Home Left

ଆମେରିକାରେ ଏଲନ ମସ୍କଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି

ଓ୍ବାଶିଂଟନ,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାରେ ଟେସଲା ସିଇଓ ତଥା ଟୁଇଟର ମାଲିକ ଏଲନ ମସ୍କଙ୍କୁ ଭେଟିବେ। ଆମେରିକୀୟ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି ଅନେକ ପ୍ରସିଦ୍ଧ ବ୍ୟକ୍ତିଙ୍କୁ ଭେଟିବେ। ଏହାପୂର୍ବରୁ ୨୦୧୫ରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଏଲନ…

ତୃତୀୟ ଶ୍ରୀକ୍ଷେତ୍ର ନୀଳଗିରି

ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲା ନୀଳଗିରିର ଶ୍ରୀଜଗନ୍ନାଥ ମନ୍ଦିର। ବୀର ବସନ୍ତ ନାରାୟଣ ବିରାଟ ଭୁଜଙ୍ଗ ମାନ୍ଧାତାଙ୍କ ସମୟରେ ଜଗନ୍ନାଥ ସଂସ୍କୃତି ଗରଡ଼ିହି ରାଜବାଟୀରୁ ଆରମ୍ଭ ହୋଇ ୧୭୫୦ ମସିହାରେ ରାଜା ଶ୍ରୀରାମଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ ନୀଳଗିରିରେ ଦେଉଳ ପ୍ରତିଷ୍ଠା…

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା

ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ବାରିପଦାର ଶ୍ରୀହରିବଳଦେବ ଜୀଉ ବିଜେ ପୂଜା ପାଉଛନ୍ତି ା ଏଠାକାର ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି ଏବଂ ନେତ୍ରୋତ୍ସବରେ ପତିତପାବନ ବାନା ବନ୍ଧାଯାଇଥାଏ ା ଅନ୍ୟାନ୍ୟ ସମୟରେ ଭକ୍ତଙ୍କ ମାନସିକ ପୂରଣ ପାଇଁ ଏହି ବାନା ବନ୍ଧା…

ସିଗ୍ନାଲ ଜେଇଙ୍କ ଉପସ୍ଥିତିରେ ଖୋଲିଲା ସିଲ୍‌ ଘର

ଭୁବନେଶ୍ୱର,୨୦।୬: ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ରେଲଓ୍ବେ ସୋର ସେକ୍ସନ ସିଗ୍ନାଲ ଜେଇଙ୍କ ଅମୀର ଖାନଙ୍କ କମରପୁର ଭଡା ଘର ସୋମବାର ସିଲ୍‌ କରାଯାଇଥିଲା। ତେବେ ମଙ୍ଗଳବାର ସିବିଆଇ ଅମୀର ଖାନଙ୍କ ଉପସ୍ଥିତରେ ସିଲ୍‌ ଖୋଲିଛି। ଘର ଭିତରେ…

ଲାଞ୍ଚ ମାମଲାରେ ପ୍ରଧାନ ଶିକ୍ଷକଙ୍କୁ ୨ ବର୍ଷ ଜେଲ

ସୁନ୍ଦରଗଡ଼,୧୯।୬(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୋମବାର ଏକ ଲାଞ୍ଚ ମାମଲାର ଶୁଣାଣି କରି ବଡ଼ଗାଁ ସ୍କୁଲ ଇନ୍ସପେକ୍ଟରଙ୍କ ଅଫିସରେ କାର୍ଯ୍ୟରତ ତତ୍କାଳୀନ ଶିକ୍ଷକ ମହେଶ୍ବର ତାଣ୍ଡିଆଙ୍କୁ ୨ ବର୍ଷ ଜେଲ ଦଣ୍ଡ ସହ ୨ହଜାର ଟଙ୍କା ଜରିମାନା ଆଦେଶ…

ମହିଳାଙ୍କୁ ହତ୍ୟା କରି ପୋଡ଼ିଦେଲେ

ଖପ୍ରାଖୋଲ/ପାଟଣାଗଡ଼, ୨୦ା୬(ଅଭୟ ତ୍ରିପାଠୀ/ପ୍ରହଲ୍ଲାଦ ପାଢୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ପୁତୁଲାମହୁଲ ଗାଁର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ସମ୍ପର୍କୀୟଙ୍କ ସହ ମିଶି ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ମୃତା ମହିଳା ହେଲେ ଚୂଳବତୀ ସାହୁ…

… ଦେଖ ଉଡ଼ୁଛି ବାନା

ଠାକୁର ସେ ବଡ଼ ଠାକୁର। ଓଡ଼ିଆର ପ୍ରାଣ ସ୍ପନ୍ଦନ। ହାତ ଗୋଡ଼ ନାହିଁ ସିନା ସେ କିନ୍ତୁ ସାରା ଜଗତର। ତେଣୁ ମନ୍ଦିରରେ ଉଡ଼ାଇ ଚାଲିଛନ୍ତି ସେ ବିଜୟ ଧ୍ୱଜା। ନୀଳଚକ୍ର ଉପରେ ଉଡୁଛି ବାନା, ନଁା ତାହାର ପତିତପାବନ। ପତିତପାବନଙ୍କୁ…

୫ ପତିତପାବନ

ଶ୍ରୀମହଦ୍‌ ଯୋଗୀ ଘୋଷଣା କରିଥିଲେ ଶ୍ରୀପୁରୁଷୋତ୍ତମ ହେଉଛନ୍ତି ପତିତପାବନଙ୍କର ପ୍ରଭୁ। ଶ୍ରୀମାନ୍‌ ପତିତପାବନ। ପତିତ ଅର୍ଥକୁ ସେଠି ‘ଜାତି’ ଅର୍ଥରେ ଗ୍ରହଣ ନ କରି ପତିତ ମାନସିକତା ଅର୍ଥରେ ଗ୍ରହଣ କରିଛନ୍ତି। ମଣିଷର ମାନସିକତା ପତିତ ବା ନିମ୍ନାଭିମୁଖୀ ହେଲେ, ତାହାକୁ…

ତହସିଲ ଅଜାଣତରେ ସିଟିଓ ଦିଆଯାଇଥିଲା

ସମ୍ବଲପୁର,୨୦ା୬(ଶୁଭାଶିଷ ପାଢୀ): ସମ୍ବଲପୁର ଜିଲା ଯୁଯୁମୁରା ତହସିଲ ନୀଡୁଙ୍ଗୁରୀଠାରେ ପାଉଁଶ ଡମ୍ପିଂ ଯୋଗୁ ଉପୁଜୁଥିବା ସମସ୍ୟା ନେଇ ଜୁନ ୧୨ରେ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟରେ ଖବର ପ୍ରକାଶ ପାଇଥିଲା। ଏହାପରେ ଜନପ୍ରତିନିଧି ଓ ପ୍ରଶାସନ ପକ୍ଷରୁ ତପ୍ତରତା ପ୍ରକାଶ ପାଇଥିଲା।…

ପତିତପାବନ

”ଦିଅଁ ସେ ଦାରୁଦିଅଁ। ଠାକୁର ସେ ବଡ଼ଠାକୁର। ଲୀଳାମୟ ପ୍ରଭୁ ସେ ସାରାଜଗତର। ବହୁ ନାମରେ ସେ ହୁଅନ୍ତି ପୂଜିତ। ସେଥିମଧ୍ୟରୁ ଅନ୍ୟତମ ପତିତପାବନ। ମହାପ୍ରଭୁ ଶ୍ରୀପତିତପାବନ ଏକକ ବିଗ୍ରହ ଭାବେ ଶ୍ରୀମନ୍ଦିର ସମେତ ଓଡ଼ିଶାର ବିଭିନ୍ନ ସ୍ଥାନରେ ଉପାସିତ। ତାଙ୍କ…

କେଜ୍‌ରିଓ୍ବାଲଙ୍କ ଅଧ୍ୟକ୍ଷତାରେ ବସିବ ଏନ୍‌ସିସିଏସଏର ପ୍ରଥମ ବୈଠକ,ହୋଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦।୬: ଦେଶର ରାଜଧାନୀ ଦିଲ୍ଲୀରେ ଅଧିକାରୀଙ୍କ ଟ୍ରାନ୍ସଫର ପୋଷ୍ଟିଂ ପ୍ରସଙ୍ଗରେ କେନ୍ଦ୍ର ସରକାର ଏକ ଅଧ୍ୟାଦେଶ ଆଣି ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ବଦଳାଇ ଦେଇଛନ୍ତି। ଏକ ନିୟମାବଳୀ ମାଧ୍ୟମରେ ସେବା ବିଭାଗ ସହ ଜଡିତ ପ୍ରସଙ୍ଗଗୁଡ଼ିକ ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ କେନ୍ଦ୍ର…

ଆଦିପୁରୁଷ: ବିବାଦ ମଧ୍ୟରେ ଫିଲ୍ମର ଭିଡିଓ ଶେୟାର କଲେ କ୍ରିତି

ମୁମ୍ବାଇ: ଓମ ରାଉତଙ୍କ ନିର୍ଦ୍ଦେଶଇତ ମୁଭି ‘ଆଦିପୁରୁଷ’ ଶୁକ୍ରବାର ରିଲିଜ ହେବା ପରଠାରୁ ବିବାଦରେ ଛନ୍ଦି ହୋଇପଡିଛି। ନେପାଳରୁ ବଲିଉଡ ଚଳଚ୍ଚିତ୍ର ଉପରେ ନିଷେଧାଦେଶ ଠାରୁ ଆରମ୍ଭ କରି ଆଦିପୁରୁଷରୁ ଏକ ‘ଆପତ୍ତିଜନକ’ ଲାଇନ ଡିଲିଟ କରିବା, ଫିଲ୍ମର ‘ଗମ୍ଭିର’ ସଂଳାପକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?