Home Left

ରାଇନାଙ୍କ ରେଷ୍ଟୁରାଣ୍ଟ

ଆମଷ୍ଟରଡାମ୍‌: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ସୁରେଶ ରାଇନା ନିକଟରେ ତାଙ୍କ ରୁଚିକୁ ପୂରଣ କରିଥିବା କହିଛନ୍ତି। ସେ ନେଦରଲାଣ୍ଡର ରାଜଧାନୀ ଆମଷ୍ଟରଡାମ୍‌ରେ ତାଙ୍କର ଏକ ଭାରତୀୟ ରେଷ୍ଟୁରାଣ୍ଟ ଖୋଲିଛନ୍ତି। ସେ ବର୍ଷ ବର୍ଷ ଧରି ଖାଦ୍ୟ ପ୍ରତି ଥିବା…

ସହାୟତା ଟଙ୍କାରେ ଘର ମରାମତି

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତ ଅନ୍ତର୍ଗତ କେଉଁଟିପାଲି ଗ୍ରାମର ଫୁଲ ମୁଦୁଲି(୭୭)ଙ୍କ ଘରନାହିଁ। ଆବାସ ଯୋଜନାରେ ସେ ଯୋଗ୍ୟ ବିବେଚିତ ହେଉନାହାନ୍ତି। ସ୍ବଚ୍ଛ ଭାରତ ପାଇଖାନାରେ ସେ ଆଶ୍ରୟ ନେଇଛନ୍ତି। ଏ ସଂକ୍ରାନ୍ତ ଖବର ଗଣମାଧ୍ୟମରେ…

୫୦୦୦ ମିଟରରେ ନମିତା, ତାରକଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୪।୬, (ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ ଆଥ୍‌ଲେଟିକ୍ସ ମିଟ୍‌ର ୬୯ତମ ସଂସ୍କରଣ କିଟ୍‌ ଓ କିସ୍‌ ପରିସରରେ ଥିବା ଦୂତୀ ଚାନ୍ଦ ଆଥ୍‌ଲେଟିକ୍ସ ଷ୍ଟାଡିୟମରେ ଆରମ୍ଭ ହୋଇଛି। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ମୁଖ୍ୟ…

ଭାରତ ଆଜି ନେପାଳକୁ ଭେଟିବ

ବେଙ୍ଗାଲୁରୁ, ୨୪।୬: ସାଫ୍‌ ଫୁଟବଲ ଚାମ୍ପିୟନଶିପ୍‌ରେ ଭାରତ ଏହାର ଦ୍ୱିତୀୟ ମ୍ୟାଚ ଶନିବାର ନେପାଳ ସହିତ ଖେଳିବ। ପ୍ରଥମ ମ୍ୟାଚରେ ପାକିସ୍ତାନକୁ ୪-୦ ଗୋଲରେ ହରାଇ ସାରିଥିବା ଭାରତ ବିଜୟ ଧାରା ବଜାୟ ରଖିବା ଲକ୍ଷ୍ୟରେ ରହିଛି। ନେପାଳ ବିପକ୍ଷ ମ୍ୟାଚ…

ଲାୟନ୍ସ, ଜାଗୁଆର୍ସ ବିଜୟୀ

ଭୁବନେଶ୍ୱର, ୨୪।୬: ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ୨ଟି ଓସିଏଲ୍‌ (ଓଡ଼ିଶା କ୍ରିକେଟ ଲିଗ୍‌) ମ୍ୟାଚରେ ଲାୟନ୍ସ ଓ ଜାଗୁଆର୍ସ ଦଳ ବିଜୟ ହାସଲ କରିଛନ୍ତି। ପ୍ରଥମ ମ୍ୟାଚରେ ଲାୟନ୍ସ ୪ ଉଇକେଟରେ ଓଡ଼ିଶା…

କାମ କରି ପାଉଣା ପାଇନାହାନ୍ତି ଶ୍ରମିକ

ନୂଆପଡା,୨୪।୬ (ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ଜଟଗଡ ପଞ୍ଚାୟତ ବାଲିପାଟିଠାରୁ ଡ୍ୟାମ ରାସ୍ତା ନିର୍ମାଣର ଏକ ବର୍ଷ ବିତି ଯାଇଛି। ହେଲେ ଆଜି ଯାଏ ଶ୍ରମିକମାନେ ପାଉଣା ପାଇ ନ ଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାରଙ୍କ…

ବିଭିନ୍ନ ପ୍ରକଳ୍ପର ତଦାରଖ, ସମୀକ୍ଷା

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ ତ୍ରିପାଠୀ ୨ ଦିନିଆ କଳାହାଣ୍ଡି ଗସ୍ତରେ ଆସିଥିଲେ। ଶୁକ୍ରବାର ଦ୍ୱିତୀୟ ଦିନରେ ସେ ଜିିଲାର ଭବାନୀପାଟଣା ବ୍ଲକ ସମେତ ଥୁଆମୂଳ ରାମପୁର, ଜୟପାଟଣା…

ପୂର୍ବତନ ଜୁନିୟର ଷ୍ଟାର ହକି ଖେଳାଳିଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୪ା୬ (ପି.ଟି.): ଭାରତର ପୂର୍ବତନ ଜୁନିୟର ଷ୍ଟାର ହକି ଖେଳାଳି ରାଜୀବ ମିଶ୍ରଙ୍କ ୪୫ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ତାଙ୍କ ସ୍ତ୍ରୀ ଓ ଦୁଇଟି ପିଲାକୁ ଛାଡ଼ି ଚାଲିଯାଇଛନ୍ତି। ବୁଧବାର ବାରଣାସୀର ସର୍ସାଉଲି ଅଞ୍ଚଳରେ ରହିଥିବା ରାଜୀବଙ୍କ ବାସଭବନରୁ…

ଝାଉଁଳି ଗଲାଣି ଦାମିକିଆ ଗଛ

ରାଉରକେଲା,୨୪।୬(ବିପ୍ଲବ ରଞ୍ଜନ ଦାଶ): ପୁରୁଷ ହକି ବିଶ୍ୱକପ୍‌ ସମୟରେ ରାଉରକେଲା ସହରର ସୌନ୍ଦଯ୍ୟ ବୃଦ୍ଧି ପାଇଁ ବ୍ୟାପକ ଯୋଜନା କାର୍ଯ୍ୟକାରୀ କରାଯାଇଥିଲା। ଏଥିରେ ବିଭିନ୍ନ ଛକରେ ଦାମିକିଆ ଗଛ ଲଗାଯାଇଥିଲା। ତେବେ ରକ୍ଷଣାବେକ୍ଷର ଅଭାବରୁ ସେହି ଗଛସବୁ ଝାଉଁଳି ଯାଇଥିବା ଦେଖିବାକୁ…

ପାଣି ପାଇଁ ଡହଳବିକଳ

ରାଉରକେଲା,୨୪।୬(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା ଶିଳ୍ପାଞ୍ଚଳ ତଥା ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ଅଧୀନ ସେକ୍ଟର-୧ ଖରିଆବାହାଲ ବସ୍ତିରେ ପାଣି ସମସ୍ୟା ଉତ୍କଟ ହୋଇଛି। ଖରାଦିନ ଆରମ୍ଭ ହେଲେ ପାଣି ପାଇଁ ବସ୍ତିବାସିନ୍ଦା ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ…

ପୁରୀ ରଥଯାତ୍ରାରେ ଫ୍ରିଡମ୍‌ ଅଏଲ ଷ୍ଟଲ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୨୪।୬ (ଅଭୟ ଦାଶ): ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ପୁରୀ ରଥଯାତ୍ରା ଅବସରରେ ଫ୍ରିଡମ୍‌ ଅଏଲର ଆକର୍ଷଣୀୟ ଫ୍ରିଡମ ଷ୍ଟଲ୍‌ ଗୁଣ୍ଡିଚା ମନ୍ଦିର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଉକ୍ତ ଷ୍ଟଲ୍‌ ଚଳିତ ବର୍ଷର ବାହୁଡା଼ଯାତ୍ରା ପର୍ଯ୍ୟନ୍ତ ଉପଲବ୍ଧ ରହିବ। ବିଶେଷକରି…

ପୁଣି ୧୭ ଜଣଙ୍କ ପଟ୍ଟା ରଦ୍ଦକଲା ପ୍ରଶାସନ

ମାଲକାନଗିର,୨୪ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲମେଳା ତହସିଲ ଜମି ଦୁର୍ନୀତି ମାମଲାର ତଦନ୍ତ ପରେ ପୁଣି ୧୭ ଜଣଙ୍କ ପଟ୍ଟା ଜିଲା ପ୍ରଶାସନ ରଦ୍ଦ କରିଛି। ତା୨୮ା୭୨୦୨୧ରେ ମିସ୍‌କେସ୍‌ ମାଧ୍ୟମରେ ୧୦ ଜଣଙ୍କ ପଟ୍ଟା ପ୍ରଶାସନ ରଦ୍ଦ କରିଥିଲେ। ଏହି ୧୦ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?