Home Left

ଓଡ଼ିଶାରେ ୨ମାସରେ ୫୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୨।୩(ବ୍ୟୁରୋ) : ଦେଶରେ ଏବେ ଏଚ୍‌୩ଏନ୍‌୨ ଭୂତାଣୁ ବ୍ୟାପିବାରେ ଲାଗିଛି। ଏଥିରେ ୫,୪୫୧ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବାବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଏହି ଭୂତାଣୁ ଜୀବନ ନେଉଥିବା ଜଣାପଡିବା ପରେ ଆତଙ୍କ ଖେଳିଯାଇଛି। କାରଣ ଓଡ଼ିଶାରେ ମଧ୍ୟ ଏହି ମାରାତ୍ମକ…

ମାଧବ କୌଶିକ କେନ୍ଦ୍ର ସାହିତ୍ୟ ଏକାଡେମୀ ସଭାପତି

ଭୁବନେଶ୍ୱର,୧୨।୩(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀର ନୂଆ ସଭାପତି ଭାବେ ହିନ୍ଦୀ ସାହିତି୍ୟକ ତଥା ବିଶିଷ୍ଟ କବି ମାଧବ କୌଶିକ ନିର୍ବାଚିତ ହୋଇଛନ୍ତି। ୧୯୫୪ ନଭେମ୍ବର ୧ରେ ହରିଆଣାର ଭବାନୀ ସହରରେ ଜନ୍ମ ଗ୍ରହଣ କରିଥିବା କୌଶିକ ହିନ୍ଦୀ କବିତା, କାହାଣୀ, ଶିଶୁ…

ପଶ୍ଚିମବଙ୍ଗରେ ପୁଣି ବନ୍ଦେ ଭାରତ ଟ୍ରେନ୍ ଉପରକୁ ପଥରମାଡ

କୋଲକାତା,୧୨ ।୩: ପଶ୍ଚିମବଙ୍ଗରେ ପୁଣିଥରେ ବନ୍ଦେ ଭାରତ ଟ୍ରେନ୍ ଉପରକୁ ପଥରମାଡ ହୋଇଛି । ଘଟଣା ରବିବାରର ହୋଇଥିବା ବେଳେ ଟ୍ରେନଟି ହାୱଡା ଯାଇଥିଲା । ଏହି ସମୟରେ ଫରକ୍କା ନିକଟରେ ବନ୍ଦେ ଭାରତ ଟ୍ରେନ୍ ଉପରକୁ ପଥରମାଡ ହେବାରୁ ଏହାର…

ଷ୍ଟେଜରେ ପରଫର୍ମ କରୁଥିବା ସମୟରେ ର‌୍ୟାପର କୋଷ୍ଟା ଟିଚଙ୍କ ପରଲୋକ, ସାମ୍ନାକୁ ଆସିଲା ମୃତ୍ୟୁ ପୂର୍ବର ଭିଡିଓ

ଜୋହାନସବର୍ଗ,୧୨ ।୩: ଦକ୍ଷିଣ ଆଫ୍ରିକାର ର‌୍ୟାପର ଓ ମ୍ୟୁଜିସିୟାନ କୋଷ୍ଟା ଟିଚ ଜୋହାନସବର୍ଗରେ ଏକ କନସର୍ଟରେ ପରଫର୍ମ କରୁଥିବା ସମୟରେ ବେହୋସ ହୋଇ ପଡିଯାଇଥିଲେ । ଏହି ସମୟରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା ବୋଲି କୁହାଯାଉଛି । ତାଙ୍କୁ ମାତ…

ପଣ୍ଡିତ ମନ୍ତ୍ରପାଠ କରୁଥିବା ବେଳେ ବେଦୀ ଉପରେ ଶୋଇପଡ଼ିଲେ କନ୍ୟା, ଭିଡିଓ ଦେଖିଲେ…

ବିବାହ ହେଉଛି ପ୍ରତ୍ୟେକ ଝିଅ-ପୁଅଙ୍କ ପାଇଁ ଏକ ସ୍ବପ୍ନ। ପ୍ରତ୍ୟେକ ଯୁବତୀ ଯୁବକ ଉତ୍ସାହର ସହିତ ଜୀବନର ଏହି ବିଶେଷ ଦିନକୁ ଅପେକ୍ଷା କରି ରହିଥାନ୍ତି। ବିବାହ ରୀତିନୀତି ଅନେକ ଦିନ ପୂର୍ବରୁ ଆରମ୍ଭ ହୋଇଥାଏ, ତେଣୁ ବିବାହ ଦିନ ଆସିବା…

କପି ପାଇଁ ଡିଲ୍‌

ନିମାପଡ଼ା,୧୨।୩(ଡି.ଏନ୍‌.ଏ.): ଚଳିତ ମାଟ୍ରିକ ପରୀକ୍ଷାରେ କପି ପାଇଁ ଡିଲ୍‌ ହୋଇଥିବା ଚର୍ଚ୍ଚା ହେଉଛି। ଏନେଇ ପ୍ରଧାନଶିକ୍ଷକ ଏବଂ ଜଣେ ବ୍ୟକ୍ତିଙ୍କ ମଧ୍ୟରେ ହୋଇଥିବା ଟେଲିଫୋନ ବାର୍ତ୍ତାଳାପର ଅଡିଓ ଭାଇରାଲ ହେବା ପରେ ଆଲୋଡ଼ନ ସୃଷ୍ଟି ହୋଇଛି। ଖୋଦ୍‌ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ…

ଇଣ୍ଡୋନେସିଆର ମାଉଣ୍ଟ ମେରାପି ଜ୍ୱାଳାମୁଖି ଫାଟିବାରୁ ଗାଁ, ସଡ଼କରେ ଧୂଆଁ ଆଉ ନିଆଁ

ଜାକର୍ତ୍ତା,୧୨ ।୩: ବିଶ୍ୱର ସବୁଠାରୁ ସକ୍ରିୟ ଜ୍ୱାଳାମୁଖି ମଧ୍ୟରୁ ଅନ୍ୟତମ ଇଣ୍ଡୋନେସିଆର ମାଉଣ୍ଟ ମେରାପି ଶନିବାର ଫାଟି ଯାଇଛି । ଫଳରେ ଏହା ନିକଟରେ ଥିବା ଗାଁରେ ଧୂଆ ଓ ନିଆଁ ଖେଳେଇ ହୋଇଯାଇଛି । ଏକ ରିପୋର୍ଟ ଅନୁଯାୟୀ, ମେରାପି…

ଟ୍ରାପ୍‌ କ୍ୟାମେରା ଲେନ୍ସରେ ବନ୍ୟଜନ୍ତୁ

କେନ୍ଦୁଝର,୧୧ା୩(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଅଧିନସ୍ଥ ପାଟଣା ଓ ଘଟଗାଁ ରେଞ୍ଜରେ ଥିବା ଅଟେଇ ଜଙ୍ଗଲ ଏବେ ପାଲଟିଛି ବନ୍ୟପ୍ରାଣୀଙ୍କ ସୁରକ୍ଷାସ୍ଥଳୀ। ଅଟେଇ ଜଙ୍ଗଲରେ ବାଘ ସହିତ ବିଭିନ୍ନ ଜୀବଜନ୍ତୁ ଥିବା ବନ ବିଭାଗ ଟ୍ରାପ କ୍ୟାମେରାରେ ରେକର୍ଡ କରିଛି। ଗଧିଆ, ଗୟଳ…

ପ୍ରଥମଥର ଖରସ୍ରୋତା ମହାବିଦ୍ୟାଳୟ ହେବ ଯୁକ୍ତ ୩ ମୂଲ୍ୟାୟନ କେନ୍ଦ୍ର

ସିଂହପୁର,୧୧ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁରସ୍ଥିତ ଖରସ୍ରୋତା ମହାବିଦ୍ୟାଳୟ ଡିଗ୍ରୀ କଲେଜରେ ପ୍ରଥମଥର ଯୁକ୍ତ ୩ ସେମିଷ୍ଟାର ପାଇଁ ମୂଲ୍ୟାୟନ କେନ୍ଦ୍ର ହୋଇଛି। ଉକତ୍ଳ ବିଶ୍ୱବିଦ୍ୟାଳୟ ଚିଠି ନମ୍ବର ୫୪୪ରେ ମୂଲ୍ୟାୟନ କେନ୍ଦ୍ର ଓ ଓଏମ୍‌ଆର ସଂଗ୍ରହ କେନ୍ଦ୍ର…

ବାଇକ୍‌-ଅଟୋ ମୁହାଁମୁହିଁ: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଟିକିରି,୧୧ା୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ଗୋରଖପୁର ଗ୍ରାମ ନିକଟସ୍ଥ ବୁଲାଣି ନିକଟରେ ଶନିବାର ଏକ ଯାତ୍ରୀବାହୀ ଅଟୋ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର…

ପିଲାବେଳେ ମୋତେ ଅବୈଧ ଛୁଆ କହି ପରିହାସ କରୁଥିଲେ ଲୋକେ: ମହେଶ ଭଟ୍ଟ

ବମ୍ବେ: ଫିଲ୍ମ ସହ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଖବର ଶିରୋନାମାରେ ରହିଥାନ୍ତି ନିର୍ଦ୍ଦେଶକ ମହେଶ ଭଟ୍ଟ। ଏବେ ସେ ଏକ ଶୋ’ରେ ତାଙ୍କୁ ଅବୈଧ ସନ୍ତାନ କୁହାଯାଉଥିବା କଥା କହି ଚର୍ଚ୍ଚାକୁ ଆସିଛନ୍ତି। ଏଥିଲାଗି ତାଙ୍କ ମା’ ମୁସଲମାନ ହୋଇ…

କେହି ବୁଝୁ ନ ଥିଲେ, ଆତ୍ମହତ୍ୟା କରିବାକୁ ଚାହୁଁଥିଲି: କପିଲ ଶର୍ମା

ବମ୍ବେ: ଫିଲ୍ମ ‘ଜ୍ମିଗାଟୋ’କୁ ନେଇ ଆଜିକାଲି ଚର୍ଚ୍ଚାରେ ଅଛନ୍ତି କମେଡିଆନ୍‌ କପିଲ ଶର୍ମା। ନିଜର କମେଡି ଜରିଆରେ ସର୍ବଦା ଦର୍ଶକଙ୍କୁ ହସାଇ ଆସିଛନ୍ତି ସେ। ହେଲେ ଏବେ ଫିଲ୍ମରେ ତାଙ୍କୁ ନୂଆ ରୂପରେ ଦେଖିବାକୁ ମିିଳିବ। ଏହାକୁ ନେଇ କପିଲ ଉତ୍ସାହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri