେନ୍ଦ୍ର ସରକାରଙ୍କର ମିଳିତ ସହାୟତାରେ ପ୍ରତିଷ୍ଠା ହେବାକୁ ଯାଉଛି। ଏହି ଅବସରରେ ଅସ୍ତରଙ୍ଗ ଅଞ୍ଚଳରେ ଏକ ବୈଠକ ଆୟୋଜିତ ହୋଇଥିଲା। ଏଥିରେ ଜିଲାର ବହୁ ପ୍ରଶାସନିକ…
ସାମ୍ବିଧାନିକ ପୀଠରେ ରାୟ ସଂରକ୍ଷିତ
ନୂଆଦିଲ୍ଲୀ, ୧୭ା୩(ପି.ଟି.):ମହାରାଷ୍ଟ୍ରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ଗୋଷ୍ଠୀ ଏବଂ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଗୋଷ୍ଠୀ ମଧ୍ୟରେ ବିବାଦରୁ ସୃଷ୍ଟ ରାଜନୈତିକ ସଙ୍କଟକୁ ନେଇ ସୁପ୍ରିମକୋର୍ଟରେ ଦାଏର ଏକାଧିକ ପିଟିଶନ ଉପରେ ସୁପ୍ରିମକୋର୍ଟ ଗୁରୁବାର ରାୟ ସଂରକ୍ଷିତ ରଖିଛନ୍ତି। ଭାରତର…
ସ୍ବାମୀଙ୍କୁ ବାଣ୍ଟିନେଲେ ଦୁଇ ସ୍ତ୍ରୀ
ଗ୍ବାଲିଅର, ୧୭। ୩:ମଧ୍ୟପ୍ରଦେଶର ଗ୍ବାଲିଅରରେ ଜଣେ ସଫ୍ଟଓ୍ବେର ଇଞ୍ଜିନିୟର ନିଜ ୨ ସ୍ତ୍ରୀଙ୍କୁ ନେଇ ଏବେ ଚର୍ଚ୍ଚାକୁ ଆସିଛନ୍ତି। ସେ ୨୦୧୮ରେ ଗ୍ବାଲିଅରର ଜଣେ ଯୁବତୀଙ୍କୁ ବିବାହ କରିଥିଲେ। ଉଭୟେ ଦୁଇବର୍ଷ ଗୁରୁଗ୍ରାମରେ ଏକାଠି ରହିବା ପରେ ୨୦୨୦ରେ କୋଭିଡ୍ ଯୋଗୁ…
ଓ୍ବାର୍କ ଅର୍ଡର ମିଳୁ ନ ଥିବାରୁ କାମ ଆରମ୍ଭ ହେଉନି
ଭୁବନେଶ୍ୱର,୧୭।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଧୀନରେ ଥିବା ୬୭ଟି ଓ୍ବାର୍ଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ପ୍ରତି ଓ୍ବାର୍ଡକୁ ୧କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ଓ୍ବାର୍ଡରେ କେଉଁଭଳି ଉନ୍ନୟନମୂଳକ କାର୍ଯ୍ୟ ହେବ, ସେନେଇ ପ୍ରସ୍ତାବ ଦିଆଯାଇଥିବା ବେଳେ ତାହା…
କଶ୍ମୀରକୁ ଫେରାଅ ରାଜ୍ୟ ମାନ୍ୟତା
ନୂଆଦିଲ୍ଲୀ/ଶ୍ରୀନଗର,୧୭ା୩:ଜମ୍ମୁ-କଶ୍ମୀରର ରାଜ୍ୟ ମାନ୍ୟତା ଫେରସ୍ତ ଦାବିକୁ ଜାତୀୟ ସ୍ତରର ବିରୋଧୀ ନେତାମାନେ ଗୁରୁବାର ସମର୍ଥନ କରିଛନ୍ତି। ଏଥିସହ ଏହି ପ୍ରାକ୍ତନ ରାଜ୍ୟରେ ଅବିଳମ୍ବେ ବିଧାନସଭା ନିର୍ବାଚନ କରାଯାଉ ବୋଲି ସେମାନେ ଦାବି କରିଛନ୍ତି। ଏପରି କି ବିରୋଧୀ ଦଳଗୁଡ଼ିକର ନେତାମାନେ ଆସନ୍ତା…
ବ୍ଲକ୍ କନିଷ୍ଠ ଯନ୍ତ୍ରୀ, ଜିଲା ପରିଷଦ ସଭ୍ୟ ହାତାହାତି
ବରୀ,୧୭ା୩(ଡି.ଏନ.ଏ.):ଯାଜପୁର ଜିଲା ବରୀ ବ୍ଲକ୍ ଅଧୀନ ମହାକାଳପଡ଼ା ପଞ୍ଚାୟତ ମିତ୍ରସେନପୁର ଗ୍ରାମରେ ଏକ ଖଳା ନିର୍ମାଣ କାର୍ଯ୍ୟକୁ ନେଇ ଗୁରୁବାର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ବିପ୍ଳବ ପରିଜା ଓ ୨୨ନଂ. ଜୋନ୍ ଜିଲା ପରିଷଦ ସଭ୍ୟ ଦିଲୀପ ମହାନ୍ତିଙ୍କ ମଧ୍ୟରେ ବିବାଦ…
ଶିଶୁପାଳଗଡ଼ରେ ବନ୍ଦ ହେଉନି ବେଆଇନ ଖନନ
ଭୁବନେଶ୍ୱର (ବ୍ୟୁରୋ) /ପୁରୁଣା ଭୁବନେଶ୍ୱର,୧୭।୩ (ଡି.ଏନ.ଏ.): ଶିଶୁପାଳଗଡ଼ ଇତିହାସର ନିଦର୍ଶନ। ଏହି ଅମୂଲ୍ୟ ଐତିହ୍ୟ ଦିଗରେ ପଦକ୍ଷେପ ଗ୍ରହଣ କରିବା ନିହାତି ଜରୁରୀ। ରାଜ୍ୟ ସରକାର ଶିଶୁପାଳଗଡ଼ରେ ଚାଲିଥିବା ବେଆଇନ ଜବରଦଖଲକୁ ତୁରନ୍ତ ବନ୍ଦ କରନ୍ତୁ। ସଂରକ୍ଷିତ ଶିଶୁପାଳଗଡ଼ରେ ଚାଲିଥିବା ବେଆଇନ…
Archives


