Home Left

କୃଷକ ବୈଜ୍ଞାନିକ ସମନ୍ବୟ ରହିଲେ କୃଷି ଉତ୍ପାଦନ ବଢ଼ିବ

ଭଞ୍ଜନଗର,୪।୨(ଡି.ଏନ.ଏ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ୩୧ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଜ୍ଞାନିକମାନଙ୍କ ବିନା ପରାମର୍ଶରେ ଜମିରେ ଆବଶ୍ୟକଠାରୁ ଅଧିକ ରାସାୟନିକ ସାର ପ୍ରୟୋଗ କରାଯାଉଛି। ଏହାଦ୍ୱାରା ଧିରେଧିରେ ଜମିର ଉର୍ବରତା କମିଯାଉଛି । ତେଣୁ…

ଦୁର୍ଘଟଣାରେ ଚାଲିଗଲା ସିପାହୀଙ୍କ ଜୀବନ

ଗଞ୍ଜାମ,୪।୨(ଡି.ଏନ.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ଅଗସ୍ତି ନୂଆଁ ଗାଁ ଛକ ନିକଟସ୍ଥ ୧୬ନମ୍ବର ରାଜପଥରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଛତ୍ରପୁର ଓଏସ୍‌ଏପି ଅଷ୍ଟମ ବାଟାଲିୟନର ଜଣେ ସିପାହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ସେ ହେଲେ ଛତ୍ରପୁର ଥାନା…

ମାସ ଶେଷ ସୁଦ୍ଧା କାର୍ଯ୍ୟ ନ ସରିଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୩ା୨(ଡି.ଏନ.ଏ): ଗଞ୍ଜାମ ଜିଲାର କବିସୂର୍ଯ୍ୟନଗର, ବୁଗୁଡା, ସୋରଡ଼ା ଓ ପୁରୁଷୋତ୍ତମପୁର ସହରାଞ୍ଚଳରେ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଖୋଲାଯିବ। ଏନେଇ ୭ ଦିନ ମଧ୍ୟରେ ଜାଗା ଚିହ୍ନଟ କରିବାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ଜିଲା ସ୍ବାସ୍ଥ୍ୟ…

ବ୍ରହ୍ମପୁରରେ ଆରମ୍ଭ ହେଲା ଭର୍ଚୁଆଲ ହାଇକୋର୍ଟ

ବ୍ରହ୍ମପୁର ଅଫିସ,୪ା୨ବ୍ରହ୍ମପୁର ଜିଲା କୋର୍ଟ ପରିସରରେ ଶୁକ୍ରବାର ଆଭାସୀ ଉଚ୍ଚ ନ୍ୟାୟାଳୟ (ଭର୍ଚ୍ଚୁଆଲ ହାଇକୋର୍ଟ) ଖୋଲିଛି । ପ୍ରଧାନ ବିଚାରପତି ଡ. ଡି.ୱାଇ. ଚନ୍ଦ୍ରଚୁଡ଼ ଆଭାସୀ ମାଧ୍ୟମରେ ଏହି କୋର୍ଟକୁ ଉଦଘାଟନ କରିଛନ୍ତି। ଓଡିଶାର ୧୦ଟି ଜିଲାରେ ଉଚ୍ଚ ନ୍ୟାୟାଳୟର ଏଭଳି…

ବାଇକ୍‌ ଦୁର୍ଘଟଣା: ଶଳା ମୃତ, ଭିଣେଇ ଗୁରୁତର

ମୋହନା,୪।୨(ଡି.ଏନ.ଏ.): ଗଜପତି ଜିଲା ମୋହନା ଥାନା ମଧୁରଆମ୍ବ ଗାଁ ନିକଟରେ ଭାରସାମ୍ୟ ହରାଇ କଲଭର୍ଟ ତଳକୁ ଖସିଲା ବାଇକ୍‌ l ଏହି ଦୁର୍ଘଟଣାରେ ଶଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଭିଣେଇ ଗୁରୁତର ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ଶିକୁଳିପଦର ପଞ୍ଚାୟତ…

ଚୋରା କାଠ ବୋଝେଇ ଗାଡ଼ି ଜବତ

ନୀଳଗିରି,୪।୨(ସ୍ବ.ପ୍ର)- ବାଲେଶ୍ୱର ଜିଲା ନୀଳଗିରି ବନ ବିଭାଗ ଶୁକ୍ରବାର ଚଢ଼ାଉ କରି ଚୋରାକାଠ ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ କରିଛି। ଅଯୋଧ୍ୟାରୁ ସଜନାଗଡ଼କୁ ସଂଯୋଗ କରୁଥିବା ରାସ୍ତାର ଆନନ୍ଦପୁରଠାରେ ଏହି ଗାଡ଼ି ଜବତ କରାଯାଇଛି। ଚଢ଼ାଉ ବେଳେ ଗାଡ଼ି ଛାଡ଼ି…

ରବିଙ୍କୁ ମଞ୍ଚରୁ ତଳକୁ ଓହ୍ଲାଇଦେଲେ

ଜୟପୁର,୪।୨(ନି.ପ୍ର.): କୋରାପୁଟ ଜିଲା ଜୟପୁର ବିକ୍ରମଦେବ ସୟଂଶାସିତ ମହାବିଦ୍ୟାଳୟର ୭୫ ତମ ପ୍ଲାଟିନମ ଜୁବିଲି ଉତ୍ସବରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ତେବେ ଉତ୍ସବରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ମୁଖ୍ୟମନ୍ତ୍ରୀ ମଞ୍ଚରେ…

ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସାରେ ଶତମୁଖ ତାରା

ଜୟପୁର,୪।୨(ନି.ପ୍ର.): କଂଗ୍ରେସର ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାରେ ସରକାର ବିରୋଧୀ ହୋ ହଲ୍ଲା ପାଇଁ ବେଶ ଜଣାଶୁଣା। ତେବେ ଶୁକ୍ରବାର ଜୟପୁର ବିକ୍ରମଦେବ ସୟଂଶାସିତ ମହାବିଦ୍ୟାଳୟର ୭୫ତମ ପ୍ଲାଟିନମ ଜୁବିଲି ସମାରୋହରେ ତାରାଙ୍କର ଭିନ୍ନ ରୂପ ଦେଖିବାକୁ ମିଳିଥିଲା।…

ଜମି ଅଧିଗ୍ରହଣରେ ଚଞ୍ଚକତା

ବାଲିଆପାଳ,୪।୨(ସ୍ବ.ପ୍ର.): ବାଲେଶ୍ୱର ଜିଲା ଦକ୍ଷିଣ ବାଲିଆପାଳରେ ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦର ରେଳ ରାସ୍ତା ପାଇଁ ଚଞ୍ଚକତା କରାଯାଇ ଜମି ଅଧିଗ୍ରହଣ କରାଯାଇଥିବା ନେଇ ଶୁକ୍ରବାର ପୂର୍ବାହ୍ନରେ ବାଲିଆପାଳ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କେତେଜଣ ଜମି ମାଲିକ…

ଚିଲି ଜଙ୍ଗଲରେ ନିଆଁ: ୧୩ ମୃତ, ୩୫ ହଜାର ଏକର ଜଙ୍ଗଲ ପୋଡି ପାଉଁଶ

ସାଣ୍ଟିଆଗୋ,୪ ।୨: ଦକ୍ଷିଣ ଆମେରିକା ଦେଶ ଚିଲି ଜଙ୍ଗଲରେ ଭୟଙ୍କର ନିଆଁ ଲାଗିଛି । ଏବେ ପର୍ଯ୍ୟନ୍ତ ଏହି ଜଙ୍ଗଲ ନିଆଁରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ପ୍ରାୟ ୩୫ ହଜାର ଏକର ଜଙ୍ଗଲ ପୋଡି…

ଭୂକମ୍ପରେ ଥରିଲା ମଣିପୁର

ଇମ୍ଫାଲ,୪।୨: ମଣିପୁରରେ ଭୂକମ୍ପ ଝଟକା। ଶନିବାର ସକାଳ ୬ଟା୧୪ରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତିବ୍ରତା ୪.୦ ରେକର୍ଡ ହୋଇଥିବା ବେଳେ ଏହାର ଆକ୍ଷାଂଶ ୨୫.୧୩ ଏବଂ ଗଭୀରତା ୧୦ କିଲୋମିଟର ରହିଛି। ଏନେଇ ଜାତୀୟ ଭୂକମ୍ପ…

ଟିପିଏନ୍‌ଓଡିଏଲ୍‌କୁ ଏକ୍ସଲେନ୍ସ ଇନ୍‌ ଚେଞ୍ଜ ମ୍ୟାନେଜ୍‌ମେଣ୍ଟରେ ଗୋଲ୍ଡ ପୁରସ୍କାର

ବାଲେଶ୍ୱର ଅଫିସ,୪।୨: ବାଲେଶ୍ୱର ଜିଲା ରେମୁଣା ଜାନୁଗଞ୍ଜ ଗୋଲେଇ ସ୍ଥିତ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ (ଟିପିଏନ୍‌ଓଡିଏଲ୍‌)କୁ ମିଳିଛି ସଫଳତା। ଗତ ଗୁରୁବାର ଗୁରୁଗ୍ରାମର ହାୟାତ ରିଜେନ୍ସିରେ ଇକୋନମିକ୍‌ ଟାଇମ୍‌ସ ହ୍ୟୁମାନ୍‌ କ୍ୟାପିଟାଲ୍‌ ଆୱାଡର୍ର୍ସ୍‌ ସମାରୋହର ଦ୍ୱିତୀୟ ସଂସ୍କରଣ ଅନୁଷ୍ଠିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri