Home Left

ଅଭିନେତା ତଥା ନିର୍ଦ୍ଦେଶକ ସତିଶ କୌଶିକଙ୍କ ପରଲୋକ

ମୁମ୍ବାଇ: ବଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସତିଶ କୌଶିକଙ୍କ ପରଲୋକ ହୋଇଛି । ଅନୁପମ ଖେର ଟୁଇଟ କରି ଏହି ସୂଚନା ଦେଇଛନ୍ତି । ମାତ୍ର ୬୬ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ହୃଦଘାତ ଯୋଗୁ…

ଆଜିଠୁ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଅହମ୍ମଦାବାଦ,୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଚତୁର୍ଥ ତଥା ଅନ୍ତିମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଜିତିବା ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମ୍ୟାଚ ଜିତିବା ପରେ ଭାରତ ୩-୧…

ପ୍ରଥମଥର ଶାଶୁଘରେ ହୋଲି ପାଳିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ନବ ବିବାହିତ ଦମ୍ପତି ସିଦ୍ଧାର୍ଥ ମାଲହୋତ୍ରା ଏବଂ କିଆରା ଆଡଭାନୀଙ୍କ ହୋଲି ଫଟୋର ଝଲକ ପାଇବା ପାଇଁ ପ୍ରଶଂସକମାନେ ଦୀର୍ଘ ସମୟ ଅପେକ୍ଷା କରିଥିଲେ। ସମସ୍ତେ ଜାଣିବାକୁ ଚାହୁଁଥିଲେ ଯେ, ସିଡ୍‌-କିଆରା କିପରି ସେମାନଙ୍କର ପ୍ରଥମ…

ଶାଶୁ, ଶ୍ୱଶୁରଙ୍କ ସହ ହୋଲି ଖେଳିଲେ କ୍ୟାଟ୍ରିନା

ମୁମ୍ବାଇ: ହୋଲି ଅବସରରେ ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ତାଙ୍କ ପରିବାର ସଦସ୍ୟଙ୍କ ସହ ରଙ୍ଗ ଖେଳିଛନ୍ତି। କ୍ୟାଟ୍ରିନାଙ୍କ ହୋଲି ଖେଳ ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି। ଯେଉଁଥିରେ କ୍ୟାଟ୍‌ ଏବଂ ବିକି ବହୁତ ଖୁସି ଥିବା…

ଜେଲ ଭିତରେ ସିସୋଡିଆଙ୍କ ଜୀବନ ବିପଦ ଅଭିଯୋଗ: ଭାଜପା କହିଲା, କେଜ୍‌ରିଓ୍ବାଲ୍‌ କରୁଛନ୍ତି ଷଡଯନ୍ତ୍ର

ନୂଆଦିଲ୍ଲୀ,୮।୩: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଆମ ଆଦମୀ ପାର୍ଟିର ନେତା ମନୀଷ ସିସୋଡିଆଙ୍କୁ ଭାଜପା ଏବଂ ଏଏପି ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଚାଲିଛି। ତିହାରରେ ମନୀଷ ସିସୋଡିଆଙ୍କୁ ହତ୍ୟା କରିବା ପାଇଁ ଭାଜପା ଏକ ଷଡଯନ୍ତ୍ର ରଚିଥିବା ଏଏପି…

ସନ୍ଦିଗ୍ଧ ଅବସ୍ଥାରେ ପଡ଼ିଛି ମୃତଦେହ, ପାଖରେ ରହିଛି ପ୍ଲାଷ୍ଟିକ୍‌ ବାଲ୍‌ଟି

କୋରାପୁଟ,୮ା୩(ସ୍ବ.ପ୍ର.): କୋରାପୁଟସ୍ଥିତ ଚନ୍ଦନ ପୋଖରୀ ନିକଟରେ ବୁଧବାର ଏକ ପରିବା ବିକାଳିଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ମୃତକ ଜଣଙ୍କ ହେଉଛନ୍ତି କୋରାପୁଟ ଜିଲା ଲମତାପୁଟ ବ୍ଲକର ମେଡିପୁଟ ଗ୍ରାମର ଅର୍ଜୁନ ଖିଲ (୪୫)। ସଦିଗ୍ଧ ଅବସ୍ଥାରେ ମୃତଦେହ ପଡ଼ିଥିବାରୁ ପରିବାର…

ପାକିସ୍ତାନବାସୀ ଶେହଓ୍ବାଜ୍‌ ଶରିଫ ସରକାରଙ୍କୁ କେବେ କ୍ଷମା କରିବେ ନାହିଁ: ଇମ୍ରାନ

ଲାହୋର,୮।୩: ଲାହୋରରେ ହେବାକୁ ଥିବା ରାଲି ପାଇଁ ଅନୁମତି ନ ପାଇ ପାକିସ୍ତାନର ମୁଖ୍ୟ ତେହେରିକ-ଇ-ଇନସାଫ ଏବଂ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ୍‌ ଶରିଫ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଇମ୍ରାନ ଖାନ କହିଛନ୍ତି, ଦେଶର ଅବସ୍ଥା…

ମୁଁ ଦେଶର ପ୍ରଧାନମନ୍ତ୍ରୀ ହେବାର ସ୍ବପ୍ନ ଦେଖୁନାହିଁ: ଉଦ୍ଧବ ଠାକରେ

ମୁମ୍ବାଇ,୮।୩: ଆସନ୍ତା ବର୍ଷ ଦେଶରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ନିର୍ବାଚନ ପାଇଁ ସମସ୍ତ ଦଳ ସେମାନଙ୍କ ରଣନୀତି ଉପରେ କାର୍ଯ୍ୟ ଆରମ୍ଭ କରିସାରିଛନ୍ତି। ଏହି କ୍ରମରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଧ୍ୟ ରାଜ୍ୟରେ ପ୍ରସ୍ତୁତ…

ମହିଳା ଦିବସରେ ‘ଡ୍ରିମ୍‌ ପ୍ରୋଜେକ୍ଟ’ ଲଞ୍ଚ୍‌ କଲେ ନୀତା ଅମ୍ବାନୀ

ମୁମ୍ବାଇ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା-ଚେୟାରମ୍ୟାନ ନୀତା ଅମ୍ବାନୀ ‘ଦ ହର୍‌ ସର୍କଲ, ଏଭ୍ରିବଡି ପ୍ରୋଜେକ୍ଟ’ ଆରମ୍ଭ କରି ଏକ ନୂତନ ପଦକ୍ଷେପ ନେଇଛନ୍ତି। ଏହି ପ୍ରୋଜେକ୍ଟ ଅଧୀନରେ ନୀତା ଅମ୍ବାନୀ ସମସ୍ତ ପ୍ରକାର ଶାରୀରିକ ଭେଦଭାବ…

ହୋଲି ଖେଳିବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ପ୍ରୀତିପୁର,୮ା୩(ଡି.ଏନ୍‌.ଏ.): ବୁଧବାର ସାଙ୍ଗମାନଙ୍କ ସହ ମିଶି ହୋଲି ଖେଳିବା ନିମନ୍ତେ ବାଇକ୍‌ ଯୋଗେ ଯାଉଥିବା ସମୟରେ ଗଛରେ ପିଟି ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ଆଜି ହୋଲି ଖେଳିବା ପାଇଁ ୩ ଯୁବକ ସାଥି…

ହୁତ୍‌ହୁତ୍‌ ହୋଇ ଜଳିଗଲା ୬ ଗାଡ଼ି

କୋରାପୁଟ,୮ା୩(ସ୍ବ.ପ୍ର.): କୋରାପୁଟସ୍ଥିତ ହକି ପଡ଼ିଆରେ ବୁଧବାର ନିଆଁଲାଗି ୬ଟି ଗାଡି ପୋଡ଼ି ଯାଇଥିବା ଜଣାପଡ଼ିଛି। ପୋଲିସ ଜବତ କରି ସେଠାରେ ଦୀର୍ଘଦିନ ଧରି ରଖିଥିବା ୪ଟି କାର୍‌ ଓ ୨ଟି ଅଟୋ ଏଥିରେ ପୋଡ଼ିହୋଇ ଯାଇଥିବା ଜଣାପଡ଼ିଛି। ଏହି ନିଆଁ ଲାଗିବା…

ହୋଲିରେ ଅଘଟଣ: ପାଣିରେ ବୁଡ଼ି ଦୁଇଭାଇଙ୍କ ଜୀବନ ଗଲା

କେନ୍ଦ୍ରାପଡ଼ା ଅଫିସ,୮ା୩: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ହୋଲିରେ ଏକ ଅଘଟଣ ଘଟିଛି। ରଙ୍ଗ ଖେଳି ସାରି ବ୍ରାହ୍ମଣୀ ନଦୀକୁ ଦୁଇ ଭାଇ ଗାଧୋଇବାକୁ ଯାଇ ବୁଡ଼ି ଯାଇଛନ୍ତି। କେଶପୁର ପଞ୍ଚାୟତ ମୂଷାଡିଆ ଗାଁର ୪୩ ବର୍ଷୀୟ ସୁଜିତ ଦାସ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri