ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର
ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ ପୂର୍ବରୁ ବାପା ମାଆଙ୍କ ଅନୁମତି ଅନିବାର୍ଯ୍ୟ । କୌଣସି ବି ଯୁବକ ଯୁବତୀ…
ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…
ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨ ପରୀକ୍ଷାର୍ଥୀ ସୁଭଦ୍ରା କିର୍ସାନୀ ଓ ସାମୁଏଲ ପାଙ୍ଗୀ ପରୀକ୍ଷା…
ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…
ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ଏହା ପରେ…
ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ସ୍ବାସ୍ଥ୍ୟ ପ୍ରତି ମଧ୍ୟ ଗୁରୁତ୍ୱ…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ
ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ ରହିଥିବା ବିରାଟକାୟ ଗଛରେ ନିଜ ପ୍ରଚାର ପ୍ରସାର ପାଇଁ ବ୍ୟାନର, ପୋଷ୍ଟରଗୁଡିକୁ ଗଛରେ…
ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ ୩ ଲକ୍ଷ ପିଲା ଉପକୃତ ହେବେ। ଏହାସହ ଉପକୂଳବାସୀଙ୍କ ପାଇଁ ଚଳିତ ବଜେଟରେ…
‘ଟପଲେସ୍, ବ୍ରେନଲେସ ଆଣ୍ଡ ସେମଲେସ୍’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା
ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ ୨୦୨୬ରେ ଚାରି ଜଣଙ୍କୁ ଗିରଫ କରାଯାଇଥିଲା, ଯେଉଁମାନେ…
ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ବନ୍ୟା ପରିଚାଳନାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି।…
ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍କା
ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ ହାଇକମିଶନ ଭାରତୀୟ ନାଗରିକଙ୍କ ପାଇଁ ଭିସା ସେବା ପୁନଃସ୍ଥାପିତ କରିଛି, ଯାହାକୁ ପ୍ରାୟ…
ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ ବର୍ଷ ରାଜ୍ୟ ସରକାର ମୂଳ ବଜେଟ ୨ଲକ୍ଷ ୯୦ ହଜାର କୋଟି ଟଙ୍କାର…
୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ
କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ ଭାଟିମୁଣ୍ଡା ଗ୍ରାମପଞ୍ଚାୟତର ପିଇଓ ଭରତ ଭୂଷଣ ମିଶ୍ରଙ୍କୁ ଲାଞ୍ଚ…
ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ଗତବର୍ଷ ତୁଳନାରେ ୨୦୨୬-୨୭ ଆର୍ଥିକ ବର୍ଷ…
Archives


