Home Left

ଜିଲାପାଳଙ୍କ ଜନଶୁଣାଣି: ଅଭିଯୋଗ ଜଣାଇବାକୁ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୧୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପାଇଁ ଭିଡ଼ ଜମିଛି। ଉକ୍ତ ବ୍ଲକର ୨୫ ପଞ୍ଚାୟତ ଅଞ୍ଚଳରୁ ବହୁ ଲୋକ ଅଭିଯୋଗ କରିବାକୁ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ବିଶେଷକରି...

ମା’ଙ୍କ ଗଳାକାଟି ହତ୍ୟା କଲେ ଦୁର୍ବୃତ୍ତ, ଝିଅ ଗୁରୁତର, ସିସିଟିଭିରେ କଏଦ ହେଲା…

ବ୍ରହ୍ମପୁର,୧୧ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାର ନିମଖଣ୍ଡି ଥାନା ଅନ୍ତର୍ଗତ ଶ୍ରୀମା ନଗରରେ ସୋମବାର ଭୋରରେ ଏକ ଜଘନ୍ୟକାଣ୍ଡ ଘଟିଛି। ଭଡ଼ା ଘରେ ରହୁଥିବା ଜଣେ ମହିଳା ଓ ତାଙ୍କ ଝିଅକୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଘଟଣାସ୍ଥଳରେ ମା’ଙ୍କର...

ନେତାନ୍ୟାହୁଙ୍କ ଗାଜା ଦଖଲ ଯୋଜନା: ଅଭୂତପୂର୍ବ ଉତ୍ତେଜନା

ତେଲ୍‌ଆଭିଭ/ଗାଜା ସିଟି,୧୧ା୮:ଇସ୍ରାଏଲୀ ଡିଫେନ୍ସ ଫୋର୍ସେସ୍‌ (ଆଇଡିଏଫ୍‌) ଗତ ୨୨ ମାସ ମଧ୍ୟରେ ଗାଜା ଷ୍ଟ୍ରିପ୍‌ର ପ୍ରାୟ ୭୫ ଭାଗ ଦଖଲ କରିସାରିଲାଣି। ଅବଶିଷ୍ଟ ୨୫% ଅଞ୍ଚଳ ଅକ୍ତିଆର କରି ସମ୍ପୂର୍ଣ୍ଣ ଗାଜା ଦଖଲ କରିବା ପାଇଁ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ...

ପାନୀୟ ଜଳ ଓ ଦୀର୍ଘାୟୁ ଜୀବନ

ପୃଥିବୀ ପୃଷ୍ଠରେ ରହିଥିବା ସମସ୍ତ ବୃକ୍ଷଲତା ଓ ସମସ୍ତ ପ୍ରାଣୀଜଗତ ଜଳ ବିନା ବଞ୍ଚତ୍ରହିବା ଅସମ୍ଭବ। ଜଳ ହିଁ ଜୀବନ। ବୃକ୍ଷଲତା ଆଦି ପାଇଁ ଜଳର ପ୍ରକାରଭେଦ ଅଧିକ ଜରୁରୀ ନ ଥିବା ବେଳେ, ମନୁଷ୍ୟ ପାଇଁ ପାନୀୟ ଜଳ...

ବରଗଡ଼ରେ ପୁଣି ମାଡ଼ିଲା ବୁଲଡୋଜର

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପ୍ରଶାସନ ସହର ରାସ୍ତାପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାକୁ ଜୋରଦାର୍‌ କରିଛି। ସ୍ଥାନୀୟ ଲମ୍ବା ବିଲଡ଼ିଂରୁ ଭଟଲି ଛକ ରାସ୍ତାପାର୍ଶ୍ୱରେ ଉଚ୍ଛେଦ ପ୍ରକ୍ରିୟା ସରିବା ପରେ ଗାନ୍ଧିଛକରୁ କେନାଲ ଛକ ରାସ୍ତାପାର୍ଶ୍ୱରୁ ଜବରଦଖଲ ହଟାଯିବା ରବିବାରରୁ...

ଆସୁଛି ୨ ଲଘୁଚାପ: ୧୨ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୧ା୮(ଅନୁରାଧା ମହାରଣା):ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବାବେଳେ ଦିନରେ ଖରା, ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଆଗକୁ ୨ଟି ଲଘୁଚାପ ହେବାର ଥିବାରୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା...

କୁଆଡ଼େ ଗଲେ ଜଗଦୀପ ଧନକର: ମିଳୁନି ଖୋଜଖବର, ହୋଇପାରୁନି ସମ୍ପର୍କ

ନୂଆଦିଲ୍ଲୀ,୧୧।୮: ଦେଶର ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନକର ୨୧ ଜୁଲାଇରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ। ସେ ଏହି ଇସ୍ତଫା ପଛରେ ସ୍ବାସ୍ଥ୍ୟ କାରଣ ଦର୍ଶାଇଥିଲେ। ତଥାପି, ଇସ୍ତଫା ପରେ କେହି ତାଙ୍କୁ ଦେଖିନାହାଁନ୍ତି କିମ୍ବା ସେ କୌଣସି କାର୍ଯ୍ୟକ୍ରମରେ...

ଦ୍ୱାଦଶ ଆଦିତ୍ୟଙ୍କ ଅନୁଷ୍ଠାନ ବେଳେ ପଡ଼ିଥିଲା ବାର ହରିବୋଲ

ଗଜପତିଙ୍କର ସାମ୍ରାଜ୍ୟ ବିଜୟ ସ୍ମାରକୀ ଥିଲା ଅ୧୮ଙ୍କ କାର୍ତ୍ତିକ ଶୁକ୍ଳ ଦଶମୀ। ପଞ୍ଚୁକ ଦିନ। ସେହିଦିନ ଭୁବନେଶ୍ୱର ରାଜଗୁରୁ, ନରସିଂହପୁରର ଆନନ୍ଦ ରଥ ପହଞ୍ଚତ୍ଥିଲେ କୋଣାର୍କରେ। ଗଜପତିଙ୍କ ଆଦେଶରେ ସେମାନେ କୋଣାର୍କରେ ପହଞ୍ଚତ୍ ଯଜ୍ଞ ମଣ୍ଡପର ମାପ ଦେଲେ ବାସ୍ତୁଶାସ୍ତ୍ର...

ଟ୍ରମ୍ପ-ପୁଟିନଙ୍କ ସାକ୍ଷାତ ପୂର୍ବରୁ ଚାରିଆଡ଼େ ହଲଚଲ: ସାରା ବିଶ୍ୱର ବଦଳିଯିବ ନକ୍ସା

ଓ୍ବାଶିଂଟନ୍‌,୧୧।୮: ଆଲାସ୍କାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାକ୍ଷାତ ପୂର୍ବରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ଏବେ ଏକ ବିନାଶକାରୀ ଦିଗକୁ ମୁହାଁଇବାକୁ ଯାଉଛି ଏବଂ ଏହାର କାରଣ...

ଯୋଗ କରିବା ସମୟରେ ଏହି କଥା ପ୍ରତି ଦିଅନ୍ତୁ ଧ୍ୟାନ…

ବର୍ତ୍ତମାନ ଆମ ଜୀବନରେ ଯେଉଁ ପ୍ରମୁଖ ଜିନିଷର ଆବଶ୍ୟକତା ରହିଛି ତାହା ହେଲା ଯୋଗ। ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ଯୋଗ କରନ୍ତି ତେବେ ତାହାର ସୁପ୍ରଭାବ ଶରୀର ଉପରେ ପଡ଼ିଥାଏ। ତେବେ ଯୋଗ କରିବା ପୂର୍ବରୁ...

ବରଗଡ଼ରେ ଆଉ ଏକ ବଳଙ୍ଗା କାଣ୍ଡ: ପେଟ୍ରୋଲ ଢାଳି ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ, ଖେଳପଡ଼ିଆରୁ ମିଳିଲା…

ବରଗଡ଼,୧୧ା୮(ପ୍ରେମାନନ୍ଦ ଖମାରୀ): ବାଲେଶ୍ୱର, ବଳଙ୍ଗା, କେନ୍ଦ୍ରାପଡ଼ା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲଟ ଥାନା ଅନ୍ତର୍ଗତ ଫିରିଙ୍ଗିମାଲ ଗ୍ରାମରୁ ସୋମବାର ସକାଳେ ଏକ ଲୋମ ଟାଙ୍କୁରା ଘଟଣା ଘଟିଛି। ଜଣେ ୧୩ ବର୍ଷୀୟା ନାବାଳିକା ଘରଠାରୁ ଅନତିଦୂରରେ ରହିଥିବା...

ପୁଣି ମୁହାଁମୁହିଁ ଭାରତ-ପାକିସ୍ତାନ: ଆଜିଠାରୁ ଯୁଦ୍ଧାଭ୍ୟାସ

ନୂଆଦିଲ୍ଲୀ,୧୧ା୮:ଭାରତୀୟ ନୌସେନାର ଯୁଦ୍ଧଜାହାଜଗୁଡ଼ିକ ମଙ୍ଗଳବାର ଓ ବୁଧବାର ଆରବ ସାଗରରେ ସମରାଭ୍ୟାସ ପାଇଁ କାର୍ଯ୍ୟକ୍ରମ ସ୍ଥିର କରିଥିବାବେଳେ ପାକ୍‌ ନୌସେନା ମଧ୍ୟ ସେହି ସମୟରେ ଯୁଦ୍ଧାଭ୍ୟାସ କରିବାକୁ ଘୋଷଣା କରିଛି। ସାମୁଦ୍ରିକ ବାଣିଜ୍ୟର ମୁଖ୍ୟ ମାର୍ଗ ଏବଂ ଆଞ୍ଚଳିକ ସୁରକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri