ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା: ଚିକିତ୍ସା ଅଭାବରୁ ଶିଶୁପୁତ୍ର ମୃତ୍ୟୁ ଅଭିଯୋଗ
ବାଲେଶ୍ବର ଅଫିସ ୧୫।୩: ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟ ଶିଶୁ ବିଭାଗରେ ବୁଧବାର ସକାଳେ ଉତ୍ତେଜନା ଦେଖିବାକୁ ମିଳିଛି। ଚିକିତ୍ସାର ଅବହେଳା ଯୋଗୁ ୭ମାସର ଶିଶୁପୁତ୍ର ମୃତ୍ୟୁବରଣ କରିଥିବା ନେଇ ପରିବାରଲୋକେ ଅଭିଯୋଗ ଆଣିଛନ୍ତ। ସୂଚନାଯୋଗ୍ୟ, ବାଲେଶ୍ବର ବସ୍ତା ଅଞ୍ଚଳର ମାଣିପୁର…
ଅଙ୍କିତାଙ୍କୁ ମିଳୁନି କାମ
ମୁମ୍ବାଇ: କଙ୍ଗନାଙ୍କ ଫିଲ୍ମ ‘ମଣିକର୍ଣ୍ଣିକା’ ଜରିଆରେ ଟେଲି ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ବଲିଉଡ୍ରେ ଡେବ୍ୟୁ କରିଥିଲେ। ହେଲେ ଏହା ପରଠାରୁ ତାଙ୍କୁ ଆଉ କାମ ମିଳୁନି ଏବଂ ସେ କାହାକୁ କାମ ମାଗିବାକୁ ଚାହୁଁ ନ ଥିବା ଏକ ସାକ୍ଷାତକାରରେ କହିଛନ୍ତି।…
ଶାଢ଼ି ପିନ୍ଧି ବୁଲେଟରେ ବୁଲିବେ ୪୦ ଦେଶ
ପୁଣେ: ବିଶ୍ୱରେ ମହିଳା ସଶକ୍ତୀକରଣର ବାର୍ତ୍ତା, ଅନ୍ୟମାନଙ୍କଠାରୁ କିଛି ଭିନ୍ନ କରିବାର ପ୍ରୟାସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ପୁଣେର ରାମାବାଇ ଲଟ୍ପଟେ ନାମ୍ନୀ ମହିଳା ଶାଢ଼ି ପିନ୍ଧି ଏକାକୀ ୪୦ ଦେଶର ୮୦ହଜାର କିଲୋମିଟର ବାଇକ୍…
ଥରିଲା ଚାଇନା, ରିକ୍ଟର ସ୍କେଲ୍ରେ ତୀବ୍ରତା ୪.୭…
ବେଜିଂ,୧୫।୩: ଭୂକମ୍ପରେ ଥରିଲା ଚାଇନା। ହୋଟାନ୍ର ଦକ୍ଷିଣ-ଦକ୍ଷିଣ-ପୂର୍ବରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪.୭ ରେକର୍ଡ କରାଯାଇଥିବା ବେଳେ ଗଭୀରତା ୧୭ କି.ମି.ରହିଛି। ତେବେ ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି।
ସମସ୍ୟା ଘେରରେ ରାଉରକେଲା ସହରର ୩ ଡାକଘର
ରାଉରକେଲ ଅଫିସ,୧୫।୩: ରାଉରକେଲା ସହରର ପ୍ରମୁଖ ତିନି ମୁଖ୍ୟ ଡାକଘର ଏବେ ନାନା ସମସ୍ୟା ଦେଇ ଗତି କରୁଛି। ଫଳରେ ଏହି ସବୁ ଡାକଘରକୁ ଆସୁଥିବା ଲୋକମାନେ ଉପଯୁକ୍ତ ସେବା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ସୂଚନା ଅନୁସାରେ, ରାଉରକେଲା ସହରରେ ଉଦିତନଗର ଏଚ୍ଓ,…
ମହାରାଷ୍ଟ୍ରରେ ଏଚ୍୩ଏନ୍୨ର ଭାଇରସ୍ର ପ୍ରକୋପ: ଜଣେ ଛାତ୍ରଙ୍କ ମୃତ୍ୟୁ ପରେ ଆଲର୍ଟରେ ସ୍ବାସ୍ଥ୍ୟବିଭାଗ
ମୁମ୍ବାଇ,୧୫।୩: ଅହମଦନଗରରେ ମାର୍ଚ୍ଚ ୧୪ରେ ଜଣେ ଏମ୍ବିବିଏସ୍ ଛାତ୍ରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ଏଚ୍୩ଏନ୍୨ ଭାଇରସ୍ ଯୋଗୁ ପ୍ରଥମ ସନ୍ଦେହଜନକ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ସେ ଉଭୟ କୋଭିଡ ଏବଂ ଏଚ୍୩ଏନ୍୨ ପଜିଟିଭ୍ ହୋଇଥିଲେ। ବର୍ତ୍ତମାନ ରିପୋର୍ଟ ଆସିବା ପରେ…
ନବୀକରଣ ହେବ ରେଲଓ୍ବେ ଷ୍ଟେଶନ ରାସ୍ତା
ଟିକିରି,୧୫।୩(ଡି.ଏନ୍.ଏ.): କାଶୀପୁର ବ୍ଲକ ଟିକିରି ରେଲଓ୍ବେ ଷ୍ଟେଶନ ରାସ୍ତାର ନବୀକରଣ ପାଇଁ ସ୍ଥାନୀୟ ତହସିଲଦାର ଶରତ ଶବରଙ୍କ ଉପସ୍ଥିତରେ ଜମି ଚିହ୍ନଟ କରାଯାଇଛି। ରେଲଓ୍ବେ ସହକାରୀ ଯନ୍ତ୍ରୀ ଏବଂ ଟିକିରି ଆର୍ଆଇ ବନମାଳୀ ସାହୁ ପ୍ରମୁଖଙ୍କ ସହିତ ବିଭାଗୀୟ କର୍ମଚାରୀମାନେ ଉପସ୍ଥିତ…
୯୦ ବର୍ଷୀୟ ପିନ୍ଧୁଛନ୍ତି ୯୫ ଲକ୍ଷର ସୁନା
ବେଜିଂ: ଆଜିକା ଯୁଗରେ ସୁନାର ମୂଲ୍ୟ ଆକାଶଛୁଅଁ।। ଏଥିସହ ଚୋରି ମଧ୍ୟ ବଢ଼ିଗଲାଣି। ହେଲେ ଅପରି ଅନେକ ଲୋକ ଅଛନ୍ତି, ଯେଉଁମାନେ ସବୁବେଳେ ସୁନା ପିନ୍ଧିବାକୁ ଭଲ ପାଇଥା’ନ୍ତି। ଚାଇନାର ଜଣେ ୯୦ ବର୍ଷୀୟ ବୃଦ୍ଧଙ୍କ ଏପରି ସୁନାପିନ୍ଧା ସଉକ ତାଙ୍କୁ…
ସରକାରୀ ସ୍ତରରେ ନାହିଁ ବଜାର ବ୍ୟବସ୍ଥା, ଫାଇଦାରେ ବ୍ୟବସାୟୀ
ମାଥିଲି,୧୫।୩ (ଡି.ଏନ.ଏ.): ଆଦିବାସୀମାନଙ୍କୁ ରୋଜଗାର ଯୋଗାଉଛି ଋତୁକାଳୀନ ବନଜାତ ଦ୍ରବ୍ୟ ମହୁଲ। ବଣ ପାହାଡ ଘେରା ମାଲକାନଗିରି ଜିଲାର ପ୍ରମୁଖ ବନଜାତ ଦ୍ରବ୍ୟ ମଧ୍ୟରେ ଏହି ମହୁଲ ଫୁଲ ଅନ୍ୟତମ। ଫେବୃଆରୀ, ମାର୍ଚ୍ଚ,ଏପ୍ରିଲ ୩ ମାସ ଧରି ମହୁଲ ଫୁଲ ସଂଗ୍ରହ…
ଖେଳାଳି ଚୟନରେ ପକ୍ଷପାତିତା ଅଭିଯୋଗ
ଅନୁଗୋଳ ଅଫିସ, ୧୫।୩: ଓଡ଼ିଶା କ୍ରିକେଟ୍ ଆସୋସିଏଶନ (ଓସିଏ) ପକ୍ଷରୁ କଳାହାଣ୍ଡି କପ୍ ପାଇଁ ଜିଲାସ୍ତରୀୟ ଖେଳାଳି ଚୟନ ପ୍ରକ୍ରିୟା ବେଳେ ଅନୁଗୋଳ ଜିଲା କ୍ରିକେଟ୍ ଆସୋସିଏଶନ (ଏଡିସିଏ) ବିରୋଧରେ ପକ୍ଷପାତିତା ଅଭିଯୋଗ ହୋଇଛି। ଏଡିସିଏ ଠିକ୍ ଭାବେ ଖେଳାଳି ଚୟନ…
ବୋର୍ଓ୍ବେଲରୁ ଉଦ୍ଧାର ହୋଇ ଚିକିତ୍ସାଧୀନ ଅବସ୍ଥାରେ ୭ ବର୍ଷ ବାଳକର ମୃତ୍ୟୁ
ଭୋପାଳ, ୧୫।୩: ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏକ ବୋର୍ଓ୍ବେଲରେ ଖସିପଡିଥିବା ୭ ବର୍ଷ ବାଳକ ଲୋକେଶଙ୍କୁ ବୋର୍ୱେଲରୁ ଉଦ୍ଧାର କରାଯାଇଛି। ଏହାପରେ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ସମୟରେ ଲୋକୋଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମଙ୍ଗଳବାର ପୂର୍ବାହ୍ନ…
ରାଜରାସ୍ତାରେ ଡ୍ରାଇଭର, ଗାଡି ଚଳାଚଳ ଠପ୍
କେନ୍ଦୁଝର,୧୫।୩(ସ୍ବ.ପ୍ର.): ଓଡ଼ିଶା ଡ୍ରାଇଭର ମହାସଂଘର ଆହ୍ବାନ କ୍ରମେ ଆଜି କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଆରମ୍ଭ କରିଛନ୍ତି। ପୁରୁଣା ପେନସନ ଲାଗୁ କରିବା, ଖାଲି ପଦବୀ ପୂରଣ କରିବା, ଠିକା କର୍ମଚାରୀ ମାନଙ୍କୁ ସ୍ଥାୟୀ କରିବା,…
Archives


