୧୦ ବର୍ଷରେ ଜେଲରେ ୫୪୬ କଏଦୀଙ୍କ ଯାଇଛି ଜୀବନ
ଭୁବନେଶ୍ୱର,୧୪ା୩(ବ୍ୟୁରୋ): ଜେଲ୍ ଭିତରେ ବଢ଼ୁଛି ବିଚାରାଧୀନ କଏଦୀ ଓ ଦୋଷୀ ସାବ୍ୟସ୍ତ କଏଦୀଙ୍କ ମୃତ୍ୟୁ। ଗତ ୧୦ ବର୍ଷ ଭିତରେ ଜେଲରେ ୫୪୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଏହି ସମୟ ଭିତରେ ପ୍ରାୟ ୫୧ ଜଣଙ୍କର ଜୀବନ ପୋଲିସ ହାଜତରେ…
ବ୍ରୁକ୍, ଗାର୍ଡନର ଆଇସିସି ପ୍ଲେୟର ଅଫ୍ ଦି ମନ୍ଥ୍
ଦୁବାଇ, ୧୪ା୩: ଭାରତର ରବୀନ୍ଦ୍ର ଜାଡେଜା ଓ ଓ୍ବେଷ୍ଟଇଣ୍ଡିଜ୍ର ଗୁଡାକେଶ ମୋତିଙ୍କୁ ପଛରେ ପକାଇ ଇଂଲଣ୍ଡର ହ୍ୟାରି ବ୍ରୁକ୍ ଫେବୃୟାରୀ ମାସ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ଦ୍ୱାରା ପ୍ଲେୟର ଅଫ୍ ଦି ମନ୍ଥ୍ ବିବେଚିତ ହୋଇଛନ୍ତି। ସେହିପରି ମହିଳା ବିଭାଗରେ ମଧ୍ୟ…
ରାଜ୍ୟରେ ୧.୫୭ ଲକ୍ଷ ବାଂଲାଦେଶୀ
ଭୁବନେଶ୍ୱର,୧୪ା୩(ବ୍ୟୁରୋ):ରାଜ୍ୟରେ ବାଂଲାଦେଶୀ ଭର୍ତ୍ତି ହୋଇଗଲେଣି। ୧୧ ଜିଲାରେ ୧ ଲକ୍ଷ ୫୭ ହଜାର ୪୩୨ ଜଣ ବାଂଲାଦେଶୀ ଶରଣାର୍ଥୀ ରହୁଛନ୍ତି। ଅନୁଗୋଳ ଜିଲାରେ ୧୫, ବାଲେଶ୍ୱରରେ ୭୫, ଭଦ୍ରକ ୨୦୦, ଯାଜପୁର ୩୭୯, କଳାହାଣ୍ଡି ୯୦, କେନ୍ଦ୍ରାପଡ଼ା ୪୪୧, ଖୋର୍ଦ୍ଧା ୪,୬୫୩,…
ଅନିୟମିତତା ପରେ କାର୍ଯ୍ୟାନୁଷ୍ଠାନ
ପୁରୀ ଅଫିସ୍/ନିମାପଡ଼ା/କାକଟପୁର(ଡି.ଏନ୍.ଏ),୧୪।୩:ଚଳିତ ମାଟ୍ରିକ ପରୀକ୍ଷାରେ ସ୍ବଚ୍ଛତା ଅବଲମ୍ବନ, ଛାତ୍ରୀଛାତ୍ର ଚାପମୁକ୍ତ ହୋଇ ଅବାଧରେ ଶାନ୍ତି ଶୃଙ୍ଖଳାର ସହ ପରୀକ୍ଷା ଦେବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ହେଲେ ପୁରୀ ଜିଲା ଅନ୍ତର୍ଗତ ବିଭିନ୍ନ ବ୍ଲକର ଏକାଧିକ…
ଟ୍ରେକରରେ ଯାତ୍ରୀ ପରିବହନ, କାର୍ଯ୍ୟାନୁଷ୍ଠାନ ଶୂନ
ପଟ୍ଟାମୁଣ୍ଡାଇ,୧୪ା୩(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଟ୍ରେକରରେ ଯାତ୍ରୀ ପରିବହନ ହେଉଛି। ରାସ୍ତାରେ ଗଡୁଥିବା ଟ୍ରେକରଗୁଡ଼ିକ ବିନା କାଗଜପତ୍ରରେ ଚାଲୁଥିବା ଅଭିଯୋଗ ହେଉଛି। ଟ୍ରେକରରେ ଯାତାୟତ କରୁଥିବା ଯାତ୍ରୀଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଆଯାଉନାହିଁ। ଗାଡ଼ିଗୁଡିକ ବେଆଇନ ଭାବେ ଯାତାୟତ କରୁଥିବାରୁ ସରକାରୀ ତହବିଲକୁ କର…
ଜର୍ମାନୀକୁ ହରାଇ ଶୀର୍ଷରେ ଭାରତ
ରାଉରକେଲା ଅଫିସ, ଭୁବନେଶ୍ୱର(କ୍ରୀଡ଼ା ପ୍ରତିନିଧି), ୧୪।୩: ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍ ପ୍ରୋଲିଗ୍ରେ ଭାରତ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ସୋମବାର ଅନୁଷ୍ଠିତ ମ୍ୟାଚରେ ଘରୋଇ ଦଳ ବିଶ୍ୱ ଚାମ୍ପିୟନ ଜର୍ମାନୀକୁ ୬-୩ ଗୋଲରେ ପରାସ୍ତ କରିଛି। ଚଳିତ…
ଟାଟା ଟେକ୍ନୋଲୋଜିସ୍ ପକ୍ଷରୁ ଡିଆର୍ଏଚ୍ପି ଦାଖଲ
ନୂଆଦିଲ୍ଲୀ,୧୪।୩: ଇଞ୍ଜିନିୟରିଂ ସେବା ପ୍ରଦାନକାରୀ ସଂସ୍ଥା ଟାଟା ଟେକ୍ନୋଲୋଜିସ୍ ପକ୍ଷରୁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ ଡ୍ରାଫ୍ଟ ରେଡ୍ ହେରିଂ ପ୍ରସ୍ପେକ୍ଟସ୍ (ଡିଆର୍ଏଚ୍ପି) ଦାଖଲ କରାଯାଇଛି। ବିଶେଷ କରି ଅଫର ଫର ସେଲ୍ ଜରିଆରେ କମ୍ପାନୀର ଇନିସିଆଲ…
ପରିତ୍ୟକ୍ତ କୂଅରୁ ଆଇନଜୀବୀଙ୍କ ମୃତଦେହ ମିଳିଲା
କଟକ ଅଫିସ,୧୪ା୩:କଟକ ବିଡ଼ାନାସୀ ଥାନା ଅନ୍ତର୍ଗତ ବିଡ଼ାନାସୀ ନୂଆସାହିର ଏକ ପରିତ୍ୟକ୍ତ କୂଅରୁ ସୋମବାର ଜଣେ ଆଇନଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ପୁରୀଘାଟ ଥାନା ଅଧୀନ ତେଲେଙ୍ଗାବଜାର ଅଞ୍ଚଳର ଶଶୀଭୂଷଣ ଚୌଧୁରୀଙ୍କ ପୁଅ ଆର୍ଯ୍ୟଭୂଷଣ ଚୌଧୁରୀ (୪୮)।…
ଆସାମରେ ବାଲ୍ୟ ବିବାହ ମାମାଲା, ୮୭୭୩ ଚାର୍ଜସିଟରୁ ୪୯୪ ଦୋଷୀ
ଗୁଆହାଟି,୧୪ ।୩: ଆସାମରେ ବାଲ୍ୟ ବିବାହ ଓ ପୋକ୍ସୋ ମାମଲାରେ ଚାର୍ଜସିଟ କରାଯାଇଥିବା ୮,୭୭ ଲୋକଙ୍କ ମଧ୍ୟରୁ ମାତ୍ର ୪୯୪ ଲୋକଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି । ଏହି ସୂଚନା ସୋମବାର ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ଦେଇଛନ୍ତି ।…
୩୮ ଡିଗ୍ରୀ ଉପରେ ୫ ସହର
ଭୁବନେଶ୍ୱର, ୧୪।୩(ବ୍ୟୁରୋ):ରାଜ୍ୟରେ ଉପରମୁହଁା ରହିଛି ପାରଦ। ସୋମବାର ୫ଟି ସହରରେ ତାପମାତ୍ରା ୩୮ ଡିଗ୍ରୀ ଟପିଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସମ୍ବଲପୁରରେ ସର୍ବାଧିକ ୩୮.୭ ଡିଗ୍ରୀ ତାପମାତ୍ରା ଥିବାବେଳେ ବୌଦ୍ଧ ୩୮.୬, ମାଲକାନଗିରି ୩୮.୫, ସୋନପୁର ୩୮.୪ ଏବଂ…
‘ଯୋଗ୍ୟ ଯୁବପିଢ଼ିଙ୍କୁ ନିଯୁକ୍ତି ସୁଯୋଗ’
ଭୁବନେଶ୍ୱର,୧୪।୩: ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ଏକ ବିଶେଷ ଅଭିଯାନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କମ୍ପାନୀ କର୍ମଚାରୀମାନଙ୍କ କଲ୍ୟାଣକୁ ସର୍ବଦା ପ୍ରାଥମିକତା ଦେଉଥିବା ଜଣାପଡିଛି। ଏପରିକି ସଂସ୍ଥାର ଆବଶ୍ୟକତା ଓ ନିୟାମକ(ଓଇଆର୍ସି)ର ଅନୁମୋଦନ…
ଆଜି ଦାୟିତ୍ୱ ଗ୍ରହଣ କରିବେ ସିଦ୍ଧାର୍ଥ
ନୂଆଦିଲ୍ଲୀ,୧୪।୩: ଭାରତୀୟ ଜୀବନ ବୀମା ନିଗମ (ଏଲଆଇସି)ର ଅନ୍ତରୀଣ ଅଧ୍ୟକ୍ଷ ଭାବେ ବରିଷ୍ଠ ବୀମା ଅଧିକାରୀ ସିଦ୍ଧାର୍ଥ ମହାନ୍ତି ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିବେ। ଏପରିକି ସେ ଆସନ୍ତା ୩ ମାସ ପାଇଁ ଏହି ଦାୟିତ୍ୱରେ ରହିବେ ବୋଲି ନିଗମ ପକ୍ଷରୁ…
Archives


