ଜମ୍ମୁ-କଶ୍ମୀରରେ ଜୋଷୀମଠ ଭଳି ସଙ୍କଟ
ଶ୍ରୀନଗର,୪।୨: ଜମ୍ମୁ-କଶ୍ମୀରର ଡୋଡା ଜିଲାରେ ଜୋଷୀମଠ ଭଳି ସଙ୍କଟ ସାମ୍ନାକୁ ଆସିଛି। ଜିଲାର ଏକ ଗାଁର ମାଟି ଦବିବାରେ ଲାଗିଛି। ପରିବାର ଲୋକଙ୍କୁ ଘରୁ ବାହାର କରି ସୁରକ୍ଷିତ ସ୍ଥାନକୁ ପଠାଯାଉଛି। ଏ ପର୍ଯ୍ୟନ୍ତ ୧୯ଟି ଘର, ୧ଟି ମସ୍ଜିଦ ଏବଂ…
ଫରାସୀ ଅଭିନେତ୍ରୀ ନିଜ ଘରେ ପଣବନ୍ଦୀ
ପଣଜୀ,୪।୨: ଫ୍ରାନ୍ସର ଅଭିନେତ୍ରୀ ମାରିଏନ୍ ବୋର୍ଗୋଙ୍କୁ ଉତ୍ତର ଗୋଆସ୍ଥିତ ତାଙ୍କ ବାସଭବନରେ ପଣବନ୍ଦୀ କରାଯାଇଥିଲା। ସମ୍ପତ୍ତି ବିବାଦକୁ ନେଇ ଅତିଷ୍ଠ ହେବା ପରେ ସେ ଉକ୍ତ ବଙ୍ଗଳାକୁ ଛାଡ଼ିଦେଇଥିବା କହିଛନ୍ତି। ୭୧ ବର୍ଷୀୟା ବୋର୍ଗୋଙ୍କ ମତରେ ୨୦୧୮ରେ ସେ ଜଣେ ଓକିଲଙ୍କଠାରୁ…
ଇରାନୀ ଫିଲ୍ମ ନିର୍ମାତା ଜଫର ପନାହିଙ୍କୁ ମିଳିଲା ଜାମିନ
ତେହେରାନ,୪ ।୨: ଇରାନର ପ୍ରସିଦ୍ଧ ଫିଲ୍ମ ନିର୍ମାତାଙ୍କ ମଧ୍ୟରୁ ଜଣେ ଜଫର ପନାହି ତେହେରାନର ଇଭିନ ଜେଲରେ ବନ୍ଦୀ ହେବାକୁ ବିରୋଧ କରି ସରକାରଙ୍କ ବିରୋଧରେ ଭୋକ ଓପାସରେ ବସିଥିଲେ । ଏହାର ଠିକ୍ ଦୁଇଦିନ ପରେ ତାଙ୍କୁ ଜେଲରୁ ଜାମିନ…
ଟିଟିଲାଗଡରୁ ୩୧ ଲକ୍ଷରୁ ଊର୍ଦ୍ଧ୍ୱ ନକଲି ନୋଟ୍ ଜବତ
ଭୁବନେଶ୍ୱର,(ବ୍ୟୁରୋ)/ ଟିଟିଲାଗଡ଼, ୪ା୨(ଡି.ଏନ୍.ଏ.): ରାଜ୍ୟରେ ନକଲି ନୋଟ କାରବାର ଦିନକୁ ଦିନ ବଢି ଚାଲିଛି। ସମ୍ବଲପୁର, ସୁନ୍ଦରଗଡ଼ ଓ ବରଗଡ଼ ପରେ ଏବେ ବଲାଙ୍ଗୀରରେ ନକଲି ନୋଟ୍ କାରବାର ଧରାପଡିଛି। ଟିଟିଲାଗଡ଼ ସହର ବସ୍ଷ୍ଟାଣ୍ଡ୍ ନିକଟ ପାର୍କରେ ଡିଲ୍ ଚାଲିଥିବାବେଳେ କ୍ରାଇମ୍ବ୍ରାଞ୍ଚର…
ଦିଲ୍ଲୀରୁ ଫେରି ଶୁଦ୍ଧି ହେଲେ ଭୁଞ୍ଜିଆ ଦମ୍ପତି
ନୂଆପଡ଼ା ଅଫିସ,୪।୨: ଦିଲ୍ଲୀରେ ୭୪ତମ ଜାତୀୟ ସାଧାରଣତନ୍ତ୍ର ଦିବସରେ ନୂଆପଡ଼ା ଜିଲାର ଆଦିବାସୀ ଭୁଞ୍ଜିଆ ଦମ୍ପତି ଭୁଜବଲ ମାଝି ଓ କୁଞ୍ଜବାଇ ମାଝି ରାଜଅତିଥି ଭାବେ ଯୋଗଦେଇ ଗୁରୁବାର ଗଁାକୁ ଫେରିଛନ୍ତି। ଦିଲ୍ଲୀରୁ ଫେରି ଭୁଞ୍ଜିଆ ଦମ୍ପତି ସୁନାବେଡାରେ ପହଞ୍ଚତ୍ବା ପରେ…
ତିର୍ତ୍ତୋଲ ବିଧାୟକଙ୍କ ନାମରେ ମାମଲା ରୁଜୁ
ଜଗତ୍ସିଂହପୁର ଅଫିସ, ୪ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ପ୍ରତାରଣା ଅଭିଯୋଗ ଉପରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜଗତ୍ସିଂହପୁର ଥାନାରେ ମାମଲା (ନଂ. ୯୫/୨୩) ରୁଜୁ କରାଯାଇଛି। ଏନେଇ ଜଗତ୍ସିଂହପୁର ଥାନା ଆଇଆଇସିଙ୍କୁ ଆଉ ଥରେ ସଦ୍ୟ ଅଭିଯୋଗ କରିବାକୁ କୋର୍ଟ…
ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା
ଭୁବନେଶ୍ବର, ୪ା୨(ବ୍ୟୁରୋ): କେନ୍ଦ୍ର ସରକାର ଚଳିତ ଆର୍ଥତ୍କ ବର୍ଷ ୨୦୨୩-୨୪ର ବଜେଟ୍ ପାର୍ଲାମେଣ୍ଟରେ ଆଗତ କରିଛନ୍ତି। ଏହି ବଜେଟ୍କୁ ରାଜ୍ୟର ପ୍ରତ୍ୟେକ ଲୋକଙ୍କ ପାଖକୁ ପହଞ୍ଚାଇବା ଉଦ୍ଦେଶ୍ୟରେ ଶନିବାର କେନ୍ଦ୍ର ଆଦିବାସୀ କଲ୍ୟାଣମନ୍ତ୍ରୀ ଅର୍ଜୁନ ମୁଣ୍ଡା ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ…
ମନ୍ତ୍ରୀଙ୍କ ଗସ୍ତରେ ବନ୍ଧୁକ ହଟାଗଲା
କେନ୍ଦ୍ରାପଡ଼ା ଅଫିସ, ୪ା୨: ପୋଲିସକୁ ମନ୍ତ୍ରୀମାନେ ଏବେ ଭୟ କଲେଣି। ପୋଲିସ ଗୁଳିରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଜୀବନ ଯିବା ପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ାରେ। ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କ ନିରାପତ୍ତା ଦାୟିତ୍ୱରେ ଥିବା ଜିଲା…
ଏହି ଦିନ ଓଟିଟିକୁ ଆସିବ ‘ସଲାମ ଭେଙ୍କି’
ମୁମ୍ବାଇ: ଚମତ୍କାର ଅଭିନୟ ସହିତ ବଲିଉଡରେ ଏକ ପରିଚୟ ସୃଷ୍ଟି କରିଥିବା କାଜୋଲ ଫେବୃୟାରୀ ୧୦ରେ ଓଟିଟିରେ ହଇଚଇ ସୃଷ୍ଟି କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛନ୍ତି। ବାସ୍ତବରେ, ଅଭିନେତ୍ରୀଙ୍କ ଚଳଚ୍ଚିତ୍ର ‘ସଲାମ ଭେଙ୍କି’ ଫେବୃୟାରୀ ୧୦ ରେ ଓଟିଟି ପ୍ଲାଟଫର୍ମରେ ମୁକ୍ତିଲାଭ…
ଉପଜିଲାପାଳଙ୍କୁ ଆକ୍ରମଣ
ବାଲେଶ୍ୱର ଅଫିସ,୪।୨: ବେଆଇନ ବାଲି ଉତ୍ତୋଳନ ଏବଂ ଚୋରା ଚାଲାଣ ରୋକିବାକୁ ଯାଇ ବାଲେଶ୍ୱର ଉପ ଜିଲାପାଳ କୁନାଲ ମୋତିରାମ ଚଭନ ଶୁକ୍ରବାର ଆକ୍ରମଣର ଶିକାର ହୋଇଛନ୍ତି। ବାଲି ଚୋରାଚାଲାଣକାରୀଙ୍କ ଟେକା ପଥର ମାଡ଼ରେ ତାଙ୍କ ଗାଡ଼ି ଭାଙ୍ଗିରୁଜି ଯାଇଥିବା ବେଳେ…
ପୋଲିସ ଉପରେ ଭରସା ନାହିଁ: ଜୟନାରାୟଣ
ଭୁବନେଶ୍ୱର,୪ା୨(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କର ପୋଲିସ ଗୁଳିରେ ମୃତ୍ୟୁ ହେବା ପରେ ବିଧାୟକ ଓ ମନ୍ତ୍ରୀମାନେ ସତର୍କ ହୋଇ ପଡ଼ିଛନ୍ତି। ପୋଲିସ ଉପରେ ସେମାନଙ୍କର ଭରସା ପାଉନାହିଁ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଶୁକ୍ରବାର ନିଜର ପିଏସ୍ଓ ବା…
ପାଟନା ବଦଳରେ ରାଜସ୍ଥାନ ପହଞ୍ଚାଇଲା ବିମାନ, ତଦନ୍ତ ନିର୍ଦ୍ଦେଶ ଦେଲା ଡିଜିସିଏ
ନୂଆଦିଲ୍ଲୀ,୪।୨: ଇଣ୍ଡିଗୋ ଏୟାରଲାଇନ୍ସ ଜଣେ ଯାତ୍ରୀଙ୍କୁ ବିହାର ବଦଳରେ ରାଜସ୍ଥାନରେ ପହଞ୍ଚାଇଦେଇଛି। ଏହି ପ୍ରସଙ୍ଗରେ ଶୁକ୍ରବାର ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ତଦନ୍ତ ପାଇଁ ନିର୍ଦ୍ଦେଶ ଜାରି କରିଛି। ଡିଜିସିଏ କହିଛି ଯେ, ଏହି ଯାତ୍ରୀ ପାଟନାକୁ ଏକ ଇଣ୍ଡିଗୋ…
Archives


