ରେଳ ଯାତ୍ରାରେ ବରିଷ୍ଠ ନାଗରିକଙ୍କୁ ପୁଣି ମିଳିବ ରିହାତି
ନୂଆଦିଲ୍ଲୀ,୧୩।୩: କରୋନା ମହାମାରୀ ପରେ ବରିଷ୍ଠ ନାଗରିକଙ୍କୁ ରେଳ ଯାତ୍ରା ସମୟରେ ରିହାତି ମିଳିବା ବନ୍ଦ ହୋଇଯାଇଛି। ବର୍ତ୍ତମାନ କରୋନା ମହାମାରୀ ପରେ ଦେଶର ସ୍ଥିତିରେ ଅନେକ ଉନ୍ନତି ଘଟିଛି। ତେଣୁ ବରିଷ୍ଠ ନାଗରିକଙ୍କୁ ରେଳ ଭଡ଼ା ଉପରେ ରିହାତି ପ୍ରଦାନ…
ଚୋରା ବାଲି, ମୋରମ ବୋଝେଇ ଟ୍ରାକ୍ଟର ଜବତ
ମୋରଡ଼ା/ଗୋପବନ୍ଧୁ ନଗର,୧୩ା୩(ଡି.ଏନ.ଏ.): ମୋରଡ଼ା ତହସିଲ ଅଧୀନ ହଳଦୀପାଳର ଶୀର୍ଷାପାଳଠାରେ ଚୋରା ବାଲି ଚାଲାଣ କରୁଥିବା ଟ୍ରାକ୍ଟରକୁ ମୋରଡ଼ା ଓ ଚିତ୍ରଡା ଫାଣ୍ଡି ପୋଲିସ ଜବତ କରିଛି। ଏହି ଘଟଣାରେ ଟ୍ରାକ୍ଟର ଡ୍ରାଇଭର ଗଣେଶ ଚପିଆରଙ୍କୁ ଗିରଫ ପରେ ପୋଲିସ କୋର୍ଟଚାଲାଣ କରିଛି।…
ଚତୁର୍ଥ ମହଲାରୁ ପଡ଼ି ଏୟାର ହୋଷ୍ଟେସ୍ଙ୍କ ମୃତ୍ୟୁ ମାମଲା: ବୟଫ୍ରେଣ୍ଡ ଧକ୍କା ଦେବା ଅଭିଯୋଗ
ବେଙ୍ଗାଲୁରୁ,୧୩।୩: କର୍ନାଟକର ବେଙ୍ଗାଲୁରୁର କୋରମଙ୍ଗଳା ଅଞ୍ଚଳର ରେଣୁକା ରେସିଡେନ୍ସିରେ ଶୁକ୍ରବାର ଜଣେ ୨୮ବର୍ଷୀୟା ଏୟାର ହୋଷ୍ଟେସ୍ ଅର୍ଚ୍ଚନା ଧୀମନାଙ୍କ ମୃତ୍ୟୁ ହୋଇଛି। ଏହା ମାମଲାରେ ଏବେ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଚତୃର୍ଥ ମହଲାର ବାଲକୋନିରୁ ପଡ଼ି ତାଙ୍କ ମୃତ୍ୟୁ…
ରାତିପାହିଲେ ତାରାତାରିଣିଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା
ପୁରୁଷୋତ୍ତମପୁର,୧୩ା୩(ଡି.ଏନ.ଏ.): ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମଙ୍ଗଳାରଠାରୁ ଆରମ୍ଭ ହେବ। ଚୈତ୍ର ମାସରେ ପଡ଼ୁଥିବା ୪ଟି ମଙ୍ଗଳବାରରେ ମା’ଙ୍କ ସ୍ବତନ୍ତ୍ର ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯିବ। ଏହି ମଙ୍ଗଳବାର ମାନଙ୍କରେ ମା’ଙ୍କ ପୀଠରେ ମୁଣ୍ଡନ କରିବା…
ଶାରଦା ଚିଟ୍ଫଣ୍ଡ ଠକେଇ ମାମଲା: ନିର୍ଦ୍ଦେଶିକାଙ୍କ ଜାମିନ ଆବେଦନ ଖାରଜ
କଟକ ୧୩।୩: ଶାରଦା ଚିଟ୍ଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶିକା ଦେବଯାନୀ ମୁଖାର୍ଜୀଙ୍କ ଜାମିନ ଆବେଦନ ସୋମବାର ଖାରଜ ହୋଇଯାଇଛି। ଓଡ଼ିଶା ହାଇକୋର୍ଟ ଦେବଯାନୀଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ଶାରଦା ଚିଟ୍ଫଣ୍ଡ ସଂସ୍ଥା ନାଁରେ କୋଟି କୋଟି ଟଙ୍କା ଠକେଇ…
ଦେଶ ପାଇଁ ଆସିଛୁ, କିଛି ଏଭଳି କହି ପ୍ରତିକ୍ରିୟା ରଖିଲେ ଅଭିନେତା
ମୁମ୍ବାଇ: ୯୫ ତମ ଓସ୍କାର ସମାରୋହରେ ଦକ୍ଷିଣ ସିନେମାର ବ୍ଲକବଷ୍ଟର ଫିଲ୍ମ ‘ଆର୍ଆର୍ଆର୍’ର ନାଟୁ ନାଟୁ ଗୀତ ବେଷ୍ଟ ଅରିଜିନାଲ ସଙ୍ଗ୍ରେ ଓସ୍କାର ପୁରସ୍କାର ଲାଭ କରିଛି। ଏହି ବିଜୟ ପାଇଁ ‘ଆର୍ଆର୍ଆର୍’ ଟିମ୍କୁ ସମସ୍ତେ ଅଭିନନ୍ଦନ ଜଣାଉଛନ୍ତି। ଏହି ସମୟରେ…
ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍ଷ୍ଟେବଲ
ଫୁଲବାଣୀ ଅଫିସ, ୧୩।୩: ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍ଷ୍ଟେବଲ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳରେ। ମୃତ କନ୍ଷ୍ଟେବଲ ଶ୍ରୀନିବାସ ଘଟାଲା ଟିକାବାଲି ଥାନାର ଜଣେ କର୍ତ୍ତବ୍ୟରତ କର୍ମଚାରୀ ଥିଲେ। ସୋମବାର ସକାଳେ ସେ…
ଆଓ୍ବାର୍ଡ ସମାରୋହରେ ରାଗରୁଷା ଭୁଲି ଦୁହେଁ ଦୁହିଁଙ୍କୁ ଆଲିଙ୍ଗନ କଲେ ରାମଚରଣ-ଏନ୍ଟିଆର
ମୁମ୍ବାଇ: ୯୫ ତମ ଓସ୍କାର ଆଓ୍ବାର୍ଡରେ ଭାରତ ୨ଟି ପୁରସ୍କାର ହାତେଇଛି। ରାଜାମୌଲିଙ୍କ ସୁପରହିଟ ଚଳଚ୍ଚିତ୍ର ‘ଆର୍ଆର୍ଆର୍’ ନାଟୁ-ନାଟୁ ଗୀତ ବେଷ୍ଟ ଅରିଜିନାଲ ସଙ୍ଗ୍ରେ ଓସ୍କାର ପୁରସ୍କାର ଲାଭ କରିଛି। ନାଟୁ-ନାଟୁର ସଂଗୀତ ରଚନା ଏମ୍ଏମ୍ କିରାଭାନୀ ଏବଂ ଗୀତିକାର ଚନ୍ଦ୍ର…
ଭାରତକୁ କେବେ ମିଳିଥିଲା ପ୍ରଥମ ଓସ୍କାର ଆଓ୍ବାର୍ଡ ?
ମୁମ୍ବାଇ: ୯୫ ତମ ଓସ୍କାର ଆଓ୍ବାର୍ଡ ସୋମବାର ଘୋଷଣା କରାଯାଇଛି। ଯେଉଁଥିରେ ଭାରତକୁ ଦୁଇଟି ପୁରସ୍କାର ମିଳିଛି। ରାଜାମୌଲିଙ୍କ ସୁପରହିଟ ଚଳଚ୍ଚିତ୍ର ‘ଆର୍ଆର୍ଆର୍’ ନାଟୁ-ନାଟୁ ଗୀତ ବେଷ୍ଟ ଅରିଜିନାଲ ସଙ୍ଗ୍ରେ ଓସ୍କାର ପୁରସ୍କାର ଲାଭ କରିଛି। ସେହିପରି ‘ଦ ଏଲିଫ୍ୟାଣ୍ଟ ହ୍ବିସପର୍ସ’…
ଲୁଟେରାଙ୍କୁ ନିସ୍ତୁକ ମାଡ଼, ପୋଲିସ ଜିମା ଦେଲେ ଲୋକେ
ନିଶ୍ଚିନ୍ତକୋଇଲି,୧୩।୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଞ୍ଚଳରେ ସୋମବାର ଜଣେ ଲୁଟେରାଙ୍କୁ ଲୋକମାନେ କାବୁ କରି ନିର୍ଦ୍ଧୁମ ଛେଚି ପୋଲିସ ଜିମା ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ, ୨ ଜଣ ଲୁଟେରା ସୁଚା ଚେନ ଛିଣ୍ଡାଇ ଫେରାର ହୋଇଯିବାକୁ ଉଦ୍ୟମ କରୁଥିଲେ।…
ସିଲ୍ ହେଲା ନ୍ୟାଶନାଲ ହାଇଓ୍ବେ ଟୋଲ ପ୍ଲାଜା
ରାୟପୁର,୧୩।୩: ଛତିଶଗଡ଼ର ବସ୍ତର ଜିଲାର ଜାତୀୟ ରାଜପଥ-୩୦ର ବଡଇଗୁଡା ସ୍ଥିତ ଟୋଲ ପ୍ଲାଜା ନିକଟରେ ସୋମବାର କେତେକ ସ୍ଥୀନୀୟ ଲୋକ ତୀବ୍ର ବିରୋଧ କରିଛନ୍ତି। ଗ୍ରାମବାସୀଙ୍କ ତୀବ୍ର ବିରୋଧ ମଧ୍ୟରେ ଏସ୍ଡିଏମ୍ ଏହି ଟୋଲ୍ ପ୍ଲାଜାକୁ ସିଲ୍ କରିଦେଇଥିବା ଜଣାପଡ଼ିଛି। ଫଳରେ…
୧୪ କି.ମି. ଖଟିଆରେ ବୁହାହେଲେ ଛାତ୍ରୀ
ଭବାନୀପାଟଣା,୧୩।୩(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁକୁ ରାସ୍ତା ନ ଥିବାରୁ ଜ୍ୱରରେ ପୀଡିତା ଜଣେ ସ୍କୁଲ ଛାତ୍ରୀଙ୍କୁ ୧୪ କି.ମି. ଖଟିଆରେ ବୋହି ଡାକ୍ତରଖାନା ଅଣାଯାଇଛି। ଘଟଣାଟି ଘଟିଛି ଜିଲାର ଏମ୍.ରାମପୁର ବ୍ଲକର…
Archives


