ଆଈତୋଟା
ଜଗତ ଠାକୁର ଦାରୁଦିଅଁ । ଭାଇ ଭଉଣୀଙ୍କୁ ସାଥୀରେ ଧରି ଏବେ ଆବିର୍ଭାବ ସ୍ଥଳରେ ବିରାଜିତ। ସେବକ, ଶ୍ରଦ୍ଧାଳୁଙ୍କ ସମାବେଶରେ ମୁଖରିତ ସୁନ୍ଦରାଚଳ। କାଳିଆ ସାଆନ୍ତଙ୍କ ଜନ୍ମ/ଆବିର୍ଭାବ ସ୍ଥଳ, ଜନ୍ମବେଦି, ଆଟୋପ ମଣ୍ଡପ /ଆଡ଼ମ୍ବର ମଣ୍ଡପ ବା ଲୋକମୁଖରେ ପ୍ରଚାରିତ ଆଡ଼ପ…
ଓଓ୍ବାଇସିଙ୍କ ରାଲିରେ ‘ଔରଙ୍ଗଜେବ ଅମର ରହେ’ ସ୍ଲୋଗାନକୁ ନେଇ ବିବାଦ
ମୁମ୍ବାଇ,୨୫।୬: ନିଜ ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା ଅଲ ଇଣ୍ଡିଆ ମଜଲିସ-ଏ-ଇନ୍ତେହାଦୁଲ ମୁସଲିମ(ଏଆଇଏମଆଇଏମ)ର ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସିଙ୍କୁ ନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଛି। ମହାରାଷ୍ଟ୍ରର ବୁଲଡାନାରେ ଓଓ୍ବାଇସିଙ୍କ ରାଲିରେ ‘ଔରଙ୍ଗଜେବ ଅମର ରହେ’ ସ୍ଲୋଗାନ ଦିଆଯାଇଥିଲା, ଯାହାକୁ ନେଇ ଏବେ…
ଫିଲ୍ମ ମେକର କୁଲଜିତ ପାଲଙ୍କ ପରଲୋକ
ମୁମ୍ବାଇ: ବଲିଉଡ ଇଣ୍ଡଷ୍ଟ୍ରିର ଜଣାଶୁଣା ଫିଲ୍ମ ର୍ନିମାତା କୁଲଜିତ ପାଲଙ୍କ ପରଲୋକ ହୋଇଛି। ମୁମ୍ବାଇର ସାଣ୍ଟାକ୍ରୁଜ ଶ୍ମଶାନରେ ରବିବାର ମଧ୍ୟାହ୍ନ ୧୨ଟାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ। ତାଙ୍କ ଆତ୍ମାର ଶାନ୍ତି ପାଇଁ ଜୁନ ୨୯ ଅପରାହ୍ନ ୫ଟାରୁ ୬ଟା ମଧ୍ୟରେ…
ସୁସ୍ଥ ରହିବାର ଉପାୟ
ରୋଷେଇ ଘରେ ନିତ୍ୟ ବ୍ୟବହୃତ ହେଉଥିବା ଏଭଳି କେତେକ ଖାଦ୍ୟଦ୍ରବ୍ୟ ରହିଛି, ଯାହା ଶରୀରକୁ ସୁସ୍ଥ ରଖିବାରେ ବିଶେଷ ସହାୟକ ହୋଇଥାଏ। କାରଣ ଏଥିରେ ଭରି ରହିଥାଏ ଅନେକ ଔଷଧୀୟ ଗୁଣ। ଯେମିତି କି: ଅଁଳା: ଭିଟାମିନ୍ ସି, ଆଣ୍ଟିଅକ୍ସିଡାଣ୍ଟ ଓ…
ଦେଶର କଳା ଅଧ୍ୟାୟକୁ ଯୁବପିଢ଼ି ଜାଣିବା ଆବଶ୍ୟକ
ମୁମ୍ବାଇ: ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ଦ୍ୱାରା ପ୍ରଯୋଜିତ ଓ ନିର୍ଦ୍ଦେଶିତ ଚଳଚ୍ଚିତ୍ର ‘ଏମର୍ଜେନ୍ସି’କୁ ପ୍ରଶଂସକ ଉତ୍କଣ୍ଠାର ସହ ଅପେକ୍ଷା କରି ରହିଥିଲେ। ଏବେ କଙ୍ଗନା ମୁଭିର ରିଲିଜ୍ ଡେଟ୍ ଘୋଷଣା କରିଛନ୍ତି। ଶନିବାର କଙ୍ଗନା ତାଙ୍କ ସୋସିଆଲ ମିଡିଆରେ ଫିଲ୍ମର ଟିଜର…
୨୦୫୦ ବେଳକୁ ୨ଗୁଣା ଟପିବେ ମଧୁମେହ ରୋଗୀ
ନୂଆଦିଲ୍ଲୀ ଅନ୍ୟ ଦେଶ ତୁଳନାରେ ଭାରତରେ ଅଣ-ସଂକ୍ରାମକ ରୋଗର ମାତ୍ରା ଅଧିକ। ଦେଶର ୧୦.୧ କୋଟି ଲୋକ ମଧୁମେହ ଏବଂ ୧୩.୬ କୋଟି ଲୋକ ପ୍ରାଥମିକ ରୋଗରେ ଆକ୍ରାନ୍ତ। ୨୦୫୦ ବେଳକୁ ପୃଥିବୀ ଜନସଂଖ୍ୟାର ୧.୩ ବିଲିୟନ୍ ଅର୍ଥାତ୍ ୧୩୦ କୋଟି…
୩୬ ବର୍ଷ ଗର୍ଭଧାରଣ କରିଥିଲେ ୬୦ ବର୍ଷୀୟ
ମୁମ୍ବାଇ ୩ ଦଶନ୍ଧିରୁ ଅଧିକ ସମୟ ଧରି ଜଣେ ୬୦ ବର୍ଷୀୟ ବ୍ୟକ୍ତି ୨ଟି ଯାଅଁାଳା ଶିଶୁକୁ ଗର୍ଭରେ ଧାରଣ କରିଥିଲେ। ଏଥିପାଇଁ ତାଙ୍କୁ ଲୋକେ ଗର୍ଭବତୀ ପୁରୁଷ ବୋଲି ଡାକୁଥିଲେ। ମହାରାଷ୍ଟ୍ରର ନାଗପୁର ଅଞ୍ଚଳର ସଞ୍ଜୁ ଭଗତ ଏକ ବିରଳ…
ସିଙ୍ଗଡ଼ା ଖାଇଲେ ମିଳିବ ୭୧ ହଜାର
ଲକ୍ଷ୍ନୌ ସିଙ୍ଗଡ଼ା କହିଲେ ସାଧାରଣତଃ ଆମେ ଆମ ହାତମୁଠାରେ ଧରି ପାରୁଥିବା ସିଙ୍ଗଡ଼ା କଥା ଭାବିଥାଉ। ହେଲେ ଉତ୍ତରପ୍ରଦେଶର ଏକ ମିଠା ଦୋକାନରେ ପ୍ରସ୍ତୁତ ବିରାଟ ସିଙ୍ଗଡ଼ା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଏହାର ନାମ ଦିଆଯାଇଛି ବାହୁବଳୀ ସିଙ୍ଗଡ଼ା। ୧୨…
ଏନ୍ଏଚ୍ପିସି-ଗ୍ରୀଡ୍କୋ ଚୁକ୍ତି
ଭୁବନେଶ୍ୱର,୨୫।୬: ଦେଶର ସର୍ବବୃହତ୍ ଜଳବିଦ୍ୟୁତ୍ ବିକାଶ ସଙ୍ଗଠନ ଏନ୍ଏଚ୍ପିସି ଲିମିଟେଡ୍ ଏବଂ ଓଡ଼ିଶା ସରକାରଙ୍କ ପ୍ରମୁଖ ନିଗମ ଗ୍ରୀଡ୍କୋ ମଧ୍ୟରେ ଏକ ବୁଝାମଣା ପତ୍ର (ଏମ୍ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷକରି ପମ୍ପଡ୍ ଷ୍ଟୋରେଜ୍ ପ୍ରକଳ୍ପ ଏବଂ ଓଡ଼ିଶାରେ ଅକ୍ଷୟ ଶକ୍ତିର…
ଆଇସିଏମ୍ଆର୍-ଆର୍ଏମ୍ଆର୍ସି ସହ ସୋଆର ବୁଝାମଣା
ଭୁବନେଶ୍ୱର,୨୫।୬: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଆଇସିଏମ୍ଆର୍-ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆଇସିଏମ୍ଆର୍-ଆର୍ଏମ୍ଆର୍ସି) ମଧ୍ୟରେ ଶନିବାର ଏକ ଦ୍ୱିପାକ୍ଷିକ ବୁଝାମଣା ସ୍ବାକ୍ଷରିତ ହୋଇଯାଇଛି। ଉକ୍ତ ବୁଝାମଣା ଅନୁଯାୟୀ ଆଇସିଏମ୍ଆର୍-ଆର୍ଏମ୍ଆର୍ସି ଓ ସୋଆ ମିଳିତ ଭାବେ…
ବକରି-ଇଦରେ ଖାଲି ପଡିଛି ଆଫଗାନିସ୍ତାନରେ କପଡା ଦୋକାନ
କାବୁଲ,୨୫।୬: ଆଫଗାନିସ୍ତାନରେ ବକରି-ଇଦରେ ସହର ବଜାର ଯେମିତି ଶୂନଶାନ ଲାଗୁଛି। ଟେଲର ଏବଂ କପଡା ବିକ୍ରେତାଙ୍କ ଦୋକାନ ବି ଖାଲି ପଡିଛି, ଏହା ଫଳରେ ଆର୍ଥିକ ଅବସ୍ଥା ମଧ୍ୟ ଖରାପ ହୋଇଛି। ଆଫଗାନିସ୍ତାନ ନ୍ୟୁଜ ଚ୍ୟାନେଲ ଟୋଲୋ ନ୍ୟୁଜର ସୂଚନା ଅନୁଯାୟୀ…
ନିର୍ମାଇ ସହ ଓଡ଼ିଶା ଡାଇଗ୍ନୋଷ୍ଟିକର ସହଭାଗିତା
ଭୁବନେଶ୍ୱର,୨୫।୬: ରାଜ୍ୟର ପ୍ରମୁଖ ଘରୋଇ ସ୍ବାସ୍ଥ୍ୟସେବା ପରୀକ୍ଷଣ ସଂସ୍ଥା ଓଡ଼ିଶା ଡାଇଗ୍ନୋଷ୍ଟିକ୍ ଏବଂ ମେଡିକାଲ ଟେକ୍ନୋଲୋଜି କମ୍ପାନୀ ନିର୍ମାଇ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସ୍ଥାପନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଅତ୍ୟାଧୁନିକ ଜ୍ଞାନକୌଶଳକୁ ସ୍ବାସ୍ଥ୍ୟସେବାର ଅଗ୍ରଭାଗକୁ ଆଣିବାକୁ ଲକ୍ଷ୍ୟ ରଖାଯାଇଛି।…

