Home Left

ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବେନି ଟ୍ରମ୍ପ, ପୁଟିନ୍‌: ସାମିଲ ହେବେ ମୋଦି

ନୂଆଦିଲ୍ଲୀ,୨୨।୧୧: ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଆରମ୍ଭ ହେବାକୁ ଯାଉଛି ଜି-୨୦ ଶିଖର ସମ୍ମିଳନୀ। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସନ୍ଧ୍ୟାରେ ଏଠାରେ ପହଞ୍ଚିଛନ୍ତି ଏବଂ ଜି-୨୦ନେତାମାନଙ୍କ ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଏହି ଅବସର ଐତିହାସିକ କାରଣ ଏହା ଆଫ୍ରିକୀୟ…

ମା’ବାପାଙ୍କୁ ଛୁରୀରେ କାଟିଦେଲେ ପୁଅ, ହତ୍ୟା କରି ସ୍ତ୍ରୀ’ଙ୍କୁ କଲ୍‌ କରି କହିଲେ…

କଟକ,୨୨।୧୧: କଟକ ଦରଘା ବଜାର ଅଞ୍ଚଳରେ ଡବଲ ମର୍ଡର । ଦରଘା ବଜାର ଓଲ୍ଡ ଜେଲ କଲୋନୀରେ ବାପା ଓ ସାବତ ମା’କୁ ଅତି ନିର୍ମମ ଭାବେ ହତ୍ୟା କଲେ ପୁଅ । ଶୁକ୍ରବାର ରାତି ୯ଟା ସମୟରେ ବାପା ମା’ଙ୍କୁ…

ଏଇ ଭାରତରେ

ରାଜସ୍ଥାନର ମରୁଭୂମି ଜିଲା ଭାବେ ବାର୍‌ମର ବେଶ୍‌ ଜଣାଶୁଣା। ଏହି ଅଞ୍ଚଳରେ ବର୍ଷର ସବୁ ସମୟରେ ପିଇବା ପାଣି ପାଇବା କଷ୍ଟକର। ଘରେ ରୋଷେଇ ଓ ଅନ୍ୟାନ୍ୟ କାମ ପାଇଁ ଆବଶ୍ୟକ ପାଣି ମହିଳାମାନେ ଯୋଗାଡ଼ କରି ରଖୁଥିବାରୁ ବହୁ ସମୟରେ…

ବିଶ୍ୱାସ ମୂଳେ ଏ ଜଗତ

ଆଜିର ସମୟରେ, ବିଶ୍ୱାସ କରିହେଉନାହିଁ କାହାକୁ। ବିଶ୍ୱାସ ବନ୍ଧାପଡୁଛି, ସ୍ବାର୍ଥ ପାଖରେ। ପ୍ରେମରେ, ଭକ୍ତିରେ, ସମ୍ପର୍କରେ, ବୃତ୍ତିରେ, ପ୍ରବୃତ୍ତିରେ, ପରିବାରରେ, ସମାଜରେ ପରସ୍ପର ପ୍ରତି ରହୁନାହିଁ ବିଶ୍ୱାସ। ଆଶଙ୍କା ଭିତରେ ଗତିକରିବାକୁ ପଡୁଛି; କିଏ ଜାଣେ କେତେବେଳେ ବିଶ୍ୱାସରେ ମିଶିଯିବ ବିଷ…

ଗୋଟିଏ ନାମ ଦୁଇଟି ଦେଶ

ଓଡ଼ିଶାର ପଡ଼ୋଶୀ ରାଜ୍ୟ ଛତିଶଗଡ଼ର ରାଜଧାନୀ ରାୟପୁର ସହରରେ ମୋର ଆମତ୍ଜ ଏକ ପ୍ରତିଷ୍ଠିତ ବ୍ୟାଙ୍କର ପରିଚାଳକ ଥିବା ଅବସରରେ ପ୍ରାୟ ପାଞ୍ଚବର୍ଷ ତଳେ ଆମେ ସେଠାକୁ ଭ୍ରମଣରେ ଯାଇଥିଲୁ। ତୁଳସୀ ବୋଲି ଜଣେ ମଧ୍ୟ ବୟସ୍କା ସ୍ତ୍ରୀ ଲୋକ ଘରପାଇଟି…

ଆଇଆର୍‌ଏସ୍‌ରୁ ଏମ୍‌ଏଲ୍‌ଏ

ସୁଜିତ କୁମାର ମାତ୍ର ୫୧ ଦିନରେ ଦିଲ୍ଲୀର ପ୍ରିନ୍ସିପାଲ କମିଶନରରୁ ଯାଇ ବିହାର ଦରଭଙ୍ଗାର ଗୌରା ବାଉରାମର ଭାଜପା ବିଧାୟକ ହୋଇଗଲେ। ସାଧାରଣତଃ ଏପରି ପରିବର୍ତ୍ତନ ପାଇଁ ଅନେକ ମାସ ଧରି କାଗଜପତ୍ର କାମ, ମଞ୍ଜୁରୀ ଏବଂ ରାଜନୈତିକ ବୁଝମଣା ଜାରି…

ଥଇଥାନ ପୂର୍ବରୁ ଉଠାଦୋକାନୀଙ୍କୁ ଉଚ୍ଛେଦ: ଲୋକଙ୍କ ପେଟପାଟଣା ପ୍ରଭାବିତ

ବରଗଡ଼,୨୨।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ପକ୍ଷରୁ ଗତ କିଛିଦିନ ହେଲା ରାସ୍ତାପାର୍ଶ୍ୱ ଜବରଦଖଲ ଉଚ୍ଛେଦ କରାଯାଉଛି। ତେବେ ଏଥିରେ ଅଧିକାଂଶ ଠେଲା ଦୋକାନୀ ଏବଂ ଗରିବ ଶ୍ରେଣୀର ଲୋକେ ପ୍ରଭାବିତ ହେଉଛନ୍ତି। ରାସ୍ତାପାର୍ଶ୍ୱ ପ୍ରଶସ୍ତୀକରଣ ଏବଂ ଡ୍ରେନ ନିର୍ମାଣ ପାଇଁ ଉଚ୍ଛେଦ…

ଧାନ ବିକ୍ରି ଆରମ୍ଭରୁ ଅଚଳାବସ୍ଥା ଆଶଙ୍କା: ଖୋଲା ଆକାଶ ତଳେ ପଡ଼ିରହିଛି ଧାନ

ବରଗଡ଼,୨୨।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ଅମଳ ଚଳିତ ମାସ ପହିଲାରୁ ଜୋର୍‌ ଧରିଛି। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ହୋଇନାହିଁ। ପୂର୍ବରୁ ନଭେମ୍ବର ମାସ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହ ସୁଦ୍ଧା ଜିଲାରେ ଧାନ କିଣାବିକା ଆରମ୍ଭ…

ଭାରତୀୟ କମ୍ପାନୀ ଉପରେ ଆମେରିକା କଟକଣା

ନ୍ୟୁୟର୍କ/ଓ୍ବାଶିଂଟନ,୨୨ା୧୧: ଇରାନର ପେଟ୍ରୋଲିୟମ୍‌ ଏବଂ ପେଟ୍ରୋଲିୟମ୍‌ ଉତ୍ପାଦ ବିକ୍ରି ସହ ସମ୍ପୃକ୍ତ ଭାରତୀୟ ସଂସ୍ଥା ଓ ବ୍ୟକ୍ତିବିଶେଷଙ୍କ ଉପରେ ଆମେରିକାର ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଶାସନ କଟକଣା ଲଗାଇଛି। ଉକ୍ତ ବ୍ୟବସାୟରୁ ଉପାର୍ଜିତ ଅର୍ଥ ଇରାନ ସହ ଜଡ଼ିତ ଆଞ୍ଚଳିକ ଆତଙ୍କବାଦୀମାନଙ୍କ ପାଇଁ…

ଘର ଭାଙ୍ଗି ଫସଲ ନଷ୍ଟ କଲେ ହାତୀପଲ

ନୂଆପଡ଼ା,୨୧ା୧୧ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଓ ବୋଡେନ ବ୍ଲକର ବିଭିନ୍ନ ଗାଁରେ ୩୦ ଟିକିଆ ହାତୀପଲ ଆତଙ୍କ ଦେଖାଦେଇଛି। ଶୁକ୍ରବାର ହାତୀମାନେ କୋମନା ବ୍ଲକର ଦେଓଦର୍ହା ଗାଁରେ ଅନେକ ଲୋକଙ୍କ ଧାନଫସଲ ଖାଇବା ସହ ମାଡି ନଷ୍ଟ କରିଛନ୍ତି।…

କୋରାପୁଟରେ ହେବ ଜିଲା ସଂସ୍କୃତି ଭବନ

କୋରାପୁଟ,୨୧।୧୧(ଅମିତାଭ ବେହେରା): କୋରାପୁଟ ସହରର ଭବାନୀନଗରଠାରେ ୧୦ କୋଟି ୩୭ ଲକ୍ଷ ଟଙ୍କା ବ୍ୟୟରେ ନୂତନ ଜିଲା ସଂସ୍କୃତି ଭବନ ଓ କାର୍ଯ୍ୟାଳୟ ନିର୍ମାଣ କରାଯିବ। ଏ ନେଇ ଶୁକ୍ରବାର ଭିତ୍ତି ୟପ୍ରସ୍ତର ସ୍ଥାପନ ହୋଇଛି। କୋରାପୁଟ ବିଧାୟକ ରଘୁରାମ ମାଛ…

ଜଳପ୍ରପାତରେ ନିଖୋଜ: ୩ ଦିନ ପରେ ମିଳିଲା ଆଉ ଜଣେ ଛାତ୍ରଙ୍କ ମୃତଦେହ

ଗୋବିନ୍ଦପାଲି,୨୧।୧୧(କାର୍ତ୍ତିକ ରଥ): ମାଲକାନଗିରି ଜିଲା ଗୋବିନ୍ଦପାଲି ନିକଟ ଗୁମ୍ମାଝରଣ ଜଳପ୍ରପାତରେ ବୁଡି ୨ ଛାତ୍ର ନିଖୋଜ ଘଟଣାରେ ବୁଧବାର ଜଣେ ଛାତ୍ରଙ୍କ ମୃତଦେହ ମିଳିଥିବା ବେଳେ ଶୁକ୍ରବାର ଅପରାହ୍ନରେ ଅନ୍ୟ ଜଣେ ଛାତ୍ର ଲିଙ୍ଗରାଜ ମହାପାତ୍ରଙ୍କ ମୃତଦେହ ମିଳିଛି। ୩ ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri