Home Left

ବିହନ ଧରି ବର୍ଷା ଅପେକ୍ଷାରେ ଚାଷୀ

ଗଞ୍ଜାମ,୧୯ା୬(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନ ଅସ୍ତବ୍ୟସ୍ତ କରି ପକାଇଲାଣି। ଅତ୍ୟଧିକ ଉତ୍ତାପ ଯୋଗୁ ଜଳୁଛି ଗାଁ ଆଉ ସହର। ଏଥିଯୋଗୁ ଲୋକେ ଘରୁ ପଦାକୁ…

ବିପର୍ଯ୍ୟସ୍ତ ଅବସ୍ଥାରେ ହାତୀଖାଲ ଶଙ୍ଖ

ବୁଗୁଡ଼ା,୧୯ା୬(କାଳୀଚରଣ ଦାଶ): ବୁଗୁଡା ବାଘୁଆ ଜଳସେଚନ ବିଭାଗ ଅଧୀନରେ ଥିବା କତକଲା ଛକଠାରୁ କୁବେରେଶ୍ୱର ମନ୍ଦିର ଯାଏ ଥିବା ବାଘୁଆ କେନାଲ ରାସ୍ତାରେ ନିର୍ମିତ ହାତୀଖାଲ ଶଙ୍ଖର ଅବସ୍ଥା ବିପର୍ଯ୍ୟସ୍ତ ହୋଇପଡିଥିବା ବେଳେ ଏହାର ଗାର୍ଡ ୱାଲ୍‌ ଭାଙ୍ଗିଯାଇ ବିପଦକୁ ଆହ୍ବାନ…

ଠିକାଦାରଙ୍କୁ ଗୁଳିକରି ହତ୍ୟା

ଖୋର୍ଦ୍ଧା ଅଫିସ/ନିରାକାରପୁର,୧୯ା୬(ପ୍ରଭାତ ପାଣିଗ୍ରାହୀ/ମାନସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ବିଳମ୍ବିତ ରାତିରେ ଚଣ୍ଡେଶ୍ବର ଛକରେ ଜଣେ ଠିକାଦାରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସେ ହେଲେ ରାଧାମୋହନପୁରର ରମେଶ ଚନ୍ଦ୍ର ରାଉତ(୪୮)। ପୂର୍ବ…

ଦେଓମାଳିରେ ନିର୍ମିତ କଟେଜ ପରିବେଶ ପ୍ରତି ଆଣିବ ବିପଦ

କୋରାପୁଟ,୧୯ା୬(ଅମିତାଭ ବେହେରା): କୋରାପୁଟ ଜିଲାର ଦେଓମାଳିରେ ପର୍ଯ୍ୟଟନର ବିକାଶ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା କଟେଜ ନିର୍ମାଣକୁ ନେଇ କୋରାପୁଟର ପରିବେଶବିତ୍‌ମାନେ ଚିନ୍ତାପ୍ରକଟ କରିଛନ୍ତି। ସମୁଦ୍ର ପତନାଠାରୁ ୧୬୭୨ ମିଟର ଉଚ୍ଚତାରେ ଥିବା ଓଡିଶାର ଏହି ଉଚ୍ଚତମ ପର୍ବତ…

ଚଳଚଞ୍ଚଳ ଇମାମୀନଗର

ବାଲେଶ୍ୱର, ୧୯।୬(ମାନସ ବିଶ୍ୱାଳ): ବାଲେଶ୍ୱର ବାଲଗୋପାଳପୁରସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ନେତ୍ରଉତ୍ସବ, ନବଯୌବନ, ଉଭାଯାତ୍ରା ଓ ଘୋଷଯାତ୍ରା ନିମନ୍ତେ ପ୍ରସ୍ତୁତି ସାଙ୍ଗକୁ ଚଳଚଞ୍ଚଳ ହୋଇଉଠିଛି ଇମାମୀ ନଗର। ସୂଚନା ଅନୁଯାୟୀ, ରୀତିନୀତି ଅନୁଯାୟୀ, ୧୯ତାରିଖ ଅପରାହ୍ନ ୪ଟା ୨୮ରୁ ଶ୍ରୀଜୀଉଙ୍କ…

ଅବଧି ଶେଷ: ସରୁନି ପ୍ରକଳ୍ପ କାର୍ଯ୍ୟ

ନାଉଗାଁ,୧୯ା୬(ସୁଧା ବେଉରା): ଗ୍ରାମାଞ୍ଚଳର ସବୁ ଗୃହକୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାରଙ୍କ ପକ୍ଷରୁ ଯୋଜନା କରାଯାଇଛି। ପ୍ରକଳ୍ପ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରାଯାଉଛି। ବିଭାଗୀୟ ଅଧିକାରୀଙ୍କ ଠିକ୍‌ ତଦାରଖ ଅଭାବରୁ ଦାୟିତ୍ୱରେ ଥିବା ଠିକାଦାରମାନେ ମନଇଚ୍ଛା…

ଧର୍ମାନ୍ତରୀକରଣ: ମା’ ନାଁରେ ଅଭିଯୋଗ ଆଣିଲେ ସନ୍ତାନ

ରାଜନଗର, ୧୯ା୬ (ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲାର ରାଜନଗର ଅଞ୍ଚଳରେ ଦୀର୍ଘଦିନର ନୀରବତା ପରେ ପୁଣି ଧର୍ମାନ୍ତରୀକରଣ ଘଟଣାକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଏ ନେଇ ରବିବାର ସନ୍ଧ୍ୟାରେ ରାଜନଗର ଥାନାରେ ପୃଥକ୍‌ ପୃଥକ୍‌ ଭାବେ ୨ଟି ଅଭିଯୋଗ…

ପେଚାଦ୍‌ଜ ‘ଏ’, ସୁପ୍ରତୀମ ‘ସି’ ଚାମ୍ପିୟନ

ଭୁବନେଶ୍ୱର, ୧୯ା୬(ବିଜୟ ରଣା): ୧୪ତମ କିଟ୍‌ ଇଣ୍ଟରନ୍ୟାଶନାଲ ଚେସ୍‌ ଫେଷ୍ଟିଭାଲ-୨୦୨୩ କିଟ୍‌ସ୍ଥିତ ବିଶ୍ୱନାଥନ ଆନନ୍ଦ ଇଣ୍ଟରନ୍ୟାଶନାଲ ଚେସ୍‌ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ରବିବାର କାଟେଗୋରି ଏ’ ଓ ସି’ର ପ୍ରତିଯୋଗିତା ଶେଷ ହୋଇଛି। କାଟେଗୋରି ‘ଏ’ରେ ଜର୍ଜିଆର ଗ୍ରାଣ୍ଡମାଷ୍ଟର ଲୁକା ପେଚାଦ୍‌ଜ…

ବାପଘରେ ଭାଉଜଙ୍କୁ ଦିଅରଙ୍କ ଆକ୍ରମଣ

ଡେରାବିଶ,୧୯ା୬ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ବସପୁର ପଞ୍ଚାୟତ ଅନ୍ତର୍ଗତ ହାଟବାଣପୁର (ଜହ୍ନିମୂଳ) ଗାଁରେ ପାରିବାରିକ ଗଣ୍ଡଗୋଳକୁ ନେଇ ରବିବାର ନୃସିଂହ ଚରଣ ସାହୁଙ୍କ ଝିଅ ଜିନମୟୀଙ୍କୁ ତାଙ୍କ ଦିଅର ରମାକାନ୍ତ ସାହୁ କଟୁରିରେ…

ଦ୍ୱିତୀୟ କଳିଙ୍ଗ ଜିମ୍ନାଷ୍ଟିକ ପ୍ରତିଯୋଗିତା ଉଦ୍‌ଯାପିତ

ଭୁବନେଶ୍ୱର, ୧୯ା୬(ତପନ ସ୍ବାଇଁ): ଓଡ଼ିଶାର ଅଗ୍ରଣୀ ଜେଏମ୍‌ ସ୍ପୋର୍ଟସ ଜିମ୍ନାଷ୍ଟିକ ଏକାଡେମୀ ଓ ଓଡ଼ିଶା ଜିମ୍ନାଷ୍ଟିକ ମହାସଂଘର ମିଳିତ ସହଯୋଗରେ ଆୟୋଜିତ ଦ୍ୱିତୀୟ କଳିଙ୍ଗ ଜାତୀୟ ଜିମ୍ନାଷ୍ଟିକ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଛି। ମୁଖ୍ୟ ଅତିଥି ରୂପେ ପଦ୍ମଶ୍ରୀ ତଥା ହକି…

ଅର୍ନଭ ମହାନ୍ତି ଚାମ୍ପିୟନ

ଭୁବନେଶ୍ୱର, ୧୯ା୬ (ବିଜୟ ରଣା): ସ୍ଥାନୀୟ ଟଙ୍କପାଣିସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିର ପରିସରରେ ରାଜ୍ୟ ସ୍କୁଲ ଓପନ ଚେସ୍‌ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ବିଜେଇଏମ୍‌ ସ୍କୁଲ-୧ (ଭୁବନେଶ୍ୱର)ର ଅର୍ନଭ ମହାନ୍ତି ୪.୫ ପଏଣ୍ଟ ସହ…

ଜେଇଇ(ଆଡଭାନ୍ସଡ)ରେ ଆକାଶ ବାଇଜୁସର ବାଜିମାତ

ଭୁବନେଶ୍ୱର,୧୯।୬: ଦେଶର ପ୍ରମୁଖ ଘରୋଇ କୋଚିଂ ସେଣ୍ଟର ତଥା ଟେଷ୍ଟ ପ୍ରସ୍ତୁତି କ୍ଷେତ୍ରରେ ଜାତୀୟ ସ୍ତରର ଅଗ୍ରଣୀ ଅନୁଷ୍ଠାନ ଆକାଶ ବାଇଜୁସ ଚଳିତ ବର୍ଷର ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ୨୦୨୩ରେ ବାଜିମାତ କରିଛି। ଏପରିକି ଶ୍ରେଷ୍ଠ ୧୦୦ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?