Home Left

ରାଜଧାନୀରେ ନବବଧୂଙ୍କୁ ତଣ୍ଟିଚିପି ହତ୍ୟା

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଜରିପାଟଣା ଗାଁରେ ଜଣେ ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା ଅଭିଯୋଗ ହୋଇଛି। ମୃତା ମହିଳା ଜଣକ ହେଲେ ଉକ୍ତ ଗାଁର ପ୍ରଭାତ ପରିଡ଼ାଙ୍କ ସ୍ତ୍ରୀ ତଥା ଜଗତ୍‌ସିଂହପୁର ଜିଲା ଡିହସାହିର ଲକ୍ଷ୍ମୀପ୍ରିୟା ମହାନ୍ତି। ଯୌତୁକ ପାଇଁ ସ୍ବାମୀ…

୧୨ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ସୂଚନା

ଭୁବନେଶ୍ବର, ୧୦ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଗୁରୁବାର ସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ଜଣାପଡ଼ିଛି। ରାଜସ୍ବ ବିଭାଗ, ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ…

ପୁଣି ମିଶାଇଲ୍‌ ପରୀକ୍ଷଣ ଆରମ୍ଭ କଲା ଉତ୍ତର କୋରିଆ

ପ୍ୟାଙ୍ଗୟଙ୍ଗ,୧୦।୩: ପରମାଣୁ ପରୀକ୍ଷଣ ବିଷୟରେ ଆମେରିକାର ଗୁପ୍ତଚର ରିପୋର୍ଟର ଗୋଟିଏ ଦିନ ପରେ ଉତ୍ତର କୋରିଆ ପୁଣି ମିଶାଇଲ୍‌ ପରୀକ୍ଷା ଆରମ୍ଭ କରିଛି। କିମ ଜୋଙ୍ଗ ଉନଙ୍କ ଦେଶ ଏକ ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ ମିଶାଇଲ୍‌ ମାଡ କରିଛି। ଏହି ପରୀକ୍ଷଣର…

ଫାଟିଲା ଫ୍ରିଜ୍‌: ପୋଲିସ ଅଧିକାରୀଙ୍କ ସମେତ ୨ ମୃତ

କୋଏମ୍ବାଟୁର,୧୦।୩: ତାମିଲନାଡୁର କୋଏମ୍ବାଟୁର ଜିଲାରେ ଏକ ଫ୍ରିଜ୍‌ ହଠାତ୍‌ ଫାଟିଯିବାରୁ ବ ଏକ ଘରେ ନିଆଁ ଲାଗିଯାଇଥିଲା। ଏଥିରେ ଜଣେ ପୋଲିସ କର୍ମଚାରୀ ଏବଂ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ଜିଲାର ପୋଲାଚି ନିକଟ ନାଲୁର ଗାଁର ଅଟେ।…

ଆଖିବୁଜା ଗୁଳିମାଡ: ଚାଲିଗଲା ୭ ଜୀବନ

ବର୍ଲିନ,୧୦।୩: ଜର୍ମାନୀ ସହର ହାମବର୍ଗରେ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ଚର୍ଚ୍ଚରେ ଗୁଳିମାଡ ଯୋଗୁ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଦୁଇ ଡଜନ ଲୋକ ଗୁରୁତର ଆହତ ହୋଇଥିଲେ। ଗତ ମାର୍ଚ୍ଚ ୫ରେ ଏହି ଘଟଣା ଘଟିଥିଲା।…

ବରଗଡ଼ରେ ଗୁଳିମାଡ଼, ଯୁବକ ଗୁରୁତର

ବରଗଡ଼ ଅଫିସ,୯।୩: ବରଗଡ଼ ସହରର ବ୍ୟସ୍ତବହୁଳ ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଗରୁବାର ରାତିରେ ଗୁଳି ଏବଂ ଭୁଜାଲି ମାଡ଼ ହୋଇଛି। ଏଥିରେ ବରଗଡ଼ ହାଟପଦାର ଜଗନ୍ନାଥ କର୍ଣ୍ଣ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ବରଗଡ଼ର ଏକ ଘରୋଇ ଡାକ୍ତରଖାନାରେ…

କର୍ଲାପାଟରେ ପୁଣି ହାତୀ ମୃତ୍ୟୁ

ଭବାନୀପାଟଣା,୯।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅଧୀନ କର୍ଲାପାଟ ଅଭୟାରଣ୍ୟରେ ପୁଣି ଏକ ହାତୀ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ଯାକମରୁ ୧୦୦ ମିଟର କୁକୁରଘାଟିର ସେମିଝରନଠାରେ ହାତୀର ମୃତ୍ୟୁ ଘଟିଛି। ଏହି ଘଟଣା ଗତ ୪ ତାରିଖରେ ଘଟିଥିବା ଜଣାଯାଇଛି।…

ଟଙ୍କା ବ୍ୟାଗ ଝାମ୍ପି ନେଲେ ଦୁର୍ବୃତ୍ତ

ବଡ଼ଗାଁ, ୯।୩(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ନିକଟ ବସ୍‌ଷ୍ଟାଣ୍ଡର ଏକ ଚା ଦୋକାନରୁ ଲୁଟ ହୋଇଛି। ୨ ଲକ୍ଷ ଟଙ୍କା ଥିବା ବ୍ୟାଗକୁ ୨ଜଣ ଦୁର୍ବୃତ୍ତ ସର୍ବସମ୍ମୁଖରେ ଝାମ୍ପିନେଇ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।…

ମୁମ୍ବାଇ ଇଣ୍ଡିଆନ୍ସର ସହଜ ବିଜୟ

ମୁମ୍ବାଇ,୯ା୩ : ଡକ୍ଟର ଡି. ଓ୍ବାଇ. ପାଟିଲ ସ୍ପୋଟର୍‌ସ ଏକାଡେମିରେ ଗୁରୁବାର ଖେଳାଯାଇଥିବା ମହିଳା ପ୍ରିମିୟର୍‌ ଲିଗ୍‌ରେ ୭ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ୮ ଉଇକେଟରେ ବିଜୟୀ ହୋଇଛି। ଦିଲ୍ଲୀ କ୍ୟାପିଟାଲ୍ସ ମାତ୍ର ୧୦୫ ରନ୍‌ କରି ଅଲ୍‌ଆଉଟ ହୋଇଯାଇଥିଲା। ଜବାବରେ…

ଗୋଚାଲାଣକାରୀଙ୍କ ଉପରେ ଫୁଟିଲା ଗୁଳି

ଲକ୍ଷ୍ନୌ,୯ା୩: ଉତ୍ତରପ୍ରଦେଶରେ ଗୋରୁ ଚାଲାଣ କରୁଥିବା ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଫଳରେ ସେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ହେଲେ ପ୍ରେମ୍‌ ସିଂ (୫୦)। ପ୍ରେମ୍‌ ଏକ ଟ୍ରକ୍‌ରେ ୧୩ଟି ଗାଈଙ୍କୁ ମୈନପୁରୀ ନେଉଥିବା ବେଳେ…

ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ

ପୁତ୍ରଜୟା, ୯ା୩: ଦୁର୍ନୀତି ମାମଲାରେ ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ମୁହିଦ୍ଦିନ୍‌ ୟାସିନ୍‌ଙ୍କୁ ଗୁରୁବାର ଗିରଫ କରାଯାଇଛି। ଏହାପରେ ତାଙ୍କୁ କୋର୍ଟରେ ହାଜର କରାଯିବ। ତାଙ୍କ ଉପରେ ଦୁର୍ନୀତି ଅଭିଯୋଗ ରହିଛି। ମାଲେସିଆ ଆଣ୍ଟି କରପସନ୍‌ କମିଶନଙ୍କୁ ତାଙ୍କ ବିରୋଧରେ କେତେକ ପ୍ରମାଣ…

୧୧ ମାସରେ ଇମ୍ରାନଙ୍କ ବିରୋଧରେ ୮୦ ମାମଲା

ଲାହୋର,୯ା୩: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ୍‌ (ପିଟିିଆଇ) ଅଧ୍ୟକ୍ଷ ଇମ୍ରାନ୍‌ ଖାନ୍‌ଙ୍କ ସମେତ ୪୦୦ ଜଣ ଦଳୀୟ କର୍ମଙ୍କ ବିରୋଧରେ ଲାହୋର ପୋଲିସ ଗୁରୁବାର ହତ୍ୟା ଓ ଆତଙ୍କବାଦ ମାମଲା ରୁଜୁ କରିଛି। ଦଳର ଏକ ରାଲିରେ ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri