Home Left

ସିଲ୍‌ ହେଲା ନ୍ୟାଶନାଲ ହାଇଓ୍ବେ ଟୋଲ ପ୍ଲାଜା

ରାୟପୁର,୧୩।୩: ଛତିଶଗଡ଼ର ବସ୍ତର ଜିଲାର ଜାତୀୟ ରାଜପଥ-୩୦ର ବଡଇଗୁଡା ସ୍ଥିତ ଟୋଲ ପ୍ଲାଜା ନିକଟରେ ସୋମବାର କେତେକ ସ୍ଥୀନୀୟ ଲୋକ ତୀବ୍ର ବିରୋଧ କରିଛନ୍ତି। ଗ୍ରାମବାସୀଙ୍କ ତୀବ୍ର ବିରୋଧ ମଧ୍ୟରେ ଏସ୍‌ଡିଏମ୍‌ ଏହି ଟୋଲ୍‌ ପ୍ଲାଜାକୁ ସିଲ୍‌ କରିଦେଇଥିବା ଜଣାପଡ଼ିଛି। ଫଳରେ…

୧୪ କି.ମି. ଖଟିଆରେ ବୁହାହେଲେ ଛାତ୍ରୀ

ଭବାନୀପାଟଣା,୧୩।୩(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁକୁ ରାସ୍ତା ନ ଥିବାରୁ ଜ୍ୱରରେ ପୀଡିତା ଜଣେ ସ୍କୁଲ ଛାତ୍ରୀଙ୍କୁ ୧୪ କି.ମି. ଖଟିଆରେ ବୋହି ଡାକ୍ତରଖାନା ଅଣାଯାଇଛି। ଘଟଣାଟି ଘଟିଛି ଜିଲାର ଏମ୍‌.ରାମପୁର ବ୍ଲକର…

ରେଳ ପ୍ଲାଟଫର୍ମରେ ଭାରତର ପ୍ରଥମ ଟ୍ରାନ୍ସ ଚା’ ଷ୍ଟଲ, ଫଟୋ ଶେୟାର କଲେ ବିଭାଗୀୟ ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ଆସାମର ଗୁଆହାଟି ରେଳ ଷ୍ଟେଶନ ପ୍ଲାଟଫର୍ମରେ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ ଏକ ଚା’ ଷ୍ଟଲ ଖୋଲିଛନ୍ତି। ତେବେ ପ୍ଲାଟଫର୍ମରେ ଏହା ଦେଶର ପ୍ରଥମ ଟ୍ରାନ୍ସ ଚା’ ଷ୍ଟଲ ବୋଲି କୁହାଯାଉଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏକ ଟୁଇଟ କରି ଏ…

୧୫ରୁ ବର୍ଷିବ

ଭୁବନେଶ୍ବର,୧୩।୩(ବ୍ୟୁରୋ): ରାଜ୍ୟରେ ପୁଣି ପଶ୍ଚିମାଝଡ଼ ପ୍ରଭାବ ପଡ଼ିବ । ଏହାର ପ୍ରଭାବରେ ୧୫ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୧୫ ତାରିଖରେ କିଛି ସ୍ଥାନରେ ବର୍ଷା ହେବା ସମ୍ଭାବନା…

ମୁମ୍ବାଇର ବସ୍ତି ଅଞ୍ଚଳରେ ବଡ଼ ଧରଣର ଅଗ୍ନିକାଣ୍ଡ

ମୁମ୍ବାଇ,୧୩।୩: ମୁମ୍ବାଇର ମଲାଡ ଅଞ୍ଚଳର ଅପା ପାଡା ବସ୍ତି ଅଞ୍ଚଳରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମବାହିନୀର ୬ଟି ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି। ଏହି ଘଟଣା ସା ପ୍ରାୟ ୫ ଟା…

ଉଦ୍ଧବ ଠାକ୍‌ରେଙ୍କୁ ଆଉ ଏକ ଝଟ୍‌କା: ଘନିଷ୍ଠ ନେତାଙ୍କ ପୁଅ ଭୂଷଣ ଦେଶାଇ ଶିନ୍ଦେ ଗୋଷ୍ଠୀରେ ସାମିଲ

ମୁମ୍ବାଇ,୧୩।୩: ଶିବସେନାର ନାମ ଏବଂ ନିର୍ବାଚନ ପ୍ରତୀକ ହରାଇବା ପରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସମସ୍ୟା ଥମିବାର ନାମ ନେଉନି। ବର୍ତ୍ତମାନ ଉଦ୍ଧବଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ତାଙ୍କର ଘନିଷ୍ଠ ସହଯୋଗୀ ତଥା ଠାକ୍‌ରେ (ୟୁବିଟି) ଦଳର…

ଜେଲ୍‌ରେ ଅତିକଙ୍କ ଭାଇ ଅଶରଫଙ୍କୁ ସହାୟତା କରିଥିବା ପୋଲିସ ଗିରଫ

ପ୍ରୟାଗରାଜ,୧୩।୩: ଉମେଶ ପାଲଙ୍କ ହତ୍ୟାକାଣ୍ଡରେ ବରେଲି ଜେଲ୍‌ରେ ବନ୍ଦୀ ଥିବା ବାହୁବଲୀ ବିଧାୟକ ଅତିକ ଅହମଦଙ୍କ ଭାଇ ଅଶରଫଙ୍କୁ ସାହାଯ୍ୟ କରିବା ଅଭିଯୋଗରେ ୟୁପି ପୋଲିସ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରିଛି। ପଲିଭିତ ଜେଲ୍‌ରେ ମୁତୟନ ଥିବା ଜେଲ୍‌ ଗାର୍ଡ…

ଏକାଥରକେ ୭ଟି ଓସ୍କାର ଆୱାର୍ଡ ହାତେଇ ଇତିହାସ ରଚିଲା ଏହି ଫିଲ୍ମ

ମୁମ୍ବାଇ: ୯୫ ତମ ଓସ୍କାର ଆୱାର୍ଡ ସୋମବାର ଘୋଷଣା କରାଯାଇଛି। ଯେଉଁଥିରେ ଭାରତ ଦୁଇଟି ପୁରସ୍କାର ଜିତିଛି। ତେବେ ଏହି ଓସ୍କାର ଆୱାର୍ଡରେ ହଲିଉଡ ଫିଲ୍ମ ଏଭ୍ରିଥିଙ୍ଗ ଏଭ୍ରିହୋୟାର୍‌ ଅଲ ଆଟ ୱାନ୍ସ ଏକାଥରକେ ୭ଟି ଆୱାର୍ଡ ହାତେଇ ଇତିହାସ ରଚିଛି।…

ଓସ୍କାର ବିଜେତାଙ୍କୁ କିପରି ଚୟନ କରାଯାଏ, ଜାଣନ୍ତୁ…

ମୁମ୍ବାଇ: ଓସ୍କାର ଆଓ୍ବାର୍ଡ ମନୋରଞ୍ଜନ ଜଗତର ଅନ୍ୟତମ ସମ୍ମାନଜନକ ପୁରସ୍କାର ଭାବରେ ପରିଗଣିତ ହୁଏ। ତେବେ ସୋମବାର ଓସ୍କାର ପୁରସ୍କାର ଘୋଷଣା କରାଯାଇଛି। ଯେଉଁଥିରେ ଭାରତ ଦୁଇଟି ପୁରସ୍କାର ଜିତିଛି। ରାଜାମୌଲିଙ୍କ ସୁପରହିଟ ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍‌’ ନାଟୁ-ନାଟୁ ଗୀତ ବେଷ୍ଟ ଅରିଜିନାଲ…

ରାସ୍ତା ପ୍ରଶସ୍ତିକରଣ,ସୌନ୍ଦର୍ଯ୍ୟକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ

କୋରୁକୋଣ୍ଡା ୧୩।୩(ଡି.ଏନ.ଏ.): ବାଲିମେଳା ନଗରରେ ଥିବା ମୁଖ୍ୟ ରାସ୍ତା ପ୍ରଶସ୍ତିକରଣ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ରାସ୍ତା ପାର୍ଶ୍ୱରେ ଥିବା ସରକାରୀ ଜମିରେ ଦୋକାନ ଗୃହ ଗୁଡିକ ଉଚ୍ଛେଦ କରାଯାଇଛି। ସୂଚନାନୁସାରେ, ବାଲିମେଳା ନଗରରେ ଥିବା ମୁଖ୍ୟ ରାସ୍ତାକଡରେ କିଛି ବ୍ୟବସାୟୀ ଦୀର୍ଘ…

ମହିଳା ଜଜଙ୍କୁ ଧମକାଇବା ମାମଲାରେ ଯେ କୌଣସି ସମୟରେ ଗିରଫ ହୋଇପାରନ୍ତି ଇମ୍ରାନ ଖାଁ

ଇସଲାମାବାଦ,୧୩ ।୩: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଟିଆଇର ଅଧ୍ୟକ୍ଷ ଇମ୍ରାନ ଖାଁଙ୍କ ଅଡୁଆ ବଢିବାରେ ଲାଗିଛି । ତାଙ୍କ ବିରୋଧରେ ମହିଳା ଜଜଙ୍କୁ ଧମକାଇବା ମାମଲାରେ ଇସଲାମାବାଦର ଏକ କୋର୍ଟ ଜାମିନ ବିହିନ ଗିରଫ ୱାରେଣ୍ଟ ଜାରି କରିଛନ୍ତି ।…

‘ସିଙ୍ଘମ ଏଗେନ୍‌’ରେ ପୁଣି ଧମାଲ କରିବ ରୋହିତ ଶେଟ୍ଟୀ, ଅଜୟ ଦେବଗନଙ୍କ ଯୋଡି

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଅଜୟ ଦେବଗନ ବର୍ତ୍ତମାନ ତାଙ୍କ ଅପକମିଙ୍ଗ୍‌ ଫିଲ୍ମ ‘ଭୋଳା’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଯଦି ଆମେ ଅଜୟ ଦେବଗନଙ୍କ ସର୍ବୋତ୍ତମ ଚଳଚ୍ଚିତ୍ର ବିଷୟରେ କହିବା ତେବେ ଫିଲ୍ମ ‘ସିଙ୍ଘମ’ନାମ ନିଶ୍ଚିତ ଭାବରେ ଶୀର୍ଷ ତାଲିକାରେ ଅନ୍ତର୍ଭୂକ୍ତ ହେବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri