Home Left

ବେଦାନ୍ତ ଲାଞ୍ଜିଗଡ଼କୁ ଗୋଲ୍‌ଡେନ୍‌ ପିକକ୍‌ ପୁରସ୍କାର

ଭୁବନେଶ୍ୱର,୪।୨: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ସହଯୋଗୀ କମ୍ପାନୀ ବେଦାନ୍ତ ଆଲୁମିନାର ଲାଞ୍ଜିଗଡ଼ ଓଡ଼ିଶା ୟୁନିଟ୍‌କୁ ନିକଟରେ ଏକ ଜାତୀୟ ସମ୍ମାନରେ ସମ୍ମାନିତ କରାଯାଇଛି। ବିଶେଷକରି ବେଦାନ୍ତ ଲିମିଟେଡ୍‌ର ଲାଞ୍ଜିଗଡ଼ ୟୁନିଟ୍‌ ଦେଶର ଅଗ୍ରଣୀ ମେଟାଲର୍ଜିକାଲ…

ପୋଖରୀ ଏରିଆ ଚିହ୍ନଟ କଲା ଜିଲା ପ୍ରଶାସନ

ଦେବଗଡ଼, ୪।୨(ଡି.ଏନ.ଏ.): ଦେବଗଡ଼ ସହର କଲେଜ ରୋଡ ଶନିମନ୍ଦିର ନିକଟ ଷୋହଳ ବଖରି କଟା (ପୋଖରୀ) ଉନ୍ନତିକରଣ କରାଯାଉଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ପୋଖରୀ ଏରିଆ ମପାଯାଇ ଚିହ୍ନଟ କରାଯାଇଛି। ତହସିଲଦାର ଏଜଲିନ ବାରା, ପୌର ନିର୍ବାହୀ ଅଧିକାରୀ…

ପ୍ଲାଟିନମ୍‌ ଇଭାରାର ଆକର୍ଷଣୀୟ ଜୁଏଲେରି କଲେକ୍ସନ

ନୂଆଦିଲ୍ଲୀ,୪।୨: ଚଳିତ ବର୍ଷର ଭାଲେଣ୍ଟାଇନ୍‌ ଡେ’ ପରିପ୍ରେକ୍ଷୀରେ ପ୍ଲାଟିନମ୍‌ ଇଭାରାର ଆକର୍ଷଣୀୟ ଜୁଏଲେରି କଲେକ୍ସନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଉକ୍ତ ଉତ୍ସବକୁ ସେଲିବ୍ରେଟ୍‌ କରିବା ପାଇଁ ପ୍ଲାଟିନମ୍‌ ଇଭାରା ବାଏ ପିଜିଆଇ ଇଣ୍ଡିଆ ୯୫%ଶୁଦ୍ଧ ପ୍ଲାଟିନମ୍‌ରୁ ସୁନ୍ଦର ଭାବେ ନିର୍ମିତ…

ଅଟୋମୋବାଇଲ ରପ୍ତାନିରେ ଅଭିବୃଦ୍ଧି

ନୂଆଦିଲ୍ଲୀ, ୪।୨: ଦେଶର ଅଟୋମୋବାଇଲ ଶିଳ୍ପକ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଦେଖାଦେଇଛି ଏପରିକି ଅଟୋମୋବାଇଲ ରପ୍ତାନି ହାର ୨୦୨୧-୨୨ରେ ପ୍ରାୟ ୩୬% (୩୫.୯%) ବୃଦ୍ଧି ଘଟିଛି। ୨୦୨୦-୨୧ ଆର୍ଥିକ ବର୍ଷରେ ୪୧,୩୪,୦୪୭ ୟୁନିଟ୍‌ ଗାଡ଼ି ରପ୍ତାନି ହୋଇଥିବା ବେଳେ ୨୦୨୧-୨୨ରେ ଏହି ସଂଖ୍ୟା…

ସମିତି ବୈଠକରେ ହଟ୍ଟଗୋଳ

ହିନ୍ଦୋଳ,୪।୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ସଭାଗୃହ ପରିସରରେ ଶୁକ୍ରବାର ସମିତିର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତର ସମସ୍ୟା ସମାଧାନ ହେଉ ନ ଥିବା ଏବଂ ସମିତିସଭ୍ୟଙ୍କୁ ଅଣଦେଖା କରାଯାଉଥିବା ପ୍ରତିବାଦରେ ହଟ୍ଟଗୋଳ ହୋଇଥିଲା। ବିଡିଓ ଶିବ ଶଙ୍କର ମିଶ୍ର…

ଝାଡଖଣ୍ଡ ଯିବେ ଶାହା: ବାବା ବୈଦ୍ୟନାଥଙ୍କୁ କରିବେ ଦର୍ଶନ

ନୂଆଦିଲ୍ଲୀ,୪।୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ଝାଡଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଅମିତ ଶାହା ବାବା ବୈଦ୍ୟନାଥଙ୍କୁ ଦର୍ଶନ କରିବେ। ଏହାପରେ ରାମକୃଷ୍ଣ ମିଶନର ଶତବାର୍ଷିକୀ ଉତ୍ସବରେ ଅଂଶଗ୍ରହଣ କରିବେ। ଏଥିସହ ୪୫୦ କୋଟି ବ୍ୟୟରେ…

୧୩୧.୧୫ କେଜିର ବିବାହ ଡ୍ରେସ୍‌ କେକ୍‌

ବର୍ନ: ସୁଇଜରଲାଣ୍ଡର ଜଣେ ମହିଳା କେକ୍‌ ଡ୍ରେସ୍‌ ତିଆରି କରି ଗିନିଜ୍‌ ୱାଲର୍‌ଡ ରେକର୍ଡରେ ନିଜ ନାମ ଲେଖାଇଛନ୍ତି। ଗତ ମାସ ୧୫ ତାରିଖରେ ଆୟୋଜିତ ସ୍ବିସ୍‌ ୱାଲର୍‌ଡ ୱେଡିଂ ମେଳାରେ ନତାଶା କୋଲିନ୍‌ କିମ୍‌ ଫେହଲି ଫେକାସ୍‌ ଏହି କେକ୍‌…

‘ସେବାକୁ ବ୍ରତ ଭାବେ ଗ୍ରହଣ କର’

କାମାକ୍ଷାନଗର, ୪।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରା ପଞ୍ଚାୟତିରାଜ ହାଇସ୍କୁଲରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୩୫ତମ ଜିଲାସ୍ତରୀୟ ସ୍କାଉଟ୍ସ, ଗାଇଡ୍ସ କ୍ୟାମ୍ପୋରୀ। ଏହା ୩ଦିନ ଧରି ଚାଲିବ। ଏଥିରେ ୧୭୦ ବିଦ୍ୟାଳୟର ୩୪୩ ସ୍କାଉଟ୍ସ, ୧୩୬ ଗାଇଡ୍ସ, ୧୩୬ ସ୍କାଉଟ୍ସ…

‘ମୁଁ ଜଣେ ଉପଯୁକ୍ତ ସ୍ବାମୀ ନୁହେଁ’

ମୁମ୍ବାଇ: ଭିକି କୌଶଲ ଏବଂ କ୍ୟାଟ୍ରିନା କୈଫ୍‌ ବଲିଉଡ୍‌ର ସୁପରହିଟ୍‌ ଯୋଡ଼ି ଭାବେ ପରିଚିତ। ଅନେକ ଦର୍ଶକ ତାଙ୍କ ଯୋଡିକୁ ପସନ୍ଦ କରିଥାନ୍ତି। ତେବେ ନିକଟରେ ଭିକି ଏକ ସାକ୍ଷାତ୍‌କାରରେ କହିଛନ୍ତି, ସେ କ୍ୟାଟ୍ରିନାଙ୍କ ପାଇଁ ଉପଯୁକ୍ତ ସ୍ବାମୀ ନୁହନ୍ତି। କିନ୍ତୁ…

ପ୍ରତିରୋଧକ ବ୍ୟବସ୍ଥାକୁ ଗୁରୁତ୍ୱ

ଦିନକୁଦିନ ସମଗ୍ର ବିଶ୍ୱରେ କର୍କଟ ରୋଗୀଙ୍କ ସଂଖ୍ୟା ସହ ଏହି ରୋଗଜନିତ ମୃତ୍ୟୁହାର ବୃଦ୍ଧି ପାଉଛି। ଗ୍ଲୋବୋକାନ ଆକଳନ ଅନୁଯାୟୀ, ୨୦୪୦ ମସିହା ସୁଦ୍ଧା ବିଶ୍ୱବ୍ୟାପୀ କର୍କଟ ରୋଗୀଙ୍କ ସଂଖ୍ୟା ୨୮.୯ ମିଲିଅନ୍‌ ହେବ ବୋଲି ଆଶା କରାଯାଉଛି, ଯାହା ୨୦୨୦…

‘ଶିକ୍ଷକଙ୍କୁ ଗୁରୁତ୍ୱ ଦେଲେ ଶିକ୍ଷାର ମାନ ବଢ଼ିବ’

ଭୁବନ, ୪।୨(ଡି.ଏନ.ଏ.): କାରିଗର ମାଟି ପିଣ୍ଡୁଳାକୁ ଜୀବନ୍ତ ରୂପ ଦେଇଥାଏ। ଠିକ୍‌ ସେହିପରି ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଗଢ଼ିଥାଆନ୍ତି। ତେଣୁ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଅଭିଭାବକ, ଶିକ୍ଷାର୍ଥୀ ଉପଯୁକ୍ତ ସମ୍ମାନ ଏବଂ ଗୁରୁତ୍ୱ ଦେଲେ ଶିକ୍ଷାର ମାନ ବଢ଼ିବ ବୋଲି କହିଛନ୍ତି ଭୁବନ ବ୍ଲକ…

ପିଏମ୍‌ଜିକେଏୱାଇ ଚାଉଳ ଦେଉ କେନ୍ଦ୍ର: ବିଜେଡି

ଭୁବନେଶ୍ବର,୪।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏୱାଇ)ରେ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ୫ କିଲୋଗ୍ରାମ ଚାଉଳ ବ୍ୟତୀତ ଅତିରିକ୍ତ ଭାବେ ଆଉ ୫ କିଲୋଗ୍ରାମ ମାଗଣା ଚାଉଳ ଯୋଗାଇ ଦିଆଯାଉଥିଲା। ଏହାକୁ କେନ୍ଦ୍ର ସରକାର ବନ୍ଦ କରିବା ଦ୍ୱାରା ଗରିବ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri